ଢେଙ୍କାନାଳ

ପୂର୍ବ ଶତ୍ରୁତା: ପୂର୍ବତନ ସମିତିସଭ୍ୟଙ୍କୁ ହତ୍ୟା

କାମାକ୍ଷାନଗର/ଭୁବନ, ୯।୫(ଡି.ଏନ୍‌.ଏ.): ରାଜନୈତିକ କନ୍ଦଳ ଏବଂ ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ଢେଙ୍କାନାଳ ଜିଲା ଭୁବନ ବ୍ଲକ ଦିଘି ପଞ୍ଚାୟତର ପୂର୍ବତନ ସମିତିସଭ୍ୟ ସର୍ବେଶ୍ୱର ରାଉତ (୫୫)ଙ୍କୁ ନିର୍ମମ ଭାବେ ହତ୍ୟା କରାଯାଇଛି। ମୃତକଙ୍କ ପୁଅ ସୁଜିତ ରାଉତଙ୍କ ଅଭିଯୋଗକ୍ରମେ କାମାକ୍ଷାନଗର...

କଳାକୃତି ଗ୍ରାମରେ ହେବ ଓ୍ବାଟରପାର୍କ

ଢେଙ୍କାନାଳ ଅଫିସ,୮।୫: ଢେଙ୍କାନାଳ ଜିଲା ପର୍ଯ୍ୟଟନର ବିକାଶ ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ୫୦ କୋଟି ଟଙ୍କା ଅନୁଦାନ ମଞ୍ଜୁର କରିଛନ୍ତି। ଏହାପରେ ଜିଲା ପ୍ରଶାସନ ପକ୍ଷରୁ ଏଥିଲାଗି ତତ୍ପରତା ପ୍ରକାଶ ପାଇଛି। ବିଶେଷକରି କଳାକୃତି ଗ୍ରାମ ସଦେଇବେରେଣୀ-ନବଜୀବନପୁରକୁ ବିଶ୍ୱସ୍ତରୀୟ...

ଗାଡ଼ି କିସ୍ତି ଦେବାକୁ ଆସୁଥିଲେ: ଦୁର୍ଘଟଣାରେ ଦାଦା, ପୁତୁରା ମୃତ

କାମାକ୍ଷାନଗର, ୬।୫(ଡି.ଏନ୍‌.ଏ.): ଯେଉଁ ଗାଡ଼ିର ଇଏମ୍‌ଆଇ କିସ୍ତି ଦେବାକୁ ଆସୁଥିଲେ ସେହି ଗାଡ଼ି ଦୁର୍ଘଟଣାରେ ଲିଭିଗଲା ଦାଦା, ପୁତୁରାଙ୍କ ଜୀବନ ଦୀପ। ଢେଙ୍କାନାଳ ଜିଲା କଙ୍କଡ଼ାହାଡ଼ ଥାନା ବନ୍ଦାଣିଆ ଛକ ନିକଟରେ ଶୁକ୍ରବାର ପୂର୍ବାହ୍ନରେ ଘଟିଛି ଏଭଳି ଏକ ଦୁଃଖଦ...

ବାଇକ୍‌ ଲୋନ୍‌ କିସ୍ତି ଶୁଝିବାକୁ ଆସୁଥିଲେ ଦାଦା-ପୁତୁରା, ଦୁର୍ଘଟଣାରେ ଚାଲିଗଲା ଦୁହିଁଙ୍କ ଜୀବନ

କାମାକ୍ଷାନଗର,୫।୫: ଢେଙ୍କାନାଳ ଜିଲା କଙ୍କଡ଼ାହାଡ ଥାନା ବନ୍ଦାଣିଆ ଛକ ନିକଟରେ ଶୁକ୍ରବାର ପୂର୍ବାହ୍ନରେ ଓଡି ୦୬ ଏଲ ୬୧୧୩ ନମ୍ବର ବିଶିଷ୍ଟ ବାଇକ୍‌ ରେ ଭାରସାମ୍ୟ ହରାଇ ଏକ ଗଛରେ ପିଟି ହୋଇଛି। ଫଳରେ ଦୁଇ ବାଇକ୍‌ ଆରୋହି କାଳିଆପାଣି...

