ହାତୀ ଆକ୍ରମଣରେ ମହିଳା ମୃତ
ଢେଙ୍କାନାଳ ଅଫିସ,୧୯ା୭-ଢେଙ୍କାନାଳ ଜିଲା ସଦର ଥାନା ଝାରଗାଡିଆ ଫାଣ୍ଡି କାଉଁରିଆପାଳ ଗ୍ରାମରେ ଶୁକ୍ରବାର ସକାଳେ ହାତୀ ଆକ୍ରମଣରେ ଉର୍ମିଳା ନାଏକ(୪୦)ଙ୍କ ମୃତ୍ୟୁ ଘଟିଛି। ସେ ଶୌଚ ପାଇଁ ଜଙ୍ଗଲକୁ ଯାଇଥିବାବେଳେ ହାତୀ ହାବୁଡରେ ପଡିଯାଇଥିଲେ। ହାତୀ ତାଙ୍କୁ ଦଳି ଦେଇଥିଲା।...
ତାତିଲେ ମରୁଡ଼ି ବୀମା ଟଙ୍କାରୁ ବଞ୍ଚିତ ଚାଷୀ: ବ୍ୟାଙ୍କ ସମ୍ମୁଖରେ ଧାରଣାଦେବାକୁ ଚେତାବନୀ
ପରଜଙ୍ଗ, ୧୯।୭(ଡି.ଏନ.ଏ.)-ଢେଙ୍କାନାଳ ଜିଲା ପରଜଙ୍ଗସ୍ଥିତ ଅନୁଗୋଳ ସଂଯୁକ୍ତ କେନ୍ଦ୍ର ସମବାୟ ବ୍ୟାଙ୍କ ଶାଖା ଆନୁକୂଲ୍ୟରେ ଋଣ ନେଇଥିବା ୨୦୮ ଚାଷୀ ମରୁଡ଼ି ବୀମା ଟଙ୍କା ପାଇବାରୁ ବଞ୍ଚତ୍ତ ହୋଇଛନ୍ତି। ବାରମ୍ବାର ଦାବିସତ୍ତ୍ୱେ ବୀମା କମ୍ପାନୀ ସେମାନଙ୍କ କଥା ଶୁଣୁନାହିଁ। ଏହାକୁ...
କୁଲେଇରେ ଚୋର ଆତଙ୍କ
ପରଜଙ୍ଗ, ୧୯।୭(ଡି.ଏନ.ଏ.)-ପରଜଙ୍ଗ ଥାନା ଦଦରାଘାଟି ଫାଣ୍ଡି ଅଧୀନ କୁଲେଇ ଗ୍ରାମରେ ଚୋରଙ୍କ ଉପଦ୍ରବ ବଢ଼ିବାରେ ଲାଗିଛି। ପୋଲିସକୁ ଖୋଲା ଚ୍ୟାଲେଞ୍ଜ ଦେଇ ୩ଦିନ ମଧ୍ୟରେ ୩ ଜଣଙ୍କ ଘରୁ କଳାକଳା ବୁଲାଇ ସାରିଲେଣି ଦୁର୍ବୃତ୍ତ। ଏହାକୁ ନେଇ ଗ୍ରାମବାସୀଙ୍କ ମଧ୍ୟରେ...
କାମାକ୍ଷାନଗରରେ ନୀତି ଆୟୋଗ ସଦସ୍ୟ: ଶିକ୍ଷା, ବିଦ୍ୟୁତ୍ ବ୍ୟବସ୍ଥା ସ୍ଥିତି ପରିଖିଲେ
କାମାକ୍ଷାନଗର, ୧୮।୭(ଡି.ଏନ୍.ଏ.)-ଢେଙ୍କାନାଳ ଜିଲା କାମାକ୍ଷାନଗର ବ୍ଲକ ଅଞ୍ଚଳକୁ ଗୁରୁବାର ପରିଦର୍ଶନରେ ଆସିଥିଲେ ନୀତି ଆୟୋଗ ସଦସ୍ୟା ମାନ୍ସୀ ସିଂ। ଏହି ଅବସରରେ ସେ ବିଭିନ୍ନ ପ୍ରକଳ୍ପ, ରାସ୍ତା ଏବଂ ଶିକ୍ଷା ବ୍ୟବସ୍ଥା ଭିତ୍ତିଭୂମି ବୁଲି ଦେଖିଥିଲେ। ମାନ୍ସୀ ସିଂ ପ୍ରଥମେ...
ଜିଲାପାଳଙ୍କ କାର୍ଯ୍ୟାଳୟରେ ଅଗ୍ନିକାଣ୍ଡ
ଢେଙ୍କାନାଳ ଅଫିସ,୧୮।୭-ଢେଙ୍କାନାଳ ଜିଲାପାଳଙ୍କ କାର୍ଯ୍ୟାଳୟରେ ଗୁରୁବାର ଅପରାହ୍ନରେ ବଜ୍ରପାତ ଯୋଗୁ ଅଗ୍ନିକାଣ୍ଡ ଘଟିଛି। ଏଥିସହ ବିଦ୍ୟୁତ୍ ସରବରାହରେ ବିଭ୍ରାଟ ଦେଖାଦେଇଛି। ସ୍ବାଧୀନତା ଦିବସ ପାଇଁ ପ୍ରସ୍ତୁତି ବୈଠକ ଚାଲିଥିବାବେଳେ ଅଗ୍ନିକାଣ୍ଡ ଘଟିଥିଲା। ଖବରପାଇ ଅଗ୍ନିଶମ ବିଭାଗ କର୍ମଚାରୀ ପହଞ୍ଚି ନିଆଁକୁ...
ଦୁର୍ଘଟଣା ପରେ ବି ଚେତୁନି ପୋଲିସ, ଥାନା ସମ୍ମୁଖରେ ଥିବା ଜବତ ଟ୍ରକ୍କୁ ଧକ୍କାଦେଲା ହାଇଓ୍ବା
ପରଜଙ୍ଗ,୧୭।୭(ଡି.ଏନ୍.ଏ): ଢ଼େଙ୍କାନାଳ ଜିଲା ପରଜଙ୍ଗ ଥାନା ନିକଟରେ ବୁଧବାର ବିଳମ୍ବିତ ରାତିରେ ଏକ ଦୁର୍ଘଟଣା ଘଟିଛି। ପରଜଙ୍ଗ ବଜାରରୁ ଭାଲୁମୁଣ୍ଡା ଆଡ଼କୁ ଯାଉଥିବା ହାଇୱା ଥାନା ସମ୍ମୁଖରେ ଠିଆ ହୋଇଥିବା ଟ୍ରକ୍କୁ ଧକ୍କା ଦେଇଥିଲା। ଏହାପରେ ଉକ୍ତ ହାଇଓ୍ବାଟି ଘଟଣାସ୍ଥଳରୁ...
କାମରେ ଆସୁନି ୮୦ ଲକ୍ଷ ଟଙ୍କାର ଛାତ୍ରାବାସ : ଆବେଦନ କରୁଛନ୍ତି, ରହିବାକୁ ଅମଙ୍ଗ
ଭୁବନ, ୧୮।୭ – ଯୋଜନାହୀନ ଭାବେ ଜଙ୍ଗଲିଆ ପରିବେଶରେ ନିର୍ମାଣ କରି ଦିଆଗଲା ଛାତ୍ରାବାସ। ହେଲେ ଜନବସତିଠାରୁ ଦୂରରେ ତିଆରି ହୋଇଥିବା ହଷ୍ଟେଲ କ୍ୟାମ୍ପସରେ ପିଲାମାନେ ନିଜକୁ ସୁରକ୍ଷିତ ମଣିବେ ତ, ଏହି ପ୍ରଶ୍ନ କାହା ମୁଣ୍ଡକୁ ଜୁଟିଲାନି। ଏବେ...
ବଢୁଛି ଷଣ୍ଢ ଦୌରାତ୍ମ୍ୟ
ଢେଙ୍କାନାଳ ଅଫିସ, ୧୮।୭ – ଢେଙ୍କାନାଳ ସହରରେ ବୁଲା ଷଣ୍ଢଙ୍କ ଉପଦ୍ରବ ବଢ଼ିବାରେ ଲାଗିଛି। ପ୍ରମୁଖ ବଜାର, ଜନଗହଳିପୂର୍ଣ୍ଣ ରାସ୍ତା ଗୋରୁଙ୍କ କବ୍ଜାରେ ରହୁଛି। ବାରମ୍ବାର ଅଭିଯୋଗ ସତ୍ତ୍ୱେ ପୌରସଂସ୍ଥା ଏହାକୁ ଗୁରୁତ୍ୱ ଦେଉନାହିଁ। ଏପରି ସମସ୍ୟା ପାଇଁ ଯେ...
ଗ୍ରାମରକ୍ଷୀଙ୍କୁ ମିଳିନି ୪ ମାସର ଦରମା
ଢେଙ୍କାନାଳ ଅଫିସ,୧୭।୭: ଢେଙ୍କାନାଳ ଜିଲାର ବିଭିନ୍ନ ଥାନା, ଫାଣ୍ଡିରେ କାର୍ଯ୍ୟରତ ଗ୍ରାମରକ୍ଷୀମାନଙ୍କୁ ୪ ମାସ ହେଲା ଦରମା ମିଳିନାହିଁ। ଆର୍ଥିକ ଅନଟନ ମଧ୍ୟରେ ସେମାନେ ଦୁର୍ଦ୍ଦିନରେ କାଳାତିପାତ କରୁଛନ୍ତି। ବକେୟା ପରିଶ୍ରମିକ ତୁରନ୍ତ ଦେବାକୁ ବୁଧବାର ଗ୍ରାମରକ୍ଷୀ ସଂଘର କର୍ମକର୍ତ୍ତାମାନେ...
ଆଖି ଲାଗିଯିବାରୁ ଗଛରେ ପିଟିହେଲା ପରିବା ବୋଝେଇ ଅଟୋ, ଚାଳକ ଗୁରୁତର
ପରଜଙ୍ଗ,୧୭।୭(ଡି.ଏନ୍.ଏ.): ଢେଙ୍କାନାଳ ଜିଲା ପରଜଙ୍ଗ ଥାନା ଅନ୍ତର୍ଗତ ୫୩ ନଂ. ଜାତୀୟ ରାଜପଥର ଖଇରାମୁଣ୍ଡା ଗାଁ ନିକଟରେ ବୁଧବାର ଭୋରରେ ଏକ ପରିବା ବୋଝେଇ ଅଟୋ ଗଛରେ ପିଟି ହୋଇଯିବାରୁ ଚାଳକ ଗୁରୁତର ଆହତ ହୋଇଛନ୍ତି। ସେ ହେଲେ କଟାବାହାଳ...
ଷ୍ଟାର୍ସ ପ୍ରକଳ୍ପ ପରିକଳ୍ପନା: ଭିତ୍ତିଭୂମି ଦେଖିଲେ ବିଶ୍ୱବ୍ୟାଙ୍କ ପ୍ରତିନିଧି
ଢେଙ୍କାନାଳ ଅଫିସ,୧୭।୭-ଶିକ୍ଷା ବ୍ୟବସ୍ଥାକୁ ସୁଦୃଢ କରିବା ଏବଂ ପରୀକ୍ଷାରେ ଭଲ ଫଳାଫଳ ହାସଲ କରିବା ଲକ୍ଷ୍ୟରେ ନୀତି ଆୟୋଗ ପକ୍ଷରୁ ଷ୍ଟାର୍ସ (ଷ୍ଟ୍ରେଙ୍ଗଦେନିଂ ଟିଚିଙ୍ଗ୍-ଲର୍ନିଂ ଆଣ୍ଡ୍ ରେଜଲ୍ଟ ଫର ଷ୍ଟେଟ୍) ପ୍ରକଳ୍ପ ପରିକଳ୍ପନା କରାଯାଇଛି। ଏହାକୁ କାର୍ଯ୍ୟକାରୀ କରିବାକୁ ରାଜ୍ୟ...
ହିନ୍ଦୋଳ ବନାଞ୍ଚଳରେ ପୁଣି ହାତୀ ଛୁଆ ମୃତ: ୨ ମାସରେ ୪ ମଲେଣି
ରାସୋଳ, ୧୭।୭(ଡି.ଏନ୍.ଏ.) – ଢେଙ୍କାନାଳ ଜିଲା ହିନ୍ଦୋଳ ବନାଞ୍ଚଳରେ ଅସୁରକ୍ଷିତ ହୋଇପଡ଼ିଛନ୍ତି ହାତୀ। ବିଭିନ୍ନ କାରଣରୁ ସଂରକ୍ଷିତ ଜଙ୍ଗଲରେ ହାତୀ ମୃତ୍ୟୁ ସଂଖ୍ୟା ବଢ଼ିବାରେ ଲାଗିଛି। ମଙ୍ଗଳବାର ବମ୍ପା ସେକ୍ସନ ଅଧୀନ ଭିଙ୍ଗିରା ସଂରକ୍ଷିତ ଜଙ୍ଗଲରେ ଏକ ହାତୀ ଛୁଆର...
Archives


