ଢେଙ୍କାନାଳ

ମାଈ ହାତୀର ଗଳିତ ମୃତଦେହ ଠାବ

ପରଜଙ୍ଗ ୧।୯(ଡି.ଏନ୍‌.ଏ.) – ଢେଙ୍କାନାଳ ବନଖଣ୍ଡ ମହାବିରୋଡ଼ ରେଞ୍ଜ ସାଆନ୍ଦା ବିଟ୍‌ ଅଧୀନ ବସନ୍ତପଡ଼ା ଗ୍ରାମ ନିକଟ ବାଙ୍କଧରା କ୍ଷୁଦ୍ର ଜଳସେଚନ ପ୍ରକଳ୍ପ ଉପରମୁଣ୍ଡରେ ଥିବା ଖାଲରୁ ଶନିବାର ଏକ ମାଈ ହାତୀର ଗଳିତ ମୃତଦେହ ଉଦ୍ଧାର କରାଯାଇଛି। ଏହାର ଆନୁମାନିକ…

ମୂର୍ତ୍ତି ମନସ୍କ ଶିଶିର

ସାତମାଇଲ, ୧।୯ – ଶିଶିର କୁମାର ବେହେରା। ବୟସ ୨୫। ଘର ହିନ୍ଦୋଳ ବ୍ଲକ ଚିତ୍ତଳପୁର ପଞ୍ଚାୟତ ଅନ୍ତର୍ଗତ ପଞ୍ଚପଡ଼ା ଗ୍ରାମରେ। ମା’ ଆଉ ଜଣେ ଭାଇଙ୍କୁ ନେଇ ତାଙ୍କ ପରିବାର। ବାପା ଛୁଆବେଳୁ ଆରପାରିରେ। ପିଲାଦିନରୁ ଜୀବନ ସଂଘର୍ଷକୁ ଭଲଭାବେ…

ଭୁବନ ଏନ୍‌ଏସି ପକ୍ଷରୁ ସ୍ବାୟତ୍ତ ଶାସନ ଦିବସ

ଭୁବନ,୩୧।୮(ଡି.ଏନ୍‌.ଏ.): ଢେଙ୍କାନାଳ ଜିଲା ଭୁବନ ଏନ୍‌ଏସି ପକ୍ଷରୁ ଶନିବାର ସ୍ବାୟତ୍ତ ଶାସନ ଦିବସ ପାଳିତ ହୋଇଯାଇଛି। ଭୋର ୫ଟାରେ ପ୍ରଭାତ ଫେରି କରାଯାଇଥିବା ବେଳେ ପୂର୍ବାହ୍ନ ୯ଟାରେ କାମାକ୍ଷାନଗର ଉପଜିଲାପାଳ ବିଷ୍ଣୁ ପ୍ରସାଦ ଆଚାର୍ଯ୍ୟ ମୁଖ୍ୟ ଅତିଥି ଭାବେ ଯୋଗଦେଇ ପତାକା…

ପୋଖରୀରେ ବୁଡ଼ି ନାବାଳିକାଙ୍କ ମୃତ୍ୟୁ

କାମାକ୍ଷାନଗର,୩୧।୮(ଡି.ଏନ୍‌.ଏ.): ଢେଙ୍କାନାଳ ଜିଲା କଙ୍କଡାହାଡ଼ ଥାନା ତରାଜଙ୍ଗ ଗ୍ରାମର ଜଣେ ନାବାଳିକାଙ୍କ ଶନିବାର ପୋଖରୀରେ ବୁଡ଼ି ମୃତ୍ୟୁ ଘଟିଛି। ସେ ହେଲେ ଭାଗ୍ୟଧର ଷଣ୍ଢଙ୍କ ଝିଅ ଯଶୋଦା (୮)। ଅସାବଧାନତାରୁ ପୋଖରୀରେ ଗାଧୋଇବା ସମୟରେ ଯଶୋଦାଙ୍କ ଗୋଡ଼ ଖସିଯାଇଥିଲା। ପରିବାର ଲୋକେ…

ଖର୍ଚ୍ଚ ହେବ ୨୦ ଲକ୍ଷ

ଭୁବନ, ୩୧।୮(ଡି.ଏନ.ଏ.) ପାଦ ଥାପିଛି ଶରତ। ବିଦ୍ୟାଦାତା ଗଜାନନଙ୍କ ଆବାହନ ସହ ଆରମ୍ଭ ହେବ ପାର୍ବଣ ଋତୁ। ଏହାକୁ ନେଇ ଗଁ।ଠାରୁ ସହର ଯାଏ ସବୁଠି ସୃଷ୍ଟି ହୋଇଛି ଉତ୍ସବ ମୁଖର ପରିବେଶ। ଏପରି ମହୋତ୍ସବରେ ସାମିଲ ହୋଇଛି ଢେଙ୍କାନାଳ ଜିଲାର…

କେନାଲରେ ଫସିଲା ଦନ୍ତା

ପରଜଙ୍ଗ, ୩୧।୮(ଡି.ଏନ.ଏ.) – ଢେଙ୍କାନାଳ ବନଖଣ୍ଡ କାମାକ୍ଷାନଗର ପଶ୍ଚିମାଞ୍ଚଳ ରେଞ୍ଜ ମୁକ୍ତାପଶି ଫରେଷ୍ଟେ ସେକ୍ସନ ଅଧୀନ ଦେଇ ଯାଇଥିବା ରେଙ୍ଗାଳି ମୁଖ୍ୟ ବାମ କେନାଲରେ ଶୁକ୍ରବାର ଏକ ଦନ୍ତା ହାତୀ ଫସିଯାଇଥିଲା। କେନାଲ ନିକଟବର୍ତ୍ତୀ ସିଆରିମାଳିଆ ସଂରକ୍ଷିତ ଜଙ୍ଗଲରୁ ଉକ୍ତ ଦନ୍ତା…

ନିଶାସକ୍ତ ଯୁବକଙ୍କ ଉନ୍ମତ୍ତକାଣ୍ଡ: ବନ କର୍ମଚାରଙ୍କୁ ନିସ୍ତୁକ ପିଟିଲେ

ପରଜଙ୍ଗ, ୩୧।୮(ଡି.ଏନ.ଏ.) ଢେଙ୍କାନାଳ ଜିଲା ପରଜଙ୍ଗ ଥାନା ପାଳସାହି ଗ୍ରାମରେ ଗୁରୁବାର ରାତିରେ ହାତୀ ଘଉଡ଼ାଇବାକୁ ଯାଇଥିବା ବେଳେ ବନ କର୍ମଚାରୀଙ୍କ ଉପରେ ମରଣାନ୍ତକ ଆକ୍ରମଣ ହୋଇଛି। କେତେଜଣ ନିଶାସକ୍ତ ଯୁବକ ଏପରି ଉନ୍ମତ୍ତକାଣ୍ଡ ଘଟାଇଥିବା ଅଭିଯୋଗ ହୋଇଛି। ଦୀର୍ଘ ୪…

୩ ଲୁଟେରା ଗିରଫ

ଢେଙ୍କାନାଳ ଅଫିସ, ୩୦।୮-ଢେଙ୍କାନାଳ ଜିଲା ଓଡ଼ାପଡ଼ା ବ୍ଲକ କଣ୍ଟାବଣିଆ ଥାନା ନିକଟ ଓଭରବ୍ରିଜ୍‌ରୁ ଟ୍ରକ୍‌ ଚାଳକଙ୍କଠାରୁ ଆକ୍ରମଣ କରି ଲୁଟ୍‌ ମାମଲାରେ ପୋଲିସ ୩ଜଣଙ୍କୁ ଗିରଫ କରିଛି। ସେମାନେ ହେଲେ ପରଜଙ୍ଗ ଥାନା ଲୋଧଣି ଗ୍ରାମର ଅନିଲ ନାଏକ (୧୯), ପରଜଙ୍ଗ…

ବ୍ରାହ୍ମଣୀରୁ ବେଆଇନ ବାଲି ଚାଲାଣ: ୩ ଟ୍ରାକ୍ଟର ଜବତ, ଜରିମାନା ଆଦାୟ

ପରଜଙ୍ଗ, ୩୦।୮(ଡି.ଏନ୍‌.ଏ.) – ବ୍ରାହ୍ମଣୀ ନଦୀରୁ ବେଆଇନ ବାଲି ଚାଲାଣ ବେଳେ ପରଜଙ୍ଗ ଥାନା ସାଆନ୍ଦା ଫାଣ୍ଡି ପୋଲିସ ଏବଂ ତହସିଲ ପ୍ରଶାସନ ପକ୍ଷରୁ ୩ଟି ଟ୍ରାକ୍ଟରକୁ ଜବତ କରାଯାଇଛି। ସମ୍ପୃକ୍ତ ଟ୍ରାକ୍ଟର ମାଲିକଙ୍କଠାରୁ ୪୫ ହଜାର ଟଙ୍କା ଜରିମାନା ଆଦାୟ…

ଦାଦନ ଯାଇ ଜୀବନ ଗଲା

କାମାକ୍ଷାନଗର, ୩୦।୮(ଡି.ଏନ୍‌.ଏ.) – ଢେଙ୍କାନାଳ ଜିଲାରେ ଦାଦନ ଦୁଃଖର ଦାରୁଣ ଚିତ୍ର ପଦାକୁ ଆସିଛି। ପେଟ ପାଟଣା ଚିନ୍ତାରେ ବାଙ୍ଗାଲୋର ଯାଇଥିବା ଜଣେ ଯୁବକ ରୋଗଗ୍ରସ୍ତ ହୋଇ ଘରକୁ ଫେରିବା ବାଟରେ ଟ୍ରେନ୍‌ରେ ପ୍ରାଣ ହରାଇଛନ୍ତି। ମୃତକ ହେଲେ କାମାକ୍ଷାନଗର ବ୍ଲକ…

ଗାୟତ୍ରୀ ଆଶ୍ରମ ଉଚ୍ଛେଦ ମାମଲା, ତ୍ରୁଟି ଧରିଲା ଜିଲା ପ୍ରଶାସନ: ଆକଳନ ୩.୯୦ ଲକ୍ଷ, ପ୍ରସ୍ତାବ ୧୮ ଲକ୍ଷ

ଢେଙ୍କାନାଳ ଅଫିସ, ୨୯।୮-  ୫୫ନଂ. ଜାତୀୟ ରାଜପଥ ସମ୍ପ୍ରସାରଣରେ ହୋଇଥିବା ଜମି ଅଧିଗ୍ରହଣ ବାବଦ କ୍ଷତିପୂରଣ ପ୍ରଦାନ ଲାଗି ଦିଆଯାଇଥିବା ପ୍ରସ୍ତାବରେ ସାଂଘାତିକ ତ୍ରୁଟି ହୋଇଛି। ଢେଙ୍କାନାଳ ଜିଲା ଓଡ଼ାପଡ଼ା ବ୍ଲକ ମେରାମଣ୍ଡଳୀସ୍ଥିତ ଗାୟତ୍ରୀ ଆଶ୍ରମ ଉଚ୍ଛେଦ ସମ୍ପର୍କିତ କ୍ଷତିପୂରଣ ଆକଳନ…

ଅଜଣା ରୋଗରେ ଚାଲିଗଲା ଦୃଷ୍ଟି, ଶ୍ରବଣଶକ୍ତି: ପ୍ରିୟବ୍ରତଙ୍କୁ ମିଳିଲା ସହାୟତା

ଢେଙ୍କାନାଳ ଅଫିସ, ୨୯।୮: ଦୁଃଖ ଆସେ ସାଙ୍ଗସାଥୀକୁ ନେଇ। ଏହାକୁ ମର୍ମେ ମର୍ମେ ଅନୁଭବ କରିଛନ୍ତି ଢେଙ୍କାନାଳର ପ୍ରିୟବ୍ରତ ସାମଲ (୨୪)। ସହରର ଏକ ଆପାର୍ଟମେଣ୍ଟରେ ସୁରକ୍ଷା କର୍ମୀ ଭାବେ କାର୍ଯ୍ୟ କରୁଥିବା ପ୍ରିୟବ୍ରତ ସୁଠାମ ଶରୀରର ଅଧିକାରୀ। ହେଲେ ଦେଢ଼ମାସ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri