ଢେଙ୍କାନାଳ

ଜରାଜୀର୍ଣ୍ଣ ଅବସ୍ଥାରେ ଗାନ୍ଧୀପାର୍କ

ଆଠମଲ୍ଲିକ, ୩୦।୭(ଡି.ଏନ.ଏ.)ଜନସାଧାରଣଙ୍କ ଚିତ୍ତବିନୋଦନ ଏବଂ ଅଞ୍ଚଳର ସୌନ୍ଦର୍ଯ୍ୟ ବୃଦ୍ଧି କରିବାକୁ ଆଠମଲ୍ଲିକ ସହର ପ୍ରବେଶ ଦ୍ୱାରରେ ନିର୍ମାଣ ହୋଇଥିଲା ଗାନ୍ଧୀପାର୍କ। ହେଲେ ପରିଚାଳନାଗତ ଅବ୍ୟବସ୍ଥାରୁ ଏହା ଏବେ ଜରାଜୀର୍ଣ୍ଣ ହୋଇପଡ଼ିଛି। ଏକଦା ସହରବାସୀଙ୍କୁ ଆକୃଷ୍ଟ କରୁଥିବା ଉକ୍ତ ପାର୍କକୁ ଏବେ ଲୋକେ…

ଜାତୀୟ କିକ୍‌ ବକ୍ସିଂରେ ଚମକିଲେ ଢେଙ୍କାନାଳର କ୍ରୀଡ଼ାବିତ୍‌

ଢେଙ୍କାନାଳ ଅଫିସ, ୩୦ା୭ ହରିୟାଣାର ରୋହତକରେ ଆୟୋଜିତ ଜାତୀୟ ସିନିୟର କିକ୍‌ ବକ୍ସିଂ ପ୍ରତିଯୋଗିତାରେ ଚମକିଛନ୍ତି ଢେଙ୍କାନାଳର କ୍ରୀଡ଼ାବିତ୍‌। ଏଥିରେ ଭାଗ ନେଇଥିବା ଖ୍ୟାତନାମା ମହିଳା କିକ୍‌ବକ୍ସର କୀର୍ତ୍ତିରାଣୀ ସାହୁ ୩ଟି ସ୍ବର୍ଣ୍ଣପଦକ ହାସଲ କରି ଜିଲାର ଗୌରବ ବଢ଼ାଇଛନ୍ତି। ସେହିପରି…

ଜିଲା ସାମ୍ବାଦିକ ସଂଘର ବାର୍ଷିକ ଅଧିବେଶନ: ‘ସମନ୍ବୟ ହିଁ ବିକାଶର ଚାବିକାଠି’

ଢେଙ୍କାନାଳ ଅଫିସ, ୨୯ା୭: ସମନ୍ବୟ ହିଁ ବିକାଶର ଚାବିକାଠି। ଗଣମାଧ୍ୟମ, ଜନସାଧାରଣ, ରାଜନେତା ଏବଂ ପ୍ରଶାସନ ମିଳିତ ଭାବେ କାର୍ଯ୍ୟ କଲେ ବିକାଶ ସମ୍ଭବ। ଗଣମାଧ୍ୟମ ପ୍ରତିନିଧି ସାମାଜିକ ବ୍ୟବସ୍ଥାର ସତର୍କ ପ୍ରହରି। ସେମାନେ ବ୍ୟକ୍ତିଗତ ସ୍ବାର୍ଥ ପାଇଁ ସାମୂହିକ ସ୍ବାର୍ଥକୁ…

ପ୍ରଶାସନ ଦେଖାଇଲା ତତ୍ପରତା: ପୁଣିଥରେ ସହର ଜଗିବ ସିସିଟିଭି

ଢେଙ୍କାନାଳ ଅଫିସ, ୨୯।୭: ଢେଙ୍କାନାଳ ପୌରାଞ୍ଚଳରେ ଅଚଳ ହୋଇପଡ଼ିଥିବା ସିସିଟିଭିଗୁଡ଼ିକୁ ପୁନର୍ବାର କାର୍ଯ୍ୟକ୍ଷମ କରାଇବାକୁ ପ୍ରକାଶ ପାଇଛି ପ୍ରଶାସନିକ ତତ୍ପରତା। ଜନଗହଳିପୂର୍ଣ୍ଣ ସ୍ଥାନରେ ଲାଗିଥିବା ସିସିଟିଭିଗୁଡ଼ିକର ମରାମତି ଆରମ୍ଭ ହୋଇଛି। ଏହା ଆପରାଧିକ କାର୍ଯ୍ୟକଳାପ ରୋକିବାରେ ସହାୟକ ହେବ ବୋଲି ଆଶାବ୍ୟକ୍ତ…

