ଢେଙ୍କାନାଳ

ଦୁର୍ଗନ୍ଧରେ ଫାଟୁଛି ଦଣ୍ଡା ରୋଡ୍‌

ଢେଙ୍କାନାଳ ଅଫିସ, ୨୮।୮ – ଢେଙ୍କାନାଳ ପୌରାଞ୍ଚଳ ୧୩ନଂ. ଓ୍ବାର୍ଡ ଅଧୀନ ଦଣ୍ଡାରୋଡ୍‌ରେ ଡ୍ରେନେଜ୍‌ ବ୍ୟବସ୍ଥା ଭୁଶୁଡ଼ି ପଡ଼ିଛି। ଅଣ ଓସାରିଆ ପୁରାତନ ପଥର ଡ୍ରେନ୍‌ରେ ନର୍ଦ୍ଦମା ଜଳ ନିଷ୍କାସନ ହୋଇପାରୁନାହିଁ। ଫଳରେ ପୂତିଗନ୍ଧମୟ ପରିବେଶରେ ନାକଫାଟୁଛି। ଏହାର ସମାଧାନ ଦିଗରେ…

ଛାତ୍ରୀନିବାସରେ ପାଣି, ବିଦ୍ୟୁତ୍‌ ସେବା ଠପ୍‌: ଧାରଣାକୁ ଓହ୍ଲାଇଲେ ଅନ୍ତେବାସୀ

ଢେଙ୍କାନାଳ ଅଫିସ, ୨୮।୮-ଢେଙ୍କାନାଳ ସ୍ବୟଂଶାସିତ ମହାବିଦ୍ୟାଳୟର ଉପାସନା ଛାତ୍ରୀ ନିବାସରେ ରହୁଥିବା ଅନ୍ତେବାସୀ ପାଣି, ବିଦ୍ୟୁତ୍‌ ସମସ୍ୟାରେ ଧନ୍ଦି ହେଉଛନ୍ତି। ବାରମ୍ବାର ଅଭିଯୋଗ ସତ୍ତ୍ୱେ ଏହାର ସମାଧାନ ଦିଗରେ କଲେଜ କର୍ତ୍ତୃପକ୍ଷ ଆନ୍ତରିକତା ଦେଖାଉନାହାନ୍ତି। ମଙ୍ଗଳବାର ସମସ୍ୟା ସୀମା ଟପିବା ପରେ…

ଜନପ୍ରତିନିଧି-ପ୍ରଶାସନିକ ଅଧିକାରୀ ମୁହାଁମୁହିଁ: ବିଡିଓଙ୍କ ନାମରେ ସମିତିସଭ୍ୟାଙ୍କ ଏତଲା

ଢେଙ୍କାନାଳ ଅଫିସ, ୨୮।୮-ଆବାସ ଯୋଜନାରେ କାର୍ଯ୍ୟାଦେଶ ପାଇଥିବା ହିତାଧିକାରୀଙ୍କ ବିଲ୍‌କୁ ନେଇ ଢେଙ୍କାନାଳ ଜିଲା ହିନ୍ଦୋଳ ବିଡିଓ ହେମନ୍ତ କୁମାର ମହନ୍ତ ଏବଂ ହାତୁରା ସମିତିସଭ୍ୟା ପଦ୍ମାବତୀ ରାଉତଙ୍କ ମଧ୍ୟରେ ମୁହଁାମୁହିଁ ପରିସ୍ଥିତି ସୃଷ୍ଟି ହୋଇଛି। ଏହାକୁ ନେଇ ସମିତିସଭ୍ୟା ହିନ୍ଦୋଳ…

୧୫ରୁ ଜାତୀୟ ଫୁଟବଲ ଟୁର୍ନାମେଣ୍ଟ

ଢେଙ୍କାନାଳ ଅଫିସ,୨୬ା୮- ଆସନ୍ତା ସେପ୍ଟେମ୍ବର ୧୫ ତାରିଖଠାରୁ ଢେଙ୍କାନାଳ ଷ୍ଟାଡିୟମଠାରେ ଜାତୀୟସ୍ତରୀୟ ଫୁଟବଲ ଟୁର୍ନାମେଣ୍ଟ ଆୟୋଜନ କରାଯିବ। ଏ ସଂକ୍ରାନ୍ତରେ ସୋମବାର ମଧ୍ୟାହ୍ନ ୧୨ଟାରେ ଢେଙ୍କାନାଳ ଜିଲା କ୍ରୀଡ଼ା ସଂସଦ କାର୍ଯ୍ୟାଳୟରେ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଥିଲା। ଏମ୍‌ପି ମହେଶ…

ରାସ୍ତାଘାଟରେ ହାତୀ, ଲୋକେ ଭୟଭୀତ

ପରଜଙ୍ଗ, ୨୬ା୮(ଡି.ଏନ.ଏ.)- ଢେଙ୍କାନାଳ ଜିଲା ପରଜଙ୍ଗ ବ୍ଲକରେ ହାତୀ ଉପଦ୍ରବରୁ ତ୍ରାହି ମିଳୁନି। ସୋମବାର ସକାଳେ ନରହନ୍ତା ଦନ୍ତା କନ୍ଦରସିଂହା ଗ୍ରାମରେ ପଶି ତାଣ୍ଡବ କରିଥିଲା। ଦନ୍ତାଟି ସକାଳୁ ବିଭିନ୍ନ ସ୍ଥାନରେ ଧାନ କ୍ଷେତ ନଷ୍ଟ କରିବା ସହ ମନଇଚ୍ଛା ଏଣେତେଣେ…

ସଡ଼କ ଦୁର୍ଘଟଣା: ଜଣେ ମୃତ, ୨ ଗୁରୁତର

ଢେଙ୍କାନାଳ ଅଫିସ,୨୬।୮: ଢେଙ୍କାନାଳ ଜିଲା ସଦର ଥାନା ଅନ୍ତର୍ଗତ ୫୫ ନମ୍ବର ଜାତୀୟ ରାଜପଥର କଣ୍ଟେଇକୋଳିଆ ନିକଟରେ ସୋମବାର ସଡ଼କ ଦୁର୍ଘଟଣା ଘଟିଛି। ଏଥିରେ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୨ ଜଣ ଆହତ ହୋଇଛନ୍ତି। ମୃତକ ହେଲେ ନଦୀଆଳି ଗ୍ରାମର…

ରକ୍ତଦାନ ନିଶାରେ ବାପି: କ୍ୟାନ୍‌ସର ଆକ୍ରାନ୍ତ ବାପାଙ୍କ ମୃତ୍ୟୁ ବଦଳାଇଦେଲା ଚିନ୍ତାଧାରା

କାମାକ୍ଷାନଗର, ୨୬।୮: ରକ୍ତଦାନ କରିବାକୁ ଆଗ୍ରହ ନ ଥିଲା। କ୍ୟାନ୍‌ସର ଆକ୍ରାନ୍ତ ବାପାଙ୍କ ପାଇଁ ବାଧ୍ୟବାଧକତାରେ ପ୍ରଥମ ଥର ଶରୀରରେ ଫୋଡ଼ା ହୋଇଥିଲା ରକ୍ତ ସଂଗ୍ରହ ଛୁଞ୍ଚତ୍। ଡାକ୍ତରଙ୍କ ସମସ୍ତ ଉଦ୍ୟମ ବୃଥା ଗଲା। ବାପା ଚାଲିଗଲେ ଆରପାରିକୁ। ହେଲେ ଏହି…

କମୁନି ହାତୀପଲ ଉତ୍ପାତ

ପରଜଙ୍ଗ, ୨୬।୮(ଡି.ଏନ.ଏ.) ଢେଙ୍କାନାଳ ବନଖଣ୍ଡ ମହାବିରୋଡ ରେଞ୍ଜ ଡିହଡୋଳ ଫରେଷ୍ଟ ସେକ୍ସନରେ ହାତୀ ଉପଦ୍ରବ କମୁନାହିଁ। ନରହନ୍ତା ଦନ୍ତା ଆତଙ୍କରେ ଅଞ୍ଚଳବାସୀ ତ୍ରାହି ତ୍ରାହି ଡାକିଲେଣି। ଶନିବାର ରାତିରେ ପରଜଙ୍ଗ ପଞ୍ଚାୟତ ଖଣ୍ଡୁଆଳମୁଣ୍ଡା ଗ୍ରାମରେ ପଶି ହିଂସ୍ର ଦନ୍ତା ଦୌରାତ୍ମ୍ୟ କରିଥିଲା।…

ଦକ୍ଷତା ଦେଖାଇଲେ କୁନି ବୈଜ୍ଞାନିକ

କାମାକ୍ଷାନଗର, ୨୫।୮(ଡି.ଏନ.ଏ.) – କାମାକ୍ଷାନଗର ସରସ୍ବତୀ ଶିଶୁମନ୍ଦିରରେ ଶନିବାର ସଙ୍କୁଳସ୍ତରୀୟ ଜ୍ଞାନ ବିଜ୍ଞାନ ମେଳା ଅନୁଷ୍ଠିତ ହୋଇଯାଇଛି। ଏଥିରେ ୯ ଶିକ୍ଷାନୁଷ୍ଠାନର ୧୩୯ ଛାତ୍ରୀଛାତ୍ର ଅଂଶଗ୍ରହଣ କରିଥିଲେ। ମୋଟ ୨୫ ପ୍ରକଳ୍ପ ପ୍ରଦର୍ଶିତ ହୋଇଥିଲା। ଶକ୍ତି ସଂରକ୍ଷଣ, ବାୟୁ ପ୍ରଦୂଷଣ, ନୂତନ…

ପୁଣି ଜନବସତିରେ ପଶିଲା ନରହନ୍ତା ହାତୀ

ପରଜଙ୍ଗ, ୨୫।୮(ଡି.ଏନ.ଏ.) – ଢେଙ୍କାନାଳ ବନଖଣ୍ଡ ମହାବିରୋଡ ରେଞ୍ଜ ଡିହଡୋଳ ଫରେଷ୍ଟ ସେକ୍ସନ ଅଧୀନରେ ତାଣ୍ଡବ ସୃଷ୍ଟି କରିଥିବା ନରହନ୍ତା ଦନ୍ତାର ହିଂସ୍ର ଆଚରଣ ବଢ଼ିବାରେ ଲାଗିଛି। ମୁଣ୍ଡେଇଲୋ ପଞ୍ଚାୟତ ଗେହ୍ଲେଇକାଟେଣୀ ଦଳିତ ସାହିରେ ଶୁକ୍ରବାର ରାତିରେ ହାତୀ ପଶି ଆତଙ୍କ…

ଗାଧୋଇବାକୁ ଯାଇ ବୃଦ୍ଧ ନିଖୋଜ

ଭୁବନ,୨୪।୮(ଡି.ଏନ୍‌.ଏ.): ଢେଙ୍କାନାଳ ଜିଲା ଭୁବନ ଥାନା ନୂଆ ଜିରାଳ ଗ୍ରାମର ସନାତନ ସେଠୀ( ୬୫) ଶନିବାର ଡମଶାଳ ନଦୀକୁ ଗାଧୋଇବାକୁ ଯାଇ ନିଖୋଜ ହୋଇଯାଇଛନ୍ତି। ସନାତନ ସବୁଦିନ ପରି ଡମଶାଳ ନଦୀକୁ ଗାଧୋଇବା ପାଇଁ ଯାଇଥିଲେ। ଫେରିବାରେ ବିଳମ୍ବ ହେବାରୁ ପରିବାର…

ଲୁଟିନେଲେ ୨୯ ଟନ୍‌ ଲୁହାଛଡ଼

ପରଜଙ୍ଗ, ୨୪।୮(ଡି.ଏନ.ଏ.) ଢେଙ୍କାନାଳ ଜିଲା ପରଜଙ୍ଗ ଥାନା ୧୪୯ନଂ. ଜାତୀୟ ରାଜପଥର ପରମହଂସପୁର ଛକ ନିକଟରୁ ଗୁରୁବାର ଅପରାହ୍ନରେ ବଡ଼ଧରଣର ଲୁଟ୍‌ ହୋଇଛି। ବୋଲେରୋରେ ଆସିଥିବା ୪ଜଣ ଦୁର୍ବୃତ୍ତ ଏକ ଟ୍ରେଲର (ଜେଏସ୍‌ ୦୯ ଡି ୨୭୨୧)କୁ କୌଶଳକ୍ରମେ ଅପହରଣ କରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?