ଜେଜେମା’ଙ୍କ ନିଷ୍ଠୁରତା, ପଡୋଶୀ ଘରେ ଖାଇବାରୁ ମା’ଛେଉଣ୍ଡ ନାତୁଣୀଙ୍କୁ ନିର୍ଦ୍ଧୁମ୍ ପିଟିଲେ
ବନ୍ତଳା, ୪।୮(ଡି.ଏନ.ଏ): ଜେଜେମା’ଙ୍କ ନିଷ୍ଠୁରତା। ପଡୋଶୀ ଘରେ ଯାଇ ଖାଇବାରୁ ତିନି ବର୍ଷର ଶିଶୁ କନ୍ୟାକୁ ଜେଜେମା ମାଡ଼ ମାରି ଘର ଭିତରେ ରଖି ତାଲା ପକାଇବା ଖବର ଜିଲାରେ ଚର୍ଚ୍ଚାର ବିଷୟ ହୋଇଛି। ଅନୁଗୋଳ ଜିଲା ବନ୍ତଳା ଥାନା...
ଡମ୍ବେଲ ପଞ୍ଚରେ ସୁବ୍ରତଙ୍କ ରେକର୍ଡ
ଢେଙ୍କାନାଳ ଅଫିସ, ୪।୮-ଢେଙ୍କାନାଳ ଜିଲା ଓଡ଼ାପଡ଼ା ବ୍ଲକ କୁରୁଣ୍ଟି ଗ୍ରାମର ସୁବ୍ରତ କୁମାର ସାମଲ ୧ ମିନିଟରେ ୩୩୪ ଥର ଡମ୍ବେଲ ପଞ୍ଚ ମାରି ବଜ୍ର ଓ୍ବାଲର୍ଡ ରେକର୍ଡରେ ନିଜ ନାମକୁ ସାମିଲ କରିଛନ୍ତି। ଆଗାମୀ ଦିନରେ ସେ ଗିନିଜ୍...
ଆବାସ ଯୋଜନା ଅନୁଦାନ ଅଟକାଇବା ଘଟଣା: ତଦନ୍ତ କଲେ ଉପଜିଲାପାଳ
ଭୁବନ, ୪।୮(ଡ.ଏନ୍.ଏ.)-ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ କାର୍ଯ୍ୟାଦେଶ ପାଇଥିବା ଭୁବନ ଏନ୍ଏସି ଅନ୍ତର୍ଗତ ୩ନଂ. ଓ୍ବାର୍ଡର ୮ଜଣ ହିତାଧିକାରୀଙ୍କୁ ଉଦ୍ଦେଶ୍ୟମୂଳକ ଭାବେ ଅନୁଦାନ ଟଙ୍କା ପ୍ରଦାନ କରାଯାଉ ନ ଥିବା ଅଭିଯୋଗ ହୋଇଥିଲା। ଉପଜିଲାପାଳ ଇଂ. ବିଷ୍ଣୁ ପ୍ରସାଦ ଆଚାର୍ଯ୍ୟ ଶନିବାର...
ଭୁଶୁଡ଼ି ପଡ଼ିଲା ପାନୀୟଜଳ ପ୍ରକଳ୍ପ
ପରଜଙ୍ଗ, ୪।୮(ଡି.ଏନ.ଏ.)-ଢେଙ୍କାନାଳ ଜିଲା ପରଜଙ୍ଗ ବ୍ଲକ ନୂଅଁାକୁଆଳୋ ଗ୍ରାମରେ ଗତ ଫେବୃୟାରୀରେ ଲୋକାର୍ପିତ ହୋଇଥିବା ପାନୀୟ ଜଳ ଯୋଗାଣ ପ୍ରକଳ୍ପର ଡିପ୍ଓ୍ବେଲ ଶନିବାର ଭୁଶୁଡ଼ି ପଡ଼ିଛି। ଏଥିରେ ୧୦ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କାର ସମ୍ପତ୍ତି ନଷ୍ଟ ହୋଇଥିବା ଅନୁମାନ କରାଯାଉଛି। ନିମ୍ନମାନର...
ଆଇଆଇଏମ୍ସିରେ ଆରମ୍ଭ ହେଲା ପାଠପଢ଼ା
ଢେଙ୍କାନାଳ ଅଫିସ,୩।୮ଢେଙ୍କାନାଳ ଭାରତୀୟ ଜନସଞ୍ଚାର ସଂସ୍ଥାନ (ଆଇଆଇଏମ୍ସି)ରେ ଶୁକ୍ରବାରଠାରୁ ୨୦୧୯-୨୦ ଶିକ୍ଷାବର୍ଷ ଲାଗି ଉଭୟ ଇଂଲିଶ ଏବଂ ଓଡ଼ିଆ ସାମ୍ବାଦିକତା ସ୍ନାତକୋତ୍ତର ଡିପ୍ଲୋମା ବିଭାଗରେ ପାଠପଢ଼ା ଆରମ୍ଭ ହୋଇଛି। ଏହି ଉପଲକ୍ଷେ ଆୟୋଜିତ କାର୍ଯ୍ୟକ୍ରମରେ ମୁଖ୍ୟଅତିଥି ଭାବେ ଯୋଗଦେଇ ବିଶିଷ୍ଟ...
ଜିଲା ବିଦ୍ୟାଳୟସ୍ତରୀୟ ଫୁଟବଲ: ସଦର ବ୍ଲକ କ୍ୱାଟର ଫାଇନାଲରେ
ଢେଙ୍କାନାଳ ଅଫିସ,୨ା୮- ଢେଙ୍କାନାଳ ଜିଲା କ୍ରୀଡା ସଂଘ ପକ୍ଷରୁ ସ୍ଥାନୀୟ ଷ୍ଟାଡିୟମଠାରେ ଚାଲିଥିବା ବିଦ୍ୟାଳୟସ୍ତରୀୟ ଫୁଟବଲ ପ୍ରତିଯୋଗିତାର ଶୁକ୍ରବାର ଅନୁଷ୍ଠିତ ମ୍ୟାଚରେ ସଦର ବ୍ଲକ, ଭୁବନ ବ୍ଲକକୁ ଟାଇବ୍ରେକର ଜରିଆରେ ୫-୩ ଗୋଲରେ ପରାସ୍ତ କରି କ୍ୱାଟର ଫାଇନାଲରେ ପ୍ରବେଶ...
ଏୟୁସିସିବି ଏଟିଏମ୍ ସମ୍ମୁଖ ପାଲଟିଛି ପାର୍କିଂ ଜୋନ୍: ଉଦ୍ଘାଟନ ପରଠାରୁ ଅଚଳ
ପରଜଙ୍ଗ, ୨।୮(ଡି.ଏନ.ଏ.)-ଢେଙ୍କାନାଳ ଜିଲା ପରଜଙ୍ଗସ୍ଥିତ ଅନୁଗୋଳ ସଂଯୁକ୍ତ କେନ୍ଦ୍ର ସମବାୟ ବ୍ୟାଙ୍କ (ଏୟୁସିସିବି) ଏଟିଏମ୍ ଉଦ୍ଘାଟନ ପରଠାରୁ କାମରେ ଆସୁନାହିଁ। ପରିଚାଳନାଗତ ଅବ୍ୟବସ୍ଥାରେ ଏପରି ସମସ୍ୟା ସୃଷ୍ଟି ହୋଇଥିବା ଅଭିଯୋଗ ହେଉଛି। ଏ ଦିଗରେ ବ୍ୟାଙ୍କ କର୍ତ୍ତୃପକ୍ଷ ଦୃଷ୍ଟି ଦେବାକୁ...
ମରୁଡ଼ି ବୀମାରାଶି ପାଇଲେନି ୨୦୮ ଚାଷୀ, ବ୍ୟାଙ୍କ ସମ୍ମୁଖରେ ଧାରଣା
ପରଜଙ୍ଗ, ୨।୮(ଡି.ଏନ୍.ଏ.)- ଢେଙ୍କାନାଳ ଜିଲା ପରଜଙ୍ଗସ୍ଥିତ ଅନୁଗୋଳ ସଂଯୁକ୍ତ କେନ୍ଦ୍ର ସମବାୟ ପରଜଙ୍ଗ ଶାଖା ଅଧୀନରେ ଥିବା ୧୦ଟି ସୋସାଇଟିରୁ ଋଣ ନେଇଥିବା ସହ ସହ ଚାଷୀ ଗତ ୨୦୧୭ ମସିହାରେ ମରୁଡି ନିମନ୍ତେ ଟାଟା ଏଆଇଜି ଇନ୍ସୁରାନ୍ସ କମ୍ପାନୀରେ...
ବନ ମହୋତ୍ସବରେ ଜିଲାପାଳଙ୍କ ପ୍ରତିଶ୍ରୁତି: ମାଝିସାହି ହେବ ଆଦର୍ଶ ଗ୍ରାମ
ଢେଙ୍କାନାଳ ଅଫିସ, ୨ା୮-ଢେଙ୍କାନାଳ ଜିଲା ସପ୍ତଶଯ୍ୟା ପଞ୍ଚାୟତ ଅଧୀନ ବଣଜଙ୍ଗଲ ଘେରା ମାଝିସାହି ଗ୍ରାମରେ ସଚେତନ ନାଗରିକ ଫୋରମ୍ ପକ୍ଷରୁ ଗୁରୁବାର ବନ ମହୋତ୍ସବ ଅନୁଷ୍ଠିତ ହୋଇଯାଇଛି। ପାରମ୍ପରିକ ଆଦିବାସୀ ନୃତ୍ୟ, ବାଦ୍ୟର ତାଳେ ତାଳେ ଚାରା ରୋପଣ କରାଯାଇଥିଲା।...
ଭଡ଼ା ବାକିଥିବା ଦୋକାନରେ ଝୁଲିଲା ତାଲା
କାମାକ୍ଷାନଗର,୧।୮(ଡି.ଏନ୍.ଏ.)-କାମାକ୍ଷାନଗର ଏନ୍ଏସି ପକ୍ଷରୁ ବ୍ୟବସାୟ ପାଇଁ ଲିଜ୍ସୂତ୍ରରେ ଦିଆଯାଇଛି ଦୋକାନ ଗୃହ। ହେଲେ ବ୍ୟବସାୟୀମାନେ ବର୍ଷ ବର୍ଷ ଧରି ଭଡ଼ା ଦେଉନାହାନ୍ତି। ବାରମ୍ବାର ନୋଟିସ୍ ଦିଆଯିବା ସତ୍ତ୍ୱେ ଏହାକୁ ଅଣଦେଖା କରି ଚାଲିଛନ୍ତି। ଫଳରେ ଆକ୍ସନ ମୁଡ଼କୁ ଆସିଛନ୍ତି ଏନ୍ଏସି...
କେନ୍ଦ୍ରମନ୍ତ୍ରୀଙ୍କୁ ପତ୍ର ଲେଖିଲେ ଏମ୍ପି: ଆଇଆଇଏମ୍ସିର ଉନ୍ନତୀକରଣ କରାଯାଉ
ଢେଙ୍କାନାଳ ଅଫିସ,୧ା୮ – ଢେଙ୍କାନାଳଠାରେ ଥିବା ଭାରତୀୟ ଜନସଞ୍ଚାର ସଂସ୍ଥାନର ଉନ୍ନତୀକରଣ କରାଯିବା ପାଇଁ ଏମ୍ପି ମହେଶ ସାହୁ ୨୭ ତାରିଖରେ କେନ୍ଦ୍ର ସୂଚନା ଓ ପ୍ରସାରଣ ମନ୍ତ୍ରୀ ପ୍ରକାଶ ଜାଭେଡକରଙ୍କୁ ପତ୍ର ମାଧ୍ୟମରେ ଜଣାଇଛନ୍ତି। ସଂସ୍ଥାନକୁ ୨୬ ବର୍ଷ...
ଗାଁକୁ ଯାଇପାରିଲାନି ଆମ୍ବୁଲାନ୍ସ: ଷ୍ଟ୍ରେଚରରେ ବୁହାହେଲେ ପ୍ରସୂତ
ଭାପୁର, ୧ା୮(ଡି.ଏନ.ଏ.) – ରାସ୍ତା ନ ଥିବାରୁ ଗାଁରେ ପଶି ପାରି ନ ଥିଲା ଆମ୍ବୁଲାନ୍ସ। ଫଳରେ ଯନ୍ତ୍ରଣାରେ ଛଟପଟ ହେଉଥିବା ପ୍ରସୂତିଙ୍କୁ ଷ୍ଟ୍ରେଚରରେ ବୋହି ପ୍ରାୟ ୨ କିମି ଚାଲିବା ଦୃଶ୍ୟ ଦେଖିବାକୁ ମିଳିଛି ଢେଙ୍କାନାଳ ଜିଲା ଭାପୁର...
Archives


