ଢେଙ୍କାନାଳ

୭ରେ ତପୋବନ ମହିମା ମେଳା: ସମସ୍ତଙ୍କ ସହଯୋଗ ଲୋଡ଼ିଲେ ଜିଲାପାଳ

ଢେଙ୍କାନାଳ ଅଫିସ, ୩୦।୧୦: ମହିମାଧର୍ମର ଆଦିପୀଠ ତଥା ପ୍ରାକୃତିକ ସୌନ୍ଦର୍ଯ୍ୟର ଗନ୍ତାଘର ତପୋବନ ମହିମା ବିହାରରେ ଆସନ୍ତା ୭ ତାରିଖରେ ତପୋବନ ମେଳା ଅନୁଷ୍ଠିତ ହେବ। ଏହାକୁ ଶୃଙ୍ଖଳିତ ଭାବେ ସମାପନ କରିବାକୁ ବୁଧବାର ମଧ୍ୟାହ୍ନରେ ଜିଲା କାର୍ଯ୍ୟାଳୟ ସଦ୍‌ଭାବନା ଗୃହରେ…

ବିହାରରୁ ନିଖୋଜ ବୃଦ୍ଧ ଢେଙ୍କାନାଳରୁ ଉଦ୍ଧାର

ଢେଙ୍କାନାଳ ଅଫିସ, ୩୦।୧୦: ବିହାରରୁ ୭ମାସ ତଳେ ନିଖୋଜ ହୋଇଯାଇଥିବା ଜଣେ ବୃଦ୍ଧଙ୍କୁ ଦୀପାବଳି ଦିନ ଢେଙ୍କାନାଳ ଜିଲା କଙ୍କଡ଼ାହାଡ଼ ଥାନା ଅଞ୍ଚଳରୁ ଉଦ୍ଧାର କରାଯାଇଛି। ସେ ହେଲେ ତୁଫାନି ଓରଫ୍‌ ସୋହା (୬୮)। ଉଦ୍ଧାର ପରେ ତାଙ୍କୁ ଗୋବିନ୍ଦପୁରସ୍ଥିତ ମହର୍ଷି…

ଓଡ଼ାପଡ଼ାରେ ନାବାଳିକା ବିବାହ: ଭୋଜିଭାତ ପରେ ବରକନ୍ୟା ଛୁ’

ଓଡ଼ାପଡ଼ା, ୩୦।୧୦(ଡି.ଏନ.ଏ.)-ଢେଙ୍କାନାଳ ଜିଲା ମୋଟଙ୍ଗା ଥାନା ହିନ୍ଦୋଳରୋଡ୍‌ ଫାଣ୍ଡି ଅଧୀନ ଓଡ଼ାପଡ଼ା ଗ୍ରାମରେ ଜଣେ ୧୩ ବର୍ଷୀୟା ନାବାଳିକାଙ୍କ ବିବାହ କରାଇ ଦିଆଯାଇଥିବା ମଙ୍ଗଳବାର ଶିଶୁ ମଙ୍ଗଳ କମିଟି ଓ ଚାଇଲ୍ଡ ଲାଇନ୍‌ ନିକଟରେ ଅଭିଯୋଗ ହୋଇଛି। ଚାଇଲ୍ଡ ଲାଇନର ସନତ…

ଭକ୍ତି ଆଣିଛି ସଂହତି

ଓଡାପଡା,୨୯ା୧୦ (ଦିନେଶ ଦାସ) ସମଗ୍ର ଗାଁ ଏବେ ପାଲଟିଛି ଗୋଟିଏ ଗୋଷ୍ଠୀ। ସାହି ସାହି ଭିତରେ ଏବେ ନା ଅଛି ମତାନ୍ତର ନା ମନାନ୍ତର। ପୁରୁଣା ମାନ ଅଭିମାନକୁ ସତେ ଯେମିତି କେବେଠୁ ଭୁଲି ସାରିଲେଣି ଗ୍ରାମବାସୀ। ସମସ୍ତେ ଗୋଟିଏ ସୂତାରେ…

ଲଘୁଚାପ ବର୍ଷାରେ ବ୍ୟାପକ ଫସଲ ନଷ୍ଟ

ଭାପୁର,୨୯।୧୦(ଡି.ଏନ.ଏ.) ଢେଙ୍କାନାଳ ଜିଲା ସଦର ବ୍ଲକ ଓ ଓଡ଼ାପଡ଼ା ବ୍ଲକ ଅନ୍ତର୍ଗତ ଛଦେଶ ଅଞ୍ଚଳରେ ଗତ ଲଘୁଚାପ ବର୍ଷାରେ ବ୍ୟାପକ ଧାନ ଓ ପନିପରିବା ଫସଲ ନଷ୍ଟ ହୋଇଛି। ବିଲରେ ପାଣି ଜମିଥିବାରୁ ଧାନ ଗଜା ହୋଇଛି। ଟମାଟୋ, ବାଇଗଣ, କୋବି…

ଆହାର କେନ୍ଦ୍ରରେ ଖାଇଲେ ମନ୍ତ୍ରୀ

ଢେଙ୍କାନାଳ ଅଫିସ,୨୯ା୧୦ ଢେଙ୍କାନାଳ ପୌରସଂସ୍ଥା କାର୍ଯ୍ୟାଳୟ ଓ ବ୍ଲକ କାର୍ଯ୍ୟାଳୟ ଅଚାନକ ଗସ୍ତରେ ଆସିଥିବା ରାଜ୍ୟ ପଞ୍ଚାୟତିରାଜ, ଗୃହ ଓ ନଗର ଉନ୍ନୟନ ମନ୍ତ୍ରୀ ପ୍ରତାପ ଜେନା ବସଷ୍ଟାଣ୍ଡ ନିକଟସ୍ଥ ଆହାର କେନ୍ଦ୍ରକୁ ଯାଇଥିଲେ। ୫ ଟଙ୍କାର ଟିକେଟ୍‌ କାଟି ଖାଦ୍ୟ…

ପୌରସଂସ୍ଥା, ସଦରବ୍ଲକ କାର୍ଯ୍ୟାଳୟକୁ ମନ୍ତ୍ରୀଙ୍କ ଅଚାନକ ଗସ୍ତ:ଯୋଜନାର ଠିକ୍‌ ତଥ୍ୟ ରଖିବାକୁ ନିର୍ଦ୍ଦେଶ

ଢେଙ୍କାନାଳ ଅଫିସ,୨୯ା୧୦ ମୁଖ୍ୟମନ୍ତ୍ରୀଙ୍କ ୫-ଟି କାର୍ଯ୍ୟକ୍ରମକୁ ସଫଳତାର ସହ କାର୍ଯ୍ୟକାରୀ କରିବାକୁ ସଚିବମାନେ ବିଭିନ୍ନ ସ୍ଥାନ ଗସ୍ତ କରୁଥିବାବେଳେ ଏହାର ଅନୁଧ୍ୟାନ କରିବାକୁ ଏବେ ମନ୍ତ୍ରୀଙ୍କ ପାଳିପଡିଛି। ଏହି ପରିପ୍ରେକ୍ଷୀରେ ରାଜ୍ୟ ସରକାରଙ୍କ ପଞ୍ଚାୟତିରାଜ, ଗୃହ ଓ ନଗର ଉନ୍ନୟନ ମନ୍ତ୍ରୀ…

ଗଛ ବଞ୍ଚାଇଦେଲା ଜୀବନ:ନାଳରେ ଭାସି ଯାଇଥିବା ବୃଦ୍ଧା ଉଦ୍ଧାର

ରାସୋଳ, ୨୯ା୧୦(ଡି.ଏନ.ଏ) ଗଛ ବଞ୍ଚାଇଦେଲା ବୃଦ୍ଧାଙ୍କ ଜୀବନ। ଘଟଣା ଘଟିଛି ଢେଙ୍କାନାଳ ଜିଲା ହିନ୍ଦୋଳ ଥାନା ବାହାଲୁଣ୍ଡା ଗ୍ରାମ ନିକଟରେ। ରବିବାର ରାତିରେ ସ୍ଥାନୀୟ ବଡଯୋରା ନାଳରେ ବୃଦ୍ଧା ଜଣକ ଭାସିଯାଇଥିବା ବେଳେ ସୋମବାର ସକାଳେ ତାଙ୍କୁ ଉଦ୍ଧାର କରାଯାଇଛି। ରାତି…

ଗୋରୁ ଚାଲାଣ, ୬ ଗିରଫ

ଭୁବନ, ୨୮ା୧୦(ଡି.ଏନ.ଏ)- ଢେଙ୍କାନାଳ ଜିଲା ଭୁବନ ପୋଲିସ ସାମବାର ଭୋର ସମୟରେ ୫୩ ନମ୍ବର ଜାତୀୟ ରାଜପଥ ଭୂଷଳ ଛକ ନିକଟରେ ଦୁଇଟି ଗୋରୁ ବୋଝେଇ ମିନିଟ୍ରକ ଜବତ କରିଛି। ଟ୍ରକ୍‌ ଦୁଇଟି (ନଂ. ଓଡି.୦୬-ଏ-୯୭୪୯ ଓ ଓଡି ୦୫-ଇ-୩୮୬୦) ଗୋରୁ…

ଜଳିଗଲା ଲୁଗା ଦୋକାନ ୫୦ ଲକ୍ଷର ସାମଗ୍ରୀ ନଷ୍ଟ

ଭୁବନ,୨୮ା୧୦(ଡି.ଏନ.ଏ)- ଢେଙ୍କାନାଳ ଜିଲା ଭୁବନ ଏନ୍‌ଏସି ୨ନଂ ୱାର୍ଡ ଶିଶୁମନ୍ଦିର ନିକଟସ୍ଥ ଶ୍ରୀକୃଷ୍ଣ ଡ୍ରେସ୍‌ ହାଉସ ମାଲିକଙ୍କ ଘରେ ରବିବାର ସନ୍ଧ୍ୟା ପ୍ରାୟ ୮ଟାରେ ଅଗ୍ନିକାଣ୍ଡ ଘଟିଛି। ଏଥିରେ ପ୍ରାୟ ୫୦ ଲକ୍ଷ ଟଙ୍କାର ଡ୍ରେସ ଓ ପୋଷାକ ଜଳିଯାଇଛି। ଦୀପାବଳି…

ଏକଦିବସୀୟ ପ୍ରଧାନ ଶିକ୍ଷକ ସମ୍ମିଳନୀ: ‘ପରିମାର୍ଜିତ ହେଲେ ଶିକ୍ଷାର ବିକାଶ ହେବ’

କାମାକ୍ଷାନଗର, ୨୭।୧୦(ଡି.ଏନ.ଏ.) – ପ୍ରଧାନ ଶିକ୍ଷକ ବିଦ୍ୟାଳୟର ମୁରବି। ତାଙ୍କୁ ଅନୁକରଣ କରି ସହକାରୀ ଶିକ୍ଷକମାନେ କାର୍ଯ୍ୟ କରନ୍ତି। ପ୍ରଧାନ ଶିକ୍ଷକଙ୍କ କାର୍ଯ୍ୟଶୈଳୀ ଏବଂ ବ୍ୟବହାର ପରିମାର୍ଜିତ ହେବା ନିତାନ୍ତ ଜରୁରୀ। ସହକାରୀଙ୍କୁ ପରିବାର ସଦସ୍ୟ ଭାବିଲେ ଏବଂ ଛାତ୍ରୀଛାତ୍ରଙ୍କୁ ନିଜ…

ଲଗାଣବର୍ଷା ଆଣିଲା ଦୁଃଖ: ୭୫୦ ହେକ୍ଟର ଚାଷ ଜମି ଜଳମଗ୍ନ

ଢେଙ୍କାନାଳ ଅଫିସ, ୨୬।୧୦ – ଲଘୁଚାପଜନିତ ଲଗାଣ ବର୍ଷା ଢେଙ୍କାନାଳ ଜିଲାର ଚାଷୀଙ୍କ ପାଇଁ ଦାରୁଣ ଦୁଃଖ ଆଣିଛି। ଧାନ ବାହାରିବା ସମୟରେ ଜଳମଗ୍ନ ହୋଇପଡ଼ିଛି ଚାଷଜମି। ଚାଷୀମାନେ ବର୍ଷସାରା ପରିଶ୍ରମ କରି ଭଲ ଫସଲ ଉତ୍ପାଦନକୁ ଚାହିଁ ରହିଥିବାବେଳେ ଅଦିନିଆ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?