ହିନ୍ଦୋଳରେ ଜଣେ ବ୍ୟକ୍ତିଙ୍କ ସନ୍ଦେହଜନକ ମୃତ୍ୟୁ
ହିନ୍ଦୋଳ, ୨୩।୮(ଡି.ଏନ.ଏ): ଢ଼େଙ୍କାନାଳ ଜିଲା ହିନ୍ଦୋଳ ବ୍ଲକ ରlସୋଳ ଥାନା କାରନ୍ଦା କେଳା ଟାଙ୍ଗର ସାହିରେ ଜଣେ ବ୍ୟକ୍ତିଙ୍କ ସନ୍ଦେହଜନକ ମୃତ୍ୟୁ ହୋଇଛି। ମୃତ ଜଣଙ୍କ ହେଲେ ୫୫ ବର୍ଷୀୟ ମଙ୍ଗରାଜ ସାହୁ। ସୂଚନାଯୋଗ୍ୟ, ମଙ୍ଗରାଜଙ୍କ ୨ଜଣ ସ୍ତ୍ରୀ ରହିଥିବା ବେଳେ…
ଜିଲା ଚିକିତ୍ସାଳୟରେ ଆରମ୍ଭ ହେଲା ‘ସଖୀ’: ଗୋଟିଏ ଛାତ ତଳେ ମହିଳାଙ୍କୁ ସମସ୍ତ ସହାୟତା
ଢେଙ୍କାନାଳ ଅଫିସ, ୨୩।୮-ଢେଙ୍କାନାଳ ଜିଲା ମୁଖ୍ୟ ଚିକିତ୍ସାଳୟର ଷଷ୍ଠ ମହଲାରେ ୱାନ୍ ଷ୍ଟପ୍ ସେଣ୍ଟର ‘ସଖୀ’ ସହାୟତା କେନ୍ଦ୍ର ଗୁରୁବାର ଲୋକାର୍ପିତ ହୋଇଛି। ଜିଲାପାଳ ଭୂମେଶ ଚନ୍ଦ୍ର ବେହେରା ଏହାକୁ ଉଦ୍ଘାଟନ କରିଥିଲେ। ରାଜ୍ୟ ମହିଳା ଓ ଶିଶୁ କଲ୍ୟାଣ ବିଭାଗ,…
ସମସ୍ୟା ବୁଝିଲେ ଜେଏମ୍ଏଫ୍ସି: ଦଳିତ ସାହିରେ ଜଳିବ ବିଜୁଳି
ଭୁବନ, ୨୩।୮(ଡି.ଏନ.ଏ.)-ଢେଙ୍କାନାଳ ଜିଲା ଭୁବନ ବ୍ଲକ ଗଡ଼ନୃସିଂହପ୍ରସାଦ ଗ୍ରାମର ଦଳିତ ସାହିରେ ଖୁବ୍ଶୀଘ୍ର ଜଳିବ ବିଜୁଳି। ବିଦ୍ୟୁତ୍ ସଂଯୋଗରୁ ବଞ୍ଚତ୍ତ ୩୫ ଦଳିତ ପରିବାରର ଭାଗ୍ୟ ବଦଳିବ। ଭୁବନ କୋର୍ଟ ଜେଏମ୍ଏଫ୍ସି ଶ୍ରୀଚନ୍ଦନ ଦାସ ଗୁରୁବାର ଗ୍ରାମବାସୀ ଏବଂ ବିଦ୍ୟୁତ୍ ବିଭାଗ…
ବାରଦୁଆର ହେଉଛନ୍ତି ବାବୁଲା
ପରଜଙ୍ଗ, ୨୩।୮(ଡି.ଏନ.ଏ.)-ଦିବ୍ୟାଙ୍ଗଙ୍କୁ ମୁଖ୍ୟସ୍ରୋତରେ ସାମିଲ କରିବାକୁ ଅନେକ ଯୋଜନା। ଏଥିପାଇଁ ସରକାରୀସ୍ତରରେ ଖର୍ଚ୍ଚ ହେଉଛି କୋଟି କୋଟି ଟଙ୍କା। ସ୍ବତନ୍ତ୍ର ଶିବିର, ସାମାଜିକ ସଶକ୍ତୀକରଣ କାର୍ଯ୍ୟକ୍ରମ ମାଧ୍ୟମରେ ସେମାନଙ୍କୁ ସମସ୍ୟା ମୁକ୍ତ କରିବାକୁ ଯଥାସାଧ୍ୟ ଉଦ୍ୟମ କରାଯାଉଥିବା ଡିଣ୍ଡିମ ପିଟୁଛନ୍ତି ସରକାର।…
ପଙ୍କଜିନୀ, ବିପିନଙ୍କୁ ଶ୍ରଦ୍ଧାଞ୍ଜଳି: ‘ଶୂନ୍ୟତା ଅନୁଭବ କରିବେ ଜିଲାବାସୀ’
ଢେଙ୍କାନାଳ ଅଫିସ, ୨୩।୮-ଢେଙ୍କାନାଳ ଜିଲା ପ୍ରଶାସନ, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ମିଳିତ ଆନୁକୂଲ୍ୟରେ ଗୁରୁବାର ବିଶିଷ୍ଟ କବୟିତ୍ରୀ ‘ହାସ୍ୟବିଦ୍ୟୁଷୀ’ ପଙ୍କଜିନୀ ଦାଶ ଏବଂ ନାଟ୍ୟକାର ବିପିନ ବିହାରୀ ପଟ୍ଟନାୟକଙ୍କୁ ଭାବବିହ୍ବଳ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରାଯାଇଛି। ଜିଲା କାର୍ଯ୍ୟାଳୟ…
ପ୍ରତାପ ଭୂତିଆ ହତ୍ୟା ମାମଲା: ୪୮ ଘଣ୍ଟା ପରେ ପୋଲିସ ହାତ ଖାଲି
ଢେଙ୍କାନାଳ ଅଫିସ, ୨୩।୮: ଇନ୍ଦିରା ଆବାସ କାର୍ଯ୍ୟାଦେଶ ପ୍ରଦାନରେ ଚଞ୍ଚକତା ଏବଂ ଏହାର ପ୍ରତିବାଦ କରିବାରୁ ଢେଙ୍କାନାଳ ଜିଲା ଗଁଦିଆ ଥାନା ଭୂତିଆ ସାହିର ପ୍ରତାପ କୁମାର ଭୂତିଆ (୩୪)ଙ୍କୁ ମଙ୍ଗଳବାର ରାତିରେ ପିଟି ପିଟି ହତ୍ୟା କରାଯାଇଥିବା ଅଭିଯୋଗ ହୋଇଥିଲା।…
ପୂର୍ବଭାରତ ବିଜ୍ଞାନ ନାଟକ ପ୍ରତିଯୋଗିତା: ପଞ୍ଚାୟତିରାଜ ହାଇସ୍କୁଲ ଚାମ୍ପିୟନ
ଢେଙ୍କାନାଳ ଅଫିସ, ୨୨।୮ – ଲଗାତର ତୃତୀୟ ଥର ପାଇଁ ପୂର୍ବଭାରତ ବିଜ୍ଞାନ ନାଟକ ପ୍ରତିଯୋଗିତାରେ ଚାମ୍ପିୟନ ହୋଇ ଜାତୀୟସ୍ତରକୁ ଚୟନ ହୋଇଛି ଢେଙ୍କାନାଳ ଜିଲା କାମାକ୍ଷାନଗର ବ୍ଲକ କାନପୁରା ପଞ୍ଚାୟତିରାଜ ହାଇସ୍କୁଲ। ବିଦ୍ୟାଳୟର ଛାତ୍ରୀଛାତ୍ରଙ୍କ ଦ୍ୱାରା ମଞ୍ଚସ୍ଥ ନାଟକ ‘ସୃଷ୍ଟି-ନିଡ୍ସ…
ଅଧାବାଟରେ ଛାଡ଼ି ପଳାଇଲେ ପ୍ରେମିକ
ପରଜଙ୍ଗ, ୨୨।୮(ଡି.ଏନ.ଏ.) – ପ୍ରେମ ପ୍ରତାରଣାର ଶିକାର ହୋଇଥିବା ଜଣେ ବିବାହିତା ମହିଳା ସ୍ତ୍ରୀ ମାନ୍ୟତା ଦାବିରେ ତାଲା ଭାଙ୍ଗି ଅଭିଯୁକ୍ତ ପ୍ରେମିକଙ୍କ ଘରେ ପଶିବା ଢେଙ୍କାନାଳ ଜିଲା ପରଜଙ୍ଗ ଅଞ୍ଚଳରେ ଚର୍ଚ୍ଚାର ବିଷୟ ହୋଇଛି। ଏ ନେଇ ଥାନାରେ ବିଧିବଦ୍ଧ…
ପ୍ରେମିକର ବର୍ବରକାଣ୍ଡ: ପ୍ରେମିକାଙ୍କ ବେକ କାଟିଦେଲେ
କାମାକ୍ଷାନଗର, ୨୧।୮(ଡି.ଏନ୍.ଏ.): ପ୍ରେମିକାଙ୍କୁ ପିଛା କରି ସୁନ୍ଦରଗଡ଼ରୁ ଚାଲିଆସିଲେ ଢେଙ୍କାନାଳ। ରାତାରାତି ତାଙ୍କୁ ଧରି ଫେରାର ହୋଇଯିବାକୁ କରିଥିଲେ ଯୋଜନା। ହେଲେ ଏଥିରେ ଯୁବତୀ ଜଣକ ଅନିଚ୍ଛା ପ୍ରକାଶ କରିବାରୁ ରକ୍ତମୁଖା ହୋଇଉଠିଲେ ପ୍ରେମିକ। ହିତାହିତ ଜ୍ଞାନ ହରାଇ ଧାରୁଆ ଛୁରିରେ…
ବୃଦ୍ଧାଙ୍କୁ କଚାଡ଼ି ମାରିଲା ଦନ୍ତା
ତେଲକୋଇ/ପରଜଙ୍ଗ, ୨୧।୮(ଡି.ଏନ୍.ଏ.): ଢେଙ୍କାନାଳ-କେନ୍ଦୁଝର ସୀମାନ୍ତ ସଂରକ୍ଷିତ ଜଙ୍ଗଲରେ ହାତୀ-ମଣିଷ ସଂଘର୍ଷ ତୀବ୍ର ରୂପ ନେଇଛି। ହାତୀ ଦୌରାତ୍ମ୍ୟରେ ଜଙ୍ଗଲତଳି ଅଞ୍ଚଳବାସୀ ସର୍ବାଧିକ ପ୍ରଭାବିତ ହେଉଛନ୍ତି। ସମ୍ପୃକ୍ତ ଅଞ୍ଚଳରେ ହାତୀ ମୁହଁରେ ଜୀବନ ଯିବା ନିତିଦିନିଆ ଘଟଣାରେ ପରିଣତ ହୋଇଛି। ମହାବିରୋଡ଼ ସେକ୍ସନ…
ମୁକ୍ତିକାନ୍ତଙ୍କୁ ରାଜୀବ ଗାନ୍ଧୀ ପ୍ରତିଭା ସମ୍ମାନ
ଢେଙ୍କାନାଳ ଅଫିସ, ୨୧।୮-ଢେଙ୍କାନାଳର ଶିଶୁ ପ୍ରତିଭା ମୁକ୍ତିକାନ୍ତ ଦାଶଙ୍କୁ ରାଜ୍ୟସ୍ତରୀୟ ରାଜୀବ ଗାନ୍ଧୀ ପ୍ରତିଭା ସମ୍ମାନ-୨୦୧୯ରେ ସମ୍ମାନିତ କରାଯାଇଛି। ପୂର୍ବତନ ପ୍ରଧାନମନ୍ତ୍ରୀ ରାଜୀବ ଗାନ୍ଧୀଙ୍କ ୭୫ତମ ଜୟନ୍ତୀ ପାଳନ ଅବସରରେ ଭୁବନେଶ୍ୱର ଜୟଦେବ ଭବନରେ ଆୟୋଜିତ ସମାରୋହରେ ତାଙ୍କୁ ଏହି ପୁରସ୍କାର…
ଧଳା ଜହର ଜାଲରେ ଢେଙ୍କାନାଳ
ଢେଙ୍କାନାଳ ଅଫିସ, ୨୧ା୮-ଢେଙ୍କାନାଳ ପାଲଟିଛି ବ୍ରାଉନ୍ସୁଗାର କାରବାରର ସେଫ୍ଜୋନ୍। ନିଶା ବେପାରୀମାନେ କଲେଜ ପଢୁଆ ଛାତ୍ରୀଛାତ୍ରଙ୍କୁ ଟାର୍ଗେଟ କରୁଛନ୍ତି। ପୋଲିସ ଗୋଇନ୍ଦା ବିଫଳତା କାରଣରୁ ଏହି ଧଳା ଜହର କାରବାର ବଢ଼ିଚାଲିଥିବାବେଳେ ଏହାକୁ ନେଇ ଚିନ୍ତାରେ ପଡ଼ିଛନ୍ତି ଅଭିଭାବକ। ରାଜଧାନୀ ଭୁବନେଶ୍ୱରରେ…
Archives


