ଢେଙ୍କାନାଳ

ଗଣେଶ ପୂଜା ପାଇଁ ପ୍ରସ୍ତୁତି: ୩୮ ମଣ୍ଡପରେ ପୂଜାର୍ଚ୍ଚନା

ଢେଙ୍କାନାଳ ଅଫିସ, ୧୦।୮ – ଢେଙ୍କାନାଳ ସହରରେ ସେପ୍ଟେମ୍ବର ୨ରୁ ଆରମ୍ଭ ହେଉଛି ବିଘ୍ନରାଜ ଗଜାନନଙ୍କ ପୂଜା। ସପ୍ତାହବ୍ୟାପୀ ଏହି କାର୍ଯ୍ୟକ୍ରମକୁ ଶୃଙ୍ଖଳିତ କରିବାକୁ ଶୁକ୍ରବାର ଅପରାହ୍ନରେ ଜିଲା କାର୍ଯ୍ୟାଳୟ ସଦ୍‌ଭାବନା ଗୃହରେ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି। ଜିଲାପାଳ ଭୂମେଶ…

ଔଷଧ ଖାଇ ୧୮ ଛାତ୍ରୀଛାତ୍ର ଅସୁସ୍ଥ

କାମାକ୍ଷାନଗର, ୯।୮(ଡି.ଏନ.ଏ.)-ଢେଙ୍କାନାଳ ଜିଲା ତୁମୁସିଙ୍ଗା ଥାନା ବାରୁଆ (କା) ପଞ୍ଚାୟତ ଅଧୀନ ଆଞ୍ଚଳିକ ହାଇସ୍କୁଲରେ ଶୁକ୍ରବାର କୃମିନାଶକ ବଟିକା ଖାଇ ୧୮ଛାତ୍ରୀଛାତ୍ର ଅସୁସ୍ଥ ହୋଇପଡ଼ିଛନ୍ତି। ସେମାନଙ୍କୁ ଅଁଳାବେରେଣୀ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଥିଲା। ଚିକିତ୍ସା ପରେ ସମସ୍ତେ ସୁସ୍ଥ ହୋଇ ଘରକୁ…

ଅଗଷ୍ଟ କ୍ରାନ୍ତି ଦିବସ ପାଳିତ: ‘ସଂଗ୍ରାମୀଙ୍କ ପଥ ଅନୁସରଣ କର’

ଭୁବନ, ୯।୮(ଡି.ଏନ.ଏ.)-ଭୁବନ ହେଉଛି ସଂଗ୍ରାମୀଙ୍କ ମାଟି। ସର୍ବକନିଷ୍ଠ ଶହୀଦ ବାଜି ରାଉତଙ୍କ ବଳିଦାନ ସ୍ବାଧୀନତା ସଂଗ୍ରାମ ଇତିହାସରେ ଲିପିବଦ୍ଧ। ଏହି ମାଟିର ସନ୍ତାନ ହୋଇ ଆମେ ଇତିହାସକୁ ଭୁଲିଯିବା ଅନୁଚିତ। ଦେଶମାତୃକାର ସେବାରେ ପ୍ରାଣବଳି ଦେଇଥିବା ବୀର ସଂଗ୍ରାମୀଙ୍କ ପଥ ଅନୁସରଣ…

ଗାଁ ଦାଣ୍ଡରେ ଶାଶୁଙ୍କୁ ଘୋଷାଡ଼ି ପିଟିଲେ ବୋହୂ

ପରଜଙ୍ଗ, ୯।୮(ଡି.ଏନ.ଏ.)-ଢେଙ୍କାନାଳ ପରଜଙ୍ଗ ଥାନା ମୁଣ୍ଡେଇଲୋ ପଞ୍ଚାୟତ ଗେହ୍ଲେଇକାଟେଣୀ ଗ୍ରାମର ଜଣେ ମହିଳା ତାଙ୍କ ବୃଦ୍ଧା ଶାଶୁଙ୍କୁ ଗଁା ଦାଣ୍ଡରେ ଘୋଷାଡ଼ି ନିସ୍ତୁକ ମାଡ଼ ମାରୁଥିବା ଭିଡ଼ିଓ ଭାଇରାଲ ହୋଇଛି। ଏ ନେଇ ଥାନାରେ ବିଧିବଦ୍ଧ ଭାବେ ଅଭିଯୋଗ ହୋଇନାହିଁ। ଅନ୍ୟପଟେ…

ଜିଲାକୁ ଫାଇଲେରିଆ ମୁକ୍ତ କରିବା ଲକ୍ଷ୍ୟ: ‘ସାମୂହିକ ଔଷଧ ସେବନ ଲାଭଦାୟକ’

ଢେଙ୍କାନାଳ ଅଫିସ, ୯।୮-ଢେଙ୍କାନାଳକୁ ଫାଇଲେରିଆ ମୁକ୍ତ କରିବାକୁ ଜିଲା ମୁଖ୍ୟ ଚିକିତ୍ସାଳୟ ସଭାଗୃହରେ ଗୁରୁବାରଠାରୁ ଆରମ୍ଭ ହୋଇଛି ସାର୍ବଜନୀନ ଔଷଧ ସେବନ କାର୍ଯ୍ୟକ୍ରମ। ଜିଲାପାଳ ଭୂମେଶ ଚନ୍ଦ୍ର ବେହେରା ବଟିକା ଖାଇ ଏହାର ଶୁଭାରମ୍ଭ କରିଥିଲେ। ସାମୂହିକ ଔଷଧ ସେବନ ରୋଗ…

କାର୍ଯ୍ୟାଦେଶ, ପଟ୍ଟା ବଣ୍ଟନ : ‘ଲାଞ୍ଚକୁ ପ୍ରଶ୍ରୟ ଦିଆଯିବନାହିଁ ’

କାମାକ୍ଷାନଗର,୮।୮(ଡି.ଏନ.ଏ.) ମୁଣ୍ଡ ଉପରେ ଛାତ ପରିବାରକୁ ସୁରକ୍ଷିତ ରଖେ। ଏହାକୁ ହୃଦୟଙ୍ଗମ କରିଛନ୍ତି ଏବେକାର ସରକାର। ଜନସାଧାରଣଙ୍କ ସୁଖସୁବିଧା ଲାଗି ଆବାସ ଯୋଜନା କାର୍ଯ୍ୟକାରୀ କରାଯାଇଛି। ପକ୍କାଘର ନିର୍ମାଣ କରିବାକୁ ଅର୍ଥରାଶି ଯୋଗାଇ ଦିଆଯାଉଛି। ନିର୍ଦ୍ଧାରିତ ସମୟ ମଧ୍ୟରେ ଘର କାମ…

ଡାକ୍ତରଖାନା ଶୌଚାଳୟରେ ତାଲା: ଶୌଚ ହେବାକୁ ଯାଇ ବୃଦ୍ଧା ହୀନସ୍ତା

ଭୁବନ, ୮।୮(ଡି.ଏନ.ଏ.) ଢେଙ୍କାନାଳ ଜିଲା ଭୁବନ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ପରିଚାଳନାଗତ ଅବ୍ୟବସ୍ଥା ଚରମ ସୀମାରେ ପହଞ୍ଚତ୍ଛି। କେତେବେଳେ ବର୍ଷା ପାଣିରେ ରୋଗୀ ଘାଣ୍ଟି ହେଉଛନ୍ତି ତ, ଆଉ କେବେ ଚିକିତ୍ସା ସୁବିଧା ନ ପାଇ ନିରାଶ ହୋଇ ଫେରୁଛନ୍ତି ଆସନ୍ନ ପ୍ରସବା।…

ପୋଲିସ ହେପାଜତରୁ କଏଦୀ ଚମ୍ପଟ

ହିନ୍ଦୋଳ, ୭।୮(ଡି.ଏନ.ଏ.): ଢେଙ୍କାନାଳ ଜିଲା ହିନ୍ଦୋଳ କୋର୍ଟ ପରିସରରୁ ବୁଧବାର ଜଣେ ବିଚାରାଧୀନ କଏଦୀ ପୋଲିସ ସୁରକ୍ଷା ବଳୟ ଭାଙ୍ଗି ଚମ୍ପଟ ମାରିଛନ୍ତି। ସେ ହେଲେ ପ୍ରହଲ୍ଲାଦ ବେହେରା। ତାଙ୍କ ଘର ବାଲିମୀ ଥାନା ଅନ୍ତର୍ଗତ କଡଲା ଗ୍ରାମରେ। ମାମଲାର ବିବରଣୀ…

ଇ-ଟେକ୍‌ ଆବାସିକ କଲେଜ ପ୍ରତିଷ୍ଠା ଦିବସ: ‘ଅଭିଭାବକଙ୍କୁ ସମ୍ମାନ ବିନା ଶିକ୍ଷା ମୂଲ୍ୟହୀନ’

ଢେଙ୍କାନାଳ ଅଫିସ, ୭।୮-ଅଭିଭାବକମାନେ ଚାହାନ୍ତି ସେମାନଙ୍କ ସନ୍ତାନ ଭଲ ପାଠପଢ଼ି ବଡ଼ମଣିଷ ହେଉ। ନିଜ ପିଲାମାନଙ୍କ ପାଇଁ ମା’ବାପା ଏପରି ସ୍ବପ୍ନ ଦେଖିବା ସ୍ବାଭାବିକ। ଏବେ ଦେଖାଯାଉଛି ପିଲାଟିଏ ଉଚ୍ଚଶିକ୍ଷିତ ହେବାପରେ ନିଜର ଜନ୍ମକଲା ମା’ବାପାଙ୍କୁ ହତାଦର କରୁଛି। ଯେତେ ଭଲ…

ଭୁବନ ସ୍ବାସ୍ଥ୍ୟକେନ୍ଦ୍ରରେ ପଶିଲା ବର୍ଷାପାଣି

ଭୁବନ, ୭।୮(ଡି.ଏନ୍‌.ଏ.)-ଲଘୁଚାପ ପ୍ରଭାବରେ ମଙ୍ଗଳବାର ସନ୍ଧ୍ୟାରେ ଭୁବନ ଅଞ୍ଚଳରେ ପ୍ରବଳ ବର୍ଷା ହୋଇଛି। ଏହାର ସିଧାସଳଖ ପ୍ରଭାବ ପଡ଼ିଛି ସ୍ବାସ୍ଥ୍ୟସେବା ଉପରେ। ଡାକ୍ତରଖାନାରେ ବର୍ଷାଜଳ ପଶିଛି। ରାତି ୯ଟା ସୁଦ୍ଧା ରୋଗୀଙ୍କ ଓ୍ବାର୍ଡ, ଅପରେଶନ ଥିଏଟର, ଲେବର ରୁମ୍‌, ବାରଣ୍ଡାରେ ପାଣି…

କଂଗ୍ରେସ ଆଣିଲା ସଙ୍ଗିନ ଅଭିଯୋଗ: ‘କ୍ଷତିପୂରଣ ପାଇଁ ଲାଞ୍ଚ ମାଗୁଛନ୍ତି ଅଧିକାରୀ’

ଢେଙ୍କାନାଳ ଅଫିସ, ୭ା୮-ଢେଙ୍କାନାଳ ଦେଇ ଯାଇଥିବା ୫୫ନଂ. ଜାତୀୟ ରାଜପଥ ସମ୍ପ୍ରସାରଣ କାର୍ଯ୍ୟରେ ବ୍ୟାପକ ଅନିୟମିତତା ହେଉଥିବା ଅଭିଯୋଗ ଆଣିଛି ଜିଲା କଂଗ୍ରେସ। କ୍ଷତିପୂରଣ ସମ୍ପର୍କିତ ତଥ୍ୟ ସାର୍ବଜନୀନ କରିବାକୁ ଦାବି କରି ମଙ୍ଗଳବାର ଦଳୀୟ କର୍ମକର୍ତ୍ତା ଜିଲାପାଳଙ୍କୁ ସ୍ମାରକପତ୍ର ଦେଇଛନ୍ତି।…

ଢେଙ୍କାନାଳରେ ବିଦେଶୀ ଆର୍କିଟେକ୍ଟ: ବଦଳିବ ବସ୍ତି ରୂପରେଖ

ଢେଙ୍କାନାଳ ଅଫିସ, ୭।୮-ରାଜ୍ୟ ସରକାରଙ୍କ ଜାଗା ମିଶନ ପାଇଲଟ୍‌ ପ୍ରୋଜେକ୍ଟରେ ସାମିଲ ହୋଇଛି ଢେଙ୍କାନାଳ ପୌରାଞ୍ଚଳ। ଏହାପରେ ସହରର ରୂପରେଖ ସାଙ୍ଗକୁ ଢାଞ୍ଚାଗତ ପରିବର୍ତ୍ତନ ଲାଗି ପ୍ରୟାସ ଆରମ୍ଭ ହୋଇଛି। ଏହି ଯୋଜନାରେ ଡ୍ରେନେଜ୍‌ ବ୍ୟବସ୍ଥା, ରାସ୍ତା ନିର୍ମାଣ, ବସ୍ତି ବାସିନ୍ଦାଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?