ଢେଙ୍କାନାଳ

କୃଷି ନିର୍ଦ୍ଧାରଣ ସମୀକ୍ଷା ବୈଠକ: ୧,୮୫,୧୦୦ ହେକ୍ଟରରେ ଚାଷ ଲକ୍ଷ୍ୟ

ଢେଙ୍କାନାଳ ଅଫିସ, ୫।୬- ଢେଙ୍କାନାଳ ଜିଲା ସଦ୍‌ଭାବନା ଗୃହ ପରିସରରେ ମଙ୍ଗଳବାର କୃଷି ନିର୍ଦ୍ଧାରଣ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି। ଏଥିରେ ଜିଲାପାଳ ନିଖିଲ ପଓ୍ବନ କଲ୍ୟାଣ ଅଧ୍ୟକ୍ଷତା କରିଥିଲେ। ଏହି ଅବସରରେ ଖରିଫ୍‌ ଚାଷ-୨୦୧୯ ଲାଗି ବିଭିନ୍ନ ବିଷୟରେ...

ମନ୍ତ୍ରୀଙ୍କ ଭୁବନ ବ୍ଲକ ଗସ୍ତ: ପାନୀୟ ଜଳ ପ୍ରକଳ୍ପ ଲୋକାର୍ପିତ

ଭୁବନ, ୫।୬(ଡି.ଏନ୍‌.ଏ.)- ରାଜ୍ୟ ମନ୍ତ୍ରିମଣ୍ଡଳରେ କ୍ୟାବିନେଟ ପାହ୍ୟା ମିଳିବା ପରେ ମଙ୍ଗଳବାର ପ୍ରଥମ ଥର ଭୁବନ ବ୍ଲକ ଗସ୍ତ କରିଛନ୍ତି ଖଣି, ଇସ୍ପାତ ଏବଂ ପୂର୍ତ୍ତ ବିଭାଗ ମନ୍ତ୍ରୀ ପ୍ରଫୁଲ୍ଲ କୁମାର ମଲ୍ଲିକ। ସେ ମଠକରଗୋଳା, ଅରଖପାଳ, ମାର୍ଥାପୁର, ଜମୁନାକୋଟ,...

ବ୍ୟକ୍ତିଗତ ସ୍ବାର୍ଥ ପାଇଁ ପୋତିଦେଲେ ଡ୍ରେନ୍‌:ଘରେ ପଶୁଛି ନର୍ଦ୍ଦମା ପାଣି

ଭୁବନ, ୪।୬(ଡି.ଏନ.ଏ.) ଢେଙ୍କାନାଳ ଜିଲା ଭୁବନ ଏନ୍‌ଏସିର ପରିମଳ ବ୍ୟବସ୍ଥା ଭୁଶୁଡ଼ି ପଡ଼ିଛି। ଡ୍ରେନ୍‌ଗୁଡ଼ିକ ଆବର୍ଜନାରେ ଭର୍ତ୍ତି ହୋଇ ରହିଥିବାରୁ ନର୍ଦ୍ଦମା ପାଣି ନିଷ୍କାସନରେ ବାଧା ସୃଷ୍ଟି ହୋଇଛି। କେତେକ ସ୍ଥାନରେ ବ୍ୟକ୍ତିଗତ ସ୍ବାର୍ଥସାଧନ ଲାଗି ନାଳ ପୋତି ଦିଆଯାଇଛି।...

ଯୁକ୍ତ୨ ବିଜ୍ଞାନ ପରୀକ୍ଷା ଫଳ ପ୍ରକାଶିତ:ଜୁନିୟର କଲେଜରେ ୯୦.୨୩%

ଢେଙ୍କାନାଳ ଅଫିସ/ଭାପୁର(ଡି.ଏନ୍‌.ଏ.), ୪।୬ପ୍ରକାଶ ପାଇଛି ଯୁକ୍ତ୨ ବିଜ୍ଞାନ ପରୀକ୍ଷା ଫଳ। ଢେଙ୍କାନାଳ ଜୁନିୟର କଲେଜର ପାସ୍‌ ହାର ରହିଛି ୯୦.୨୩%। ପରୀକ୍ଷା ଦେଇଥିବା ୨୫୨ ଛାତ୍ରୀଛାତ୍ରଙ୍କ ମଧ୍ୟରୁ ୨୩୯ଜଣ ଉତ୍ତୀର୍ଣ୍ଣ ହୋଇଛନ୍ତି। ତନ୍ମଧ୍ୟରେ ୧୩୧ ପ୍ରଥମ, ୮୩ ଦ୍ୱିତୀୟ ଏବଂ...

