ନିଶାସକ୍ତ ଯୁବକଙ୍କ ଉନ୍ମତ୍ତକାଣ୍ଡ: ବନ କର୍ମଚାରଙ୍କୁ ନିସ୍ତୁକ ପିଟିଲେ
ପରଜଙ୍ଗ, ୩୧।୮(ଡି.ଏନ.ଏ.) ଢେଙ୍କାନାଳ ଜିଲା ପରଜଙ୍ଗ ଥାନା ପାଳସାହି ଗ୍ରାମରେ ଗୁରୁବାର ରାତିରେ ହାତୀ ଘଉଡ଼ାଇବାକୁ ଯାଇଥିବା ବେଳେ ବନ କର୍ମଚାରୀଙ୍କ ଉପରେ ମରଣାନ୍ତକ ଆକ୍ରମଣ ହୋଇଛି। କେତେଜଣ ନିଶାସକ୍ତ ଯୁବକ ଏପରି ଉନ୍ମତ୍ତକାଣ୍ଡ ଘଟାଇଥିବା ଅଭିଯୋଗ ହୋଇଛି। ଦୀର୍ଘ...
୩ ଲୁଟେରା ଗିରଫ
ଢେଙ୍କାନାଳ ଅଫିସ, ୩୦।୮-ଢେଙ୍କାନାଳ ଜିଲା ଓଡ଼ାପଡ଼ା ବ୍ଲକ କଣ୍ଟାବଣିଆ ଥାନା ନିକଟ ଓଭରବ୍ରିଜ୍ରୁ ଟ୍ରକ୍ ଚାଳକଙ୍କଠାରୁ ଆକ୍ରମଣ କରି ଲୁଟ୍ ମାମଲାରେ ପୋଲିସ ୩ଜଣଙ୍କୁ ଗିରଫ କରିଛି। ସେମାନେ ହେଲେ ପରଜଙ୍ଗ ଥାନା ଲୋଧଣି ଗ୍ରାମର ଅନିଲ ନାଏକ (୧୯),...
ବ୍ରାହ୍ମଣୀରୁ ବେଆଇନ ବାଲି ଚାଲାଣ: ୩ ଟ୍ରାକ୍ଟର ଜବତ, ଜରିମାନା ଆଦାୟ
ପରଜଙ୍ଗ, ୩୦।୮(ଡି.ଏନ୍.ଏ.) – ବ୍ରାହ୍ମଣୀ ନଦୀରୁ ବେଆଇନ ବାଲି ଚାଲାଣ ବେଳେ ପରଜଙ୍ଗ ଥାନା ସାଆନ୍ଦା ଫାଣ୍ଡି ପୋଲିସ ଏବଂ ତହସିଲ ପ୍ରଶାସନ ପକ୍ଷରୁ ୩ଟି ଟ୍ରାକ୍ଟରକୁ ଜବତ କରାଯାଇଛି। ସମ୍ପୃକ୍ତ ଟ୍ରାକ୍ଟର ମାଲିକଙ୍କଠାରୁ ୪୫ ହଜାର ଟଙ୍କା ଜରିମାନା...
ଦାଦନ ଯାଇ ଜୀବନ ଗଲା
କାମାକ୍ଷାନଗର, ୩୦।୮(ଡି.ଏନ୍.ଏ.) – ଢେଙ୍କାନାଳ ଜିଲାରେ ଦାଦନ ଦୁଃଖର ଦାରୁଣ ଚିତ୍ର ପଦାକୁ ଆସିଛି। ପେଟ ପାଟଣା ଚିନ୍ତାରେ ବାଙ୍ଗାଲୋର ଯାଇଥିବା ଜଣେ ଯୁବକ ରୋଗଗ୍ରସ୍ତ ହୋଇ ଘରକୁ ଫେରିବା ବାଟରେ ଟ୍ରେନ୍ରେ ପ୍ରାଣ ହରାଇଛନ୍ତି। ମୃତକ ହେଲେ କାମାକ୍ଷାନଗର...
ଗାୟତ୍ରୀ ଆଶ୍ରମ ଉଚ୍ଛେଦ ମାମଲା, ତ୍ରୁଟି ଧରିଲା ଜିଲା ପ୍ରଶାସନ: ଆକଳନ ୩.୯୦ ଲକ୍ଷ, ପ୍ରସ୍ତାବ ୧୮ ଲକ୍ଷ
ଢେଙ୍କାନାଳ ଅଫିସ, ୨୯।୮- ୫୫ନଂ. ଜାତୀୟ ରାଜପଥ ସମ୍ପ୍ରସାରଣରେ ହୋଇଥିବା ଜମି ଅଧିଗ୍ରହଣ ବାବଦ କ୍ଷତିପୂରଣ ପ୍ରଦାନ ଲାଗି ଦିଆଯାଇଥିବା ପ୍ରସ୍ତାବରେ ସାଂଘାତିକ ତ୍ରୁଟି ହୋଇଛି। ଢେଙ୍କାନାଳ ଜିଲା ଓଡ଼ାପଡ଼ା ବ୍ଲକ ମେରାମଣ୍ଡଳୀସ୍ଥିତ ଗାୟତ୍ରୀ ଆଶ୍ରମ ଉଚ୍ଛେଦ ସମ୍ପର୍କିତ କ୍ଷତିପୂରଣ...
ଅଜଣା ରୋଗରେ ଚାଲିଗଲା ଦୃଷ୍ଟି, ଶ୍ରବଣଶକ୍ତି: ପ୍ରିୟବ୍ରତଙ୍କୁ ମିଳିଲା ସହାୟତା
ଢେଙ୍କାନାଳ ଅଫିସ, ୨୯।୮: ଦୁଃଖ ଆସେ ସାଙ୍ଗସାଥୀକୁ ନେଇ। ଏହାକୁ ମର୍ମେ ମର୍ମେ ଅନୁଭବ କରିଛନ୍ତି ଢେଙ୍କାନାଳର ପ୍ରିୟବ୍ରତ ସାମଲ (୨୪)। ସହରର ଏକ ଆପାର୍ଟମେଣ୍ଟରେ ସୁରକ୍ଷା କର୍ମୀ ଭାବେ କାର୍ଯ୍ୟ କରୁଥିବା ପ୍ରିୟବ୍ରତ ସୁଠାମ ଶରୀରର ଅଧିକାରୀ। ହେଲେ...
କ୍ରୀଡ଼ା ପାଇଁ ସମର୍ପିତ ରାମକୃଷ୍ଣ
ଢେଙ୍କାନାଳ ଅଫିସ (ରତନ ନାୟାର), ୨୯।୮ :ଢେଙ୍କାନାଳ ଜିଲାର କ୍ରୀଡ଼ା କ୍ଷେତ୍ରରେ ସୁନାମ ଅର୍ଜନ କରିଥିବା ପ୍ରତିଭାଧାରୀଙ୍କ ମଧ୍ୟରୁ ଯୁବ କ୍ରୀଡ଼ାବିତ୍ ରାମକୃଷ୍ଣ ବେହେରା ଜଣେ। ପିଲାଟି ଦିନରୁ ଖେଳକୁଦ ପ୍ରତି ଅହେତୁକ ଦୁର୍ବଳତା, ନିଷ୍ଠା ତାଙ୍କୁ ଜାତୀୟସ୍ତରରେ ପରିଚିତ...
ସଙ୍କୁଚିତ ହେଉଛି ପୁରୁଣାକଟକ-ସମ୍ବଲପୁର ରାସ୍ତା: ବଢୁଛି ଦୁର୍ଘଟଣା
ଭାପୁର, ୨୮।୮(ଡି.ଏନ୍.ଏ.)-ଢେଙ୍କାନାଳ ଜିଲାର ଅନ୍ୟତମ ବ୍ୟସ୍ତବହୁଳ ପୁରୁଣା କଟକ-ସମ୍ବଲପୁର ରାସ୍ତା ଦିନକୁ ଦିନ ସଙ୍କୁଚିତ ହୋଇପଡୁଛି। ରାସ୍ତାର ପ୍ରମୁଖ ଜନଗହଳିପୂର୍ଣ୍ଣ ସ୍ଥାନ ଜବରଦଖଲକାରୀଙ୍କ କବ୍ଜାରେ ରହିଛି। ଫଳରେ ଦୁର୍ଘଟଣା ଘଟି ଧନଜୀବନ ହାନି ହେଉଛି। ସଦର ବ୍ଲକ ଏବଂ ଓଡ଼ାପଡ଼ା...
ଦୁର୍ଗନ୍ଧରେ ଫାଟୁଛି ଦଣ୍ଡା ରୋଡ୍
ଢେଙ୍କାନାଳ ଅଫିସ, ୨୮।୮ – ଢେଙ୍କାନାଳ ପୌରାଞ୍ଚଳ ୧୩ନଂ. ଓ୍ବାର୍ଡ ଅଧୀନ ଦଣ୍ଡାରୋଡ୍ରେ ଡ୍ରେନେଜ୍ ବ୍ୟବସ୍ଥା ଭୁଶୁଡ଼ି ପଡ଼ିଛି। ଅଣ ଓସାରିଆ ପୁରାତନ ପଥର ଡ୍ରେନ୍ରେ ନର୍ଦ୍ଦମା ଜଳ ନିଷ୍କାସନ ହୋଇପାରୁନାହିଁ। ଫଳରେ ପୂତିଗନ୍ଧମୟ ପରିବେଶରେ ନାକଫାଟୁଛି। ଏହାର ସମାଧାନ...
ଛାତ୍ରୀନିବାସରେ ପାଣି, ବିଦ୍ୟୁତ୍ ସେବା ଠପ୍: ଧାରଣାକୁ ଓହ୍ଲାଇଲେ ଅନ୍ତେବାସୀ
ଢେଙ୍କାନାଳ ଅଫିସ, ୨୮।୮-ଢେଙ୍କାନାଳ ସ୍ବୟଂଶାସିତ ମହାବିଦ୍ୟାଳୟର ଉପାସନା ଛାତ୍ରୀ ନିବାସରେ ରହୁଥିବା ଅନ୍ତେବାସୀ ପାଣି, ବିଦ୍ୟୁତ୍ ସମସ୍ୟାରେ ଧନ୍ଦି ହେଉଛନ୍ତି। ବାରମ୍ବାର ଅଭିଯୋଗ ସତ୍ତ୍ୱେ ଏହାର ସମାଧାନ ଦିଗରେ କଲେଜ କର୍ତ୍ତୃପକ୍ଷ ଆନ୍ତରିକତା ଦେଖାଉନାହାନ୍ତି। ମଙ୍ଗଳବାର ସମସ୍ୟା ସୀମା ଟପିବା...
ଜନପ୍ରତିନିଧି-ପ୍ରଶାସନିକ ଅଧିକାରୀ ମୁହାଁମୁହିଁ: ବିଡିଓଙ୍କ ନାମରେ ସମିତିସଭ୍ୟାଙ୍କ ଏତଲା
ଢେଙ୍କାନାଳ ଅଫିସ, ୨୮।୮-ଆବାସ ଯୋଜନାରେ କାର୍ଯ୍ୟାଦେଶ ପାଇଥିବା ହିତାଧିକାରୀଙ୍କ ବିଲ୍କୁ ନେଇ ଢେଙ୍କାନାଳ ଜିଲା ହିନ୍ଦୋଳ ବିଡିଓ ହେମନ୍ତ କୁମାର ମହନ୍ତ ଏବଂ ହାତୁରା ସମିତିସଭ୍ୟା ପଦ୍ମାବତୀ ରାଉତଙ୍କ ମଧ୍ୟରେ ମୁହଁାମୁହିଁ ପରିସ୍ଥିତି ସୃଷ୍ଟି ହୋଇଛି। ଏହାକୁ ନେଇ ସମିତିସଭ୍ୟା...
୧୫ରୁ ଜାତୀୟ ଫୁଟବଲ ଟୁର୍ନାମେଣ୍ଟ
ଢେଙ୍କାନାଳ ଅଫିସ,୨୬ା୮- ଆସନ୍ତା ସେପ୍ଟେମ୍ବର ୧୫ ତାରିଖଠାରୁ ଢେଙ୍କାନାଳ ଷ୍ଟାଡିୟମଠାରେ ଜାତୀୟସ୍ତରୀୟ ଫୁଟବଲ ଟୁର୍ନାମେଣ୍ଟ ଆୟୋଜନ କରାଯିବ। ଏ ସଂକ୍ରାନ୍ତରେ ସୋମବାର ମଧ୍ୟାହ୍ନ ୧୨ଟାରେ ଢେଙ୍କାନାଳ ଜିଲା କ୍ରୀଡ଼ା ସଂସଦ କାର୍ଯ୍ୟାଳୟରେ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଥିଲା। ଏମ୍ପି...
Archives


