ଢେଙ୍କାନାଳ

ମହିମା ଟୁଙ୍ଗିରେ ନବାନ୍ନ

କାମାକ୍ଷାନଗର, ୪ ।୯-କାମାକ୍ଷାନଗର ମହିମା ଟୁଙ୍ଗିରେ ମଙ୍ଗଳବାର ନବାନ୍ନ ଉତ୍ସବ ମହାସମାରୋହରେ ପାଳିତ ହୋଇଯାଇଛି। ବ୍ରାହ୍ମମୁହୂର୍ତ୍ତରେ ମହିମା ଧର୍ମାବଲମ୍ବୀମାନେ ଶୁଦ୍ଧପୂତ ହୋଇ ମଠରେ ଏକାଠି ହୋଇଥିଲେ। ନୂଅଁା ଧାନରୁ ଚୁଡ଼ା ପ୍ରସ୍ତୁତ କରି ମାଟି ହାଣ୍ଡିରେ କ୍ଷୀର, ଗୁଡ଼, ଘିଅ, ମହୁ,…

ବରିଷ୍ଠ ନାଗରିକ ପରିଷଦର ବୈଠକ:ଅବସରପ୍ରାପ୍ତ ଜିଲା ଜଜ୍‌ଙ୍କୁ ସଭାପତି ଦାୟିତ୍ୱ

ଢେଙ୍କାନାଳ ଅଫିସ,୩ା୯ ଢେଙ୍କାନାଳ ଭାଗୀରଥିସାଗର ନିକଟସ୍ଥ ପିପାର ସଭା ଗୃହରେ ସଂଘ ସଭାପତି ଦୁର୍ଗା ଚରଣ ମିଶ୍ରଙ୍କ ଅଧ୍ୟକ୍ଷତାରେ ରବିବାର ଜିଲା ବରିଷ୍ଠ ନାଗରିକ ପରିଷଦର ବୈଠକ ଅନୁଷ୍ଠିତ ହୋଇଥିଲା। ବୈଠକରେ ଜିଲାର ବିଭିନ୍ନ ପ୍ରାନ୍ତରୁ ବହୁ ସଭ୍ୟ ଯୋଗ ଦେଇଥିଲେ।…

ଶ୍ରୋତା ପରିଷଦର ରାଜ୍ୟସ୍ତରୀୟ ସମ୍ମିଳନୀ:ଆକାଶବାଣୀ କାର୍ଯ୍ୟକ୍ରମ ସଦା ଆଦରଣୀୟ

ଢେଙ୍କାନାଳ ଅଫିସ,୩ା୯ ଢେଙ୍କାନାଳ ଜିଲା ସଦର ବ୍ଲକ ପଶ୍ଚିମେଶ୍ୱର ମନ୍ଦିର ପ୍ରାଙ୍ଗଣରେ ଆକାଶବାଣୀ ଶ୍ରୋତା ପରିଷଦର ଏକ ରାଜ୍ୟସ୍ତରୀୟ ସମ୍ମିଳନୀ ସୋମବାର ଅନୁଷ୍ଠିତ ହୋଇଯାଇଛି। ଆକାଶବାଣୀ କାର୍ଯ୍ୟକ୍ରମ ସମୀକ୍ଷକ ତଥା ପୁରୀର ବରିଷ୍ଠ ଶ୍ରୋତା ଡା. ଅଜିତ କୁମାର ଦାସଙ୍କ ସଭାପତିତ୍ୱରେ…

ଦୁର୍ଘଟଣାରେ ଯୁବ ବ୍ୟବସାୟୀଙ୍କ ମୃତ୍ୟୁ

ଭାପୁର, ୨ା୯(ଡି.ଏନ.ଏ.)- ଢେଙ୍କାନାଳ ଜିଲା ସଦର ବ୍ଲକ ଭାପୁର ବଜାରରେ ଔଷଧ ଦୌକାନ କରିଥିବା ଶ୍ରୀନିବାସ ଗୋଛି(୩୫)ଙ୍କ ରବିବାର ରାତିରେ ଏକ ଦୁର୍ଘଟଣାରେ ମୃତ୍ୟୁ ଘଟିଛି। ଶ୍ରୀନିବାସ ରାତିରେ ଦୋକାନ ବନ୍ଦ କରି ଏକ ବାଇକ୍‌ରେ ଆଠଗଡ ଥାନା ବାସୁଦେବପୁର ସ୍ଥିତ…

ନବାନ୍ନ ଉତ୍ସବ: ୧୦ହଜାର ସାଧୁ, ଶ୍ରଦ୍ଧାଳୁଙ୍କ ସମାଗମ

ଢେଙ୍କାନାଳ ଅଫିସ, ୨ା୯ମହିମାଧର୍ମର ପ୍ରମୁଖ ପୀଠସ୍ଥଳୀ ଯୋରନ୍ଦା ମହିମାଗାଦିରେ ରବିବାର ନବାନ୍ନ ଉତ୍ସବ ମହାସମାରୋହରେ ଅନୁଷ୍ଠିତ ହୋଇଯାଇଛି। ଚଳିତବର୍ଷ ୧୦ ହଜାରରୁ ଊର୍ଦ୍ଧ୍ୱ ସାଧୁସନ୍ଥ ଏଥିରେ ସାମିଲ ହୋଇଥିବାବେଳେ ଅଲେଖ ମହିମା ଧ୍ୱନିରେ ସମଗ୍ର ଅଞ୍ଚଳ ପ୍ରକମ୍ପିତ ହୋଇଉଠିଥିଲା। ପାରମ୍ପରିକ ନୀତି…

ଢେଙ୍କାନାଳ: ୩୩ ମଣ୍ଡପରେ ପୂଜାର୍ଚ୍ଚନା

ଢେଙ୍କାନାଳ ଅଫିସ, ୨ା୯ ଆଉ କେଇ ଘଣ୍ଟା ପରେ ଆରମ୍ଭ ହେବ ବିଘ୍ନରାଜ ଗଜାନନଙ୍କ ପୂଜାର୍ଚ୍ଚନା। ଏହି ଗଣପର୍ବରେ ନିଜକୁ ସାମିଲ କରିଛି ସାଂସ୍କୃତିକ ସହର ଢେଙ୍କାନାଳ। ୮ଦିନ ବ୍ୟାପୀ ହେବାକୁ ଥିବା ଏହି ପୂଜା ପାଇଁ ପ୍ରସ୍ତୁତି ଶେଷ ହୋଇ…

ସ୍ବାୟତ୍ତ ଶାସନ ଦିବସ ପାଳିତ: ‘ମିଳିତ ଉଦ୍ୟମରେ ଢେଙ୍କାନାଳ ହେବ ୧ ନମ୍ବର’

ଢେଙ୍କାନାଳ ଅଫିସ, ୧।୯ – ଢେଙ୍କାନାଳ ହେଉଛି ବୁଦ୍ଧିଜୀବୀଙ୍କ ସହର। ମିଳିତ ପ୍ରଚେଷ୍ଟା, ସମ୍ମିଳିତ ଉଦ୍ୟମରେ ଢେଙ୍କାନାଳ ରାଜ୍ୟରେ ଏକ ନମ୍ବର ପୌରସଂସ୍ଥା ହୋଇପାରିବ ବୋଲି କହିଛନ୍ତି ଜିଲାପାଳ ଭୂମେଶ ଚନ୍ଦ୍ର ବେହେରା। ସ୍ଥାନୀୟ ମିନି ଷ୍ଟାଡିୟମରେ ଶନିବାର ସନ୍ଧ୍ୟାରେ ପୌର…

ମାଈ ହାତୀର ଗଳିତ ମୃତଦେହ ଠାବ

ପରଜଙ୍ଗ ୧।୯(ଡି.ଏନ୍‌.ଏ.) – ଢେଙ୍କାନାଳ ବନଖଣ୍ଡ ମହାବିରୋଡ଼ ରେଞ୍ଜ ସାଆନ୍ଦା ବିଟ୍‌ ଅଧୀନ ବସନ୍ତପଡ଼ା ଗ୍ରାମ ନିକଟ ବାଙ୍କଧରା କ୍ଷୁଦ୍ର ଜଳସେଚନ ପ୍ରକଳ୍ପ ଉପରମୁଣ୍ଡରେ ଥିବା ଖାଲରୁ ଶନିବାର ଏକ ମାଈ ହାତୀର ଗଳିତ ମୃତଦେହ ଉଦ୍ଧାର କରାଯାଇଛି। ଏହାର ଆନୁମାନିକ…

ମୂର୍ତ୍ତି ମନସ୍କ ଶିଶିର

ସାତମାଇଲ, ୧।୯ – ଶିଶିର କୁମାର ବେହେରା। ବୟସ ୨୫। ଘର ହିନ୍ଦୋଳ ବ୍ଲକ ଚିତ୍ତଳପୁର ପଞ୍ଚାୟତ ଅନ୍ତର୍ଗତ ପଞ୍ଚପଡ଼ା ଗ୍ରାମରେ। ମା’ ଆଉ ଜଣେ ଭାଇଙ୍କୁ ନେଇ ତାଙ୍କ ପରିବାର। ବାପା ଛୁଆବେଳୁ ଆରପାରିରେ। ପିଲାଦିନରୁ ଜୀବନ ସଂଘର୍ଷକୁ ଭଲଭାବେ…

ଭୁବନ ଏନ୍‌ଏସି ପକ୍ଷରୁ ସ୍ବାୟତ୍ତ ଶାସନ ଦିବସ

ଭୁବନ,୩୧।୮(ଡି.ଏନ୍‌.ଏ.): ଢେଙ୍କାନାଳ ଜିଲା ଭୁବନ ଏନ୍‌ଏସି ପକ୍ଷରୁ ଶନିବାର ସ୍ବାୟତ୍ତ ଶାସନ ଦିବସ ପାଳିତ ହୋଇଯାଇଛି। ଭୋର ୫ଟାରେ ପ୍ରଭାତ ଫେରି କରାଯାଇଥିବା ବେଳେ ପୂର୍ବାହ୍ନ ୯ଟାରେ କାମାକ୍ଷାନଗର ଉପଜିଲାପାଳ ବିଷ୍ଣୁ ପ୍ରସାଦ ଆଚାର୍ଯ୍ୟ ମୁଖ୍ୟ ଅତିଥି ଭାବେ ଯୋଗଦେଇ ପତାକା…

ପୋଖରୀରେ ବୁଡ଼ି ନାବାଳିକାଙ୍କ ମୃତ୍ୟୁ

କାମାକ୍ଷାନଗର,୩୧।୮(ଡି.ଏନ୍‌.ଏ.): ଢେଙ୍କାନାଳ ଜିଲା କଙ୍କଡାହାଡ଼ ଥାନା ତରାଜଙ୍ଗ ଗ୍ରାମର ଜଣେ ନାବାଳିକାଙ୍କ ଶନିବାର ପୋଖରୀରେ ବୁଡ଼ି ମୃତ୍ୟୁ ଘଟିଛି। ସେ ହେଲେ ଭାଗ୍ୟଧର ଷଣ୍ଢଙ୍କ ଝିଅ ଯଶୋଦା (୮)। ଅସାବଧାନତାରୁ ପୋଖରୀରେ ଗାଧୋଇବା ସମୟରେ ଯଶୋଦାଙ୍କ ଗୋଡ଼ ଖସିଯାଇଥିଲା। ପରିବାର ଲୋକେ…

ଖର୍ଚ୍ଚ ହେବ ୨୦ ଲକ୍ଷ

ଭୁବନ, ୩୧।୮(ଡି.ଏନ.ଏ.) ପାଦ ଥାପିଛି ଶରତ। ବିଦ୍ୟାଦାତା ଗଜାନନଙ୍କ ଆବାହନ ସହ ଆରମ୍ଭ ହେବ ପାର୍ବଣ ଋତୁ। ଏହାକୁ ନେଇ ଗଁ।ଠାରୁ ସହର ଯାଏ ସବୁଠି ସୃଷ୍ଟି ହୋଇଛି ଉତ୍ସବ ମୁଖର ପରିବେଶ। ଏପରି ମହୋତ୍ସବରେ ସାମିଲ ହୋଇଛି ଢେଙ୍କାନାଳ ଜିଲାର…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri