ଢେଙ୍କାନାଳ

ଜିଲା ବିଦ୍ୟାଳୟସ୍ତରୀୟ ଫୁଟ୍‌ବଲ୍‌: ମଣ୍ଟଫୋର୍ଟ ସ୍କୁଲ ଚାମ୍ପିୟନ

ଢେଙ୍କାନାଳ ଅଫିସ, ୧୫।୮-ଢେଙ୍କାନାଳ ଷ୍ଟାଡିୟମ୍‌ରେ ଚାଲିଥିବା ଜିଲା ବିଦ୍ୟାଳୟସ୍ତରୀୟ ଫୁଟ୍‌ବଲ୍‌ ପ୍ରତିଯୋଗିତା ଗୁରୁବାର ଉଦ୍‌ଯାପିତ ହୋଇଯାଇଛି। ସଂଘର୍ଷପୂର୍ଣ୍ଣ ଫାଇନାଲ ମ୍ୟାଚ୍‌ରେ କେନ୍ଦ୍ରୀୟ ବିଦ୍ୟାଳୟକୁ ୪-୨ ଗୋଲ୍‌ରେ ପରାସ୍ତ କରି ମଣ୍ଟଫୋର୍ଟ ସ୍କୁଲ ଚାମ୍ପିୟନ ହୋଇଛି। ନିର୍ଦ୍ଧାରିତ ସମୟ ମଧ୍ୟରେ ଉଭୟ ଦଳ…

‘ଯୁବଗୋଷ୍ଠୀ ହେଉଛନ୍ତି ଆଶାର କିରଣ’

ସାତମାଇଲ, ୧୫।୮(ଡି.ଏନ୍‌.ଏ.)-ଭାରତର ସ୍ବାଧୀନତା ସଂଗ୍ରାମ ଲୁହଲହୁର ସମ୍ମେଳନ। ହଜାର ହଜାର ସଂଗ୍ରାମୀଙ୍କ ବଳିଦାନ ପରେ ଦେଶ ସ୍ବାଧୀନ ହୋଇଛି। ଏହା ଏକ ବିରାଟ ଉପଲବ୍ଧି। ଅଖଣ୍ଡ ଭାରତର ପରିକଳ୍ପନାକୁ ସାକାର କରିବା ପାଇଁ ଯୁବଗୋଷ୍ଠୀ ଆଶାର କିରଣ। ଏହାକୁ ସମସ୍ତେ ହୃଦୟଙ୍ଗମ…

ତ୍ରିରଙ୍ଗା ତଳେ ସଭିଏଁ ଏକାଠି

ପରଜଙ୍ଗ, ୧୫।୮( ଡି.ଏନ.ଏ.)-ଢେଙ୍କାନାଳ ଜିଲା ପରଜଙ୍ଗ ବ୍ଲକର ବିଭିନ୍ନ ସ୍ଥାନରେ ଗୁରୁବାର ଆଡମ୍ବରପୂର୍ଣ୍ଣ ଭାବେ ସ୍ବାଧୀନତା ଦିବସ ପାଳିତ ହୋଇଯାଇଛି। ତ୍ରିରଙ୍ଗା ତଳେ ସମସ୍ତେ ଏକାଠି ହୋଇ ଦେଶଭକ୍ତିର ସ୍ବରରେ ମିଳାଇଥିଲେ ସ୍ବର। ବ୍ଲକ କାର୍ଯ୍ୟାଳୟରେ ବ୍ଲକ ଅଧ୍ୟକ୍ଷ ଅକ୍ଷୟ ବେହେରା…

ସବୁଠି ଉଡ଼ିଲା ତ୍ରିରଙ୍ଗା

ଭୁବନ, ୧୫।୮(ଡି.ଏନ.ଏ.)-ଭୁବନ ଅଞ୍ଚଳର ବିଭିନ୍ନ ସରକାରୀ ଏବଂ ବେସରକାରୀ ଅନୁଷ୍ଠାନ ପକ୍ଷରୁ ଗୁରୁବାର ୭୩ତମ ସ୍ବାଧୀନତା ଦିବସ ପାଳିତ ହୋଇଯାଇଛି। ଏନ୍‌ଏସି କାର୍ଯ୍ୟାଳୟ ପରିସରରେ ଆୟୋଜିତ କାର୍ଯ୍ୟକ୍ରମରେ ନିର୍ବାହୀ ଅଧିକାରୀ ପ୍ରମୋଦ କୁମାର ବରାଳ ମୁଖ୍ୟଅତିଥି ଭାବେ ଯୋଗଦେଇ ଜାତୀୟ ପତାକା…

ଯୁବତୀଙ୍କୁ ବଳାତ୍କାର ଅଭିଯୋଗ

ଭୁବନ, ୧୫।୮(ଡି.ଏନ.ଏ.)-ଢେଙ୍କାନାଳ ଜିଲା ଭୁବନ ଥାନା ଅଞ୍ଚଳର ଜଣେ ଯୁବତୀଙ୍କୁ ଆନନ୍ଦପୁର ଗ୍ରାମର ଅମ୍ବୁଜ ମଳିକ ବଳାତ୍କାର କରିଥିବା ଅଭିଯୋଗ ହୋଇଛି। ପୋଲିସ ଅଭିଯୁକ୍ତଙ୍କୁ ଅଟକ ରଖି ପଚରାଉଚୁରା କରୁଛି। ପୋଲିସ ସୂଚନା ଅନୁଯାୟୀ, ଯୁବତୀ ଜଣକ ଟିପିଲେଇ ହାଟଛକକୁ ବୁଧବାର…

କାପୁଡ଼ିଆ ସମାଜ ପାଳିଲା ରକ୍ଷାବନ୍ଧନ ଉତ୍ସବ: ଶୋଭାଯାତ୍ରାରେ ଦୁଲୁକିଲା ସହର

ଭୁବନ, ୧୫।୮(ଡି.ଏନ.ଏ.)-ଢେଙ୍କାନାଳ ଜିଲା ଭୁବନ କାପୁଡ଼ିଆ ସମାଜ ପକ୍ଷରୁ ଗୁରୁବାର ଧୂମ୍‌ଧାମରେ ରକ୍ଷାବନ୍ଧନ ଉତ୍ସବ ପାଳିତ ହୋଇଯାଇଛି। ଏହି ଅବସରରେ ସଙ୍ଗଠନର କୋଠଘରେ ଆରାଧ୍ୟ ଦେବତା ରାଧାକୃଷ୍ଣ ଏବଂ ମହାପ୍ରଭୁ ବଳରାମଙ୍କୁ ପାରମ୍ପରିକ ନୀତିରେ ପୂଜାର୍ଚ୍ଚନା କରାଯାଇଥିଲା। ଏଥିସହ ଗୋ ମାତାକୁ…

‘ବ୍ୟକ୍ତିଗତ ସ୍ବାର୍ଥକୁ ଜଳାଞ୍ଜଳି ଦିଅ’

କାମାକ୍ଷାନଗର, ୧୫।୮(ଡି.ଏନ୍‌.ଏ.)-ଢେଙ୍କାନାଳ ହେଉଛି ସଂଗ୍ରାମୀଙ୍କ ମାଟି। ଜାତିକୁ ପରାଧୀନତାର ଶୃଙ୍ଖଳରୁ ମୁକ୍ତ କରିବାକୁ ଯାଇ ଜିଲାର ବହୁ ବୀର ସ୍ବାଧୀନତା ସଂଗ୍ରାମରେ ଝାସ ଦେଇଛନ୍ତି। ଏବେ ଆମେ ଯେଉଁ ସ୍ବାଧୀନତା ଉପଭୋଗ କରୁଛେ, ତାହା ଆମ ପୂର୍ବ ପିଢ଼ିଙ୍କ ଅବଦାନ। ବ୍ୟକ୍ତିଗତ…

ଜିଲାସ୍ତରୀୟ ସ୍ବାଧୀନତା ଦିବସ: ‘ଓଡ଼ିଶା ବିକାଶର ଭୂଖଣ୍ଡ ପାଲଟିଛି’

ଢେଙ୍କାନାଳ ଅଫିସ, ୧୫।୮-ତୁଳନାତ୍ମକ ଦୃଷ୍ଟିକୋଣରୁ ଓଡ଼ିଶା ଏବେ ବିକାଶର ଭୂଖଣ୍ଡ ପାଲଟିଛି। ୨୦୦୦ରେ ୫ଲକ୍ଷ ମେଟ୍ରିକ୍‌ ଟନ୍‌ ଧାନ ସଂଗୃହୀତ ହୋଇଥିଲା। ଚଳିତ ବର୍ଷ ଏହା ୬୫ଲକ୍ଷ ମେଟ୍ରିକ ଟନ୍‌କୁ ଛୁଇଁଛି। ଅର୍ଥାତ୍‌ ଓଡ଼ିଶା ଏବେ ବଳକା ରାଜ୍ୟରେ ପରିଣତ ହୋଇଛି।…

ଚାରା ଲାଗାଇ ପାଳିଲେ ଜାତୀୟ ଦିବସ

ରାସୋଳ, ୧୫।୮(ଡି.ଏନ୍‌.ଏ.)-ଦେଶ ପାଳନ କରୁଛି ୭୩ତମ ସ୍ବାଧୀନତା ଦିବସ। ଦେଶପ୍ରେମରେ ଉଦ୍‌ବୁଦ୍ଧ ହୋଇଛନ୍ତି ସଭିଁଏ। ତ୍ରିରଙ୍ଗା ପତାକା ତଳେ ନେଇଛନ୍ତି ଦେଶ ପାଇଁ ବଳିଦାନ ଆଉ ଜାତିର ଅଖଣ୍ଡତାକୁ ରକ୍ଷା କରିବାର ଶପଥ। ଏହି ପରିପ୍ରେକ୍ଷୀରେ ଭିନ୍ନ ଢଙ୍ଗରେ ଏହି ଜାତୀୟ…

ନାଲ୍‌କୋ ଶ୍ରମିକ କଂଗ୍ରେସ ପକ୍ଷରୁ ସ୍ବାଧୀନତା ଦିବସ ପାଳିତ

ବଅଁରପାଳ, ୧୫।୮(ଡି.ଏନ୍‌.ଏ.)-ଅନୁଗୋଳ ଜିଲା ନାଲ୍‌କୋ ଶ୍ରମିକ କଂଗ୍ରେସ ୟୁନିୟନ କାର୍ଯ୍ୟାଳୟରେ ଗୁରୁବାର ଆଡ଼ମ୍ବର ସହକାରେ ସ୍ବାଧୀନତା ଦିବସ ପାଳିତ ହୋଇଯାଇଛି। ସଙ୍ଗଠନର ସଭାପତି ରମେଶ ଚନ୍ଦ୍ର ଜେନା ଜାତୀୟ ପତାକା ଉତ୍ତୋଳନ କରିଥିଲେ। ଏହି ଅବସରରେ ମାନବ ସମ୍ବଳ ମହାପ୍ରବନ୍ଧକ ସତ୍ୟାନନ୍ଦ…

ଖୁସି ଆଣିଲା ଲଘୁଚାପ ବର୍ଷା

ଢେଙ୍କାନାଳ ଅଫିସ, ୧୫।୮: ଢେଙ୍କାନାଳ ଜିଲାର ଚାଷୀଙ୍କୁ ସୁହାଇଛି ଲଘୁଚାପଜନିତ ବର୍ଷା। ଫଳରେ ଜୁଲାଇରେ ଧିମେଇଥିବା ଖରିଫ୍‌ ଚାଷ କାର୍ଯ୍ୟ ଜୋର୍‌ ଧରିଛି। ତଥାପି ଅଗଷ୍ଟ ୧୩ ସୁଦ୍ଧା ଜିଲାରେ ହୋଇଥିବା ବର୍ଷା ହାରାହାରି ପରିମାଣଠାରୁ ୩.୯୮% କମ୍‌ ବୋଲି କୃଷି…

ଲୋକସଂସ୍କୃତିକୁ ଗ୍ରାସିଲାଣି ଆଧୁନିକତା: ମଳିନ ପଡ଼ିଲାକଣି ‘ଘୁମୁରା’

କାମାକ୍ଷାନଗର, ୧୫ା୮: ହିନ୍ଦୁ ପୁରାଣ ଶାସ୍ତ୍ରରେ ଘୁମୁରା ନୃତ୍ୟର ସ୍ଥାନ ସ୍ବତନ୍ତ୍ର। ଦୀର୍ଘବର୍ଷ ଧରି ଏହାଶକ୍ତି ଉପାସନାରେ ବ୍ୟବହୃତ ହୋଇ ଆସୁଛି। ଏହାକୁ ରଣବାଦ୍ୟ ଭାବେ ଯୁଦ୍ଧକ୍ଷେତ୍ରରେ ବ୍ୟବହାର କରାଯାଉଥିବା ଇତିହାସରେ ଉଲ୍ଲେଖ ରହିଛି। କେବଳ ଏତିକି ନୁହେଁ, ରାଜରାଜୁଡ଼ା ସମୟରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?