କେନାଲ ବୁଡ଼ି ଜଣେ ମୃତ
ପରଜଙ୍ଗ, ୮।୧୦(ଡି.ଏନ.ଏ.)-ଢେଙ୍କାନାଳ ଜିଲା ପରଜଙ୍ଗ ଥାନା ଅନ୍ତର୍ଗତ କଟାବାହାଳ ଗ୍ରାମର ଜଣେ ବୃଦ୍ଧ କେନାଲରେ ବୁଡ଼ି ପ୍ରାଣ ହରାଇଛନ୍ତି। ମୃତକ ହେଲେ ବସନ୍ତ ବେହେରା (୫୯)। ପ୍ରତ୍ୟକ୍ଷଦର୍ଶୀଙ୍କ କହିବା କଥା, ସୋମବାର ମଧ୍ୟାହ୍ନରେ ବସନ୍ତ କଟାବାହାଳ ଶାଖା କେନାଲ ହୁଡା ଦେଇ…
ଆଜି ଐତିହାସିକ ବଳଦଯାତ୍ରା: ଦୁଲୁକୁଛି ଭୁବନ
ଭୁବନ, ୮।୧୦(ଡି.ଏନ.ଏ.)-ଐତିହାସିକ ବଳଦଯାତ୍ରାକୁ ନେଇ ଚଳଚଞ୍ଚଳ ହୋଇଉଠିଛି ଭୁବନ। ରଙ୍ଗବେରଙ୍ଗର ଆଲୋକମାଳା, ସୁଉଚ୍ଚ ତୋରଣ ସାଙ୍ଗକୁ ମେଢ ସାଜସଜ୍ଜା ଯାତ୍ରାକୁ କରିଦେଇଛି ଅଧିକ ଆକର୍ଷଣୀୟ। ବାଜାବାଣରେ ସହର ଦୁଲୁକୁଥିବାବେଳେ ବନ୍ଧୁବାନ୍ଧବଙ୍କ ଭିଡ଼ ସୃଷ୍ଟି କରିଛି ଉତ୍ସବମୁଖର ପରିବେଶ। ଚଳିତ ବର୍ଷ ଭୁବନରେ…
ମନ୍ତ୍ରଧ୍ୱନିରେ କମ୍ପୁଛି କାମାକ୍ଷାନଗର
କାମାକ୍ଷାନଗର, ୮।୧୦(ନି.ପ୍ର.)-ଆଜି ପବିତ୍ର ଦଶହରା। ମନ୍ତ୍ରଧ୍ୱନି, ଚଣ୍ଡୀପାଠ, ହୋମଯଜ୍ଞରେ କମ୍ପୁଛି ପୂଜାମଣ୍ଡପ। ମା’ଙ୍କ ଏହି ଶାରଦୀୟ ମହୋତ୍ସବରେ ନିଜକୁ ସାମିଲ କରିଛି କାମାକ୍ଷାନଗର। ସୋମବାର ମହାନବମୀ ପରେ ମଙ୍ଗଳବାର ପାରମ୍ପରିକ ନୀତି ଅନୁଯାୟୀ ମହାଦଶମୀ ପୂଜା ଆରମ୍ଭ ହୋଇଛି। ମା’ଙ୍କ ଦର୍ଶନ…
ପୂର୍ତ୍ତ ବିଭାଗ ରାସ୍ତାରେ ଏନ୍ଟିପିସି ପ୍ରକଳ୍ପ ପାଉଁଶ ପାଣି
କଣିହଁା, ୭।୧୦(ଡି.ଏନ.ଏ.)-କଣିହଁା ବ୍ଲକ ଅଞ୍ଚଳରେ ୨ଦିନ ହେଲା ବଜ୍ରପାତ ସହ ପ୍ରବଳ ବର୍ଷା ହେଉଛି। ଏହି କାରଣରୁ ଏନ୍ଟିପିସି ପ୍ରକଳ୍ପରୁ ପାଉଁଶପାଣି ପ୍ରବାହିତ ହୋଇ ମାଡୁଆ ଦେବୀଙ୍କ ପୀଠ ନିକଟ ପୂର୍ତ୍ତ ବିଭାଗ ରାସ୍ତା ଉପରୁ ପିଚୁ ଉଠିଯାଇ ଖାଲଖମା ସୃଷ୍ଟି…