ଜିଲା ଚିକିତ୍ସାଳୟ ଦୁର୍ନୀତି ମାମଲା:ଦୃଢ଼ କାର୍ଯ୍ୟାନୁଷ୍ଠାନ ଦାବି କଲେ କର୍ମଚାରୀ

ଢେଙ୍କାନାଳ ଅଫିସ, ୪।୬ଢେଙ୍କାନାଳ ଜିଲା ମୁଖ୍ୟ ଚିକିତ୍ସାଳୟ ଦୁର୍ନୀତି ମାମଲାର ନିରପେକ୍ଷ ତଦନ୍ତ କରି ଦୋଷୀ ବିରୋଧରେ କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ଦାବି କରିଛନ୍ତି ଡାକ୍ତର ଏବଂ କର୍ମଚାରୀ। ଏ ନେଇ ସେମାନେ ଜିଲାପାଳଙ୍କୁ ଲିଖିତ ଭାବେ ଜଣାଇଛନ୍ତି।...

ଢେଙ୍କାନାଳ ଡାକପାଳଙ୍କୁ ଦାବିପତ୍ର

ବଇଣ୍ଡା,୪।୬(ଡି.ଏନ.ଏ.)ଅନୁଗୋଳ ଜିଲା କିଶୋରନଗର ବ୍ଲକ ନୁନୁକାପଶି ପଞ୍ଚାୟତ ଅଧୀନରେ ଥିବା କିଶୋରଗଞ୍ଜ ଉପ ଡାକଘର ବର୍ତ୍ତମାନ ଅବ୍ୟବସ୍ଥା ମଧ୍ୟରେ ଗତି କରୁଛି। ଫଳରେ ଲୋକେ ଠିକ୍‌ ଭାବେ ସେବା ପାଇ ପାରୁ ନାହାନ୍ତି। ସେହିପରି ବିଭାଗ ପକ୍ଷରୁ ଏହାର ସମାଧାନ...

କାମରେ ଆସୁନି ଆଇନ : ଖୋଲାଖୋଲି ଚାଲିଛି ଗୁଟ୍‌ଖା ବ୍ୟବସାୟ

କାମାକ୍ଷାନଗର, ୨।୬- ଢେଙ୍କାନାଳ ଜିଲା କାମାକ୍ଷାନଗର ଉପଖଣ୍ଡ ଅଞ୍ଚଳରେ ବେଆଇନ ଗୁଟ୍‌ଖା ଏବଂ ତମାଖୁ ବ୍ୟବସାୟ ବଢ଼ିବାରେ ଲାଗିଛି। ଆଇନଗତ କଟକଣା ସତ୍ତ୍ୱେ ଏହାକୁ ଦେଖିବାକୁ କେହିନାହିଁ। ସଚେତନତା ଅଭାବ ଏବଂ ଆଇନରେ ରହିଥିବା ଗଳାବାଟ ଯୋଗୁ ବେଧଡ଼କ ବଢ଼ିଚାଲିଛି...

ଖବରଦାତାଙ୍କୁ ଦୁର୍ବ୍ୟବହାର ମାମଲା: ସୂଚନା ଓ ଲୋକସମ୍ପର୍କ ବିଭାଗର ତଦନ୍ତ

ଢେଙ୍କାନାଳ ଅଫିସ,୨।୬- ଢେଙ୍କାନାଳ ଜିଲାର ଖବରଦାତାଙ୍କୁ ଜିଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ ଦୁର୍ବ୍ୟବହାର ପ୍ରଦର୍ଶନ କରିବା ଅଭିଯୋଗ ଆସିବା ପରେ ଏହାର ବିଭାଗୀୟ ତଦନ୍ତ ଆରମ୍ଭ ହୋଇଛି। ଶନିବାର ଉତ୍ତରାଞ୍ଚଳ ସୂଚନା ଓ ଲୋକସମ୍ପର୍କ ବିଭାଗର ଉପନିର୍ଦ୍ଦେଶକ ଏସ୍‌.ସି....

ହାତୀ ଆକ୍ରମଣରେ ମହିଳା ମୃତ

ଢେଙ୍କାନାଳ  ଅଫିସ,୧।୬-ଢେଙ୍କାନାଳ ଜିଲା ଓଡ଼ାପଡ଼ା ବ୍ଲକ ସଦର ରେଞ୍ଜ ଗଁଦେଇ ଗ୍ରାମରେ ଶନିବାର ଏକ ଦନ୍ତା ହାତୀ ଆକ୍ରମଣରେ ଜଣେ ମହିଳାଙ୍କ ମୃତ୍ୟୁ ହୋଇଛି। ସେ ହେଲେ ଗୋଲାପ ସାହୁ। ଖବରପାଇ ବନ ବିଭାଗ କର୍ମଚାରୀମାନେ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ...

ଫନୀ ବିପନ୍ନଙ୍କୁ ସହାୟତା: ଭୁବନ ଶିକ୍ଷକ ସଂଘ ଦେଲା ୮୨,୨୦୦

ଭୁବନ, ୩୧।୫(ଡି.ଏନ.ଏ.)-ଭୁବନ ଶିକ୍ଷକ ସଂଘ ପକ୍ଷରୁ ଫନୀ ବାତ୍ୟା ବିପନ୍ନଙ୍କୁ ସହାୟତା ପ୍ରଦାନ କରାଯାଇଛି। ଆଦାୟ କରାଯାଇଥିବା ୮୨,୨୦୦ ଟଙ୍କାର ସହାୟତା ଚେକ୍‌ ଜିଲାପାଳଙ୍କ ଜରିଆରେ ରାଜ୍ୟ ସରକାରଙ୍କ ଆପତ୍‌କାଳୀନ ପାଣ୍ଠିଙ୍କୁ ପ୍ରଦାନ କରାଯାଇଛି। ଏହି ଅବସରରେ ଆଗାମୀ ଶିକ୍ଷାବର୍ଷରେ...

ରଥଯାତ୍ରା ପାଇଁ ପ୍ରସ୍ତୁତି ବୈଠକ: ବ୍ୟୟ ଅଟକଳ ୧୦.୩୨ ଲକ୍ଷ

ଢେଙ୍କାନାଳ ଅଫିସ, ୩୧ା୫- ଢେଙ୍କାନାଳର ପ୍ରସିଦ୍ଧ ରଥଯାତ୍ରାକୁ ଶୃଙ୍ଖଳିତ କରିବାକୁ ଜିଲା ପ୍ରଶାସନ ପକ୍ଷରୁ ତତ୍ପରତା ପ୍ରକାଶ ପାଇଛି। ଏ ନେଇ ଗୁରୁବାର ଜିଲା କାର୍ଯ୍ୟାଳୟ ସଦ୍‌ଭାବନା ଗୃହରେ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି। ଜିଲାପାଳ ନିଖିଲ ପଓ୍ବନ କଲ୍ୟାଣ...

ପୃଥକ୍‌ ଦୁର୍ଘଟଣାରେ ୪ ମୃତ

ଢେଙ୍କାନାଳ ଅଫିସ,୨୮ା୫ଢେଙ୍କାନାଳ ସହରରେ ସୋମବାର ଦୁଇଟି ଦୁର୍ଘଟଣାରେ ୪ ଜଣ ପ୍ରାଣ ହରାଇଛନ୍ତି। ଏକ ଟ୍ରକ୍‌ ଧକ୍କାରେ ୨ ଜଣଙ୍କ ମୃତ୍ୟୁ ଘଟିଥିବାବେଳେ ଏକ ଟିପ୍ପର ମାଡ଼ି ଯିବାରୁ ଆଉ ୨ ଜଣଙ୍କ ଜୀବନ ଯାଇଛି। ମୃତକମାନେ ହେଲେ ମୋଟଙ୍ଗା...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri