ଢେଙ୍କାନାଳ ଜିଲାରେ କଂଗ୍ରେସର ଶୋଚନୀୟ ପ୍ରଦର୍ଶନ
ଢେଙ୍କାନାଳ,୬ା୬(ରତନ ନାୟାର)ଏକଦା କଂଗ୍ରେସର ଦୁର୍ଗ ଥିଲା ଢେଙ୍କାନାଳ ଜିଲା। ୧୯୭୪, ୧୯୭୭, ୧୯୮୦, ୧୯୮୫ ନିର୍ବାଚନରେ ବରିଷ୍ଠ କଂଗ୍ରେସ ନେତ୍ରୀ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନନ୍ଦିନୀ ଶତପଥୀ ଢେଙ୍କାନାଳ ବିଧାନସଭାରୁ ବିଜୟୀ ହେବା ସହିତ ଦଳୀୟ ସଙ୍ଗଠନକୁ ସୁଦୃଢ଼ କରି ରଖିଥିଲେ।…
ରାସ୍ତାକଡ଼କୁ ଓଲଟି ପଡ଼ିଲା ଯାତ୍ରୀବାହୀ ବସ୍
କାମାକ୍ଷାନଗର,୨୯।୫: ଢେଙ୍କାନାଳ ଜିଲା କାମାକ୍ଷାନଗର ଥାନା ମହୁଲପାଳ ଗ୍ରାମ ନିକଟରେ ବୁଧବାର ସାରେ ଏକ ଯାତ୍ରୀବାହୀ ବସ ଭାରସାମ୍ୟ ହରାଇ ରାସ୍ତା କଡ଼କୁ ଓଲଟି ପଡିଛି। ଏଥିରୁ ଯାତ୍ରୀମାନେ ଅଳ୍ପକେ ବର୍ତ୍ତି ଯାଇଛନ୍ତି। ତେବେ ବସ୍ଟି ଢେଙ୍କାନାଳରୁ କାମାକ୍ଷାନଗର ଆଡକୁ ଆସୁଥିବା…
ଭୋଟଦାନରୁ ବଞ୍ଚିତ ହେଲେ ପଦ୍ମଶ୍ରୀ ଅନ୍ତର୍ଯ୍ୟାମୀ ମିଶ୍ର
ଢେଙ୍କାନାଳ,୨୬ା୫(ରତନ ନାୟାର): ଢେଙ୍କାନାଳର ବିଶିଷ୍ଟ ସାହିତି୍ୟକ, ଗବେଷକ ଓ ଭାଷାବିତ୍ ପଦ୍ମଶ୍ରୀ ପଣ୍ଡିତ ଅନ୍ତର୍ଯ୍ୟାମୀ ମିଶ୍ର ଶନିବାର ଭୋଟଦାନରୁ ବଞ୍ଚିତ ହୋଇଛନ୍ତି। ସେ ଓ ତାଙ୍କ ସ୍ତ୍ରୀ ଛାୟାରାଣୀ ମିଶ୍ର ଏବଂ ପୁତ୍ର ଅସିତ କୁମାର ମିଶ୍ର ଭୋଟ ପରିଚୟପତ୍ର ନେଇ…
ଢେଙ୍କାନାଳରେ ଭୋଟ ଦେଲେ ତଥାଗତ
ଢେଙ୍କାନାଳ,୨୫।୫(ରତନ ନାୟାର): ତେଙ୍କାନାଳ ଜିଲାରେ ଶନିବାର ସମସ୍ତ ବୁଥରେ ଭୋଟ ଗ୍ରହଣ ହେଉଛି। ପୂର୍ବାହ୍ନ ୧୧ଟା ସୁଦ୍ଧା ଜିଲାରେ ୨୦. ୯୨ ପ୍ରତିଶତ ମତଦାନ ହୋଇଛି। କଙ୍କଡ଼ାହାଡ଼ ବ୍ଲକର ବାଘମୁଣ୍ଡା ଗ୍ରାମର ୬୫ ନମ୍ବର ବୁଥ ଅଂଚଳରେ ରାସ୍ତା ପାଇଁ ଭୋଟ…
ବଢୁଛି ଅନୁପ୍ରବେଶକାରୀଙ୍କ ସଂଖ୍ୟା
କେନ୍ଦ୍ରାପଡ଼ା,୨୩ା୫(ଜଗନ୍ନାଥ ଧଳ): ଅନୁପ୍ରବେଶ ଓ ଆତଙ୍କବାଦ ସହିତ କେନ୍ଦ୍ରାପଡ଼ା ଜିଲାର ସଂଯୋଗ ରହିଥିବା ବେଳେ ଜିଲା ପ୍ରଶାସନ ଅଥବା ରାଜ୍ୟ ସରକାର କୌଣସି ଦୃଷ୍ଟି ଦେଉ ନ ଥିବା ଅଭିଯୋଗ ହେଉଛି ା ଏହି ଜିଲାର ୪୮ କି.ମି. ଖୋଲାମେଲା ସମୁଦ୍ର…
ଲୋକଙ୍କ ଆଶୀର୍ବାଦ ମାଗିଲେ ବ୍ରଜ
ତାଳଚେର,୨୩।୫ (ମନୋଜ ପ୍ରଧାନ): ତାଳଚେର ବିଧାନସଭା ନିର୍ବାଚନମଣ୍ଡଳୀର ବିଜେଡି ବିଧାୟକ ପ୍ରାର୍ଥୀ ବ୍ରଜ କିଶୋର ପ୍ରଧାନ ପ୍ରଚାରକୁ ଜୋର୍ଦାର କରିଛନ୍ତି। ପଦ୍ମାବତୀପୁର ଓ ଡେରା ପଞ୍ଚାୟତର ସମସ୍ତ ଗ୍ରାମରେ ବ୍ରଜ ନିର୍ବାଚନ ପ୍ରଚାର କରିବା ସହ ଏକ ବିକଶିତ ତାଳଚେର ଗଠନ…
ଭାଜପା ପାଇଁ ଭୋଟ ମାଗିଲେ ଅରୁଣ ଗୋଭିଲ
ଢେଙ୍କାନାଳ,୨୩ା୫(ରତନ ନାୟାର): ରାମାୟଣ ଧାରାବାହିକର ରାମ ଭୂମିକାରେ ଅଭିନୟ କରିଥିବା ଅଭିନେତା ତଥା ଭାଜପା ନେତା ଅରୁଣ ଗୋଭିଲ ବୁଧବାର ଢେଙ୍କାନାଳ ସହରରେ ଭାଜପା ପାଇଁ ଭୋଟ ମାଗିଛନ୍ତି। ଅପରାହ୍ନ ସାଢେ ୩ଟାରେ ଭାଜପା ପକ୍ଷରୁ ଆୟୋଜିତ ଏକ ରୋଡ୍ ଶୋ’ରେ…
ବୋହୂ ପାଇଁ ଭୋଟ ମାଗିଲେ କେପି ସିଂହଦେଓ
ଢେଙ୍କାନାଳ,୨୩ା୫(ରତନ ନାୟାର): ନିର୍ବାଚନ ପ୍ରଚାରର ଅନ୍ତିମ ପର୍ଯ୍ୟାୟରେ ଢେଙ୍କାନାଳ ବିଧାନସଭା ଆସନର କଂଗ୍ରେସ ପ୍ରାର୍ଥୀ ସୁସ୍ମିତା ସିଂହଦେଓଙ୍କ ପାଇଁ ବୁଧବାର ଅପରାହ୍ନରେ ପ୍ରଚାର କରିଥିଲେ ବରିଷ୍ଠ କଂଗ୍ରେସ ନେତା ତଥା ପୂର୍ବତନ କେନ୍ଦ୍ରମନ୍ତ୍ରୀ କାମାକ୍ଷା ପ୍ରସାଦ ସିଂହଦେଓ। ସୁସ୍ମିତା ହେଉଛନ୍ତି କାମାକ୍ଷା…
ଶୀର୍ଷରେ ବିଜେଡି-ଭାଜପା ଲଢ଼େଇ
ଢେଙ୍କାନାଳରୁ ଅନିଲ ଦାସ,୨୩।୫: ଆସନ୍ତା ୨୫ ତାରିଖରେ ଢେଙ୍କାନାଳ ସମେତ ୬ ଲୋକ ସଭା ନିର୍ବାଚନମଣ୍ଡଳୀ ଏବଂ ଏହା ଅନ୍ତର୍ଗତ ବିଧାନସଭା ନିର୍ବାଚନମଣ୍ଡଳୀରେ ଭୋଟଗ୍ରହଣ ହେବ। ଗୁରୁବାର ଅପରାହ୍ନ ୫ଟା ସୁଦ୍ଧା ଉକ୍ତ ନିର୍ବାଚନମଣ୍ଡଳୀରେ ପ୍ରଚାର କାର୍ଯ୍ୟ ଶେଷ ହେବ। ଇତିମଧ୍ୟରେ…
ମର୍ମନ୍ତୁଦ ଦୁର୍ଘଟଣା: ମା’, ବାପାଙ୍କ ସହ ୨ ସନ୍ତାନ ମୃତ
ଢେଙ୍କାନାଳ,୨୦।୫: ଢେଙ୍କାନାଳ ଜିଲା ନିହଲପ୍ରସାଦ ଥାନା ଅଧୀନ ପିଙ୍ଗୁଆ ନିକଟରେ ସୋମବାର ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ଦୁର୍ଘଟଣାରେ ଗୋଟିଏ ପରିବାରର ୪ଜଣ ସଦସ୍ୟଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ମା’, ବାପା, ଝିଅ ଓ ପୁଅ ବୋଲି ଜଣାପଡିଛି। ମିଳିଥିବା…
୩ ପ୍ରମୁଖ ଦଳ ମଧ୍ୟରେ ହେବ କଡ଼ା ଟକ୍କର
ପରଜଙ୍ଗ,୨୦ା୫(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ବିଧାନସଭା ନିର୍ବାଚନମଣ୍ଡଳୀରେ ୨୦୧୯ ନିର୍ବାଚନରେ ଅଳ୍ପକେ ବିଜୟ ପାଇଥିଲା ବିଜେଡି। ଭାଜପା ଏଠାରେ ପ୍ରମୁଖ ପ୍ରତିଦ୍ୱନ୍ଦ୍ୱୀ ରହିଥିଲା। ହେଲେ ୨୦୨୪ ନିର୍ବାଚନରେ ସ୍ଥିତି ବଦଳିଛି। ଏଥର ନିର୍ବାଚନ ମଇଦାନରେ ୩ ପ୍ରମୁଖ ଦଳର ପ୍ରାର୍ଥୀଙ୍କ…
ନିଜ ବଳରେ ଲଢୁଛନ୍ତି ଢେଙ୍କାନାଳ କଂଗ୍ରେସ ପ୍ରାର୍ଥୀ
ଢେଙ୍କାନାଳ,୨୦ା୫(ରତନ ନାୟାର): ଢେଙ୍କାନାଳ ଜିଲାରେ ଆସନ୍ତା ୨୫ ତାରିଖରେ ଭୋଟ ଗ୍ରହଣ ହେବ। ତେବେ ୨୩ ତାରିଖରେ ପ୍ରଚାର ପର୍ବ ଶେଷ ହେବ। ତେଣୁ ପ୍ରାର୍ଥୀମାନଙ୍କ ପାଇଁ ପ୍ରଚାର କରିବାକୁ ବିଭିନ୍ନ ଦଳ ହାତରେ ଆଉ ମାତ୍ର ୪ ଦିନ ରହିଲା।…
Archives