ବଳଦଯାତ୍ରା ପାଇଁ ଚଳଚଞ୍ଚଳ ଭୁବନ
ଭୁବନ, ୭।୧୦(ଡି.ଏନ.ଏ.)-ମଙ୍ଗଳବାର ଐତିହାସିକ ବଳଦଯାତ୍ରା। ଏହାକୁ ଆଉ କେଇଘଣ୍ଟା ବାକି। ବାଣିଜ୍ୟ ପରମ୍ପରାକୁ ନେଇ ସମୃଦ୍ଧ ଏହି ଯାତ୍ରା ପାଇଁ ଉତ୍ସବମୁଖର ହୋଇଉଠିଛି ଭୁବନ ସହର। ଉଜ୍ଜ୍ୱଳ ଆଲୋକମାଳା, ସୁଉଚ୍ଚ ତୋରଣରେ ନୂଆବୋହୂ ପରି ଅଞ୍ଚଳ ସଜେଇ ହେଉଥିବାବେଳେ ଘରେ ଘରେ…
ଆଲୋକମାଳାରେ ଝଲସୁଛି ବଇଣ୍ଡା ପୂଜା ମଣ୍ଡପ
ବଇଣ୍ଡା,୬ା୧୦(ଡି.ଏନ.ଏ)-କିଶୋରନଗର ବ୍ଲକ ବଇଣ୍ଡା ହାଇସ୍କୁଲ ରୋଡ ଓ ଡେବେରାପାଲି ଗ୍ରାମରେ ଶନିବାରଠାରୁ ଦୁର୍ଗାପୂଜା ଆରମ୍ଭ ହୋଇଛି। ଏଥିପାଇଁ ଗାଁ ଦାଣ୍ଡ ଉତ୍ସବ ମୁଖର ହୋଇପଡ଼ିଛି। ଶୁକ୍ରବାର ଅପରାହ୍ନରେ ଚନ୍ଦନ ପୋଖରୀରୁ କଳସରେ ପାଣି ଆଣିବା ପରେ ପୂଜାର୍ଚ୍ଚନା ଆରମ୍ଭ ହୋଇଥିଲା। ରଙ୍ଗବେରଙ୍ଗ…
ଗୁରୁଜନଙ୍କୁ ସର୍ବଦା ସମ୍ମାନ ଦିଅ
ବଇଣ୍ଡା,୬ା୧୦(ଡି.ଏନ.ଏ)-ଆଠମଲ୍ଲିକ ବ୍ଲକ ଠାକୁରଗଡ଼ ବ୍ଲକ ଷୋଳପଦା ଡିଗ୍ରୀ କଲେଜରେ ଶୁକ୍ରବାର ଯୁକ୍ତ ତିନି ପ୍ରଥମ ବର୍ଷର ଛାତ୍ରୀଛାତ୍ରଙ୍କୁ ସ୍ବାଗତ ସମ୍ବର୍ଦ୍ଧନା ଦିଆଯାଇଛି। କଲେଜ ଅଧ୍ୟକ୍ଷା ପ୍ରତିମା ବାଗଙ୍କ ସଭାପତିତ୍ୱରେ ଅନୁଷ୍ଠିତ ସଭାରେ ଅତିଥି ଭାବେ ତରୁଣ ପ୍ରଧାନ, ସରୋଜ ବାଗ, ରତ୍ନାକର…
ଧାନ ଫସଲରେ ପୋକ, ଚାଷୀ ଆତଙ୍କିତ
ଢେଙ୍କାନାଳ ଅଫିସ, ୬।୧୦ – ଢେଙ୍କାନାଳ ସଦର ବ୍ଲକ ବେଲଟିକିରି ଗ୍ରାମରେ ଧାନ ଫସଲରେ ପୋକ ଆତଙ୍କ ଦେଖାଦେଇଛି। ଏହାକୁ ନେଇ ଚାଷୀମାନେ ଆତଙ୍କିତ ହୋଇପଡ଼ିଛନ୍ତି। ଏ ନେଇ ସେମାନେ କୃଷି ବିଭାଗର ଦୃଷ୍ଟି ଆକର୍ଷଣ କରିଥିଲେ। ହେଲେ ଦଶହରା ଛୁଟି…
୧୬ବର୍ଷ ପରେ ଅଭିଯୁକ୍ତଙ୍କୁ ଦଣ୍ଡ