୭ ବର୍ଷରେ ୨,୨୯୩ ଶିଶୁ ମୃତ

ଢେଙ୍କାନାଳ ଅଫିସ, ୪।୫: ଢେଙ୍କାନାଳ ଜିଲାରେ ଗତ ୭ ବର୍ଷରେ ୨,୨୯୩ ନବଜାତ ଶିଶୁଙ୍କ ମୃତ୍ୟୁ ଘଟିଛି। ସୂଚନା ଅଧିକାର ଆଇନ ବଳରେ ହସ୍ତଗତ ହୋଇଥିବା ତଥ୍ୟରୁ ଏହା ଜଣାପଡ଼ିଛି। ଉଭୟ ରାଜ୍ୟ ଏବଂ କେନ୍ଦ୍ର ସରକାର ଶିଶୁ ଓ...

ତାପଜ ବିଦ୍ୟୁତ୍‌ ପ୍ରକଳ୍ପ ତାତି ଶିଥିଳ

କାମାକ୍ଷାନଗର, ୪।୫(ଡି.ଏନ୍‌.ଏ.): ଢେଙ୍କାନାଳ ଜିଲା କାମାକ୍ଷାନଗର ବ୍ଲକର ୭ଟି ଗ୍ରାମକୁ ନେଇ ଓଡ଼ିଶା ଥର୍ମାଲ ପାଓ୍ବାର କର୍ପୋରେଶନ ଲିମିଟେଡ୍‌ (ଓଟିପିସିଏଲ୍‌) ପକ୍ଷରୁ ପ୍ରସ୍ତାବିତ ତାପଜ ବିଦ୍ୟୁତ୍‌ ପ୍ରକଳ୍ପରେ ଶିଥିଳତା ଦେଖାଦେଇଛି। ୨୦୧୧ରୁ ଏହି ବହୁ ପ୍ରତୀକ୍ଷିତ ପ୍ରକଳ୍ପ ଲାଗି ପ୍ରକ୍ରିୟା...

ରେଳ ଧାରଣାକୁ ଖସିପଡ଼ିଲା ହାଇଓ୍ବା

ଭୁବନ, ୪।୫(ଡି.ଏନ୍‌.ଏ.): ଢେଙ୍କାନାଳ ଜିଲା ଭୁବନ ଥାନା ଯମୁନାକୋଟ ଗ୍ରାମ ନିକଟ ରେଳଧାରଣାରେ ବୁଧବାର ଅପରାହ୍ନରେ ଏକ ଅଭାବନୀୟ ଘଟଣା ଘଟିଛି। ଦ୍ରୁତଗତିରେ ଆସୁଥିବା ଏକ ହାଇଓ୍ବା (ନଂ. ଓଡ଼ି ୦୪ ଏନ୍‌ ୧୦୯୬) ଭାରସାମ୍ୟ ହରାଇ ଓଭରବ୍ରିଜ୍‌ ଉପରୁ...

ଭଡ଼ାଘରେ ସେକ୍ସ ରାକେଟ୍‌

ଢେଙ୍କାନାଳ ଅଫିସ, ୩।୫: ଢେଙ୍କାନାଳ ସହର ଆନନ୍ଦନଗର କାଠଗଡ଼ା ଅଞ୍ଚଳର ଏକ ଭଡ଼ାଘରେ ଚାଲିଥିବା ସେକ୍ସ ରାକେଟ୍‌ର ରହସ୍ୟ ଉନ୍ମୋଚନ କରିଛି ଟାଉନ ଥାନା ପୋଲିସ। ଏହି ଘଟଣାରେ ରାଣୀ ମହୁମାଛିଙ୍କ ସମେତ ୪ ଜଣ ଗିରଫ ହୋଇଛନ୍ତି। ଉଦ୍ଧାର...

ମେଡିକାଲରେ ମୃତ ଘୋଷିତ ଶିଶୁ ଘରେ ଜିଇଉଠିଲା

ଢେଙ୍କାନାଳ ଅଫିସ,୧।୫: ଡାକ୍ତରଖାନାରେ ମୃତ ଘୋଷିତ ନବଜାତକ ଘରେ ଜିଇଉଠିଲା। ଏଭଳି ଏକ ଅଭାବନୀୟ ଘଟଣା ଘଟିଛି ଢେଙ୍କାନାଳ ପୌରାଞ୍ଚଳରେ। ବଞ୍ଚତ୍ଥିବା ଶିଶୁକୁ ମୃତ ଘୋଷଣା କରିବା ଡାକ୍ତରଙ୍କ ଚରମ ଅବହେଳା ବୋଲି ପରିବାର ଲୋକେ କହୁଥିବା ବେଳେ ଅଭିଯୋଗକୁ...

ହାତୀ ନେଲା ଚାଷୀଙ୍କ ଜୀବନ

ଢେଙ୍କାନାଳ ଅଫିସ,୩୦।୪: ଢେଙ୍କାନାଳ ଜିଲା ସଦର ଥାନା ଅନ୍ତର୍ଗତ ଗୋବିନ୍ଦପୁର ଫାଣ୍ଡି ବଳଦିଆବନ୍ଧ ପଞ୍ଚାୟତ କୁରମଟାଙ୍ଗର ଗ୍ରାମରେ ରବିବାର ହାତୀ ଆତଙ୍କ ଦେଖାଦେଇଛି। ଦନ୍ତା ଆକ୍ରମଣରେ ଚାଷୀ ଶ୍ରୀକାନ୍ତ ପରିଡ଼ାଙ୍କ ଭୋର ସମୟରେ ମୃତ୍ୟୁ ଘଟିଛି । ଶ୍ରୀକାନ୍ତ ଧାନ...

‘ସମନ୍ବୟ ରଖ, ଫଳପ୍ରଦ କର’

ଢେଙ୍କାନାଳ ଅଫିସ, ୨୯ା୪: ଢେଙ୍କାନାଳ ଜିଲା କାର୍ଯ୍ୟାଳୟ ସଦ୍‌ଭାବନା ଗୃହରେ ଶୁକ୍ରବାର ପୂର୍ବାହ୍ନରେ ‘ମୋ ବ୍ଲକ, ମୋ ଢେଙ୍କାନାଳ’ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି। ଜିଲା ପରିଷଦ ସଭାନେତ୍ରୀ ଅର୍ଚ୍ଚନା ପୁହାଣ ଏଥିରେ ଯୋଗଦେଇ କହିଲେ, ଏଭଳି ଅଭିନବ କାର୍ଯ୍ୟକ୍ରମ...

ସହରରେ ଲାଗିବ ୭୫୦ ସିସିଟିଭି

ଢେଙ୍କାନାଳ ଅଫିସ, ୨୯।୪: ଢେଙ୍କାନାଳରେ ଆପରାଧିକ କାର୍ଯ୍ୟକଳାପ ଉପରେ ନଜର ରଖିବା ପାଇଁ ସାରା ସହରରେ ୭୫୦ଟି ସିସିଟିଭି କ୍ୟାମେରା ଲଗାଯିବ।  ନିର୍ବାଚନ ପୂର୍ବରୁ ଦୁର୍ଦ୍ଦାନ୍ତ ଅପରାଧୀଙ୍କ ସମ୍ପର୍କରେ ପୂର୍ଣ୍ଣାଙ୍ଗ ତଥ୍ୟ ସଂଗ୍ରହ କରାଯିବ। ୬-୭ ବର୍ଷ ତଳର ପ୍ରାୟ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri