ଢେଙ୍କାନାଳ

ପିଲାଙ୍କୁ ସ୍ମାର୍ଟ କରିବ ସ୍ମାର୍ଟକ୍ଲାସ୍‌

ଢେଙ୍କାନାଳ ଅଫିସ, ୧୩ା୯-ସ୍ଥାନୀୟ ସୁଲକ୍ଷଣା ଦେବୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଗୁରୁବାରଠାରୁ ସ୍ମାର୍ଟକ୍ଲାସ ଆରମ୍ଭ ହୋଇଛି। ଏହି ସ୍ମାର୍ଟକ୍ଲାସରେ ୯ମ ଓ ୧୦ମ ଶ୍ରେଣୀର ଛାତ୍ରୀଛାତ୍ରମାନେ ପ୍ରତି ବିଷୟରେ ସହଜରେ ଶିକ୍ଷାଲାଭ କରିପାରିବେ। ଆୟୋଜିତ କାର୍ଯ୍ୟକ୍ରମରେ ମୁଖ୍ୟଅତିଥି ଭାବେ ଯୋଗଦେଇ…

ଖାଉଟି ସାମଗ୍ରୀ ପ୍ରଦାନରେ ଅନିୟମିତତା: କାର୍ଯ୍ୟାଳୟରେ ତାଲା ପକାଇ ପ୍ରତିବାଦ

ଢେଙ୍କାନାଳ ଅଫିସ, ୧୩।୯-ଢେଙ୍କାନାଳ ଜିଲା ଓଡ଼ାପଡ଼ା ବ୍ଲକ କାଉଁରିଆପାଳ ଗ୍ରାମର ହିତାଧିକାରୀଙ୍କୁ ଖାଉଟି ସାମଗ୍ରୀ ପ୍ରଦାନରେ ଅନିୟମିତତା କରାଯାଉଥିବା ଅଭିଯୋଗ ହୋଇଛି। ବାରମ୍ବାର ଦୃଷ୍ଟି ଆକର୍ଷଣ ସତ୍ତ୍ୱେ ଏ ନେଇ କୌଣସି ପଦକ୍ଷେପ ନିଆଯାଉନାହିଁ। ଏହାର ପ୍ରତିବାଦରେ ଗୁରୁବାର ପଞ୍ଚାୟତ ପ୍ରତିନିଧିଙ୍କ…

ନୂଆ ନିୟମ ଲାଗୁ ପରେ ତତ୍ପରତା: ୧୧ ଦିନରେ ୪୩୦୨ ଲାଇସେନ୍ସ ଆବେଦନ

ଢେଙ୍କାନାଳ ଅଫିସ, ୧୩ା୯-ସଂଶୋଧିତ ମୋଟରଯାନ ନିୟମ ଲାଗୁ ହେବା ପରେ ଲାଇସେନ୍ସ ଆବେଦନ ପାଇଁ ଢେଙ୍କାନାଳ ଜିଲାରେ ବେଶ୍‌ ତପତ୍ରତା ପ୍ରକାଶ ପାଇଛି। ଜିଲା ସଦର ମହକୁମାରେ ଥିବା ଆଞ୍ଚଳିକ ପରିବହନ ଅଧିକାରୀ (ଆର୍‌ଟିଓ)ଙ୍କ କାର୍ଯ୍ୟାଳୟରେ ଅସମ୍ଭାଳ ଭିଡ଼ ହେଉଛି। ୧୧ଦିନ…

ଡିହଡୋଳ ଫରେଷ୍ଟ ସେକ୍ସନରେ ଦନ୍ତା ଆତଙ୍କ: ୨ଚାଷୀଙ୍କୁ ଦାନ୍ତରେ ଭୁସିଦେଲା

ପରଜଙ୍ଗ, ୧୨।୯(ଡି.ଏନ.ଏ.) – ଢେଙ୍କାନାଳ ବନଖଣ୍ଡ ମହାବିରୋଡ ରେଞ୍ଜ ଡିହଡ଼ୋଳ ଫରେଷ୍ଟ ସେକ୍ସନରେ ବୁଧବାର ଏକ ଦନ୍ତାହାତୀ ଆତଙ୍କ ସୃଷ୍ଟି କରିଛି। ହାତୀ ଦାନ୍ତରେ ଭୁସିଦେବାରୁ ୨ଜଣ ଚାଷୀ ଗୁରୁତର ହୋଇଛନ୍ତି। ସେମାନେ ହେଲେ ଚାନ୍ଦପୁର ଗ୍ରାମର ପଞ୍ଚାନନ ସାହୁ (୫୦)…

ଟାଉନ ପ୍ଲାନିଂ ଅଞ୍ଚଳବାସୀ ଜଳବନ୍ଦୀ

ଢେଙ୍କାନାଳ ଅଫିସ, ୧୨।୯ – ଲଘୁଚାପଜନିତ ଲଗାଣ ବର୍ଷାରେ ଢେଙ୍କାନାଳ ସହରର ସ୍ଥିତି ସଙ୍ଗିନ ହୋଇପଡ଼ିଛି। ଟାଉନପ୍ଲାନିଂ ଅଞ୍ଚଳରେ କୃତ୍ରିମ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଛି। ଅଞ୍ଚଳବାସୀ ଜଳବନ୍ଦୀ ଅବସ୍ଥାରେ ଅଛନ୍ତି। କଲୋନୀ ରାସ୍ତାରେ ଆଣ୍ଠୁଏ ଉଚ୍ଚତାର ପାଣି ଚାଲୁଛି। ଲୋକମାନେ…

ଚାଷୀଙ୍କୁ ମିଳୁନି, କଳାବଜାର ଆଶଙ୍କା

ଢେଙ୍କାନାଳ ଅଫିସ, ୧୨।୯ – ଢେଙ୍କାନାଳରେ ୟୁରିଆ ସାରର ବ୍ୟାପକ ଅଭାବ ଦେଖାଦେଇଛି। ଜିଲାର ଅଧା ଚାଷୀ ସାର ପାଇନାହାନ୍ତି। ଧାନଚାଷ ଶେଷ ପର୍ଯ୍ୟାୟରେ ପହଞ୍ଚତ୍ଥିବାବେଳେ ଠିକଣା ସମୟରେ ୟୁରିଆ ଅଭାବ ସେମାନଙ୍କ ଚିନ୍ତା ବଢ଼ାଇଛି। ଅନ୍ୟପଟେ ସାର କଳାବଜାର ପାଇଁ…

ବୃଦ୍ଧା ହତ୍ୟା ମାମଲା: ମହିଳାଙ୍କୁ ଆଜୀବନ ଜେଲ

କାମାକ୍ଷାନଗର, ୧୧।୯(ଡି.ଏନ୍‌.ଏ.): ଢେଙ୍କାନାଳ ଜିଲା କଙ୍କଡ଼ାହାଡ଼ ବ୍ଲକ କଣ୍ଟାପାଳ ଅଞ୍ଚଳର ବୃଦ୍ଧା ସହଚରୀ ମହନ୍ତ ହତ୍ୟାକାଣ୍ଡ ମାମଲାର ରାୟ ବୁଧବାର କାମାକ୍ଷାନଗର ଅତିରିକ୍ତ ଜିଲା ଦୌରାଜଜ୍‌ (ଏଡିଜେ)ଙ୍କ ଅଦାଲତରେ ପ୍ରକାଶ ପାଇଛି। ଏଡିଜେ ବାମାଶଙ୍କର ମିଶ୍ର ଘଟଣାର ଅଭିଯୁକ୍ତା ରାଇମୁନି ମୁଣ୍ଡାଙ୍କୁ…

ଦନ୍ତା ଆକ୍ରମଣରେ ଦୁଇ ଗୁରୁତର, ୫ ଆହତ; ଦୌଡ଼ିବା ବେଳେ କେନାଲରେ ଖସିପଡ଼ିଲା

ପରଜଙ୍ଗ,୧୧।୯(ଡି.ଏନ୍‌.ଏ.): ଢେଙ୍କାନାଳ ବନଖଣ୍ଡ ମହାବିରୋଡ ରେଞ୍ଜ ଡିହଡୋଳ ଫରେଷ୍ଟ ସେକ୍ସନ ଅଧୀନ ଚାନ୍ଦପୁର ଗାଁରେ ବୁଧବାର ଦନ୍ତାହାତୀ ଆତଙ୍କ ଦେଖିବାକୁ ମିଳିଛି। ହାତୀ ଆକ୍ରମଣରେ ଦୁଇଜଣ ଚାଷୀ ଗୁରୁତର ହୋଇଥିବା ବେଳେ ୫ଜଣ ଆହତ ହୋଇଛନ୍ତି। ଗୁରୁତରମାନେ ହେଲେ ଗ୍ରାମର ପଞ୍ଚାନନ…

ରୋଡିଂଶପ୍‌ର ପ୍ରସ୍ତୁତି ଆରମ୍ଭ:ଆକର୍ଷଣ ସାଜିବ ଘାସ ତୋରଣ

ବଅଁରପାଳ, ୧୦।୯ (ଡି.ଏନ୍‌.ଏ) ଅନୁଗୋଳ ଜିଲା ନାଲ୍‌କୋ ନଗରରେ ପ୍ରସିଦ୍ଧ ବିଶ୍ୱକର୍ମା ପୂଜାରେ ଚଳିତ ବର୍ଷ ୨୩ଟି ମଣ୍ଡପରେ ବିରାଜମାନ ହେବେ ଦେବଶିଳ୍ପୀ। ପୂଜାକୁ ଆଡ଼ମ୍ବର ସହକାରେ ପାଳନ କରିବା ପାଇଁ ଏବେଠାରୁ ନାଲକୋବାସୀ ବେଶ୍‌ ତତ୍ପର ହୋଇପଡ଼ିଛନ୍ତି। ବିଭିନ୍ନ ପୂଜା…

ଶୋଭାଯାତ୍ରାରେ ଗଲେ ଗଜାନନ:ଡିଜେ ସାଉଣ୍ଡରେ ଦୁଲୁକିଲା ପରଜଙ୍ଗ

ପରଜଙ୍ଗ,୧୦।୯(ଡି.ଏନ.ଏ.) ଢେଙ୍କାନାଳ ଜିଲା ପରଜଙ୍ଗରେ ସୋମବାର ଗଜାନନଙ୍କ ଭସାଣି ଉତ୍ସବ ଅନୁଷ୍ଠିତ ହୋଇଯାଇଛି। ଚଳିତ ବର୍ଷ ୯ଟି ମେଢ଼ ମିଳିତ ଭସାଣିରେ ସାମିଲ ହୋଇଥିଲେ। ରେଡ ନାଇଟ୍‌ କ୍ଲବ, ଜୟ ବଜରଙ୍ଗବାଲି ପୂଜା କମିଟି, ୟୁନାଇଟେଡ କ୍ଲବ, କିଙ୍ଗଷ୍ଟାର ପୂଜା କମିଟି,…

ବ୍ରାହ୍ମଣୀରେ ଡଙ୍ଗା ବୁଡି ୪ ନିଖୋଜ ଘଟଣା ଜଣଙ୍କ ମୃତଦେହ ଉଦ୍ଧାର

ପରଜଙ୍ଗ, ୯।୯ (ଡି.ଏନ.ଏ)- ଢେଙ୍କାନାଳ ଜିଲା ପରଜଙ୍ଗ ତହସିଲ ରୋଡ୍‌ ପଞ୍ଚାୟତ କୁନ୍ଦନଦେଈପୁର ଗ୍ରାମ ନିକଟ ବ୍ରାହ୍ମଣୀ ନଦୀରେ ଶନିବାର ଡଙ୍ଗାବୁଡ଼ି ଘଟଣାରେ ଜଣଙ୍କ ମୃତଦେହ ସୋମବାର ଉଦ୍ଧାର କରାଯାଇଛି। ସେ ହେଲେ କୁନ୍ଦନଦେଈପୁର ଗ୍ରାମର ପ୍ରଫୁଲ୍ଲ ଆଚାର୍ଯ୍ୟଙ୍କ ପୁଅ ବିଶ୍ୱଜିତ।…

ଆଜି ଗଣେଶ ପୂଜା ଭସାଣି: ଶୋଭାଯାତ୍ରାରେ ସାମିଲ ହେବେ ୩୩ ମେଢ଼

ଢେଙ୍କାନାଳ ଅଫିସ, ୯।୯: ଢେଙ୍କାନାଳ ସହରରେ ୮ଦିନ ଧରି ଅନୁଷ୍ଠିତ ହେଉଥିବା ଶ୍ରୀଗଣେଶ ପୂଜା ଅନ୍ତିମ ଚରଣରେ ପହଞ୍ଚତ୍ଛି। ସୋମବାର ବିଦ୍ୟାଦାତାଙ୍କୁ ମେଲାଣି ଦେବେ ସହରବାସୀ। ଏଥି ଲାଗି ସମସ୍ତ ପ୍ରସ୍ତୁତ ଶେଷ ହୋଇଛି। ଚଳିତ ବର୍ଷ ମିଳିତ ଭସାଣି ଶୋଭାଯାତ୍ରାରେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri