ଯୋରନ୍ଦା ମାଟିକୁ ପବିତ୍ର କରିଛି ମହିମା ଧର୍ମ
ଢେଙ୍କାନାଳ (ରତନ ନାୟାର)/ଭୁବନେଶ୍ୱର (ଅନିଲ ଦାସ) ୨୩ା୧୨: ସାରା ବିଶ୍ୱକୁ ଏକ ପରିବାର ଭାବେ ଗ୍ରହଣ କରିଛି ମହିମା ଧର୍ମ। ଏହା ସରଳ ଜୀବନ, ସମତା ଏବଂ ଜଗତ କଲ୍ୟାଣ ଉପରେ ବିଶ୍ୱାସ କରେ। ମହିମା ଧର୍ମର ମହାନ ସନ୍ଥ...
ଢେଙ୍କାନାଳ ଜିଲ୍ଲାର ଯୋରନ୍ଦାସ୍ଥିତ ମହିମାଗାଦିର ଉନ୍ନତୀକରଣ ପାଇଁ ଭୂମି ପୂଜନ କଲେ ମୁଖ୍ୟମନ୍ତ୍ରୀ
ଢେଙ୍କାନାଳ, ୨୨ା୧୨: ଓଡ଼ିଶାର ପ୍ରସିଦ୍ଧ ମହିମା ପୀଠ ଯୋରନ୍ଦାଠାରେ ଉପାସନା ପୀଠ ଓ ବତୀ ମଣ୍ଡପ ନିର୍ମାଣ, ଭବ୍ୟ ମହିମା ଗାଦି ଶୂନ୍ୟ ମଣ୍ଡପ ନିର୍ମାଣ ଏବଂ ମହିମା ଗାଦି ଚତୁପାର୍ଶ୍ୱ ଉନ୍ନତିକରଣ କାର୍ଯ୍ୟର ଭୂମି ପୂଜନ କରିଛନ୍ତି ମୁଖ୍ୟମନ୍ତ୍ରୀ...
୮ ବେଆଇନ ଇଟାଭାଟି ଉଚ୍ଛେଦ
ଢେଙ୍କାନାଳ,୨୦।୧୨(ରତନ ନାୟାର): ଢେଙ୍କାନାଳ ଜିଲା ଓଡ଼ାପଡ଼ା ବ୍ଲକ କମଳାଙ୍ଗଠାରୁ କୁରୁଣ୍ଟି ମଧ୍ୟରେ ବ୍ରାହ୍ମଣୀ ନଦୀ କୂଳରେ ଚାଲୁଥିବା ବେଆଇନ ଇଟା ଭାଟିକୁ ସ୍ଥାନୀୟ ପ୍ରଶାସନ ଓ ପୋଲିସ ପକ୍ଷରୁ ମଙ୍ଗଳବାର ଭୋର ୪ଟା ସମୟରେ ଉଚ୍ଛେଦ କରାଯାଇଛି। ପ୍ରଥମ ପର୍ଯ୍ୟାୟରେ...
ଜେନେରେଟର ଧୂଆଁ ନେଲା ୨ ଜୀବନ
ଢେଙ୍କାନାଳ,୧୬ା୧୨(ରତନ ନାୟାର): ଢେଙ୍କାନାଳ ଜିଲା ଓଡ଼ାପଡ଼ା ବ୍ଲକ କଣ୍ଟାବଣିଆ ଥାନା ମାନପୁର ଗ୍ରାମସ୍ଥିତ ବ୍ରାହ୍ମଣୀ ନଦୀ କୂଳରେ ଥିବା ଏକ ଇଟାଭାଟିରେ କାମ କରୁଥିବା ୨ଜଣ ଶ୍ରମିକଙ୍କ ଗୁରୁବାର ବିଳମ୍ବିତ ରାତିରେ ମୃତ୍ୟୁ ହୋଇଛି। ଜେନେରେଟର ଧୂଅଁାରେ ଶ୍ୱାସରୁଦ୍ଧ ହୋଇ...
ହାତୀ ପାଇଁ ପେଁକାଳି
କାମାକ୍ଷାନଗର,୯ା୧୨(ଅମଜାଦ ଖାନ)ରାତି ହେଲେ ଢାଉଁ ଢାଉଁ ବାଜୁଛି ଟିଣ। ହୁ ହୁ ହୋଇ ଜଳୁଛି ଟାୟାର ନିଆଁ। ପେଁକାଳିର ପେଁ ପାଁ ଶବ୍ଦରେ କମ୍ପୁଛି ଗାଁ ପାଖ ଧାନ ଖେତ। ହାତୀ, ବାର୍ହା ଆଦି ଜଙ୍ଗଲୀ ପ୍ରାଣୀଙ୍କ ମୁହଁରୁ ବର୍ଷକର...
ନାକିଚି ଛକରେ ହେଉନି ସର୍ଭିସ ରାସ୍ତା ନିର୍ମାଣ
ବଇଣ୍ଡା,୬।୧୨(ପରିକ୍ଷିତ ସାହୁ): ଅନୁଗୋଳ ଜିଲା କିଶୋରନଗର ବ୍ଲକ ନାକିଚି ଛକ ଠାରେ ସର୍ଭିସ ରୋଡ ନିର୍ମାଣ ହେଉନାହିଁ। ବାରମ୍ବାର ଅଭିଯୋଗ କଲେ ମଧ୍ୟ ଜାତୀୟ ରାଜପଥ ପ୍ରାଧିକରଣ କର୍ତ୍ତୃପକ୍ଷ ଏ ସଂକ୍ରାନ୍ତରେ ଧ୍ୟାନ ଦେଉ ନ ଥିବାରୁ ସୋମବାର ନାକିଚି...
‘ଓଡ଼ିଶାର ସବୁଜିମା ବିମୋହିତ କରିଛି’
ଢେଙ୍କାନାଳ,୧ା୧୨(ରତନ ନାୟାର):ନେଦରଲାଣ୍ଡ ଆର୍ମଷ୍ଟ୍ରଙ୍ଗ୍ର ଦମ୍ପତି ସାଇମନ ଆଣ୍ଡରସନ୍(୭୦) ଓ ଏକ୍ଜାନିଆ ହେନେରୀ(୬୦) ବାଇକ୍ରେ ଭାରତ ଭ୍ରମଣ କରୁଛନ୍ତି। ଏହି ଅବସରରେ ଦୁହେଁ ଗୁରୁବାର ଢେଙ୍କାନାଳ ସହରରେ ପହଞ୍ଚି ବୋରାପଦାସ୍ଥିତ ଗଜଲକ୍ଷ୍ମୀ ପ୍ୟାଲେସରେ ରହିଛନ୍ତି। ବର୍ତ୍ତମାନ ସୁଦ୍ଧା ୧୨ ହଜାର କିଲୋମିଟର...
ଧର୍ମେନ୍ଦ୍ରଙ୍କ ଲଢ଼ିବା ନେଇ ସୋସିଆଲ ମିଡିଆରେ ଚର୍ଚ୍ଚା
ଢେଙ୍କାନାଳ,୧ା୧୨ (ରତନ ନାୟାର):ଆସନ୍ତା ସାଧାରଣ ନିର୍ବାଚନରେ ଢେଙ୍କାନାଳ ଲୋକ ସଭା ଆସନରୁ ଭାଜପାର ସମ୍ଭାବ୍ୟ ପ୍ରାର୍ଥୀଙ୍କୁ ନେଇ ଦଳୀୟ ନେତୃବୃନ୍ଦଙ୍କ ପକ୍ଷରୁ ସୋସିଆଲ ମିଡିଆରେ ଚର୍ଚ୍ଚା ଜୋର୍ ଧରିଛି। ବିଶେଷକରି ଭାଜପାର ବରିଷ୍ଠ ନେତା ତଥା କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ...
ରାଜପଥ ସମ୍ପ୍ରସାରଣ ଶେଷ ଅନିଶ୍ଚିତତାରେ
ଢେଙ୍କାନାଳ,୨୯।୧୧(ରତନ ନାୟାର): ଢେଙ୍କାନାଳ ଜିଲା କାର୍ଯ୍ୟାଳୟ ସଦ୍ଭାବନା ଗୃହରେ ଜିଲାସ୍ତରୀୟ ସଂସଦୀୟ କ୍ଷେତ୍ର ସଡ଼କ ସୁରକ୍ଷା କମିଟି ବୈଠକ ମଙ୍ଗଳବାର ଅନୁଷ୍ଠିତ ହୋଇଯାଇଛି। ଏଥିରେ ଏମ୍ପି ମହେଶ ସାହୁ ଅଧ୍ୟକ୍ଷତା କରିବା ସହ ୫୫ନଂ ଜାତୀୟ ରାଜପଥ ସମ୍ପ୍ରସାରଣ କାର୍ଯ୍ୟ...
ବ୍ରାହ୍ମଣୀ ଆଁରେ ୫ଶହ ହେକ୍ଟର ଜମି
ଢେଙ୍କାନାଳ,୨୨।୧୧(ରତନ ନାୟାର): ଢେଙ୍କାନାଳ ଜିଲା ସଦର ବ୍ଲକ ଗେଙ୍ଗୁଟିଆ, ଗୁରୁଜାଙ୍ଗଠାରୁ ଆରମ୍ଭ କରି ସାଙ୍କୁଲେଇ ଗ୍ରାମ ପର୍ଯ୍ୟନ୍ତ ପ୍ରାୟ ୫୦୦ ହେକ୍ଟର ଚାଷଜମି ବ୍ରାହ୍ମଣୀ ନଦୀର ବନ୍ୟା ଜଳ ଖାଇଯାଇଛି। ଏ ସମ୍ପର୍କରେ ଚାଷୀମାନେ ରାଜ୍ୟ ସରକାରଙ୍କ ଦୃଷ୍ଟି ଆକର୍ଷଣ...
୧୦ ମାସରେ ୩୩୭ ଦୁର୍ଘଟଣା, ୧୫୦ ଜୀବନହାନି
ଢେଙ୍କାନାଳ,୧୭ା୧୧(ରତନ ନାୟାର): ଢେଙ୍କାନାଳ ଜିଲା ସଡ଼କ ସୁରକ୍ଷା କମିଟି ବୈଠକ ଜିଲା କାର୍ଯ୍ୟାଳୟର ସଦ୍ଭାବନା ଗୃହରେ ଗୁରୁବାର ଅନୁଷ୍ଠିତ ହୋଇଯାଇଛି। ଅତିରିକ୍ତ ଜିଲାପାଳ(ରାଜସ୍ବ) ଲଳିତ ମୋହନ ବେହେରା ବୈଠକରେ ଅଧ୍ୟକ୍ଷତା କରି ପୂର୍ବ ଏବଂ ଚଳିତ ବୈଠକର ନିଷ୍ପତ୍ତିକୁ କଡାକଡି...
ଜେଲ୍ ଫାର୍ମାସିଷ୍ଟ ଗିରଫ
କାମାକ୍ଷାନଗର,୧୫।୧୧(ସୁଧୀର କୁମାର ପରିଡ଼ା): ଢେଙ୍କାନାଳ ଜିଲା ତୁମୁସିଙ୍ଗା ଥାନା ବାରୁଆ (କା) ପଞ୍ଚାୟତ ସମିତି ସଭ୍ୟ ଦୀପକ ମାହୁନ୍ତଙ୍କ ହତ୍ୟା ଘଟଣାର ମୁଖ୍ୟ ଅଭିଯୁକ୍ତ କନ୍ତିଓପୁଟସାହି ଗ୍ରାମର ନୀର ଓରଫ ନିରାକାର ସାହୁଙ୍କ ହତ୍ୟା ଘଟଣାରେ ଗିରଫଦାରି ସଂଖ୍ୟା ବଢ଼ିବାରେ...
Archives


