ଢେଙ୍କାନାଳ

ଚର୍ଚ୍ଚାରେ ପରଜଙ୍ଗ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର: ମୃତଦେହ ବ୍ୟବଚ୍ଛେଦ କଲେ ଆୟୁଷ ଡାକ୍ତର

ପରଜଙ୍ଗ, ୨୫।୯(ଡି.ଏନ.ଏ.)-ଢେଙ୍କାନାଳ ଜିଲା ପରଜଙ୍ଗ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଜଣେ ଆୟୁଷ ଡାକ୍ତର ମୃତଦେହ ବ୍ୟବଚ୍ଛେଦ (ପୋଷ୍ଟମର୍ଟମ) କରିଛନ୍ତି। ଏମ୍‌ବିବିଏସ୍‌ ଡାକ୍ତର ହିଁ ଶବ ବ୍ୟବଚ୍ଛେଦ କରିପାରିବେ ଏବଂ ଏହାର ରିପୋର୍ଟ ମଧ୍ୟ ସେ ହିଁ ପ୍ରସ୍ତୁତ କରିବେ ବୋଲି ନିୟମ ରହିଛି।…

ଜୁନିୟର କିକ୍‌ ବକ୍ସିଂ ପ୍ରତିଯୋଗିତା: ଢେଙ୍କାନାଳକୁ ୧୧ ପଦକ

ଢେଙ୍କାନାଳ ଅଫିସ, ୨୫।୯-ତେଲେଙ୍ଗାନାର କରିମ୍‌ନଗରସ୍ଥିତ ଆମ୍ବେଡକର ସ୍ପୋଟର୍‌ସ ଇନ୍‌ଡୋର ଷ୍ଟାଡିୟମରେ ଆୟୋଜିତ ୱାକୋ ଇଣ୍ଡିଆ ଜୁନିୟର କିକ୍‌ ବକ୍ସିଂ ପ୍ରତିଯୋଗିତାରେ ଢେଙ୍କାନାଳର କ୍ରୀଡ଼ାବିତ୍‌ମାନେ ପ୍ରଭାବୀ ପ୍ରଦର୍ଶନ କରିଛନ୍ତି। ପ୍ରତିଯୋଗିତାରେ ଭାଗନେଇଥିବା ଖେଳାଳିମାନେ ୫ ସ୍ବର୍ଣ୍ଣ, ୨ରୌପ୍ୟ, ୪ ବ୍ରୋଞ୍ଜ୍‌ ସହ ମୋଟ…

ଆରଟିଓଙ୍କ କାର୍ଯ୍ୟାଳୟରେ ଦୁର୍ନୀତି ଅଭିଯୋଗ:ଏମ୍‌ଭିଆଇଙ୍କୁ ବଦଳି ଦାବିରେ ବିକ୍ଷୋଭ

ଢେଙ୍କାନାଳ ଅଫିସ,୨୪ା୯ ଢେଙ୍କାନାଳ ଆଞ୍ଚଳିକ ପରିବହନ କାର୍ଯ୍ୟାଳୟରେ ବେଆଇନ କାର୍ଯ୍ୟକଳାପ ଓ ଦୁର୍ନୀତି ଅଭିଯୋଗ ଆଣିଛନ୍ତି ୫ଟି ଟ୍ରକ ମାଲିକ ସଂଘର କର୍ମକର୍ତ୍ତା। ଆଞ୍ଚଳିକ ପରିବହନ ଅଧିକାରୀଙ୍କ ଦାୟିତ୍ୱରେ ଥିବା ଏମ୍‌ଭିଆଇଙ୍କ ବଦଳି ଦାବିରେ ସଂଘଗୁଡିକର କର୍ମକର୍ତ୍ତାମାନେ ସୋମବାର ଜିଲା କାର୍ଯ୍ୟାଳୟ…

ଲୁହାମୁଣ୍ଡାରେ ବିଭିନ୍ନ ପ୍ରକଳ୍ପ ଉଦ୍‌ଘାଟିତ

ବଇଣ୍ଡା,୨୩।୯(ଡି.ଏନ.ଏ)- କିଶୋରନଗର ବ୍ଲକ ଲୁହାମୁଣ୍ଡା ଗ୍ରାମରେ ସୋମବାର ମା’ ହିଙ୍ଗୁଳାଇ ୟୁଥ କ୍ଲବର ନୂତନ ଗୃହ, ଯୁବ ବାହିନୀର ନୂତନ ଗୃହ, ମିଶନ ଶକ୍ତି ଗୃହ, ଭାଗବତୀ ଟୁଙ୍ଗି ଉଦ୍‌ଘାଟିତ ହୋଇଛି। ଆଠମଲ୍ଲିକ ବିଧାୟକ ରମେଶ ଚନ୍ଦ୍ର ସାଏ ମୁଖ୍ୟଅତିଥି ଭାବେ…

ବିଧାୟକଙ୍କ ଅଚାନକ ସ୍କୁଲ ପରିଦର୍ଶନ, କାଗଜପତ୍ର ଯାଞ୍ଚ

ବଇଣ୍ଡା,୨୩।୯(ଡି.ଏନ.ଏ)-କିଶୋରନଗର ବ୍ଲକ ଜାମ୍ବୁନାଳୀ ପଞ୍ଚାୟତ ଜାମ୍ବୁନାଳୀ ସରକାରୀ ଉ.ପ୍ରା ବିଦ୍ୟାଳୟକୁ ସୋମବାର ଆଠମଲ୍ଲିକ ବିଧାୟକ ରମେଶଚନ୍ଦ୍ର ସାଏ ଅଚାନକ ଗସ୍ତ କରିଛନ୍ତି। ବିଦ୍ୟାଳୟ ଶ୍ରେଣୀଗୃହକୁ ଯାଇ ବିଭିନ୍ନ କାଗଜପତ୍ର ଯାଞ୍ଚ କରିବା ସହ ଛାତ୍ରୀଛାତ୍ରଙ୍କୁ ପାଠ ପଢାଇଥିଲେ। ବିଦ୍ୟାଳୟରେ ସଠିକ ଭାବେ…

ଟ୍ରକ୍‌-ଟ୍ରେଲର ମୁହାଁମୁହିଁ ଧକ୍କା; ୮ ଘଣ୍ଟା ରାସ୍ତା ଜାମ୍‌

ପରଜଙ୍ଗ, ୨୩।୯(ଡି.ଏନ.ଏ.) ଢେଙ୍କାନାଳ ଜିଲା ପରଜଙ୍ଗ ଥାନା ମହାବିରୋଡ଼ ଫାଣ୍ଡି ଅଧୀନ ୧୪୯ନଂ. ଜାତୀୟ ରାଜପଥର ଭେଜିଆ ଛକ ନିକଟରେ ରବିବାର ଭୋର୍‌ ୩ଟାରେ ଛାତିଥରା ଦୁର୍ଘଟଣା ଘଟିଛି। ଟ୍ରକ୍‌-ଟ୍ରେଲ ମୁହଁାମୁହଁି ଧକ୍କା ହୋଇଛି। ଦୁର୍ଘଟଣା ଏତେ ଜୋର୍‌ରେ ହୋଇଥିଲା ଯେ,…

କାଳିଆ କେଳେଙ୍କାରୀ: ୧୭,୧୭୬ ଅଯୋଗ୍ୟ ହିତାଧିକାରୀ

ଢେଙ୍କାନାଳ ଅଫିସ, ୨୩।୯: ‘କାଳିଆ’ କେଳେଙ୍କାରୀକୁ ନେଇ ଅଡୁଆରେ ପଡ଼ିଛନ୍ତି ରାଜ୍ୟ ସରକାର। ଯୁଆଡ଼େ ଉଣ୍ଡିଲେ ଯୋଜନାରେ ବାରି ହେଉଛି ଦୁର୍ନୀତିର ଗନ୍ଧ। ଦିନ ଯେତିକି ଗଡୁଛି ତାଲିକାରେ ଅଯୋଗ୍ୟଙ୍କ ସଂଖ୍ୟା ସେତିକି ଲମ୍ବି ଚାଲିଛି। ଏଥିରୁ ବାଦ୍‌ ପଡ଼ିନି ଢେଙ୍କାନାଳ।…

ଜାତୀୟ ରାଜପଥ ସମ୍ପ୍ରସାରଣ ବେଳେ ଭୁଶୁଡ଼ିଲା କାନ୍ଥ: ୮ ଆହତ, ୩ ଗୁରୁତର

କାମାକ୍ଷାନଗର, ୨୧।୯(ଡି.ଏନ୍‌.ଏ.) – ଢେଙ୍କାନାଳ ଜିଲା କାମାକ୍ଷାନଗର ଥାନା ବଡସୁଅଁାଳ ଗ୍ରାମ ନିକଟ ଦେଇ ଯାଇଥିବା ୫୩ନଂ. ଜାତୀୟ ରାଜପଥ ସମ୍ପ୍ରସାରଣବେଳେ ଶୁକ୍ରବାର ଅଭାବନୀୟ ଘଟଣା ଘଟିଛି। ଜେସିବି ସହାୟତାରେ ଉଚ୍ଛେଦ କାର୍ଯ୍ୟ ଚାଲିଥିବାବେଳେ କାନ୍ଥ ଭୁଶୁଡ଼ି ଦୁଇ ପରିବାରର ୮ଜଣ…

ରାଜପଥ ସମ୍ପ୍ରସାରଣ ବେଳେ ଭୁଶୁଡ଼ିଲା କାନ୍ଥ: ୮ ଆହତ, ୩ ଗୁରୁତର

କାମାକ୍ଷାନଗର, ୨୦।୯(ଡି.ଏନ୍‌.ଏ.)-ଢେଙ୍କାନାଳ ଜିଲା କାମାକ୍ଷାନଗର ଥାନା ବଡସୁଅଁାଳ ଗ୍ରାମ ନିକଟ ଦେଇ ଯାଇଥିବା ୫୩ନଂ. ଜାତୀୟ ରାଜପଥ ସମ୍ପ୍ରସାରଣବେଳେ ଶୁକ୍ରବାର ଅଭାବନୀୟ ଘଟଣା ଘଟିଛି। ଜେସିବି ସହାୟତାରେ ଉଚ୍ଛେଦ କାର୍ଯ୍ୟ ଚାଲିଥିବାବେଳେ କାନ୍ଥ ଭୁଶୁଡ଼ି ଦୁଇ ପରିବାରର ୮ଜଣ ଆହତ ହୋଇଛନ୍ତି।…

ବନବିଭାଗ ପକ୍ଷରୁ ଚଢାଉ: ଚଉକାଠ ଜବତ, ୨ ଗିରଫ

ବଇଣ୍ଡା,୧୯।୯(ଡି.ଏନ.ଏ.)-ଆଠମଲ୍ଲିକ ବ୍ଲକ ଧଣ୍ଡାତୋପା ହାତୀଧରା ସଂରକ୍ଷିତ ଜଙ୍ଗଲରୁ ଗୁରୁବାର ସକାଳେ ବନବିଭାଗ ଚଢାଉ କରି ୨ଟି ଶାଳଗଣ୍ଡିକୁ ଜବତ କରିଛି। ଏଥିସହ ୨ ଜଣ କାଠ ବ୍ୟବସାୟୀଙ୍କୁ ଗିରଫ କରିଛି। ସେମାନେ ହେଲେ ଠାକୁରଗଡ଼ ଗ୍ରାମର ହାଡିବନ୍ଧୁ ନାୟକ, ନୀଳକଣ୍ଠ ରାଉତ।…

ପରିବହନ କାର୍ଯ୍ୟାଳୟରେ ଦଲାଲ ରାଜ: ହାତଗୁଞ୍ଜା ନେଇ କିରାଣିଙ୍କ ପରି କରୁଛନ୍ତି କାମ

ଅନୁଗୋଳ ଅଫିସ, ୧୯।୯ – ସଂଶୋଧିତ ମୋଟରଯାନ ଆଇନ ଲାଗୁ ପରେ ଏବେ ରାଜ୍ୟରେ ଥିବା ଆଞ୍ଚଳିକ ପରିବହନ କାର୍ଯ୍ୟାଳୟଗୁଡ଼ିକରେ ଅସମ୍ଭବ ଭିଡ଼ ହେଉଛି। ଗାଡ଼ି ପଞ୍ଜୀକରଣ, ଡ୍ରାଇଭିଂ ଲାଇସେନ୍ସ, ଟିକସ ପଇଠ ଆଦି ପାଇଁ ଦୈନିକ ହଜାର ହଜାର ଲୋକ…

ଅବକାରୀ ଚଢାଉ, ୬ ଗିରଫ

ବଇଣ୍ଡା,୧୮ା୯(ଡି.ଏନ.ଏ): ଆଠମଲ୍ଲିକ ଅବକାରୀ ବିଭାଗ ପକ୍ଷରୁ ବୁଧବାର ଠାକୁରଗଡ଼ ଥାନାର ବିଭିନ୍ନ ଗ୍ରାମରେ ଚଢାଉ କରାଯାଇ ୮୫ ଲିଟର ଦେଶୀ ମଦ ଜବତ କରାଯାଇଛି। ଏହି ଘଟଣାରେ ୬ ଜଣଙ୍କୁ ଗିରଫ କରାଯାଇଛି। ସେମାନେ ହେଲେ ଠାକୁରଗଡ଼ ଥାନା ରାଜିଙ୍ଗ ଗ୍ରାମର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?