ଢେଙ୍କାନାଳ

ବାଲମୁଚ୍‌ ହତ୍ୟା ମାମଲା :ଅଭିଯୁକ୍ତ ସ୍ବାମୀଙ୍କୁ ଆଜୀବନ ଜେଲ

ଢେଙ୍କାନାଳ ଅଫିସ, ୧ା୧୦ ଢେଙ୍କାନାଳ ସହରସ୍ଥିତ ମଣ୍ଟଫୋର୍ଟ ସ୍କୁଲ ନିକଟରେ ୨୦୧୬ ମସିହାରେ ଘଟିଥିବା ସଞ୍ଜୁ ବାଲମୁଚ୍‌ ହତ୍ୟା ମାମଲାର ରାୟ ସୋମବାର ପ୍ରକାଶ ପାଇଛି। ଜିଲା ଦୌରାଜଜ୍‌ ମଳୟ ରଞ୍ଜନ ଦାଶ ମାମଲାର ଅଭିଯୁକ୍ତ ତଥା ସଞ୍ଜୁଙ୍କ ସ୍ବାମୀ ବିଜୟ…

ଶାଳ କାଠ ବୋଝେଇ ଟ୍ରାକ୍ଟର ଜବତ, ଚାଳକ ଫେରାର

ପରଜଙ୍ଗ,୩୦।୯(ଡି.ଏନ.ଏ)-ଢେଙ୍କାନାଳ ଜିଲା ପରଜଙ୍ଗ ଥାନା ଆମ୍ବପଳାସ ଗ୍ରାମ ନିକଟ ଜଙ୍ଗଲରୁ ସୋମବାର ବନ ବିଭାଗ ଏକ ଚୋରା ଶାଳ କାଠ ବୋଝେଇ ଟ୍ରାକ୍ଟରକୁ ଜବତ କରିଛି। ଏଥିସହିତ ଟ୍ରକ୍ଟରରୁ ୭୫ରୁ ଊର୍ଦ୍ଧ୍ୱ ଶାଳ କାଠ ଜବତ କରାଯାଇଛି। ପ୍ରକାଶ ଯେ, ସୋମବାର…

ବିରୁଡ଼ି ଆକ୍ରମଣରେ ବୃଦ୍ଧାଙ୍କ ଜୀବନ ଗଲା

ପରଜଙ୍ଗ,୩୦।୯(ଡି.ଏନ.ଏ)-ଢେଙ୍କାନାଳ ଜିଲା ପରଜଙ୍ଗ ଥାନା ଲୋଧଣୀ ଗ୍ରାମର ଲଳିତା ବେହେରା(୬୦) ବିରୁଡ଼ି ଆକ୍ରମଣରେ ମୃତ୍ୟୁବରଣ କରିଛନ୍ତି। ରବିବାର ଲଳିତା ଗ୍ରାମ ନିକଟ ପଶି ଅଞ୍ଚଳରୁ ଛେଳି ଚରାଇ ଘରକୁ ଫେରୁଥିବାବେଳେ ବିରୁଡ଼ିମାନେ ତାଙ୍କୁ ଆକ୍ରମଣ କରିଥିଲେ। ଖବରପାଇ ପରିବାର ଲୋକେ ତାଙ୍କୁ…

ଗ୍ୟାସ ଟାଙ୍କିରୁ ଅଗ୍ନିକାଣ୍ଡ, ଜଳିଗଲା ଆଜବେଷ୍ଟ ଘର

ପରଜଙ୍ଗ,୩୦।୯(ଡି.ଏନ.ଏ)-ଢେଙ୍କାନାଳ ଜିଲା ପରଜଙ୍ଗ ତହସିଲ ଅଧୀନ ସରାଙ୍ଗ ସୁବର୍ଣ୍ଣ ପାଟଣା ସାହିର ଲକ୍ଷ୍ମୀଧର ବେଜଙ୍କ ଘରେ ଥିବା ଗ୍ୟାସ ଟାଙ୍କିରୁ ସୋମବାର ଅପରାହ୍ନରେ ଅଗ୍ନିକାଣ୍ଡ ଘଟିଛି। ଫଳରେ ଘରେ ଥିବା ଆସବାବ ପତ୍ର ସମେତ ବହୁ ସାମଗ୍ରୀ ପୋଡ଼ିଯାଇଛି। ଏଥିସହିତ ଆଜବେଷ୍ଟସ…

ହାଟରୁ ଧରାପଡ଼ିଲେ ୩ ପକେଟମାର ନିର୍ଧୂମ ଛେଚିଲେ, ପୋଲିସ ଜିମାଦେଲେ

ଭାପୁର, ୨୯।୯(ଡି.ଏନ୍‌.ଏ.)-ଢେଙ୍କାନାଳ ସଦର ଥାନା ଭାପୁର ମେଡିକାଲ ଛକ ନିକଟ ପରିବା ହାଟରୁ ରବିବାର ପକେଟମାର କରୁଥିବା ୩ଜଣଙ୍କୁ ସ୍ଥାନୀୟ ଲୋକେ ଧରି ପୋଲିସ ଜିମା ଦେଇଛନ୍ତି। ସେମାନଙ୍କ ମଧ୍ୟରେ ଜଣେ ନାବାଳକ ଅଛନ୍ତି। ଯୁବକ ଦ୍ୱୟ ହେଲେ ଅରୁଣ ପ୍ରଧାନ…

ବିଦ୍ୟୁତ୍‌ ଆଘାତରେ ବୃଦ୍ଧା ମୃତ

ଛେଣ୍ଡିପଦା,୨୯।୯(ସ୍ବ.ପ୍ର)-ଛେଣ୍ଡିପଦା ବ୍ଲକ ମାଛକୁଟା ଗ୍ରାମରେ ରବିବାର ବିଦ୍ୟୁତ୍‌ ଆଘାତରେ ବିଦେଶୀ ନାଏକଙ୍କ ସ୍ତ୍ରୀ ଲିଳାବତୀ ନାଏକ(୬୦)ଙ୍କ ମୃତ୍ୟୁ ହୋଇଛି। ଲିଳାବତୀ ଅପରାହ୍ନରେ ଘରୁ ବାହରି ପଡିଶା ଘରକୁ ଯାଉଥିବାବେଳେ ଘର ପାଖରେ ଥିବା ବିଦ୍ୟୁତ୍‌ ଖୁଣ୍ଟକୁ ଧରି ପକାଇଥିଲେ। ତେବେ ବିଦ୍ୟୁତ୍‌…

ରସାସିଂହରେ ଜ୍ୱର ଆତଙ୍କ:୪ ଡେଙ୍ଗୁ, ୬ ଚିକୁନଗୁନିଆ ରୋଗୀ ଚିହ୍ନଟ

ଢେଙ୍କାନାଳ ଅଫିସ, ୨୮।୯ ଢେଙ୍କାନାଳ ଜିଲା ଓଡ଼ପଡ଼ା ବ୍ଲକ ରସାସିଂହ ଗ୍ରାମରେ ସଂକ୍ରାମକ ଜ୍ୱର ଆତଙ୍କ ଦେଖାଦେଇଛି। ଶୁକ୍ରବାର ରକ୍ତ ନମୁନା ପରୀକ୍ଷା କରାଯିବା ପରେ ୪ ଡେଙ୍ଗୁ ଏବଂ ୬ ଜଣ ଚିକୁନ୍‌ଗୁନିଆ ରୋଗୀ ଚିହ୍ନଟ ହୋଇଛନ୍ତି। ଏହାକୁ ନେଇ…

କୁମୁସୀ ସରପଞ୍ଚ ନିଲମ୍ବିତ

ପରଜଙ୍ଗ, ୨୮।୯(ଡି.ଏନ.ଏ.) ପଦବୀର ଅପବ୍ୟବହାର ଅଭିଯୋଗରେ ନିଲମ୍ବିତ ହୋଇଛନ୍ତି ଢେଙ୍କାନାଳ ଜିଲା ପରଜଙ୍ଗ ବ୍ଲକ କୁମୁସୀ ପଞ୍ଚାୟତର ସରପଞ୍ଚ ସାଗରିକା ଦେହୁରୀ। ଜିଲାପାଳଙ୍କ ଅର୍ଡର ନଂ. ୭୮୦ ଏବଂ ତା.୨୬.୯.୧୯ରିଖରେ ଏହି ନିର୍ଦ୍ଦେଶ ଜାରି କରାଯାଇଛି। ତାଙ୍କ ସ୍ଥାନରେ ନାଏବ ସରପଞ୍ଚ…

ଢେଙ୍କାନାଳରେ ଜଳସମ୍ପଦ ମନ୍ତ୍ରୀ:ଅଧିକ ଜମିକୁ ଜଳ ସେଚନ ନିର୍ଦ୍ଦେଶ

ଢେଙ୍କାନାଳ ଅଫିସ, ୨୮।୯ ଜଳସମ୍ପଦ ଏବଂ ସୂଚନା ଓ ଲୋକସମ୍ପର୍କ ମନ୍ତ୍ରୀ ରଘୁନନ୍ଦନ ଦାସ ଶୁକ୍ରବାର ଢେଙ୍କାନାଳ ଗସ୍ତରେ ଆସି ସ୍ଥାନୀୟ ସର୍କିଟ ହାଉସ୍‌ରେ ବିଭାଗୀୟ କାର୍ଯ୍ୟର ସମୀକ୍ଷା କରିଛନ୍ତି। ଜିଲାରେ ଅଧିକ ଚାଷ ଜମିକୁ ଜଳସେଚନ କରିବାକୁ ମନ୍ତ୍ରୀ ବିଭାଗୀୟ…

ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ ପରେ ଦଲାଲଙ୍କ ଉପରେ ନଜର: ଆର୍‌ଟିଓ କାର୍ଯ୍ୟାଳୟରେ ପୋଲିସ ଚଢ଼ାଉ

ଢେଙ୍କାନାଳ ଅଫିସ, ୨୭ା୯-ସ୍ବାସ୍ଥ୍ୟକେନ୍ଦ୍ର ଏବଂ ଆର୍‌ଟିଓ କାର୍ଯ୍ୟାଳୟକୁ ୧୫ଦିନ ମଧ୍ୟରେ ଦଲାଲମୁକ୍ତ କରିବାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିର୍ଦ୍ଦେଶ ଦେବା ପରେ ପ୍ରକାଶ ପାଇଛି ପ୍ରଶାସନିକ ତତ୍ପରତା। ତଦନୁଯାୟୀ ଗୁରୁବାର ମଧ୍ୟାହ୍ନରେ ଢେଙ୍କାନାଳ ଟାଉନ ଥାନା ପୋଲିସ ପକ୍ଷରୁ ଆଞ୍ଚଳିକ ପରିବହନ…

ବୈଷ୍ଣବ ପୋଖରୀ ପୁନରୁଦ୍ଧାର ମାମଲାର ରାୟ: ‘ଏପ୍ରିଲ ସୁଦ୍ଧା ମାଟି ଉଠା କାର୍ଯ୍ୟ ସାର’

ଢେଙ୍କାନାଳ ଅଫିସ, ୨୭।୯-ଐତିହ୍ୟସମ୍ପନ୍ନ ବୈଷ୍ଣବ ପୋଖରୀ ପୁନରୁଦ୍ଧାର କାର୍ଯ୍ୟରେ ବିଳମ୍ବ ଯୋଗୁ ଉଦ୍‌ବେଗ ବ୍ୟକ୍ତ କରିଛନ୍ତି ଅଦାଲତ। ୨୦୨୦ ଏପ୍ରିଲ ସୁଦ୍ଧା ମାଟିଉଠା କାର୍ଯ୍ୟ ଶେଷ କରିବା ସହ ପୋଖରୀର ଆନୁଷଙ୍ଗିକ ଭିତ୍ତିଭୂମିର ବିକାଶ କରିବାକୁ କୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। ପୌରାଞ୍ଚଳ…

କାଜୁ ବଗିଚାରୁ ବାର୍‌ହା ମୃତଦେହ ଉଦ୍ଧାର

ଭାପୁର,୨୬ା୯(ଡି.ଏନ.ଏ)-ଢେଙ୍କାନାଳ ଜିଲା ସଦର ରେଞ୍ଜ ଅଧୀନ ଭାପୁର ଅଞ୍ଚଳର ଶୁଳିଆ ଜଙ୍ଗଲ ପାଦ ଦେଶ ୨୬ ଘରିଆ କାଜୁ ବଗିଚାରୁ ଗୁରୁବାର ବନବିଭାଗ ଏକ ବାର୍‌ହା ମୃତଦେହ ଉଦ୍ଧାର କରିଛି। ସ୍ଥାନୀୟ ଲୋକେ ଛତୁ ଖୋଜିବାକୁ ଯାଉଥିବାବେଳେ ବାର୍‌ହା ମୃତଦେହ ଦେଖି…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri