ଢେଙ୍କାନାଳ

ଅପରାଧ ରୋକିବାକୁ ଦିବ୍ୟଜ୍ୟୋତି କ୍ଲବର ପ୍ରୟାସ: ଲଗାଗଲା ୫ ସିସିଟିଭି କ୍ୟାମେରା

ଢେଙ୍କାନାଳ ଅଫିସ, ୧୮।୯-ଗଣପର୍ବ ଲକ୍ଷ୍ମୀପୂଜା ପାଇଁ ପ୍ରସ୍ତୁତ ହେଉଛି ଢେଙ୍କାନାଳ। ହେଲେ ସହରରେ ଆପରାଧିକ କାର୍ଯ୍ୟକଳାପ ରୋକିବା ଦିଗରେ ପୋଲିସକୁ ଆଖିଦୃଶିଆ ସଫଳତା ମିଳିନାହିଁ। ପାର୍ବଣ ପୂର୍ବରୁ ସହରତଳି ଅଞ୍ଚଳରେ ମଦ୍ୟପ, ଅସାମାଜିକଙ୍କ କାର୍ଯ୍ୟକଳାପ ବୃଦ୍ଧି ପାଇବାରେ ଲାଗିଛି। ଏହାକୁ ରୋକିବାକୁ…

କାର୍ତ୍ତିକ ନାଏକ ହତ୍ୟା ମାମଲା: ଅଭିଯୁକ୍ତ ପୁତୁରାଙ୍କୁ ଆଜୀବନ ଜେଲ

କାମାକ୍ଷାନଗର, ୧୭।୯(ଡି.ଏନ୍‌.ଏ.)-ଢେଙ୍କାନାଳ ଜିଲା କାମାକ୍ଷାନଗରସ୍ଥିତ ଅତିରିକ୍ତ ଜିଲା ଦୌରାଜଜ୍‌ (ଏଡିଜେ)ଙ୍କ ଅଦାଲତରେ ମଙ୍ଗଳବାର ବହୁ ଚର୍ଚ୍ଚିତ କାର୍ତ୍ତିକ ନାଏକ ହତ୍ୟା ମାମଲାର ରାୟ ପ୍ରକାଶ ପାଇଛି। ଏଡିଜେ ବାମାଶଙ୍କର ମିଶ୍ର ମାମଲାର ଅଭିଯୁକ୍ତ ପୁତୁରା ହାଡ଼ିବନ୍ଧୁ ନାଏକ ଓରଫ୍‌ ହାଡ଼ିଆଙ୍କୁ ଦୋଷୀ…

ଖେଳପଡ଼ିଆ ପାଇଁ ଅଣ୍ଟା ଭିଡ଼ିଲା ପରିଚାଳନା କମିଟି:ଜବରଦଖଲ ଉଚ୍ଛେଦ ଦାବି

ଭୁବନ ୧୭।୯(ଡି.ଏନ.ଏ.) ଭୁବନ ଏନ୍‌ଏସି ଅଧୀନ ୩ନଂ. ଓ୍ବାର୍ଡ ନୋଡାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଆଖପାଖ ଅଞ୍ଚଳକୁ ଜବରଦଖଲ ମୁକ୍ତ କରିବାକୁ ଦାବି କରିଛି ପରିଚାଳନା କମିଟି। ଏ ନେଇ କମିଟି ସଦସ୍ୟମାନେ ସୋମବାର ତହସିଲଦାରଙ୍କୁ ଭେଟି ସ୍ମାରକପତ୍ର ପ୍ରଦାନ କରିଛନ୍ତି।…

ପୂରଣ ହେଉନି ଉଦ୍ଦେଶ୍ୟ: ରାସ୍ତାକଡ଼ରେ ଗଡୁଛି ଚେକ୍‌ପୋଷ୍ଟ

କାମାକ୍ଷାନଗର, ୧୭।୯(ଡି.ଏନ୍‌.ଏ.) – ଢେଙ୍କାନାଳ ଜିଲା କାମାକ୍ଷାନଗର ଉପଖଣ୍ଡରେ ଥିବା ବିଭିନ୍ନ ଥାନା, ଫାଣ୍ଡିକୁ ମିଳିଥିବା ପୋଲିସ ଚେକ୍‌ପୋଷ୍ଟ ବ୍ୟବହାରରେ ଆସୁନାହିଁ। ଚେକ୍‌ପୋଷ୍ଟଗୁଡ଼ିକ ପରିତ୍ୟକ୍ତ ଅବସ୍ଥାରେ ଲଟାବୁଦାରେ ପଡ଼ି ନଷ୍ଟ ହେଉଛି। ଜିଲାର ଆଦର୍ଶ ଥାନାର ମାନ୍ୟତା ପାଇଛି କାମାକ୍ଷାନଗର। ଏଥିସହ…

ଗଜଲକ୍ଷ୍ମୀ ପୂଜା ପାଇଁ ପ୍ରସ୍ତୁତି ବୈଠକ :ଡିଜେ ସାଉଣ୍ଡ ଉପରେ କଟକଣା

ପାଲଲହଡା,୧୬।୯(ଡି.ଏନ.ଏ.)-ପାଲଲହଡାର ପ୍ରସିଦ୍ଧ ଗଣପର୍ବ ଗଜଲକ୍ଷ୍ମୀ ପୂଜା ଆସନ୍ତା ୧୩ରେ ଅନୁଷ୍ଠିତ ହେବ। ଏ ନେଇ ସୋମବାର ଉପଖଣ୍ଡ ପ୍ରଶାସନ ପକ୍ଷରୁ ସ୍ଥାନୀୟ ପଞ୍ଚାୟତ ସମିତି ସଭାଗୃହଠାରେ ଏକ ପ୍ରସ୍ତୁତି ବୈଠକ ବସିଥିଲା। ଉପଜିଲାପାଳ ଅଜିତ କୁମାର ପ୍ରଧାନଙ୍କ ଅଧ୍ୟକ୍ଷତାରେ ଆୟୋଜିତ ବୈଠକରେ…

ମାଈହାତୀର ମୃତଦେହ ଠାବ

ଢେଙ୍କାନାଳ ଅଫିସ/ଭାପୁର,୧୬।୯(ଡି.ଏନ୍‌.ଏ.) : ଢେଙ୍କାନାଳ ଜିଲା ସଦର ରେଞ୍ଜ ଅଧିନସ୍ଥ ଭାପୁର ଅଞ୍ଚଳର କଦମପାଳ ଗ୍ରାମ ନିକଟ ମାଟିଆମୁଣ୍ଡିଆ ପାଦଦେଶରେ ସୋମବାର ସକାଳେ ବନ ବିଭାଗ ପକ୍ଷରୁ ଏକ ମାଈହାତୀର ମୃତଦେହ ଠାବ କରାଯାଇଛି। ତେବେ ମୃତ୍ୟୁର କାରଣ ଜଣାପଡ଼ିନାହିଁ। ଏନେଇ…

ଅପପୁଷ୍ଟିର ଶିକାର ଶିଶୁ ଆଖିବୁଜିଲେ; ସହାୟତା ମିଳିବା ପୂର୍ବରୁ ସରିଗଲା ଆୟୁଷ

ଢେଙ୍କାନାଳ ଅଫିସ, ୧୬ା୯- ଜିଇଥିଲା ବେଳେ ଆଡ଼ଆଖିରେ ଚାହିଁ ନ ଥିବା ପ୍ରଶାସନିକ ଅଧିକାରୀ ଶେଷ ସମୟରେ ବେଶ୍‌ ତତ୍ପରତା ଦେଖାଇଲେ। ହେଲେ ସେତେବେଳକୁ ଆଉ ଆୟୁଷ ନ ଥିଲା। ମଞ୍ଜୁର ଭତ୍ତା ଟଙ୍କା କି ଚିକିତ୍ସା କିଛି କାମ ଦେଲାନି।…

ସ୍ତ୍ରୀଙ୍କୁ ନିର୍ଯାତନା ଅଭିଯୋଗ, ସ୍ବାମୀ ଗିରଫ

ବଇଣ୍ଡା,୧୫।୯(ଡି.ଏନ.ଏ.)-ଆଠମଲ୍ଲିକ ବ୍ଲକ ଠାକୁରଗଡ଼ ଥାନା ଅରଖକୁଦ ଗ୍ରାମର ବୈଜୟନ୍ତୀ ଭୋଇ(୨୬)ଙ୍କୁ ତାଙ୍କ ସ୍ବାମୀ ଅକ୍ଷୟ ଭୋଇ, ଶାଶୁ ଉମା ଭୋଇ, ଶ୍ୱଶୁର ସଞ୍ଜୟ ଭୋଇ ନିର୍ଯାତନା ଦେଉଥିବା ରବିବାର ଠାକୁରଗଡ଼ ଥାନାରେ ଅଭିଯୋଗ ହୋଇଛି। ପୋଲିସ ନଂ. ୯୪/୧୯ରେ ଏକ ମାମଲା…

ଶତାଧିକ ମାଛ ମୃତ:ଠିକାସଂସ୍ଥା ନାମରେ ଅଭିଯୋଗ

ବଇଣ୍ଡା,୧୫।୯(ଡି.ଏନ.ଏ.)-କିଶୋରନଗର ବ୍ଲକ ନୁନୁକାପଶି ପଞ୍ଚାୟତରେ ଥିବା ଚନ୍ଦନ ପୋଖରୀରେ ୫୫ ନଂ. ଜାତୀୟ ରାଜପଥ ସମ୍ପ୍ରସାରଣ କରୁଥିବା ଠିକାସଂସ୍ଥା ପକ୍ଷରୁ ଶୁକ୍ରବାରଠାରୁ ରବିବାର ୩ ଦିନ ଧରି ବିଷାକ୍ତ ବସ୍ତୁ ପକାଯାଉଛି। ଫଳରେ ପୋଖରୀ ପାଣି ବିଷାକ୍ତ ହେବାସହିତ ଶତାଧିକ ମାଛ…

ସାପୁଆ ନଦୀରେ ଭାସି ବୃଦ୍ଧା ନିଖୋଜ ଘଟଣା: ମୃତଦେହ ଉଦ୍ଧାର

ଭାପୁର,୧୫।୯(ଡି.ଏନ୍‌.ଏ.): ଢେଙ୍କାନାଳ ଜିଲା ସଦର ଥାନା ଭାପୁର ସାପୁଆ ନଦୀରେ ଭାସି ଯାଇ ସତୀ ଘଡେଇ (୮୩) ନାମରେ ଜଣେ ବୃଦ୍ଧା ରବିବାର ସକାଳେ ନିଖୋଜ ହୋଇଯାଇଥିଲେ। ତେବେ ପରିବାର ଲୋକଙ୍କ ପକ୍ଷରୁ ତାଙ୍କୁ ଉଦ୍ଧାର କରିବାକୁ ଚେଷ୍ଟା କରାଯାଉଥିବା ବେଳେ…

ସାପୁଆ ନଦୀରେ ଭାସି ବୃଦ୍ଧା ନିଖୋଜ: ଉଦ୍ଧାର କାର୍ଯ୍ୟ ଜାରି

ଭାପୁର,୧୫।୯(ଡି.ଏନ୍‌.ଏ.): ଢେଙ୍କାନାଳ ଜିଲା ସଦର ଥାନା ଭାପୁର ସାପୁଆ ନଦୀରେ ଭାସି ଯାଇ ଜଣେ ବୃଦ୍ଧା ନିଖୋଜ ଅଛନ୍ତି। ସେ ହେଲେ ଗୋଡ଼ିସାହିର ସତୀ ଘଡେଇ (୮୩)। ରବିବାର ସକାଳେ ସତୀ ନଦୀକୁ ଗାଧୋଇବାକୁ ଯାଇ ଭାସି ଯାଇଥିଲେ। ପରିବାର ଲୋକେ…

୩ୟ ରାଷ୍ଟ୍ରୀୟ ଲୋକ ଅଦାଲତ: ୨୬୩ ମାମଲାର ଫଇସଲା

ମାଜିଷ୍ଟ୍ରେଟ୍‌ ମୁକ୍ତିରଞ୍ଜନ ଶତପଥୀ, ବିଚାରପତି ଅଳ୍ପନା ସ୍ବାଇଁ, ସୁଜାତା ପ୍ରିୟମ୍ବଦା ସ୍ବାଇଁ, ଅଭିଜିତ ପୁରୋହିତ, ସୁଶାନ୍ତ ନାୟକ, ମୈତ୍ରୀ ସାମନ୍ତରାୟ, ରାଜଶ୍ରୀ ଆର୍ଯ୍ୟବାଳା ତ୍ରିପାଠୀ, ନିଶା ଅଗ୍ରଓ୍ବାଲ ପ୍ରମୁଖ ମାମଲାଗୁଡ଼ିକୁ ପରିଚାଳନା କରିଥିଲେ। ସିଭିଲକୋର୍ଟ ରେଜିଷ୍ଟ୍ରାର ସଞ୍ଜିତ ବେହେରା, ବରିଷ୍ଠ ଦେୱାନୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?