ପରଜଙ୍ଗ, ୬।୧୦(ଡି.ଏନ.ଏ.): ପରଜଙ୍ଗ ଜେଏମ୍ଏଫ୍ସିଙ୍କ ଅଦାଲତରେ ଦୀର୍ଘ ୧୬ବର୍ଷ ଧରି ଚାଲିଥିବା ଏକ ଯୌତୁକ ନିର୍ଯାତନା ମାମଲାର ରାୟ ପ୍ରକାଶ ପାଇଛି। ଜେଏମ୍ଏଫ୍ସି ପ୍ରଜ୍ଞା ପଣ୍ଡା ଅଭିଯୁକ୍ତ ସଞ୍ଜୟ ସାହୁଙ୍କୁ ଦୋଷୀ ସାବ୍ୟସ୍ତ କରିଛନ୍ତି। ତାଙ୍କୁ ଆଇପିସିର ଧାରା ୪୯୮ (କ)…
କେନାଲକୁ ଖସିପଡ଼ିଛି ଛୁଆ, ଜଗିଛି ମା’ ହାତୀ
ପରଜଙ୍ଗ,୪।୧୦ (ଡି.ଏନ.ଏ.)-ଢେଙ୍କାନାଳ ବନଖଣ୍ଡ ମହାବିରୋଡ଼ ରେଞ୍ଜ ଡିହଡୋଳ ଫରେଷ୍ଟ ସେକ୍ସନ ଖାଲପାଳ ଗ୍ରାମ ନିକଟ ଶାଖା କେନାଲ ମଧ୍ୟକୁ ଗୁରୁବାର ରାତିରେ ଏକ ଛୁଆ ହାତୀ ଖସିପଡିଛି। କେନାଲର ଉଭୟ ପାର୍ଶ୍ୱ କଂକ୍ରିଟ ହୋଇଥିବାରୁ ହାତୀଟି ବାହାରି ପାରୁ ନ ଥିବା…
ପୋଲିସ-ମାଜିଷ୍ଟ୍ରେଟ୍ ସମନ୍ବୟ ବୈଠକ: ସହଯୋଗରେ ସମାଧାନ ହେବ ମାମଲା
ଢେଙ୍କାନାଳ ଅଫିସ,୪ା୧୦- ଢେଙ୍କାନାଳ ଜିଲା କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ ଗୁରୁବାର ଅପରାହ୍ନରେ ଜିଲାସ୍ତରୀୟ ପୋଲିସ-ମାଜିଷ୍ଟ୍ରେଟ ସମନ୍ବୟ ବୈଠକ ଅନୁଷ୍ଠିତ ହୋଇଯାଇଛି। ବୈଠକରେ ଜିଲାପାଳ ଭୂମେଶ ଚନ୍ଦ୍ର ବେହେରା ଅଧ୍ୟକ୍ଷତା କରି ଜିଲାରେ ହେଉଥିବା ମାମଲା ଗୁଡିକୁ ପୋଲିସ ଓ ମାଜିଷ୍ଟ୍ରେଟଙ୍କ ପୂର୍ଣ୍ଣ…
ବିନା ପରମିଟ୍ରେ ଚାଲୁଥିବା ସ୍କୁଲ ବସ୍ ଜବତ
ଢେଙ୍କାନାଳ ଅଫିସ, ୩ା୧୦ – ଢେଙ୍କାନାଳ ଜିଲା ଗୋବିନ୍ଦପୁର ଅଞ୍ଚଳର ଜଣେ ମହିଳାଙ୍କ ନାମରେ ଥିବା ସ୍କୁଲ ବସ୍ ବିନା ପରମିଟରେ ଚାଲୁଥିବା ଅଭିଯୋଗରେ ଆଞ୍ଚଳିକ ପରିବହନ ଅଧିକାରୀ ଓ କର୍ମଚାରୀମାନେ ଏହାକୁ ଜବତ କରିଛନ୍ତି। ଏ ବାବଦରେ ୨୨ହଜାର ଟଙ୍କା…
Archives


