ବର୍ଷା ନାହିଁ, ଜମିରେ ଚରୁଛନ୍ତି ଗୋରୁ
ଢେଙ୍କାନାଳ ଅଫିସ,୧୬ା୭ ଢେଙ୍କାନାଳ ଜିଲା ଓଡ଼ାପଡ଼ା ବ୍ଲକ ମୋଟଙ୍ଗା ଓ କଣ୍ଟାବଣିଆ ଥାନା ଅଞ୍ଚଳରେ ବର୍ଷା ଅଭାବ ନେଇ ଚାଷୀ ହତାଶ ହୋଇପଡିଛନ୍ତି। ଦୁଇ ସପ୍ତାହ ତଳେ ଲଘୁଚାପ ଯୋଗୁ ସାମାନ୍ୟ ବର୍ଷା ହୋଇଥିଲା, ଯାହା କି ଚାଷ ପାଇଁ ପର୍ଯ୍ୟାପ୍ତ…
ପରଜଙ୍ଗ ପୋଲିସକୁ ଦୁର୍ବୃତ୍ତଙ୍କ ଖୋଲା ଚ୍ୟାଲେଞ୍ଜ: ଥାନାଠାରୁ ଅନତି ଦୂରରେ ପୁଣି ଲୁଟ୍ ଉଦ୍ୟମ, ଅଳ୍ପକେ ବର୍ତ୍ତିଲେ ଯୁବକ
ପରଜଙ୍ଗ,୧୫।୭(ଡି.ଏନ୍.ଏ.)- ଢେଙ୍କାନାଳ ଜିଲା ପରଜଙ୍ଗ ଥାନାଠାରୁ ଅଳ୍ପ ଦୂର ପରଜଙ୍ଗ- ଭାଲୁମୁଣ୍ଡା ପୂର୍ତ୍ତ ବିଭାଗ ରାସ୍ତାର ଗଣ୍ଡତଇଲା ଗାଁ ନିକଟରେ ସୋମବାର ପୁଣି ଜଣେ ଯୁବକଙ୍କଠାରୁ ଲୁଟ ଉଦ୍ୟମ ହୋଇଛି। ସେ ହେଲେ ବିଶ୍ୱଜିତ ସାହୁ। ବିଶ୍ୱଜିତ ପଥରଖମ୍ବ ପଞ୍ଚାୟତର ଆବାସ…
ଓଡ଼ାପଡ଼ା ହାଇସ୍କୁଲ ସୁବର୍ଣ୍ଣ ଜୟନ୍ତୀ ସମାରୋହ ଉଦ୍ଘାଟିତ: ‘ସକାରାତ୍ମକ ମନୋଭାବ ରଖ’
ଢେଙ୍କାନାଳ ଅଫିସ, ୧୫।୭: ସଂସ୍କାର ହେଉଛି ଶିକ୍ଷାର୍ଥୀଙ୍କ ଆଭୂଷଣ। ଉଭୟ ଅନୁକୂଳ ଏବଂ ପ୍ରତିକୂଳ ପରିବେଶରେ ଛାତ୍ରୀଛାତ୍ରମାନେ ସକାରାତ୍ମକ ମନୋଭାବ ପୋଷଣ କରିବା ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ବିଷୟ। ଏହା ହିଁ ଉଜ୍ଜ୍ୱଳ ଭବିଷ୍ୟତ ଆଡ଼କୁ ରାସ୍ତା ଦେଖାଇବ। ଭଲ ମଣିଷ ହୋଇ ଅନୁଷ୍ଠାନ…
ଜବରଦଖଲ ପାଇଁ ବଢୁଛି ଡ୍ରେନେଜ୍ ସମସ୍ୟା: ରାସ୍ତାରେ ଲହଡ଼ି ଭାଙ୍ଗୁଛି ବର୍ଷାପାଣି
ଭାପୁର, ୧୪।୭(ଡି.ଏନ୍.ଏ.) – ଢେଙ୍କାନାଳ ଜିଲା ଓଡ଼ାପଡ଼ା ବ୍ଲକ ଗୋବିନ୍ଦପ୍ରସାଦରେ ରାସ୍ତା ଜବରଦଖଲ କାରଣରୁ ତିଆରି ହୋଇପାରୁନି ଡ୍ରେନ୍। ସାମାନ୍ୟ ବର୍ଷାରେ ମୁଖ୍ୟ ରାସ୍ତାରେ ଲହଡ଼ି ଭାଙ୍ଗୁଛି ପାଣି। ବାରମ୍ବାର ପ୍ରଶାସନ ନିକଟରେ ଗୁହାରି କରିବା ସତ୍ତ୍ୱେ ପଦକ୍ଷେପ ନିଆଯାଉନାହିଁ। ଫଳରେ…
ସୁନାବେଶ ଦର୍ଶନ କଲେ ଶ୍ରଦ୍ଧାଳୁ
ଢେଙ୍କାନାଳ ଅଫିସ,୧୩।୭ – ଶୁକ୍ରବାର ରାତି ସାଢେ ୭ଟାରେ ହରିଶୟନ ଏକାଦେଶୀ ଉପଲକ୍ଷେ ମହାପ୍ରଭୁ ଶ୍ରୀ ଜଗନ୍ନାଥ ରଥରେ ସୁନା ବେଶରେ ଦର୍ଶନ ଦେଇଥିଲେ। ରଥଗଡାଠାରେ ଦୁଇରଥ ପହଞ୍ଚିବା ପରେ ଠାକୁରଙ୍କ ପୂଜାର୍ଚ୍ଚନା କରାଯାଇଥିଲା । ରାଜା କାମାକ୍ଷା ପ୍ରସାଦ ସିଂହଦେଓ…
ବାହୁଡ଼ିଲେ ମହାପ୍ରଭୁ, ଆଜି ଯିବେ ରତ୍ନବେଦି
ଢେଙ୍କାନାଳ ଅଫିସ,୧୩ା୭ – ଢେଙ୍କାନାଳରେ ଶୁକ୍ରବାର ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ବାହୁଡ଼ାଯାତ୍ରା ଶାନ୍ତିଶୃଙ୍ଖଳାର ସହ ଶେଷ ହୋଇଛି। ଅପରାହ୍ନ ୫ଟା ୧୫ରେ ବଡରଥ ଓ ସାଢେ ୫ଟାରେ ମହିଳାମାନେ ଟାଣୁଥିବା ସାନରଥ ରଥଗଡାଠାରେ ଲାଗିଥିଲା। ସନ୍ଧ୍ୟାରେ ହରଶୟନ ଏକାଦଶୀ ଉପଲକ୍ଷେ ଶ୍ରୀଜୀଉ ଶ୍ରଦ୍ଧାଳୁମାନଙ୍କୁ…
ଆଶ୍ରମ ସ୍କୁଲରୁ ଉଦ୍ଧାର ୬୨ ଛାତ୍ରୀଛାତ୍ରଙ୍କ ସ୍ବାସ୍ଥ୍ୟ ପରୀକ୍ଷା: ମ୍ୟାଲେରିଆ, ଜଣ୍ଡିସ୍ରେ ୩ ଆକ୍ରାନ୍ତ
ଢେଙ୍କାନାଳ ଅଫିସ, ୧୩ା୭ – ଢେଙ୍କାନାଳ ଜିଲା କଙ୍କଡାହାଡ ବ୍ଲକ ଗଡପଳାଶୁଣି ପଞ୍ଚାୟତର ଇରିଙ୍ଗାଝରଣଠାରେ ବେଆଇନ ଭାବେ ଚାଲିଥିବା ଶ୍ରୀଶ୍ରୀ ଲକ୍ଷ୍ମୀ ନାରାୟଣ ଗୁରୁକୁଳ ଆଶ୍ରମ ସ୍କୁଲରୁ ଗୁରୁବାର ଜିଲା ପ୍ରଶାସନ ୬୨ ଛାତ୍ରୀଛାତ୍ରଙ୍କୁ ଉଦ୍ଧାର କରି ଜିଲା ଶିଶୁ ମଙ୍ଗଳ…
ବାହୁଡାରେ ସୁନାବେଶ ଦର୍ଶନ କଲେ ଭକ୍ତ
ଢେଙ୍କାନାଳ ଅଫିସ,୧୨ା୭: ଢେଙ୍କାନାଳରେ ଶୁକ୍ରବାର ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ବାହୁଡାଯାତ୍ରା ଶାନ୍ତିଶୃଙ୍ଖଳାର ସହ ଶେଷ ହୋଇଛି। ଅପରାହ୍ନ ୫ଟା ୧୫ରେ ବଡରଥ ଓ ସାଢେ ୫ଟାରେ ମହିଳାମାନେ ଟାଣୁଥିବା ସାନରଥ ରଥଗଡାଠାରେ ଲାଗିଥିଲା। ସନ୍ଧ୍ୟାରେ ହରଶୟନ ଏକାଦଶୀ ଉପଲକ୍ଷେ ଶ୍ରୀଜୀଉ ଶ୍ରଦ୍ଧାଳୁମାନଙ୍କୁ ସୁନା…
ଇରିଙ୍ଗାଝରଣରେ ବେଲଟିକିରିର ପୁନରାବୃତ୍ତି: ମିଥ୍ୟା ତଥ୍ୟ ଦେଇଥିଲା ଶିଶୁ ସୁରକ୍ଷା ବିଭାଗ
ଢେଙ୍କାନାଳ ଅଫିସ, ୧୨ା୭- ବେଲଟିକିରି ସେଲ୍ଟର ହୋମ୍ ଅନ୍ତେବାସୀ ନିର୍ଯାତନା ଘଟଣାରୁ କିଛି ଶିଖିଲାନି ଢେଙ୍କାନାଳ ଜିଲା ଶିଶୁ ସୁରକ୍ଷା ବିଭାଗ। ଶିଶୁ ନିର୍ଯାତନା ଭଳି ସମ୍ବେଦନଶୀଳ ଘଟଣାକୁ ଅତ୍ୟନ୍ତ ଖାମଖିଆଲ ଭାବେ ନେଲେ ବିଭାଗୀୟ ଅଧିକାରୀ। ଏପରି କି ନିଜ…
୬୨ ଛାତ୍ରୀଛାତ୍ର ଉଦ୍ଧାର
କାମାକ୍ଷାନଗର, ୧୨।୭(ଡି.ଏନ.ଏ.)-କଙ୍କଡ଼ାହାଡ଼ ବ୍ଲକ ଗଡ଼ପଳାଶୁଣୀ ପଞ୍ଚାୟତ ଇରିଙ୍ଗାଝରଣରେ ବେଆଇନ ଭାବେ ଚାଲିଥିବା ଶ୍ରୀ ଲକ୍ଷ୍ମୀନାରାୟଣ ଆଶ୍ରମ ବିଦ୍ୟାଳୟର ୩ୟ ଶ୍ରେଣୀ ଛାତ୍ରଙ୍କ ମୃତ୍ୟୁ ପରେ ସ୍କୁଲର କଳା କାରନାମା ଉପରୁ ଧୀରେ ଧୀରେ ପରଦା ହଟିବାରେ ଲାଗିଛି। ଜିଲା ଶିଶୁ ସୁରକ୍ଷା…
ଦିବ୍ୟାଙ୍ଗ ନାବାଳିକା ବଳାତ୍କାର ମାମଲା: ଅଭିଯୁକ୍ତଙ୍କୁ ୧୦ବର୍ଷ ଜେଲ
ଢେଙ୍କାନାଳ ଅଫିସ, ୧୧ା୭-ଢେଙ୍କାନାଳ ଜିଲା କଙ୍କଡ଼ାହାଡ଼ ଥାନା ଡଙ୍ଗାପାଳ ଗ୍ରାମରେ ୨୦୧୬ରେ ସଙ୍ଗଠିତ ଦିବ୍ୟାଙ୍ଗ ନାବାଳିକା ବଳାତ୍କାର ମାମଲାର ରାୟ ଗୁରୁବାର ପ୍ରକାଶ ପାଇଛି। ସ୍ବତନ୍ତ୍ର ପୋକ୍ସୋ ବିଚାରପତି ତଥା ଅତିରିକ୍ତ ଜିଲାଜଜ୍ ରାଜକିଶୋର ମହାପାତ୍ର ଅଭିଯୁକ୍ତ ସୁବାସ ସିଂଙ୍କୁ ଦୋଷୀ…
ଗାଧୋଇବାକୁ ଯାଉଥିବାବେଳେ ଯୁବକଙ୍କୁ ଶୁଣ୍ଢରେ କଚାଡ଼ି ଦେଲା ହାତୀ
ରାସୋଳ,୧୧।୭(ଡି.ଏନ.ଏ.)-ଢେଙ୍କାନାଳ ବନଖଣ୍ଡ ହିନ୍ଦୋଳ ବନାଞ୍ଚଳ ବାବନ୍ଧ ସେକ୍ସନ ଅଧୀନ କାଦୁଆମଡା ଗ୍ରାମର ପ୍ରଫୁଲ ନାୟକ ଗୁରୁବାର ହାତୀ ଆକ୍ରମଣରେ ପ୍ରାଣ ହରାଇଛନ୍ତି। ସେ ଅପରାହ୍ନରେ ଗ୍ରାମ ନିକଟସ୍ଥ ବେଗାନାଳକୁ ଗାଧୋଇବା ପାଇଁ ଯାଉଥିବାବେଳେ ଏକ ହାତୀ ତାଙ୍କୁ ଶୁଣ୍ଢରେ ଟେକି କଚାଡ଼ି…
Archives


