ନବାନ୍ନ ଉତ୍ସବ: ୧୦ହଜାର ସାଧୁ, ଶ୍ରଦ୍ଧାଳୁଙ୍କ ସମାଗମ
ଢେଙ୍କାନାଳ ଅଫିସ, ୨ା୯ମହିମାଧର୍ମର ପ୍ରମୁଖ ପୀଠସ୍ଥଳୀ ଯୋରନ୍ଦା ମହିମାଗାଦିରେ ରବିବାର ନବାନ୍ନ ଉତ୍ସବ ମହାସମାରୋହରେ ଅନୁଷ୍ଠିତ ହୋଇଯାଇଛି। ଚଳିତବର୍ଷ ୧୦ ହଜାରରୁ ଊର୍ଦ୍ଧ୍ୱ ସାଧୁସନ୍ଥ ଏଥିରେ ସାମିଲ ହୋଇଥିବାବେଳେ ଅଲେଖ ମହିମା ଧ୍ୱନିରେ ସମଗ୍ର ଅଞ୍ଚଳ ପ୍ରକମ୍ପିତ ହୋଇଉଠିଥିଲା। ପାରମ୍ପରିକ ନୀତି…
ଢେଙ୍କାନାଳ: ୩୩ ମଣ୍ଡପରେ ପୂଜାର୍ଚ୍ଚନା
ଢେଙ୍କାନାଳ ଅଫିସ, ୨ା୯ ଆଉ କେଇ ଘଣ୍ଟା ପରେ ଆରମ୍ଭ ହେବ ବିଘ୍ନରାଜ ଗଜାନନଙ୍କ ପୂଜାର୍ଚ୍ଚନା। ଏହି ଗଣପର୍ବରେ ନିଜକୁ ସାମିଲ କରିଛି ସାଂସ୍କୃତିକ ସହର ଢେଙ୍କାନାଳ। ୮ଦିନ ବ୍ୟାପୀ ହେବାକୁ ଥିବା ଏହି ପୂଜା ପାଇଁ ପ୍ରସ୍ତୁତି ଶେଷ ହୋଇ…
ସ୍ବାୟତ୍ତ ଶାସନ ଦିବସ ପାଳିତ: ‘ମିଳିତ ଉଦ୍ୟମରେ ଢେଙ୍କାନାଳ ହେବ ୧ ନମ୍ବର’
ଢେଙ୍କାନାଳ ଅଫିସ, ୧।୯ – ଢେଙ୍କାନାଳ ହେଉଛି ବୁଦ୍ଧିଜୀବୀଙ୍କ ସହର। ମିଳିତ ପ୍ରଚେଷ୍ଟା, ସମ୍ମିଳିତ ଉଦ୍ୟମରେ ଢେଙ୍କାନାଳ ରାଜ୍ୟରେ ଏକ ନମ୍ବର ପୌରସଂସ୍ଥା ହୋଇପାରିବ ବୋଲି କହିଛନ୍ତି ଜିଲାପାଳ ଭୂମେଶ ଚନ୍ଦ୍ର ବେହେରା। ସ୍ଥାନୀୟ ମିନି ଷ୍ଟାଡିୟମରେ ଶନିବାର ସନ୍ଧ୍ୟାରେ ପୌର…
ମାଈ ହାତୀର ଗଳିତ ମୃତଦେହ ଠାବ
ପରଜଙ୍ଗ ୧।୯(ଡି.ଏନ୍.ଏ.) – ଢେଙ୍କାନାଳ ବନଖଣ୍ଡ ମହାବିରୋଡ଼ ରେଞ୍ଜ ସାଆନ୍ଦା ବିଟ୍ ଅଧୀନ ବସନ୍ତପଡ଼ା ଗ୍ରାମ ନିକଟ ବାଙ୍କଧରା କ୍ଷୁଦ୍ର ଜଳସେଚନ ପ୍ରକଳ୍ପ ଉପରମୁଣ୍ଡରେ ଥିବା ଖାଲରୁ ଶନିବାର ଏକ ମାଈ ହାତୀର ଗଳିତ ମୃତଦେହ ଉଦ୍ଧାର କରାଯାଇଛି। ଏହାର ଆନୁମାନିକ…
ମୂର୍ତ୍ତି ମନସ୍କ ଶିଶିର
ସାତମାଇଲ, ୧।୯ – ଶିଶିର କୁମାର ବେହେରା। ବୟସ ୨୫। ଘର ହିନ୍ଦୋଳ ବ୍ଲକ ଚିତ୍ତଳପୁର ପଞ୍ଚାୟତ ଅନ୍ତର୍ଗତ ପଞ୍ଚପଡ଼ା ଗ୍ରାମରେ। ମା’ ଆଉ ଜଣେ ଭାଇଙ୍କୁ ନେଇ ତାଙ୍କ ପରିବାର। ବାପା ଛୁଆବେଳୁ ଆରପାରିରେ। ପିଲାଦିନରୁ ଜୀବନ ସଂଘର୍ଷକୁ ଭଲଭାବେ…
ଭୁବନ ଏନ୍ଏସି ପକ୍ଷରୁ ସ୍ବାୟତ୍ତ ଶାସନ ଦିବସ
ଭୁବନ,୩୧।୮(ଡି.ଏନ୍.ଏ.): ଢେଙ୍କାନାଳ ଜିଲା ଭୁବନ ଏନ୍ଏସି ପକ୍ଷରୁ ଶନିବାର ସ୍ବାୟତ୍ତ ଶାସନ ଦିବସ ପାଳିତ ହୋଇଯାଇଛି। ଭୋର ୫ଟାରେ ପ୍ରଭାତ ଫେରି କରାଯାଇଥିବା ବେଳେ ପୂର୍ବାହ୍ନ ୯ଟାରେ କାମାକ୍ଷାନଗର ଉପଜିଲାପାଳ ବିଷ୍ଣୁ ପ୍ରସାଦ ଆଚାର୍ଯ୍ୟ ମୁଖ୍ୟ ଅତିଥି ଭାବେ ଯୋଗଦେଇ ପତାକା…
ପୋଖରୀରେ ବୁଡ଼ି ନାବାଳିକାଙ୍କ ମୃତ୍ୟୁ
କାମାକ୍ଷାନଗର,୩୧।୮(ଡି.ଏନ୍.ଏ.): ଢେଙ୍କାନାଳ ଜିଲା କଙ୍କଡାହାଡ଼ ଥାନା ତରାଜଙ୍ଗ ଗ୍ରାମର ଜଣେ ନାବାଳିକାଙ୍କ ଶନିବାର ପୋଖରୀରେ ବୁଡ଼ି ମୃତ୍ୟୁ ଘଟିଛି। ସେ ହେଲେ ଭାଗ୍ୟଧର ଷଣ୍ଢଙ୍କ ଝିଅ ଯଶୋଦା (୮)। ଅସାବଧାନତାରୁ ପୋଖରୀରେ ଗାଧୋଇବା ସମୟରେ ଯଶୋଦାଙ୍କ ଗୋଡ଼ ଖସିଯାଇଥିଲା। ପରିବାର ଲୋକେ…
ଖର୍ଚ୍ଚ ହେବ ୨୦ ଲକ୍ଷ
ଭୁବନ, ୩୧।୮(ଡି.ଏନ.ଏ.) ପାଦ ଥାପିଛି ଶରତ। ବିଦ୍ୟାଦାତା ଗଜାନନଙ୍କ ଆବାହନ ସହ ଆରମ୍ଭ ହେବ ପାର୍ବଣ ଋତୁ। ଏହାକୁ ନେଇ ଗଁ।ଠାରୁ ସହର ଯାଏ ସବୁଠି ସୃଷ୍ଟି ହୋଇଛି ଉତ୍ସବ ମୁଖର ପରିବେଶ। ଏପରି ମହୋତ୍ସବରେ ସାମିଲ ହୋଇଛି ଢେଙ୍କାନାଳ ଜିଲାର…
କେନାଲରେ ଫସିଲା ଦନ୍ତା
ପରଜଙ୍ଗ, ୩୧।୮(ଡି.ଏନ.ଏ.) – ଢେଙ୍କାନାଳ ବନଖଣ୍ଡ କାମାକ୍ଷାନଗର ପଶ୍ଚିମାଞ୍ଚଳ ରେଞ୍ଜ ମୁକ୍ତାପଶି ଫରେଷ୍ଟେ ସେକ୍ସନ ଅଧୀନ ଦେଇ ଯାଇଥିବା ରେଙ୍ଗାଳି ମୁଖ୍ୟ ବାମ କେନାଲରେ ଶୁକ୍ରବାର ଏକ ଦନ୍ତା ହାତୀ ଫସିଯାଇଥିଲା। କେନାଲ ନିକଟବର୍ତ୍ତୀ ସିଆରିମାଳିଆ ସଂରକ୍ଷିତ ଜଙ୍ଗଲରୁ ଉକ୍ତ ଦନ୍ତା…
ନିଶାସକ୍ତ ଯୁବକଙ୍କ ଉନ୍ମତ୍ତକାଣ୍ଡ: ବନ କର୍ମଚାରଙ୍କୁ ନିସ୍ତୁକ ପିଟିଲେ
ପରଜଙ୍ଗ, ୩୧।୮(ଡି.ଏନ.ଏ.) ଢେଙ୍କାନାଳ ଜିଲା ପରଜଙ୍ଗ ଥାନା ପାଳସାହି ଗ୍ରାମରେ ଗୁରୁବାର ରାତିରେ ହାତୀ ଘଉଡ଼ାଇବାକୁ ଯାଇଥିବା ବେଳେ ବନ କର୍ମଚାରୀଙ୍କ ଉପରେ ମରଣାନ୍ତକ ଆକ୍ରମଣ ହୋଇଛି। କେତେଜଣ ନିଶାସକ୍ତ ଯୁବକ ଏପରି ଉନ୍ମତ୍ତକାଣ୍ଡ ଘଟାଇଥିବା ଅଭିଯୋଗ ହୋଇଛି। ଦୀର୍ଘ ୪…
୩ ଲୁଟେରା ଗିରଫ
ଢେଙ୍କାନାଳ ଅଫିସ, ୩୦।୮-ଢେଙ୍କାନାଳ ଜିଲା ଓଡ଼ାପଡ଼ା ବ୍ଲକ କଣ୍ଟାବଣିଆ ଥାନା ନିକଟ ଓଭରବ୍ରିଜ୍ରୁ ଟ୍ରକ୍ ଚାଳକଙ୍କଠାରୁ ଆକ୍ରମଣ କରି ଲୁଟ୍ ମାମଲାରେ ପୋଲିସ ୩ଜଣଙ୍କୁ ଗିରଫ କରିଛି। ସେମାନେ ହେଲେ ପରଜଙ୍ଗ ଥାନା ଲୋଧଣି ଗ୍ରାମର ଅନିଲ ନାଏକ (୧୯), ପରଜଙ୍ଗ…
ବ୍ରାହ୍ମଣୀରୁ ବେଆଇନ ବାଲି ଚାଲାଣ: ୩ ଟ୍ରାକ୍ଟର ଜବତ, ଜରିମାନା ଆଦାୟ
ପରଜଙ୍ଗ, ୩୦।୮(ଡି.ଏନ୍.ଏ.) – ବ୍ରାହ୍ମଣୀ ନଦୀରୁ ବେଆଇନ ବାଲି ଚାଲାଣ ବେଳେ ପରଜଙ୍ଗ ଥାନା ସାଆନ୍ଦା ଫାଣ୍ଡି ପୋଲିସ ଏବଂ ତହସିଲ ପ୍ରଶାସନ ପକ୍ଷରୁ ୩ଟି ଟ୍ରାକ୍ଟରକୁ ଜବତ କରାଯାଇଛି। ସମ୍ପୃକ୍ତ ଟ୍ରାକ୍ଟର ମାଲିକଙ୍କଠାରୁ ୪୫ ହଜାର ଟଙ୍କା ଜରିମାନା ଆଦାୟ…
Archives


