ଢେଙ୍କାନାଳ

ସିଆଇଆଇ ଶାଖା ଗଠନ ପ୍ରକ୍ରିୟା ଆରମ୍ଭ: ଯୋଗଦେଲେ ୧୮ ଶିଳ୍ପସଂସ୍ଥାର ଅଧିକାରୀ

ଢେଙ୍କାନାଳ ଅଫିସ, ୧୧।୮ – ଢେଙ୍କାନାଳ-ଅନୁଗୋଳ-ତାଳଚେର ଶିଳ୍ପାଞ୍ଚଳର ବିକାଶ ପାଇଁ ଭାରତୀୟ ଶିଳ୍ପ ମହାସଂଘ (ସିଆଇଆଇ) ଆଞ୍ଚଳିକ ଶାଖା ଗଠନ ଲାଗି ଟାଟାଷ୍ଟିଲ ବିଏସ୍‌ଏଲ୍‌ ନେତୃତ୍ୱରେ ପ୍ରୟାସ ଆରମ୍ଭ ହୋଇଛି। ଏଥିପାଇଁ ସହମତି ଜଣାଇଛନ୍ତି ରାଷ୍ଟ୍ରାୟାତ୍ତ ଉଦ୍ୟୋଗ ନାଲ୍‌କୋ, ଏନ୍‌ଟିପିସି ସମେତ…

ବାଇପାସ୍‌ରେ ଯୋଡ଼ିହେବ ଆଳତୁମା-ମାଳପୁରା : ଖର୍ଚ୍ଚ ହେବ ୨୦.୧୧ କୋଟି

କାମାକ୍ଷାନଗର, ୧୦।୮(ଡି.ଏନ.ଏ.) – ଢେଙ୍କାନାଳ-କାମାକ୍ଷାନଗର ରାସ୍ତାରେ ୫୩ନଂ. ଜାତୀୟ ରାଜପଥକୁ ସଂଯୋଗ କରିବାକୁ ପୂର୍ତ୍ତ ବିଭାଗ ପକ୍ଷରୁ ଏକ ବାଇପାସ୍‌ ରାସ୍ତା ନିର୍ମାଣ କରାଯିବ। ଏଥିପାଇଁ ଚୂଡ଼ାନ୍ତ ନକ୍ସା ପ୍ରସ୍ତୁତ କାର୍ଯ୍ୟ ଶେଷ ହୋଇଛି। ୭.୭ କିମି ଦୈର୍ଘ୍ୟ ବିଶିଷ୍ଟ ଉକ୍ତ…

ଶାଶୁଙ୍କୁ ବୋହୂ ମାଡ଼ ମାରିବା ଘଟଣା: ଥାନାରେ ସମାଧାନ ହେଲା ମାମଲା

ପରଜଙ୍ଗ, ୧୦।୮(ଡି.ଏନ୍‌.ଏ.) – ଢେଙ୍କାନାଳ ପରଜଙ୍ଗ ଥାନା ଗେହ୍ଲେଇକାଟେଣୀ ଗ୍ରାମର ବୃଦ୍ଧା ପାରେଇ ନାୟକଙ୍କୁ ବୋହୂ ସବିତା ଗଁା ଦାଣ୍ଡରେ ମାଡ଼ ମାରୁଥିବା ଭିଡ଼ିଓ ଭାଇରାଲ ହୋଇଥିଲ। ଶୁକ୍ରବାର ଥାନାରେ ଆପୋସ ବୁଝାମଣା ମାଧ୍ୟମରେ ମାମଲାର ସମାଧାନ ହୋଇଛି। ଏଣିକି ଶାଶୁ-ବୋହୂ…

ଗଣେଶ ପୂଜା ପାଇଁ ପ୍ରସ୍ତୁତି: ୩୮ ମଣ୍ଡପରେ ପୂଜାର୍ଚ୍ଚନା

ଢେଙ୍କାନାଳ ଅଫିସ, ୧୦।୮ – ଢେଙ୍କାନାଳ ସହରରେ ସେପ୍ଟେମ୍ବର ୨ରୁ ଆରମ୍ଭ ହେଉଛି ବିଘ୍ନରାଜ ଗଜାନନଙ୍କ ପୂଜା। ସପ୍ତାହବ୍ୟାପୀ ଏହି କାର୍ଯ୍ୟକ୍ରମକୁ ଶୃଙ୍ଖଳିତ କରିବାକୁ ଶୁକ୍ରବାର ଅପରାହ୍ନରେ ଜିଲା କାର୍ଯ୍ୟାଳୟ ସଦ୍‌ଭାବନା ଗୃହରେ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି। ଜିଲାପାଳ ଭୂମେଶ…

ଔଷଧ ଖାଇ ୧୮ ଛାତ୍ରୀଛାତ୍ର ଅସୁସ୍ଥ

କାମାକ୍ଷାନଗର, ୯।୮(ଡି.ଏନ.ଏ.)-ଢେଙ୍କାନାଳ ଜିଲା ତୁମୁସିଙ୍ଗା ଥାନା ବାରୁଆ (କା) ପଞ୍ଚାୟତ ଅଧୀନ ଆଞ୍ଚଳିକ ହାଇସ୍କୁଲରେ ଶୁକ୍ରବାର କୃମିନାଶକ ବଟିକା ଖାଇ ୧୮ଛାତ୍ରୀଛାତ୍ର ଅସୁସ୍ଥ ହୋଇପଡ଼ିଛନ୍ତି। ସେମାନଙ୍କୁ ଅଁଳାବେରେଣୀ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଥିଲା। ଚିକିତ୍ସା ପରେ ସମସ୍ତେ ସୁସ୍ଥ ହୋଇ ଘରକୁ…

ଅଗଷ୍ଟ କ୍ରାନ୍ତି ଦିବସ ପାଳିତ: ‘ସଂଗ୍ରାମୀଙ୍କ ପଥ ଅନୁସରଣ କର’

ଭୁବନ, ୯।୮(ଡି.ଏନ.ଏ.)-ଭୁବନ ହେଉଛି ସଂଗ୍ରାମୀଙ୍କ ମାଟି। ସର୍ବକନିଷ୍ଠ ଶହୀଦ ବାଜି ରାଉତଙ୍କ ବଳିଦାନ ସ୍ବାଧୀନତା ସଂଗ୍ରାମ ଇତିହାସରେ ଲିପିବଦ୍ଧ। ଏହି ମାଟିର ସନ୍ତାନ ହୋଇ ଆମେ ଇତିହାସକୁ ଭୁଲିଯିବା ଅନୁଚିତ। ଦେଶମାତୃକାର ସେବାରେ ପ୍ରାଣବଳି ଦେଇଥିବା ବୀର ସଂଗ୍ରାମୀଙ୍କ ପଥ ଅନୁସରଣ…

ଗାଁ ଦାଣ୍ଡରେ ଶାଶୁଙ୍କୁ ଘୋଷାଡ଼ି ପିଟିଲେ ବୋହୂ

ପରଜଙ୍ଗ, ୯।୮(ଡି.ଏନ.ଏ.)-ଢେଙ୍କାନାଳ ପରଜଙ୍ଗ ଥାନା ମୁଣ୍ଡେଇଲୋ ପଞ୍ଚାୟତ ଗେହ୍ଲେଇକାଟେଣୀ ଗ୍ରାମର ଜଣେ ମହିଳା ତାଙ୍କ ବୃଦ୍ଧା ଶାଶୁଙ୍କୁ ଗଁା ଦାଣ୍ଡରେ ଘୋଷାଡ଼ି ନିସ୍ତୁକ ମାଡ଼ ମାରୁଥିବା ଭିଡ଼ିଓ ଭାଇରାଲ ହୋଇଛି। ଏ ନେଇ ଥାନାରେ ବିଧିବଦ୍ଧ ଭାବେ ଅଭିଯୋଗ ହୋଇନାହିଁ। ଅନ୍ୟପଟେ…

ଜିଲାକୁ ଫାଇଲେରିଆ ମୁକ୍ତ କରିବା ଲକ୍ଷ୍ୟ: ‘ସାମୂହିକ ଔଷଧ ସେବନ ଲାଭଦାୟକ’

ଢେଙ୍କାନାଳ ଅଫିସ, ୯।୮-ଢେଙ୍କାନାଳକୁ ଫାଇଲେରିଆ ମୁକ୍ତ କରିବାକୁ ଜିଲା ମୁଖ୍ୟ ଚିକିତ୍ସାଳୟ ସଭାଗୃହରେ ଗୁରୁବାରଠାରୁ ଆରମ୍ଭ ହୋଇଛି ସାର୍ବଜନୀନ ଔଷଧ ସେବନ କାର୍ଯ୍ୟକ୍ରମ। ଜିଲାପାଳ ଭୂମେଶ ଚନ୍ଦ୍ର ବେହେରା ବଟିକା ଖାଇ ଏହାର ଶୁଭାରମ୍ଭ କରିଥିଲେ। ସାମୂହିକ ଔଷଧ ସେବନ ରୋଗ…

କାର୍ଯ୍ୟାଦେଶ, ପଟ୍ଟା ବଣ୍ଟନ : ‘ଲାଞ୍ଚକୁ ପ୍ରଶ୍ରୟ ଦିଆଯିବନାହିଁ ’

କାମାକ୍ଷାନଗର,୮।୮(ଡି.ଏନ.ଏ.) ମୁଣ୍ଡ ଉପରେ ଛାତ ପରିବାରକୁ ସୁରକ୍ଷିତ ରଖେ। ଏହାକୁ ହୃଦୟଙ୍ଗମ କରିଛନ୍ତି ଏବେକାର ସରକାର। ଜନସାଧାରଣଙ୍କ ସୁଖସୁବିଧା ଲାଗି ଆବାସ ଯୋଜନା କାର୍ଯ୍ୟକାରୀ କରାଯାଇଛି। ପକ୍କାଘର ନିର୍ମାଣ କରିବାକୁ ଅର୍ଥରାଶି ଯୋଗାଇ ଦିଆଯାଉଛି। ନିର୍ଦ୍ଧାରିତ ସମୟ ମଧ୍ୟରେ ଘର କାମ…

ଡାକ୍ତରଖାନା ଶୌଚାଳୟରେ ତାଲା: ଶୌଚ ହେବାକୁ ଯାଇ ବୃଦ୍ଧା ହୀନସ୍ତା

ଭୁବନ, ୮।୮(ଡି.ଏନ.ଏ.) ଢେଙ୍କାନାଳ ଜିଲା ଭୁବନ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ପରିଚାଳନାଗତ ଅବ୍ୟବସ୍ଥା ଚରମ ସୀମାରେ ପହଞ୍ଚତ୍ଛି। କେତେବେଳେ ବର୍ଷା ପାଣିରେ ରୋଗୀ ଘାଣ୍ଟି ହେଉଛନ୍ତି ତ, ଆଉ କେବେ ଚିକିତ୍ସା ସୁବିଧା ନ ପାଇ ନିରାଶ ହୋଇ ଫେରୁଛନ୍ତି ଆସନ୍ନ ପ୍ରସବା।…

ପୋଲିସ ହେପାଜତରୁ କଏଦୀ ଚମ୍ପଟ

ହିନ୍ଦୋଳ, ୭।୮(ଡି.ଏନ.ଏ.): ଢେଙ୍କାନାଳ ଜିଲା ହିନ୍ଦୋଳ କୋର୍ଟ ପରିସରରୁ ବୁଧବାର ଜଣେ ବିଚାରାଧୀନ କଏଦୀ ପୋଲିସ ସୁରକ୍ଷା ବଳୟ ଭାଙ୍ଗି ଚମ୍ପଟ ମାରିଛନ୍ତି। ସେ ହେଲେ ପ୍ରହଲ୍ଲାଦ ବେହେରା। ତାଙ୍କ ଘର ବାଲିମୀ ଥାନା ଅନ୍ତର୍ଗତ କଡଲା ଗ୍ରାମରେ। ମାମଲାର ବିବରଣୀ…

ଇ-ଟେକ୍‌ ଆବାସିକ କଲେଜ ପ୍ରତିଷ୍ଠା ଦିବସ: ‘ଅଭିଭାବକଙ୍କୁ ସମ୍ମାନ ବିନା ଶିକ୍ଷା ମୂଲ୍ୟହୀନ’

ଢେଙ୍କାନାଳ ଅଫିସ, ୭।୮-ଅଭିଭାବକମାନେ ଚାହାନ୍ତି ସେମାନଙ୍କ ସନ୍ତାନ ଭଲ ପାଠପଢ଼ି ବଡ଼ମଣିଷ ହେଉ। ନିଜ ପିଲାମାନଙ୍କ ପାଇଁ ମା’ବାପା ଏପରି ସ୍ବପ୍ନ ଦେଖିବା ସ୍ବାଭାବିକ। ଏବେ ଦେଖାଯାଉଛି ପିଲାଟିଏ ଉଚ୍ଚଶିକ୍ଷିତ ହେବାପରେ ନିଜର ଜନ୍ମକଲା ମା’ବାପାଙ୍କୁ ହତାଦର କରୁଛି। ଯେତେ ଭଲ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?