ଦାଦନ ଯାଇ ଜୀବନ ଗଲା
କାମାକ୍ଷାନଗର, ୩୦।୮(ଡି.ଏନ୍.ଏ.) – ଢେଙ୍କାନାଳ ଜିଲାରେ ଦାଦନ ଦୁଃଖର ଦାରୁଣ ଚିତ୍ର ପଦାକୁ ଆସିଛି। ପେଟ ପାଟଣା ଚିନ୍ତାରେ ବାଙ୍ଗାଲୋର ଯାଇଥିବା ଜଣେ ଯୁବକ ରୋଗଗ୍ରସ୍ତ ହୋଇ ଘରକୁ ଫେରିବା ବାଟରେ ଟ୍ରେନ୍ରେ ପ୍ରାଣ ହରାଇଛନ୍ତି। ମୃତକ ହେଲେ କାମାକ୍ଷାନଗର ବ୍ଲକ…
ଗାୟତ୍ରୀ ଆଶ୍ରମ ଉଚ୍ଛେଦ ମାମଲା, ତ୍ରୁଟି ଧରିଲା ଜିଲା ପ୍ରଶାସନ: ଆକଳନ ୩.୯୦ ଲକ୍ଷ, ପ୍ରସ୍ତାବ ୧୮ ଲକ୍ଷ
ଢେଙ୍କାନାଳ ଅଫିସ, ୨୯।୮- ୫୫ନଂ. ଜାତୀୟ ରାଜପଥ ସମ୍ପ୍ରସାରଣରେ ହୋଇଥିବା ଜମି ଅଧିଗ୍ରହଣ ବାବଦ କ୍ଷତିପୂରଣ ପ୍ରଦାନ ଲାଗି ଦିଆଯାଇଥିବା ପ୍ରସ୍ତାବରେ ସାଂଘାତିକ ତ୍ରୁଟି ହୋଇଛି। ଢେଙ୍କାନାଳ ଜିଲା ଓଡ଼ାପଡ଼ା ବ୍ଲକ ମେରାମଣ୍ଡଳୀସ୍ଥିତ ଗାୟତ୍ରୀ ଆଶ୍ରମ ଉଚ୍ଛେଦ ସମ୍ପର୍କିତ କ୍ଷତିପୂରଣ ଆକଳନ…
ଅଜଣା ରୋଗରେ ଚାଲିଗଲା ଦୃଷ୍ଟି, ଶ୍ରବଣଶକ୍ତି: ପ୍ରିୟବ୍ରତଙ୍କୁ ମିଳିଲା ସହାୟତା
ଢେଙ୍କାନାଳ ଅଫିସ, ୨୯।୮: ଦୁଃଖ ଆସେ ସାଙ୍ଗସାଥୀକୁ ନେଇ। ଏହାକୁ ମର୍ମେ ମର୍ମେ ଅନୁଭବ କରିଛନ୍ତି ଢେଙ୍କାନାଳର ପ୍ରିୟବ୍ରତ ସାମଲ (୨୪)। ସହରର ଏକ ଆପାର୍ଟମେଣ୍ଟରେ ସୁରକ୍ଷା କର୍ମୀ ଭାବେ କାର୍ଯ୍ୟ କରୁଥିବା ପ୍ରିୟବ୍ରତ ସୁଠାମ ଶରୀରର ଅଧିକାରୀ। ହେଲେ ଦେଢ଼ମାସ…
କ୍ରୀଡ଼ା ପାଇଁ ସମର୍ପିତ ରାମକୃଷ୍ଣ
ଢେଙ୍କାନାଳ ଅଫିସ (ରତନ ନାୟାର), ୨୯।୮ :ଢେଙ୍କାନାଳ ଜିଲାର କ୍ରୀଡ଼ା କ୍ଷେତ୍ରରେ ସୁନାମ ଅର୍ଜନ କରିଥିବା ପ୍ରତିଭାଧାରୀଙ୍କ ମଧ୍ୟରୁ ଯୁବ କ୍ରୀଡ଼ାବିତ୍ ରାମକୃଷ୍ଣ ବେହେରା ଜଣେ। ପିଲାଟି ଦିନରୁ ଖେଳକୁଦ ପ୍ରତି ଅହେତୁକ ଦୁର୍ବଳତା, ନିଷ୍ଠା ତାଙ୍କୁ ଜାତୀୟସ୍ତରରେ ପରିଚିତ କରାଇଛି।…
ସଙ୍କୁଚିତ ହେଉଛି ପୁରୁଣାକଟକ-ସମ୍ବଲପୁର ରାସ୍ତା: ବଢୁଛି ଦୁର୍ଘଟଣା
ଭାପୁର, ୨୮।୮(ଡି.ଏନ୍.ଏ.)-ଢେଙ୍କାନାଳ ଜିଲାର ଅନ୍ୟତମ ବ୍ୟସ୍ତବହୁଳ ପୁରୁଣା କଟକ-ସମ୍ବଲପୁର ରାସ୍ତା ଦିନକୁ ଦିନ ସଙ୍କୁଚିତ ହୋଇପଡୁଛି। ରାସ୍ତାର ପ୍ରମୁଖ ଜନଗହଳିପୂର୍ଣ୍ଣ ସ୍ଥାନ ଜବରଦଖଲକାରୀଙ୍କ କବ୍ଜାରେ ରହିଛି। ଫଳରେ ଦୁର୍ଘଟଣା ଘଟି ଧନଜୀବନ ହାନି ହେଉଛି। ସଦର ବ୍ଲକ ଏବଂ ଓଡ଼ାପଡ଼ା ବ୍ଲକ…
ଦୁର୍ଗନ୍ଧରେ ଫାଟୁଛି ଦଣ୍ଡା ରୋଡ୍
ଢେଙ୍କାନାଳ ଅଫିସ, ୨୮।୮ – ଢେଙ୍କାନାଳ ପୌରାଞ୍ଚଳ ୧୩ନଂ. ଓ୍ବାର୍ଡ ଅଧୀନ ଦଣ୍ଡାରୋଡ୍ରେ ଡ୍ରେନେଜ୍ ବ୍ୟବସ୍ଥା ଭୁଶୁଡ଼ି ପଡ଼ିଛି। ଅଣ ଓସାରିଆ ପୁରାତନ ପଥର ଡ୍ରେନ୍ରେ ନର୍ଦ୍ଦମା ଜଳ ନିଷ୍କାସନ ହୋଇପାରୁନାହିଁ। ଫଳରେ ପୂତିଗନ୍ଧମୟ ପରିବେଶରେ ନାକଫାଟୁଛି। ଏହାର ସମାଧାନ ଦିଗରେ…
ଛାତ୍ରୀନିବାସରେ ପାଣି, ବିଦ୍ୟୁତ୍ ସେବା ଠପ୍: ଧାରଣାକୁ ଓହ୍ଲାଇଲେ ଅନ୍ତେବାସୀ
ଢେଙ୍କାନାଳ ଅଫିସ, ୨୮।୮-ଢେଙ୍କାନାଳ ସ୍ବୟଂଶାସିତ ମହାବିଦ୍ୟାଳୟର ଉପାସନା ଛାତ୍ରୀ ନିବାସରେ ରହୁଥିବା ଅନ୍ତେବାସୀ ପାଣି, ବିଦ୍ୟୁତ୍ ସମସ୍ୟାରେ ଧନ୍ଦି ହେଉଛନ୍ତି। ବାରମ୍ବାର ଅଭିଯୋଗ ସତ୍ତ୍ୱେ ଏହାର ସମାଧାନ ଦିଗରେ କଲେଜ କର୍ତ୍ତୃପକ୍ଷ ଆନ୍ତରିକତା ଦେଖାଉନାହାନ୍ତି। ମଙ୍ଗଳବାର ସମସ୍ୟା ସୀମା ଟପିବା ପରେ…
ଜନପ୍ରତିନିଧି-ପ୍ରଶାସନିକ ଅଧିକାରୀ ମୁହାଁମୁହିଁ: ବିଡିଓଙ୍କ ନାମରେ ସମିତିସଭ୍ୟାଙ୍କ ଏତଲା
ଢେଙ୍କାନାଳ ଅଫିସ, ୨୮।୮-ଆବାସ ଯୋଜନାରେ କାର୍ଯ୍ୟାଦେଶ ପାଇଥିବା ହିତାଧିକାରୀଙ୍କ ବିଲ୍କୁ ନେଇ ଢେଙ୍କାନାଳ ଜିଲା ହିନ୍ଦୋଳ ବିଡିଓ ହେମନ୍ତ କୁମାର ମହନ୍ତ ଏବଂ ହାତୁରା ସମିତିସଭ୍ୟା ପଦ୍ମାବତୀ ରାଉତଙ୍କ ମଧ୍ୟରେ ମୁହଁାମୁହିଁ ପରିସ୍ଥିତି ସୃଷ୍ଟି ହୋଇଛି। ଏହାକୁ ନେଇ ସମିତିସଭ୍ୟା ହିନ୍ଦୋଳ…
୧୫ରୁ ଜାତୀୟ ଫୁଟବଲ ଟୁର୍ନାମେଣ୍ଟ
ଢେଙ୍କାନାଳ ଅଫିସ,୨୬ା୮- ଆସନ୍ତା ସେପ୍ଟେମ୍ବର ୧୫ ତାରିଖଠାରୁ ଢେଙ୍କାନାଳ ଷ୍ଟାଡିୟମଠାରେ ଜାତୀୟସ୍ତରୀୟ ଫୁଟବଲ ଟୁର୍ନାମେଣ୍ଟ ଆୟୋଜନ କରାଯିବ। ଏ ସଂକ୍ରାନ୍ତରେ ସୋମବାର ମଧ୍ୟାହ୍ନ ୧୨ଟାରେ ଢେଙ୍କାନାଳ ଜିଲା କ୍ରୀଡ଼ା ସଂସଦ କାର୍ଯ୍ୟାଳୟରେ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଥିଲା। ଏମ୍ପି ମହେଶ…
ରାସ୍ତାଘାଟରେ ହାତୀ, ଲୋକେ ଭୟଭୀତ
ପରଜଙ୍ଗ, ୨୬ା୮(ଡି.ଏନ.ଏ.)- ଢେଙ୍କାନାଳ ଜିଲା ପରଜଙ୍ଗ ବ୍ଲକରେ ହାତୀ ଉପଦ୍ରବରୁ ତ୍ରାହି ମିଳୁନି। ସୋମବାର ସକାଳେ ନରହନ୍ତା ଦନ୍ତା କନ୍ଦରସିଂହା ଗ୍ରାମରେ ପଶି ତାଣ୍ଡବ କରିଥିଲା। ଦନ୍ତାଟି ସକାଳୁ ବିଭିନ୍ନ ସ୍ଥାନରେ ଧାନ କ୍ଷେତ ନଷ୍ଟ କରିବା ସହ ମନଇଚ୍ଛା ଏଣେତେଣେ…
ସଡ଼କ ଦୁର୍ଘଟଣା: ଜଣେ ମୃତ, ୨ ଗୁରୁତର
ଢେଙ୍କାନାଳ ଅଫିସ,୨୬।୮: ଢେଙ୍କାନାଳ ଜିଲା ସଦର ଥାନା ଅନ୍ତର୍ଗତ ୫୫ ନମ୍ବର ଜାତୀୟ ରାଜପଥର କଣ୍ଟେଇକୋଳିଆ ନିକଟରେ ସୋମବାର ସଡ଼କ ଦୁର୍ଘଟଣା ଘଟିଛି। ଏଥିରେ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୨ ଜଣ ଆହତ ହୋଇଛନ୍ତି। ମୃତକ ହେଲେ ନଦୀଆଳି ଗ୍ରାମର…
ରକ୍ତଦାନ ନିଶାରେ ବାପି: କ୍ୟାନ୍ସର ଆକ୍ରାନ୍ତ ବାପାଙ୍କ ମୃତ୍ୟୁ ବଦଳାଇଦେଲା ଚିନ୍ତାଧାରା
କାମାକ୍ଷାନଗର, ୨୬।୮: ରକ୍ତଦାନ କରିବାକୁ ଆଗ୍ରହ ନ ଥିଲା। କ୍ୟାନ୍ସର ଆକ୍ରାନ୍ତ ବାପାଙ୍କ ପାଇଁ ବାଧ୍ୟବାଧକତାରେ ପ୍ରଥମ ଥର ଶରୀରରେ ଫୋଡ଼ା ହୋଇଥିଲା ରକ୍ତ ସଂଗ୍ରହ ଛୁଞ୍ଚତ୍। ଡାକ୍ତରଙ୍କ ସମସ୍ତ ଉଦ୍ୟମ ବୃଥା ଗଲା। ବାପା ଚାଲିଗଲେ ଆରପାରିକୁ। ହେଲେ ଏହି ଘଟଣା…
Archives


