ଢେଙ୍କାନାଳ

ଆଜିଠୁ ଜାତୀୟ ସରସମେଳା

ଢେଙ୍କାନାଳ ଅଫିସ, ୧୪।୧୦: ପ୍ରସିଦ୍ଧ ଲକ୍ଷ୍ମୀପୂଜା ଉପଲକ୍ଷେ ସ୍ଥାନୀୟ ମହିଷାପାଟ ପଡ଼ିଆରେ ପ୍ରଥମ ଥର ପାଇଁ ଆୟୋଜିତ ହେଉଛି ଜାତୀୟସ୍ତରୀୟ ସରସମେଳା। ଏହି ମେଳା ସୋମବାରଠାରୁ ଆରମ୍ଭ ହୋଇ ୨୩ ତାରିଖ ଯାଏ ଚାଲିବ। ଏଥିରେ ଓଡ଼ିଶାର ୩୦ ଜିଲା ସମେତ…

୭ରେ ତପୋବନ ମହିମା ମେଳା

ଢେଙ୍କାନାଳ ଅଫିସ, ୧୪।୧୦: ନଭେମ୍ବର ୭ରେ କପିଳାସସ୍ଥିତ ତପୋବନ ମହିମା ପୀଠର ବାର୍ଷିକ ମେଳା ଅନୁଷ୍ଠିତ ହେବ। ଏହାକୁ ବିଧି ବ୍ୟବସ୍ଥିତ କରିବାକୁ କାଦୁଆ ତପୋବନ ତଳ ଆଶ୍ରମରେ ଶନିବାର ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି। ଏଥିରେ ନାଗିଆପଶି, ବେଲଟିକିରି ଏବଂ…

ଧନଦାତ୍ରୀଙ୍କ ଧରାବତରଣ

ଢେଙ୍କାନାଳ ଅଫିସ,୧୪।୧୦: ଧରାପୃଷ୍ଠକୁ ଓହ୍ଲାଇ ଆସିଛନ୍ତି ସମୃଦ୍ଧିର ପ୍ରତୀକ ଧନଦାତ୍ରୀ ମା’ ଲକ୍ଷ୍ମୀ। ରବିବାର ରାତିରୁ ସମସ୍ତ ପୂଜା ମଣ୍ଡପରେ ଅନାବରଣ ହୋଇଛି ମା’ଙ୍କ ମୃଣ୍ମୟୀ ମୂର୍ତ୍ତି। ପାରମ୍ପରିକ ନୀତି ଅନୁଯାୟୀ ଆରମ୍ଭ ହୋଇଛି ପୂଜାର୍ଚ୍ଚନା। ବେଦମନ୍ତ୍ର ଧ୍ୱନିରେ କମ୍ପୁଛି ପରିବେଶ।…

ଅଭିଯୁକ୍ତ କାଠ ବ୍ୟବସାୟୀଙ୍କୁ ସର୍ବସମ୍ମୁଖରେ ଦଣ୍ଡ: ସୋସିଆଲ ମିଡିଆରେ ଫଟୋ ଭାଇରାଲ

ପରଜଙ୍ଗ, ୧୩।୧୦(ଡି.ଏନ୍‌.ଏ.) – ଜଣେ ଅଭିଯୁକ୍ତ କାଠ ବ୍ୟବସାୟୀଙ୍କୁ ସର୍ବସମ୍ମୁଖରେ ଦଣ୍ଡ ଦେଇ ଚର୍ଚ୍ଚାର ପରିସରକୁ ଆସିଛନ୍ତି ମହାବିରୋଡ ରେଞ୍ଜର ସୁବ୍ରତ ବେହେରା। ଏହାର ଫଟୋ ସୋସିଆଲ ମିଡିଆରେ ଘୂରିବୁଲିବା ପରେ ଏହାକୁ ନେଇ ପ୍ରତିକ୍ରିୟା ପ୍ରକାଶ ପାଇଛି। ବନ ବିଭାଗର…

ସରିଲା ‘ଆଗ୍ନେୟ’: ଝୁମାଇଲେ ବିନୋଦ ରାଠୋଡ୍‌

ଢେଙ୍କାନାଳ ଅଫିସ, ୧୩।୧୦ – ସ୍ଥାନୀୟ ମିନି ଷ୍ଟାଡିୟମ୍‌ରେ ଦୁଇଦିନ ଧରି ଚାଲିଥିବା ବଜରଙ୍ଗ କ୍ଲବର ବାର୍ଷିକ ଉତ୍ସବ ‘ଆଗ୍ନେୟ’ ଶନିବାର ସନ୍ଧ୍ୟାରେ ଉଦ୍‌ଯାପିତ ହୋଇଯାଇଛି। ଉଦ୍‌ଯାପନୀ ସମାରୋହର ପ୍ରମୁଖ ଆକର୍ଷଣ ଥିଲେ ବଲିଉଡ୍‌ର ଖ୍ୟାତନାମା କଣ୍ଠଶିଳ୍ପୀ ବିନୋଦ ରାଠୋଡ। ସେ…

ଆଜି ବିରାଜିବେ ମା’ ଲକ୍ଷ୍ମୀ

ଢେଙ୍କାନାଳ ଅଫିସ, ୧୩ା୧୦ – ଗଣପର୍ବ ଲକ୍ଷ୍ମୀପୂଜାକୁ ନେଇ ଉତ୍ସବମୁଖର ହୋଇଉଠିଛି ଢେଙ୍କାନାଳ। ରଙ୍ଗିନ ଆଲୋକମାଳାରେ ଝଲସୁଛି ସହର। ସବୁଠି ଉତ୍ସାହ ଉଦ୍ଦୀପନା। ମା’ଙ୍କ ଅପେକ୍ଷାରେ ପୂଜାମଣ୍ଡପ। ରବିବାର ରାତିରୁ ମା’ ଧନଦାତ୍ରୀ ଧରାବରଣ କରିବେ। ଏହାକୁ ନେଇ ସମସ୍ତ ପ୍ରସ୍ତୁତି…

ଭଙ୍ଗାଗଲା ବଇଣ୍ଡା ରାଧାକୃଷ୍ଣ ମନ୍ଦିର

ବଇଣ୍ଡା,୧୨।୧୦(ଡି.ଏନ.ଏ.)-ଅନୁଗୋଳ ଜିଲା କିଶୋରନଗର ବ୍ଲକ ବଇଣ୍ଡା ରାଧାକୃଷ୍ଣ ମନ୍ଦିରକୁ ଶନିବାର ଠିକାସଂସ୍ଥା ପକ୍ଷରୁ ଭଙ୍ଗାଯାଇଛି। ୫୫ ନଂ. ଜାତୀୟ ରଜପଥ ସମ୍ପ୍ରସାରଣରେ ଉକ୍ତ ମନ୍ଦିର ଉଚ୍ଛେଦ କରିବା ପାଇଁ ପୂର୍ବରୁ ପ୍ରଶାସନିକ ଅଧିକାରୀମାନେ ନୋଟିସ ମାଧ୍ୟମରେ ଅବଗତ କରାଇଥିଲେ ମଧ୍ୟ ଗ୍ରାମବାସୀଙ୍କ…

ଅନ୍ଧାରିମୁଲକର ଗଁ। ଗୁରୁଜାଙ୍ଗ: ରାସ୍ତା ପାଇଁ ଅଣ୍ଟାଭିଡିଲେ ଗ୍ରାମବାସୀ

ଢେଙ୍କାନାଳ ଅଫିସ, ୧୨।୧୦ – ଗ୍ରାମାଞ୍ଚଳର ବିକାଶକୁ ଗୁରୁତ୍ୱ ଦେଉଛନ୍ତି ସରକାର। ଶିକ୍ଷା, ସ୍ବାସ୍ଥ୍ୟ, ପାନୀୟଜଳ ସାଙ୍ଗକୁ ଆନୁଷଙ୍ଗିକ ଭିତ୍ତିଭୂମି ପାଇଁ ସରକାରୀ ତହବିଲରୁ ଖର୍ଚ୍ଚ ହେଉଛି କୋଟି କୋଟି ଟଙ୍କା। ତଥାପି ଅନ୍ଧାରିମୁଳକ ଜୀବନରୁ ବାହାରି ପାରୁନାହାନ୍ତି ଆଭ୍ୟନ୍ତରୀଣ ଅଞ୍ଚଳରେ…

ଆନ୍ଦୋଳନ ଯୋଗୁ ୧.୪୭ କୋଟି କ୍ଷତି

ତାଳଚେର,୧୧ା୧୦(ନି.ପ୍ର.)- ସୋଲଡା ରୋଡ ସେଲ ପଏଣ୍ଟରୁ ଟ୍ରକ୍‌ରେ କୋଇଲା ପରିବହନ ଦାବି କରି ତାଳଚେର ବ୍ଲକ ଡଅଁରା ଗ୍ରାମବାସୀ ଓ ବଳରାମ ଟ୍ରକ୍‌ ଆସୋସିଏଶନ ପକ୍ଷରୁ ଆନ୍ଦୋଳନ କରାଯାଇଛି। ଗତ ୬ ତାରିଖଠାରୁ ଏହି ଆନ୍ଦୋଳନ ଯୋଗୁ କୋଇଲା ଉତ୍ତୋଳନ ସହ…

ମାରପିଟ୍‌ ଅଭିଯୋଗ, ୨ ମାମଲା ରୁଜୁ

ତାଳଚେର,୧୧ା୧୦(ନି.ପ୍ର.)- ଏମ୍‌ସିଏଲ୍‌ର ଭୁବନେଶ୍ୱରୀ କୋଇଲା ଖଣିରେ କୋଇଲା ପରିବହନକୁ ନେଇ ଦୁଇ ଗୋଷ୍ଠୀ ମଧ୍ୟରେ ଗୁରୁବାର ସନ୍ଧ୍ୟାରେ ମାରପିଟ ହୋଇଥିଲା। ଉଭୟ ପକ୍ଷ ଏ ନେଇ ତାଳଚେର ଥାନାରେ ଅଭିଯୋଗ କରିବା ସହ ଧାରଣା ଦେଇଥିଲେ। ପୋଲିସ ଲୋଚନ ସେଠୀଙ୍କ ଅଭିଯୋଗ…

ରାସ୍ତା ମରାମତି ଦାବି

ତାଳଚେର,୧୧ା୧୦(ନି.ପ୍ର.)- ୧୪୯ ନମ୍ବର ଜାତୀୟ ରାଜପଥର ବହ୍ଲର ଛକ ଠାରୁ ଚାଇଁପାଳ ପର୍ଯ୍ୟନ୍ତ ରାସ୍ତା ଶୋଚନୀୟ ହୋଇପଡିଛି। ବଡ଼ ବଡ଼ ଖାଲ ଯୋଗୁ ପ୍ରତ୍ୟେହ ସ୍କୁଲ, କଲେଜ ଛାତ୍ରୀଛାତ୍ର, ବାଇକ୍‌ ଆରୋହୀମାନେ ଦୁର୍ଘଟଣାର ସମ୍ମୁଖୀନ ହେଉଛନ୍ତି। ବର୍ଷାହେଲେ ପରିସ୍ଥିତି ଅତ୍ୟନ୍ତ ସଙ୍ଗିନ…

ଟ୍ରକ୍‌ ଧକ୍କାରେ ୩ ଜଣଙ୍କ ମୃତ୍ୟୁ ମାମଲା: ବିଷପିଇ ଜୀବନ ହାରିଲେ ଅଭିଯୁକ୍ତ ଫେରାର ଡ୍ରାଇଭର

ଢେଙ୍କାନାଳ ଅଫିସ, ୧୧ା୧୦-ଢେଙ୍କାନାଳ ସହରସ୍ଥିତ ୫୫ନଂ. ଜାତୀୟ ରାଜପଥର ଶକ୍ତିସୁଗାର କମ୍ପାନୀ ଏବଂ ଉତ୍କଳ ଆଜ୍‌ବେଷ୍ଟସ କାରଖାନା ନିକଟରେ ଗତ ୨୩ ତାରିଖରେ ଆଇରନ୍‌ ଓର୍‌ ବୋଝେଇ ଟ୍ରକ୍‌ ଧକ୍କାରେ ଜଣେ ଗର୍ଭବତୀଙ୍କ ସମେତ ୨ଜଣ ମୂର୍ତ୍ତି କାରିଗରଙ୍କ ମୃତ୍ୟୁ ଘଟିଥିଲା।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?