ଢେଙ୍କାନାଳରେ କର୍ମଚାରୀ ମରୁଡ଼ି: ଖାଲିପଡ଼ିଛି ୨୮୯ ପଦବୀ

ଢେଙ୍କାନାଳ ଅଫିସ, ୨୮।୭ – କାର୍ଯ୍ୟାଳୟ ଅଛି। ହେଲେ କାମ କରିବାକୁ ନାହାନ୍ତି ଅଧିକାରୀ କି କର୍ମଚାରୀ। ଖାଲି ପଡୁଛି ଚୌକି। ଖଁ। ଖଁ। ଅଫିସ। ଜରୁରୀ କାର୍ଯ୍ୟରେ ଆସୁଥିବା ଲୋକେ ଘଣ୍ଟା ଘଣ୍ଟା ଧରି ଅପେକ୍ଷା କରି ନିରାଶରେ ଫେରୁଛନ୍ତି।…

ସ୍ପଷ୍ଟ ଦିବାଲୋକରେ ଲୁଟେରା ଆତଙ୍କ: ବାଇକ୍‌ ଡିକି ଭାଙ୍ଗି ୨୯ ହଜାର ଲୁଟ୍‌

ଭୁବନ, ୨୬।୭(ଡି.ଏନ.ଏ.)-ଭୁବନ ବସ୍‌ଷ୍ଟାଣ୍ଡରୁ ଶୁକ୍ରବାର ଅପରାହ୍ନ ୨ଟାରେ ବାଇକ୍‌ ଡିକି ଭାଙ୍ଗି ୨୯ ହଜାର ଟଙ୍କା ଏବଂ ଜରୁରୀ କାଗଜପତ୍ର ଲୁଟ୍‌ ହୋଇଛି। ଲୁଟ୍‌ର ଶିକାରଯ ହୋଇଛନ୍ତି ଭୂଷଳ ପଞ୍ଚାୟତ ଅସୁରବନ୍ଧପାଟଣା ଗ୍ରାମର ଲକ୍ଷ୍ମୀଧର ବେହେରା। ସ୍ପଷ୍ଟ ଦିବାଲୋକରେ ଜନଗହଳିପୂର୍ଣ୍ଣ ସ୍ଥାନରୁ…

ଏନ୍‌ଏଚ୍‌ ଉପରେ ବର୍ଷାପାଣି ସୁଅ: ୨ ଘଣ୍ଟା ଯାତାୟାତ ବ୍ୟାହତ

କାମାକ୍ଷାନଗର, ୨୬ା୭(ଡି.ଏନ୍‌.ଏ.)-ଲଘୁଚାପ ପ୍ରଭାବରେ ହୋଇଥିବା ଲଗାଣବର୍ଷାରେ କାମାକ୍ଷାନଗର ଦେଇ ଯାଇଥିବା ୫୩ନଂ. ଜାତୀୟ ରାଜପଥର ବାଇସିଙ୍ଗାଗଡ଼ାରେ ୨ଫୁଟ ପାଣି ଜମି ରହିଥିଲା। ଫଳରେ ୨ ଘଣ୍ଟା ଧରି ଯାତାୟାତ ବାଧାପ୍ରାପ୍ତ ହୋଇଥିଲା। ବାଇସିଙ୍ଗା ନାଳ ଉପରେ ଥିବା ଉକ୍ତ ଗଡ଼ା ବ୍ରିଟିଶ…

ସାଢ଼େ ୩ବର୍ଷରେ ମଲେଣି ୧୦୪

ଢେଙ୍କାନାଳ ଅଫିସ,୨୪।୭-ଢେଙ୍କାନାଳ ଜିଲାରେ ସାପ କାମୁଡ଼ା ମୃତ୍ୟୁସଂଖ୍ୟା ଚିନ୍ତାଜନକ ହୋଇଛି। ଗତ ସାଢ଼େ ୩ବର୍ଷ ମଧ୍ୟରେ ଜିଲାରେ ସାପ କାମୁଡ଼ାରେ ୧୦୪ଜଣଙ୍କ ଜୀବନ ଗଲାଣି। ଗ୍ରାମାଞ୍ଚଳ ଏବଂ ଅପହଞ୍ଚ ଇଲାକାରେ ଏହି ସ୍ଥିତି ଅତ୍ୟନ୍ତ ଉଦ୍‌ବେଗଜନକ ରହିଛି। ସଚେତନତା ଅଭାବ ଏହାର…

କାମାକ୍ଷାନଗରରେ ଆଦିବାସୀଙ୍କ ମେଳି: ୧୦ ଦଫା ଦାବିରେ ଉପଜିଲାପାଳଙ୍କ କାର୍ଯ୍ୟାଳୟ ଘେରାଉ

କାମାକ୍ଷାନଗର,୨୨।୭(ଡି.ଏନ.ଏ.)- ୧୦ ଦଫା ଦାବିରେ ଆଦିବାସୀ କ୍ରାନ୍ତି ସଂଗଠନ, ଆଦିବାସୀ ଚେତନା ସଂଗଠନ ଓ ମିଳିତ ଆଦିବାସୀ ସଂଘର୍ଷ ମଞ୍ଚର ଶତାଧିକ ଆଦିବାସୀ ସୋମବାର କାମାକ୍ଷାନଗର ଉପଜିଲାପାଳଙ୍କ କାର୍ଯ୍ୟାଳୟ ଘେରାଉ କରିଛନ୍ତି। ଆଦିବାସୀମାନେ ଜିରିଡାମାଳିଠାରୁ ଏକ ବିରାଟ ଶୋଭାଯାତ୍ରାରେ ବାହାରି ବଜାର…

କାଉଡ଼ିଆଙ୍କ ବୋଲବମ୍‌ ଶବ୍ଦରେ କମ୍ପିଲା ବୁଦ୍ଧେଶ୍ୱର

ଭୁବନ, ୨୨।୭(ଡି.ଏନ୍‌.ଏ.) ଢେଙ୍କାନାଳ ଜିଲା ଭୁବନ ବୁଦ୍ଧେଶର ଶୈବପୀଠରେ ଶ୍ରାବଣ ମାସର ପ୍ରଥମ ସୋମବାର ଜଳଲାଗି ପାଇଁ ୧୦ ହଜାରରୁ ଉଦ୍ଧର୍‌ବ କାଉଡ଼ିଆଙ୍କ ସମାଗମ ହୋଇଥିଲା। ମନ୍ଦିରର ଦକ୍ଷିଣ ଦିଗରେ ବହି ଯାଇଥିବା ବ୍ରାହ୍ମଣୀନଦୀରେ କାଉଡ଼ିଆମାନେ ପୂଜାର୍ଚ୍ଚନା କରି ସଙ୍କୀର୍ତ୍ତନ କରିବା…

କଳ୍ପନାଙ୍କ କୀର୍ତ୍ତିକୁ ମିଳିନି ନ୍ୟାୟ

ଢେଙ୍କାନାଳ ଅଫିସ, ୨୨।୭: ଏଭରେଷ୍ଟ ବିଜୟିନୀ କଳ୍ପନା ଦାଶଙ୍କ ଯଶକୀର୍ତ୍ତିକୁ ଉଚିତ ନ୍ୟାୟ ମିଳିନାହିଁ। ଏପରି ଜଣେ ନିଆରା ପ୍ରତିଭାକୁ ରାଜ୍ୟ କିମ୍ବା କେନ୍ଦ୍ର ସରକାର ଉପଯୁକ୍ତ ସମ୍ମାନ ଦେଇନାହାନ୍ତି। ଏହାକୁ ନେଇ କ୍ଷୋଭ ବ୍ୟକ୍ତ କରିଛି ଢେଙ୍କାନାଳ ସୁରପ୍ରତାପ ସ୍ମୃତିପୀଠ…

ଏସ୍‌ବିଆଇ ସମନ୍ବୟ ମେଳା:୪୧ ଏସ୍‌ଏଚ୍‌ଜିକୁ ଦିଆଯିବ ବିନା ସୁଧରେ ଋଣ

ଭୁବନ,୨୧।୭(ଡି.ଏନ.ଏ.)-ଢେଙ୍କାନାଳ ଜିଲା ଭୁବନ ବ୍ଲକ ସଭାଗୃହରେ ରବିବାର ଷ୍ଟେଟ୍‌ ବ୍ୟାଙ୍କ ଅଫ୍‌ ଇଣ୍ଡିଆ (ଏସ୍‌ବିଆଇ) ପକ୍ଷରୁ ସ୍ବୟଂ ସହାୟକ ଗୋଷ୍ଠୀ (ଏସ୍‌ଏଚ୍‌ଜି)କୁ ନେଇ ସମନ୍ବୟ ମେଳା ଅନୁଷ୍ଠିତ ହୋଇଯାଇଛି। ମୁଖ୍ୟଅତିଥି ଭାବେ ବିଡିଓ ରାମଚନ୍ଦ୍ର ସୋରେନ୍‌, ସମ୍ମାନିତ ଅତିଥି ପ୍ରଗତି ସହାୟକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?