ସ୍ତ୍ରୀଙ୍କୁ ନିର୍ଯାତନା ଅଭିଯୋଗ, ସ୍ବାମୀ ଗିରଫ
ବଇଣ୍ଡା,୧୫।୯(ଡି.ଏନ.ଏ.)-ଆଠମଲ୍ଲିକ ବ୍ଲକ ଠାକୁରଗଡ଼ ଥାନା ଅରଖକୁଦ ଗ୍ରାମର ବୈଜୟନ୍ତୀ ଭୋଇ(୨୬)ଙ୍କୁ ତାଙ୍କ ସ୍ବାମୀ ଅକ୍ଷୟ ଭୋଇ, ଶାଶୁ ଉମା ଭୋଇ, ଶ୍ୱଶୁର ସଞ୍ଜୟ ଭୋଇ ନିର୍ଯାତନା ଦେଉଥିବା ରବିବାର ଠାକୁରଗଡ଼ ଥାନାରେ ଅଭିଯୋଗ ହୋଇଛି। ପୋଲିସ ନଂ. ୯୪/୧୯ରେ ଏକ...
ଶତାଧିକ ମାଛ ମୃତ:ଠିକାସଂସ୍ଥା ନାମରେ ଅଭିଯୋଗ
ବଇଣ୍ଡା,୧୫।୯(ଡି.ଏନ.ଏ.)-କିଶୋରନଗର ବ୍ଲକ ନୁନୁକାପଶି ପଞ୍ଚାୟତରେ ଥିବା ଚନ୍ଦନ ପୋଖରୀରେ ୫୫ ନଂ. ଜାତୀୟ ରାଜପଥ ସମ୍ପ୍ରସାରଣ କରୁଥିବା ଠିକାସଂସ୍ଥା ପକ୍ଷରୁ ଶୁକ୍ରବାରଠାରୁ ରବିବାର ୩ ଦିନ ଧରି ବିଷାକ୍ତ ବସ୍ତୁ ପକାଯାଉଛି। ଫଳରେ ପୋଖରୀ ପାଣି ବିଷାକ୍ତ ହେବାସହିତ ଶତାଧିକ...
ସାପୁଆ ନଦୀରେ ଭାସି ବୃଦ୍ଧା ନିଖୋଜ ଘଟଣା: ମୃତଦେହ ଉଦ୍ଧାର
ଭାପୁର,୧୫।୯(ଡି.ଏନ୍.ଏ.): ଢେଙ୍କାନାଳ ଜିଲା ସଦର ଥାନା ଭାପୁର ସାପୁଆ ନଦୀରେ ଭାସି ଯାଇ ସତୀ ଘଡେଇ (୮୩) ନାମରେ ଜଣେ ବୃଦ୍ଧା ରବିବାର ସକାଳେ ନିଖୋଜ ହୋଇଯାଇଥିଲେ। ତେବେ ପରିବାର ଲୋକଙ୍କ ପକ୍ଷରୁ ତାଙ୍କୁ ଉଦ୍ଧାର କରିବାକୁ ଚେଷ୍ଟା କରାଯାଉଥିବା...
ସାପୁଆ ନଦୀରେ ଭାସି ବୃଦ୍ଧା ନିଖୋଜ: ଉଦ୍ଧାର କାର୍ଯ୍ୟ ଜାରି
ଭାପୁର,୧୫।୯(ଡି.ଏନ୍.ଏ.): ଢେଙ୍କାନାଳ ଜିଲା ସଦର ଥାନା ଭାପୁର ସାପୁଆ ନଦୀରେ ଭାସି ଯାଇ ଜଣେ ବୃଦ୍ଧା ନିଖୋଜ ଅଛନ୍ତି। ସେ ହେଲେ ଗୋଡ଼ିସାହିର ସତୀ ଘଡେଇ (୮୩)। ରବିବାର ସକାଳେ ସତୀ ନଦୀକୁ ଗାଧୋଇବାକୁ ଯାଇ ଭାସି ଯାଇଥିଲେ। ପରିବାର...
୩ୟ ରାଷ୍ଟ୍ରୀୟ ଲୋକ ଅଦାଲତ: ୨୬୩ ମାମଲାର ଫଇସଲା
ମାଜିଷ୍ଟ୍ରେଟ୍ ମୁକ୍ତିରଞ୍ଜନ ଶତପଥୀ, ବିଚାରପତି ଅଳ୍ପନା ସ୍ବାଇଁ, ସୁଜାତା ପ୍ରିୟମ୍ବଦା ସ୍ବାଇଁ, ଅଭିଜିତ ପୁରୋହିତ, ସୁଶାନ୍ତ ନାୟକ, ମୈତ୍ରୀ ସାମନ୍ତରାୟ, ରାଜଶ୍ରୀ ଆର୍ଯ୍ୟବାଳା ତ୍ରିପାଠୀ, ନିଶା ଅଗ୍ରଓ୍ବାଲ ପ୍ରମୁଖ ମାମଲାଗୁଡ଼ିକୁ ପରିଚାଳନା କରିଥିଲେ। ସିଭିଲକୋର୍ଟ ରେଜିଷ୍ଟ୍ରାର ସଞ୍ଜିତ ବେହେରା, ବରିଷ୍ଠ...
ନିହଲପ୍ରସାଦରେ ନଗଡ଼ାର ଚିତ୍ର: ସତ୍ୟ ଶଯ୍ୟାଶାୟୀ
ଢେଙ୍କାନାଳ ଅଫିସ, ୧୫।୯ – କଙ୍କାଳସାର ଶରୀର। ଗଣି ହୋଇଯାଉଛି ପଞ୍ଜରା। ଦେହସାରା ଗଭୀର କ୍ଷତ। ଉଠି ବସିବାକୁ ବଳ ନାହିଁ। ନିସ୍ତେଜ ହୋଇ ବିଛଣାରେ ପଡ଼ିରହିଛନ୍ତି। ଆଖି ପୂରାଇ ଦେଖିଲେ ଯେ କେହି ବି ସହଜରେ ଠଉରାଇ ପାରିବ...
ବ୍ରାହ୍ମଣୀରୁ ମୃତଦେହ ଉଦ୍ଧାର ଘଟଣା: କେହି ଦେଇପାରିଲେନି ପ୍ରମାଣ
ଭୁବନ, ୧୫।୯(ଡି.ଏନ୍.ଏ.) – ଢେଙ୍କାନାଳ ଜିଲା ଭୁବନ ଥାନା ଓଢ଼ଣା-ମାଳପୁରା ଗ୍ରାମ ନିକଟରେ ପ୍ରବାହିତ ବ୍ରାହ୍ମଣୀ ନଦୀରୁ ଶୁକ୍ରବାର ମିଳିଥିବା ଗଳିତ ମୃତଦେହକୁ ନେଇ ଅଡୁଆ ବଢ଼ିବାରେ ଲାଗିଛି। ଶନିବାର ଦିନତମାମ କସରତ ସତ୍ତ୍ୱେ ମୃତଦେହ ଚିହ୍ନଟ ହୋଇପାରିନାହିଁ। ମୃତଦେହର...
ବିପିଏଲ୍ ପରିବାରକୁ ବିଦ୍ୟୁତ୍ ସଂଯୋଗ ଦାବି: ଦିନସାରା ଏନ୍ଜେନ୍ କର୍ମଚାରୀ ଅଟକ
ଭାପୁର, ୧୫।୯(ଡି.ଏନ୍.ଏ.) – ଉଜ୍ଜ୍ୱଳା ବଲ୍ବ ପ୍ରଦାନ, ବିପିଏଲ୍ ପରିବାରକୁ ବିଦ୍ୟୁତ୍ ସଂଯୋଗ ଦାବିରେ ଢେଙ୍କାନାଳ ଜିଲା ଓଡ଼ାପଡ଼ା ବ୍ଲକ ଗୋବିନ୍ଦପ୍ରସାଦ ଗ୍ରାମର ଶତାଧିକ ମହିଳା ଶନିବାର ଦିନତମାମ ଏନ୍ଜେନ୍ କର୍ମଚାରୀଙ୍କୁ ଅଟକ ରଖିଥିଲେ। ୭ଦିନ ମଧ୍ୟରେ ବିଦ୍ୟୁତ୍ ସଂଯୋଗ...
କୋଇଲା ଟ୍ରକ ଜବତ, ଡ୍ରାଇଭର ଗିରଫ
ଭୁବନ, ୧୪।୯(ଡି.ଏନ.ଏ.)-କୋଇଲା ଚୋରା ଚାଲାଣ ବେଳେ ଭୁବନ ପୋଲିସ ଏକ ଟ୍ରକ୍କୁ ଜବତ କରିଛି। ପ୍ରାଥମିକ ତଦନ୍ତରୁ ଉକ୍ତ ଟ୍ରକ୍ର ନମ୍ବର ନକଲି ବୋଲି ଜଣାପଡ଼ିଛି। ଚାଳକ ଢେଙ୍କାନାଳ ସଦର ଥାନା ବାରଦା ଗ୍ରାମର ଗଜେନ୍ଦ୍ର ବରାଳ (୨୯)ଙ୍କୁ ପୋଲିସ...
ଅଭିଭାବକ ଛାତ୍ରୀଛାତ୍ରଙ୍କ ବିକାଶର ମୂଳଦୁଆ
ଭୁବନ, ୧୪।୯(ଡି.ଏନ.ଏ.)- ଅଭିଭାବକ ହେଉଛନ୍ତି ଛାତ୍ରୀଛାତ୍ରଙ୍କ ବିକାଶର ମୂଳଦୁଆ। ଶିକ୍ଷାର ଅଭିବୃଦ୍ଧିରେ ପିଲାମାନଙ୍କ ଯେତିକି ଭୂମିକା ତା’ଠାରୁ ଢେର ବେଶି ମା’ବାପାଙ୍କର। ଶିକ୍ଷାର୍ଥୀ, ଅଭିଭାବକ ଏବଂ ଅଧ୍ୟାପକଙ୍କ ମିଳିତ ପ୍ରଚେଷ୍ଟାରେ ଶିକ୍ଷାନୁଷ୍ଠାନର ଗୌରବ ବଢ଼ିବ ବୋଲି କହିଛନ୍ତି ଭୁବନସ୍ଥିତ ବାଜି...
ଅସୁସ୍ଥ ଶାବକକୁ ଛାଡ଼ି ପଳାଇଲା ମା’ ହାତୀ: ଉଦ୍ଧାର ପରେ ବନବିଭାଗକୁ ହସ୍ତାନ୍ତର କଲେ ଗ୍ରାମବାସୀ
ପରଜଙ୍ଗ,୧୪।୯(ଡି.ଏନ୍.ଏ.): ଢେଙ୍କାନାଳ ବନଖଣ୍ଡ ମହାବିରୋଡ଼ ରେଞ୍ଜ ଡିହଡୋଳ ଫରେଷ୍ଟ ସେକ୍ସନ ଅଧୀନ ବାଇଗିଣିଆ ଗ୍ରାମ ଦଳିତ ବସ୍ତି ପାଖ ପଡିଆରୁ ଶନିବାର ଗ୍ରାମବାସୀ ଏକ ଅଣ୍ଡିରା ହାତୀ ଶାବକକୁ ଉଦ୍ଧାର କରିଛନ୍ତି। ଶାବକଟିର ବୟସ ପ୍ରାୟ ଏକ ମାସ ହେବ...
ପୋଖରୀରେ ଓଲଟିଲା ମିନିବସ୍: ଡ୍ରାଇଭରଙ୍କ ସମେତ ୧୩ ଆହତ
ପରଜଙ୍ଗ, ୧୪।୯(ଡି.ଏନ.ଏ.) – ଢେଙ୍କାନାଳ ଜିଲା ୫୩ନଂ. ଜାତୀୟ ରାଜପଥର ପରଜଙ୍ଗ ଗଁ। ନିକଟରେ ଶୁକ୍ରବାର ଅପରାହ୍ନରେ ଏକ ମିନିବସ୍ (ନଂ. ଓଡ଼ି ୩୫ ବି ୩୪୨୬) ଭାରସାମ୍ୟ ହରାଇ ଖଣ୍ଡିଆବନ୍ଧ ପୋଖରୀକୁ ଓଲଟିପଡ଼ିଛି। ଏଥିରେ ଡ୍ରାଇଭରଙ୍କ ସମେତ ୧୩ଜଣ...
Archives


