ଢେଙ୍କାନାଳ

ଜିଲା ବିଦ୍ୟାଳୟସ୍ତରୀୟ ଫୁଟବଲ: ସଦର ବ୍ଲକ କ୍ୱାଟର ଫାଇନାଲରେ

ଢେଙ୍କାନାଳ ଅଫିସ,୨ା୮- ଢେଙ୍କାନାଳ ଜିଲା କ୍ରୀଡା ସଂଘ ପକ୍ଷରୁ ସ୍ଥାନୀୟ ଷ୍ଟାଡିୟମଠାରେ ଚାଲିଥିବା ବିଦ୍ୟାଳୟସ୍ତରୀୟ ଫୁଟବଲ ପ୍ରତିଯୋଗିତାର ଶୁକ୍ରବାର ଅନୁଷ୍ଠିତ ମ୍ୟାଚରେ ସଦର ବ୍ଲକ, ଭୁବନ ବ୍ଲକକୁ ଟାଇବ୍ରେକର ଜରିଆରେ ୫-୩ ଗୋଲରେ ପରାସ୍ତ କରି କ୍ୱାଟର ଫାଇନାଲରେ ପ୍ରବେଶ କରିଛି।…

ଏୟୁସିସିବି ଏଟିଏମ୍‌ ସମ୍ମୁଖ ପାଲଟିଛି ପାର୍କିଂ ଜୋନ୍‌: ଉଦ୍‌ଘାଟନ ପରଠାରୁ ଅଚଳ

ପରଜଙ୍ଗ, ୨।୮(ଡି.ଏନ.ଏ.)-ଢେଙ୍କାନାଳ ଜିଲା ପରଜଙ୍ଗସ୍ଥିତ ଅନୁଗୋଳ ସଂଯୁକ୍ତ କେନ୍ଦ୍ର ସମବାୟ ବ୍ୟାଙ୍କ (ଏୟୁସିସିବି) ଏଟିଏମ୍‌ ଉଦ୍‌ଘାଟନ ପରଠାରୁ କାମରେ ଆସୁନାହିଁ। ପରିଚାଳନାଗତ ଅବ୍ୟବସ୍ଥାରେ ଏପରି ସମସ୍ୟା ସୃଷ୍ଟି ହୋଇଥିବା ଅଭିଯୋଗ ହେଉଛି। ଏ ଦିଗରେ ବ୍ୟାଙ୍କ କର୍ତ୍ତୃପକ୍ଷ ଦୃଷ୍ଟି ଦେବାକୁ ଅଞ୍ଚଳବାସୀ…

ମରୁଡ଼ି ବୀମାରାଶି ପାଇଲେନି ୨୦୮ ଚାଷୀ, ବ୍ୟାଙ୍କ ସମ୍ମୁଖରେ ଧାରଣା

ପରଜଙ୍ଗ, ୨।୮(ଡି.ଏନ୍‌.ଏ.)- ଢେଙ୍କାନାଳ ଜିଲା ପରଜଙ୍ଗସ୍ଥିତ ଅନୁଗୋଳ ସଂଯୁକ୍ତ କେନ୍ଦ୍ର ସମବାୟ ପରଜଙ୍ଗ ଶାଖା ଅଧୀନରେ ଥିବା ୧୦ଟି ସୋସାଇଟିରୁ ଋଣ ନେଇଥିବା ସହ ସହ ଚାଷୀ ଗତ ୨୦୧୭ ମସିହାରେ ମରୁଡି ନିମନ୍ତେ ଟାଟା ଏଆଇଜି ଇନ୍‌ସୁରାନ୍ସ କମ୍ପାନୀରେ ସୋସାଇଟି…

ବନ ମହୋତ୍ସବରେ ଜିଲାପାଳଙ୍କ ପ୍ରତିଶ୍ରୁତି: ମାଝିସାହି ହେବ ଆଦର୍ଶ ଗ୍ରାମ

ଢେଙ୍କାନାଳ ଅଫିସ, ୨ା୮-ଢେଙ୍କାନାଳ ଜିଲା ସପ୍ତଶଯ୍ୟା ପଞ୍ଚାୟତ ଅଧୀନ ବଣଜଙ୍ଗଲ ଘେରା ମାଝିସାହି ଗ୍ରାମରେ ସଚେତନ ନାଗରିକ ଫୋରମ୍‌ ପକ୍ଷରୁ ଗୁରୁବାର ବନ ମହୋତ୍ସବ ଅନୁଷ୍ଠିତ ହୋଇଯାଇଛି। ପାରମ୍ପରିକ ଆଦିବାସୀ ନୃତ୍ୟ, ବାଦ୍ୟର ତାଳେ ତାଳେ ଚାରା ରୋପଣ କରାଯାଇଥିଲା। ଜିଲାପାଳ…

ଭଡ଼ା ବାକିଥିବା ଦୋକାନରେ ଝୁଲିଲା ତାଲା

କାମାକ୍ଷାନଗର,୧।୮(ଡି.ଏନ୍‌.ଏ.)-କାମାକ୍ଷାନଗର ଏନ୍‌ଏସି ପକ୍ଷରୁ ବ୍ୟବସାୟ ପାଇଁ ଲିଜ୍‌ସୂତ୍ରରେ ଦିଆଯାଇଛି ଦୋକାନ ଗୃହ। ହେଲେ ବ୍ୟବସାୟୀମାନେ ବର୍ଷ ବର୍ଷ ଧରି ଭଡ଼ା ଦେଉନାହାନ୍ତି। ବାରମ୍ବାର ନୋଟିସ୍‌ ଦିଆଯିବା ସତ୍ତ୍ୱେ ଏହାକୁ ଅଣଦେଖା କରି ଚାଲିଛନ୍ତି। ଫଳରେ ଆକ୍ସନ ମୁଡ଼କୁ ଆସିଛନ୍ତି ଏନ୍‌ଏସି କର୍ତ୍ତୃପକ୍ଷ।…

କେନ୍ଦ୍ରମନ୍ତ୍ରୀଙ୍କୁ ପତ୍ର ଲେଖିଲେ ଏମ୍‌ପି: ଆଇଆଇଏମ୍‌ସିର ଉନ୍ନତୀକରଣ କରାଯାଉ

ଢେଙ୍କାନାଳ ଅଫିସ,୧ା୮ – ଢେଙ୍କାନାଳଠାରେ ଥିବା ଭାରତୀୟ ଜନସଞ୍ଚାର ସଂସ୍ଥାନର ଉନ୍ନତୀକରଣ କରାଯିବା ପାଇଁ ଏମ୍‌ପି ମହେଶ ସାହୁ ୨୭ ତାରିଖରେ କେନ୍ଦ୍ର ସୂଚନା ଓ ପ୍ରସାରଣ ମନ୍ତ୍ରୀ ପ୍ରକାଶ ଜାଭେଡକରଙ୍କୁ ପତ୍ର ମାଧ୍ୟମରେ ଜଣାଇଛନ୍ତି। ସଂସ୍ଥାନକୁ ୨୬ ବର୍ଷ ପୂରିଥିବା…

ଗାଁକୁ ଯାଇପାରିଲାନି ଆମ୍ବୁଲାନ୍ସ: ଷ୍ଟ୍ରେଚରରେ ବୁହାହେଲେ ପ୍ରସୂତ

ଭାପୁର, ୧ା୮(ଡି.ଏନ.ଏ.) – ରାସ୍ତା ନ ଥିବାରୁ ଗାଁରେ ପଶି ପାରି ନ ଥିଲା ଆମ୍ବୁଲାନ୍ସ। ଫଳରେ ଯନ୍ତ୍ରଣାରେ ଛଟପଟ ହେଉଥିବା ପ୍ରସୂତିଙ୍କୁ ଷ୍ଟ୍ରେଚରରେ ବୋହି ପ୍ରାୟ ୨ କିମି ଚାଲିବା ଦୃଶ୍ୟ ଦେଖିବାକୁ ମିଳିଛି ଢେଙ୍କାନାଳ ଜିଲା ଭାପୁର ସଦର…

ଖଣିବନ୍ଦ ଆନ୍ଦୋଳନ ଜାରି: ୬ ଦିନ ହେଲା ଉତ୍ତୋଳନ, ପରିବହନ ଠପ୍‌

ତାଳଚେର,୩୧ା୭(ନି.ପ୍ର.)-୫ ଦଫା ଦାବି ନେଇ ଭାଜପା ପକ୍ଷରୁ ତାଳଚେର କୋଲ୍‌ ଫିଲଡସରେ ଖଣି ବନ୍ଦ ଆନ୍ଦୋଳନ ଜାରି ରହିଛି। ଫଳରେ ୬ ଦିନ ଧରି ଏମ୍‌ସିଏଲ୍‌ର ଏଠାରେ ଥିବା ହିଙ୍ଗୁଳା, ବଳରାମ, ଜଗନ୍ନାଥ, ଲିଙ୍ଗରାଜ, ଭୁବନେଶ୍ୱରୀ, ଭରତପୁର, ଅନନ୍ତ କୋଇଲା ଖଣି…

ସମଗ୍ର ଶିକ୍ଷା କାର୍ଯ୍ୟକ୍ରମ ସମୀକ୍ଷା: ଜିଲାକୁ ଶିକ୍ଷାରେ ଅଗ୍ରଣୀ କରିବାକୁ ଆହ୍ବାନ

ଢେଙ୍କାନାଳ ଅଫିସ, ୩୧।୭-ଢେଙ୍କାନାଳ ସମଗ୍ର ଶିକ୍ଷା କାର୍ଯ୍ୟାଳୟ ସଭାଗୃହରେ ସୋମବାର ଶିକ୍ଷା ବ୍ୟବସ୍ଥା ସମ୍ପର୍କିତ ଏକ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି। ଜିଲାପାଳ ଭୂମେଶ ଚନ୍ଦ୍ର ବେହେରା ଏଥିରେ ଅଧ୍ୟକ୍ଷତା କରି ଜିଲାକୁ ଶିକ୍ଷାରେ ଅଗ୍ରଣୀ କରିବାକୁ ଆହ୍ବାନ ଦେଇଥିଲେ। ସମସ୍ତ…

ବୈଷ୍ଣବ ରାଉତ ହତ୍ୟା ମାମଲା: ଅଭିଯୁକ୍ତଙ୍କୁ ୮ବର୍ଷ ଜେଲ

ଢେଙ୍କାନାଳ ଅଫିସ, ୩୧।୭-ଢେଙ୍କାନାଳ ଜିଲା ଦୌରାଜଜ୍‌ଙ୍କ ଅଦାଲତରେ ମଙ୍ଗଳବାର ବିଦାବନ୍ଧ ଗ୍ରାମର ବୈଷ୍ଣବ ରାଉତ ହତ୍ୟା ମାମଲାର ରାୟ ପ୍ରକାଶ ପାଇଛି। ଜିଲା ଦୌରାଜଜ୍‌ ମଳୟ ରଞ୍ଜନ ଦାସ ଅଭିଯୁକ୍ତ ଦେବନ ପ୍ରଧାନଙ୍କୁ ଦୋଷୀ ସାବ୍ୟସ୍ତ କରିବା ସହ ୮ବର୍ଷ ସଶ୍ରମ…

ସମଗ୍ର ଶିକ୍ଷା କାର୍ଯ୍ୟକ୍ରମ ସମୀକ୍ଷା, ଢେଙ୍କାନାଳ ଜିଲାକୁ ଶିକ୍ଷାରେ ଅଗ୍ରଣୀ କରିବାକୁ ଆହ୍ବାନ

ଢେଙ୍କାନାଳ ଅଫିସ, ୩୦।୭-ଢେଙ୍କାନାଳ ସମଗ୍ର ଶିକ୍ଷା କାର୍ଯ୍ୟାଳୟ ସଭାଗୃହରେ ସୋମବାର ଶିକ୍ଷା ବ୍ୟବସ୍ଥା ସମ୍ପର୍କିତ ଏକ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି। ଜିଲାପାଳ ଭୂମେଶ ଚନ୍ଦ୍ର ବେହେରା ଏଥିରେ ଅଧ୍ୟକ୍ଷତା କରି ଜିଲାକୁ ଶିକ୍ଷାରେ ଅଗ୍ରଣୀ କରିବାକୁ ଆହ୍ବାନ ଦେଇଥିଲେ। ସମସ୍ତ…

କାମାକ୍ଷାନଗର କଲେଜରେ ଆରମ୍ଭ ହେବ ଇଗ୍ନୋ ପାଠ୍ୟକ୍ରମ

କାମାକ୍ଷାନଗର, ୩୦।୭(ଡି.ଏନ୍‌.ଏ.)-ଢେଙ୍କାନାଳ ଜିଲା କାମାକ୍ଷାନଗର କଲେଜରେ ଆରମ୍ଭ ହୋଇଥିବା ଇନ୍ଦିରା ଗାନ୍ଧୀ ଜାତୀୟ ମୁକ୍ତ ବିଶ୍ୱବିଦ୍ୟାଳୟ (ଇଗ୍ନୋ) ପକ୍ଷରୁ ଚଳିତ ଶିକ୍ଷାବର୍ଷରୁ ଆରମ୍ଭ ହେବ ଶିକ୍ଷାଦାନ। ଏ ନେଇ ମଙ୍ଗଳବାର ପୂର୍ବାହ୍ନରେ ଖବରଦାତା ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି। ପାଠ୍ୟକ୍ରମକୁ ବ୍ୟାପକ କରିବାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?