ଢେଙ୍କାନାଳ

ପରିବେଶକୁ ସୁରକ୍ଷା ଦେବ ବ୍ରାହ୍ମଣୀ ଅବବାହିକା:ବର୍ଷକରେ ଲାଗିବ ୬୫ ହଜାର ବୃକ୍ଷ

ଢେଙ୍କାନାଳ ଅଫିସ,୧୮ା୬ବିଗୁଡ଼ୁଛି ପରିବେଶ। ଦିନକୁ ଦିନ ବଢୁଛି ତାତି। ଅସହ୍ୟ ଗରମ ଓ ଗୁଳୁଗୁଳିରେ ଡହଳବିକଳ ହେଉଛି ମଣିଷ ଜୀବନ। ସ୍ଥିତିକୁ ଅଧିକ ସଙ୍କଟ କରିଛି ଜଳସ୍ତର ହ୍ରାସ। ଏହି କାରଣରୁ ଆଗାମୀ ଦିନରେ ଭୟାବହ ପରିସ୍ଥିତି ସୃଷ୍ଟି ହେବାକୁ...

ଭୁବନରେ ଦେବସ୍ନାନ ପୂର୍ଣ୍ଣିମା

ଭୁବନ,୧୭ା୬(ଡି.ଏନ୍‌.ଏ.): ଢେଙ୍କାନାଳ ଜିଲା ଭୁବନ ଶ୍ରୀଜଗନ୍ନାଥ ମନ୍ଦିରରେ ସୋମବାର ଦେବସ୍ନାନ ପୂର୍ଣ୍ଣିମା ଉପଲକ୍ଷେ ହଜାର ହଜାର ଶ୍ରଦ୍ଧାଳୁ ଦର୍ଶନ ପାଇଁ ଭିଡ଼ ଜମାଇଛନ୍ତି । ସକାଳେ ସମସ୍ତ ନୀତିକାନ୍ତି ସରିବା ପରେ ଚତୁର୍ଦ୍ଧାମୂର୍ତ୍ତିଙ୍କୁ ପହଣ୍ଡି କରି ସ୍ନାନମଣ୍ଡପରେ ବିଜେ କରାଯାଇଥିଲା।...

ଐତିହାସିକ ରଞ୍ଜାଗୋଳ ରଜ: ଜମୁଛି ଭିଡ଼, ବଢୁଛି ଉତ୍ସାହ

ସାତମାଇଲ, ୧୬।୬(ଡି.ଏନ୍‌.ଏ.)-ଢେଙ୍କାନାଳ ଜିଲାର ହିନ୍ଦୋଳ ବ୍ଲକ ଅନ୍ତର୍ଗତ ରଞ୍ଜାଗୋଳ ଗ୍ରାମରେ ଆରମ୍ଭ ହୋଇଛି ଐତିହାସିକ ରଜ ମହୋତ୍ସବ ରବିବାର ତୃତୀୟ ଦିନରେ ପହଞ୍ଚତ୍ଛି। ୨୦୦ବର୍ଷ ପୁରୁଣା ଏହି ରଜ ଉତ୍ସବ ଦେଖିବାକୁ ରାଜ୍ୟ ତଥା ରାଜ୍ୟ ବାହାରୁ ଲକ୍ଷାଧିକ ଲୋକଙ୍କ...

ଧୁଡୁକି ଦେଉଛି ପେଟକୁ ଦାନା

କାମାକ୍ଷାନଗର, ୧୬।୬(ଡି.ଏନ୍‌.ଏ.) – ଭଜନ ହେଉକି ଆଧୁନିକ ଗୀତ, ବେଶ୍‌ ମାନେ ତାଙ୍କ କଣ୍ଠକୁ। ଆଉ ସେଥିରେ ଯେବେ ମିଶିଯାଏ ଧୁଡୁକିର ମନଛୁଅଁା ରାଗ, ମତୁଆଲା ହୋଇଉଠେ ପରିବେଶ। ବାଟରେ ଯାଉଥିବା ଦେଖଣାହାରୀ ବି ଘଡ଼ିଏ ଅଟକି ଯାଆନ୍ତି ତାଙ୍କ...

ରଜମଉଜ ମହୋତ୍ସବ ଉଦ୍‌ଘାଟିତ:‘ସବୁଜ ସହର ଗଢ଼ିବାକୁ ସଂକଳ୍ପ ନିଅ’

ଢେଙ୍କାନାଳ ଅଫିସ, ୧୫।୬ଅଶୀ ଦଶକରେ ଢେଙ୍କାନାଳ ସହର ସବୁଜିମାରେ ପରିପୂର୍ଣ୍ଣ ହୋଇ ରହିଥିଲା। ରଜ ମହୋତ୍ସବରେ ପିଲାମାନେ ଗଛରେ ଦୋଳି ବାନ୍ଧି ଖେଳୁଥିଲେ। ସେଦିନର ସବୁଜ ପରିବେଶ ଆଉ ନାହିଁ। ଏ ଦିଗରେ ଚିନ୍ତା କରିବାର ବେଳଆସିଛି। ସମସ୍ତେ ମିଳିମିଶି...

ଚେଇଁ ଶୋଇଛି ଗ୍ରାମ୍ୟ ଉନ୍ନୟନ ବିଭାଗ:ଭୁବନ-ଯାଜପୁର ରାସ୍ତା ଡେଥ୍‌ ଜୋନ୍‌

ଭୁବନ, ୧୫।୬ (ଡି.ଏନ.ଏ.)ଢେଙ୍କାନାଳ ଜିଲା ଭୁବନରୁ ଯାଜପୁର ଜିଲାକୁ ସଂଯୋଗ କରୁଥିବା ଗ୍ରାମ୍ୟ ଉନ୍ନୟନ ବିଭାଗ ପ୍ରମୁଖ ରାସ୍ତା ଡେଥ୍‌ ଜୋନ୍‌ ପାଲଟିଛି। ଖାଲଖମାରେ ଭର୍ତ୍ତି ହୋଇଥିବା ଉକ୍ତ ରାସ୍ତାରେ ଦୁର୍ଘଟଣା ନିତିଦିନିଆ ଘଟଣାରେ ପରିଣତ ହୋଇଛି। କେବଳ ଏତିକି...

ମୃତ କୁଟୁରା ଜବତ, ଜଣେ ଗିରଫ

କାମାକ୍ଷାନଗର, ୧୪।୬(ଡି.ଏନ୍‌.ଏ.)-କୁଟୁରା ଶିକାର ଅଭିଯୋଗରେ ଗିରଫ ହୋଇଛନ୍ତି ଢେଙ୍କାନାଳ ଜିଲା କାମାକ୍ଷାନଗର ପୂର୍ବାଞ୍ଚଳ ରେଞ୍ଜ ମରୁଆବିଲି ପଞ୍ଚାୟତ ଅନ୍ତର୍ଗତ କମ୍ପୁଲେଇ ଗ୍ରାମର ରଥିଆ ମୁଣ୍ଡା (୪୦)। ତାଙ୍କ ନିକଟରୁ ୩୦ କେଜି ଓଜନର ମୃତ କୁଟୁରା ଏବଂ ଶିକାରରେ ବ୍ୟବହୃତ...

ଲୋକକଳା ଦିବସ ପାଳିତ: ‘ସଂରକ୍ଷଣ ହେବ ପାରମ୍ପରିକ କଳା’

ଢେଙ୍କାନାଳ ଅଫିସ, ୧୪।୬-ରାଜ୍ୟ ସରକାରଙ୍କ ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ଆନୁକୁଲ୍ୟରେ ପ୍ରଥମ ଥର ଆୟୋଜନ କରାଯାଇଥିବା ଲୋକକଳା ଦିବସ ନୂତନ ଅଧ୍ୟାୟ ସୃଷ୍ଟି କରିଛି। କଳାକାରଙ୍କ ଆର୍ଥତ୍କ, ସାମାଜିକ ଏବଂ କଳା ନୈପୁଣ୍ୟତାର ବିକାଶ ପାଇଁ...

କାର୍‌ରେ ମଦ ଚାଲାଣ, ୨ ଗିରଫ

କାମାକ୍ଷାନଗର, ୧୪।୬(ଡି.ଏନ୍‌.ଏ.)-କାର୍‌ରେ ମଦ ଚାଲାଣ କରୁଥିବାବେଳେ କାମାକ୍ଷାନଗର ପୋଲିସ ହାତରେ ଧରାପଡ଼ିଛନ୍ତି ୨ ଅଭିଯୁକ୍ତ। ସେମାନେ ହେଲେ ମାର୍ଥାପୁର ଗ୍ରାମର ଅନିଲ ମିଶ୍ର ଏବଂ ଡ୍ରାଇଭର ବିରଜା ପ୍ରସାଦ ନନ୍ଦ। ଗାଡ଼ିରୁ ୨୨୮ ବୋତଲ ବିଅର, ୪୮ ବୋତଲ ଦାମୀ...

ତପୋବନ ପୀଠ ପରିଦର୍ଶନ କଲେ ଏମ୍‌ପି: ସୌରଶକ୍ତି ସମ୍ପନ୍ନ ହେବ ରୋଷଘର

ଢେଙ୍କାନାଳ ଅଫିସ, ୧୪।୬ – ମହିମା ସ୍ବାମୀଙ୍କ ଆତ୍ମଯୋଗ ସାଧନାସ୍ଥଳୀ ତଥା ମହିମା ଧର୍ମର ଆଦିପୀଠ ତପୋବନକୁ ବୁଧବାର ଅପରାହ୍ନରେ ଢେଙ୍କାନାଳ ଏମ୍‌ପି ମହେଶ ସାହୁ ପରିଦର୍ଶନ କରିଛନ୍ତି। ପୀଠରେ ଲାଗି ରହିଥିବା ସମସ୍ୟା ସମାଧାନ ଏବଂ ବିକାଶରେ ଆବଶ୍ୟକ...

‘କଳ୍ପନା ଦି ୱାଣ୍ଡର’ ନାଟକ ମଞ୍ଚସ୍ଥ

ଢେଙ୍କାନାଳ ଅଫିସ,୧୩ା୬-ଢେଙ୍କାନାଳ ସହର ଉପକଣ୍ଠସ୍ଥିତ ଗୋବିନ୍ଦପୁରଠାରେ ଥିବା ମହର୍ଷି ଦୟାନନ୍ଦ ସର୍ଭିସ୍‌ ମିଶନ ପରିସରରେ ବୁଧବାର ଅଲଟରନେଟିଭ୍‌ ରିଦମ ଥିଏଟର ପକ୍ଷରୁ ନାଟକ ‘କଳ୍ପନା ଦି ୱାଣ୍ଡର’ ପରିବେଷିତ ହୋଇଯାଇଛି। ଜାତୀୟ ଖ୍ୟାତି ସମ୍ପନ୍ନ ନାଟ୍ୟକାର ତଥା ନିର୍ଦ୍ଦେଶକ ଦିନେଶ...

ଗଁ। ରେ ପଶିଲେ ହାତୀପଲ

ରାସୋଳ, ୧୩।୬(ଡି.ଏନ୍‌.ଏ.)- ହିନ୍ଦୋଳ ରେଞ୍ଜ ରାସୋଳ ସେକ୍ସନ ଅଁଳାବେଡ଼ା ଗ୍ରାମର କୁମ୍ଭୀରାଢିପ ସାହିରେ ମଙ୍ଗଳବାର ବିଳମ୍ବିତ ରାତିରେ ହାତୀ ଆତଙ୍କ ଦେଖାଦେଇଛି। ହାତୀପଲ ମଦନ ଦେହୁରୀ ଏବଂ ସତୀ ମିଶ୍ରଙ୍କ ଘର ଭାଙ୍ଗିଦେଇଥିବାବେଳେ ଆକ୍ରମଣରୁ ବର୍ତ୍ତିଯାଇଛନ୍ତି ଉଭୟ ପରିବାରର ୮...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri