ଢେଙ୍କାନାଳ

ଦୁର୍ଘଟଣା ପରେ ବି ଚେତୁନି ପୋଲିସ, ଥାନା ସମ୍ମୁଖରେ ଥିବା ଜବତ ଟ୍ରକ୍‌କୁ ଧକ୍କାଦେଲା ହାଇଓ୍ବା

ପରଜଙ୍ଗ,୧୭।୭(ଡି.ଏନ୍‌.ଏ): ଢ଼େଙ୍କାନାଳ ଜିଲା ପରଜଙ୍ଗ ଥାନା ନିକଟରେ ବୁଧବାର ବିଳମ୍ବିତ ରାତିରେ ଏକ ଦୁର୍ଘଟଣା ଘଟିଛି। ପରଜଙ୍ଗ ବଜାରରୁ ଭାଲୁମୁଣ୍ଡା ଆଡ଼କୁ ଯାଉଥିବା ହାଇୱା ଥାନା ସମ୍ମୁଖରେ ଠିଆ ହୋଇଥିବା ଟ୍ରକ୍‌କୁ ଧକ୍କା ଦେଇଥିଲା। ଏହାପରେ ଉକ୍ତ ହାଇଓ୍ବାଟି ଘଟଣାସ୍ଥଳରୁ ଫେରାର…

କାମରେ ଆସୁନି ୮୦ ଲକ୍ଷ ଟଙ୍କାର ଛାତ୍ରାବାସ : ଆବେଦନ କରୁଛନ୍ତି, ରହିବାକୁ ଅମଙ୍ଗ

ଭୁବନ, ୧୮।୭ – ଯୋଜନାହୀନ ଭାବେ ଜଙ୍ଗଲିଆ ପରିବେଶରେ ନିର୍ମାଣ କରି ଦିଆଗଲା ଛାତ୍ରାବାସ। ହେଲେ ଜନବସତିଠାରୁ ଦୂରରେ ତିଆରି ହୋଇଥିବା ହଷ୍ଟେଲ କ୍ୟାମ୍ପସରେ ପିଲାମାନେ ନିଜକୁ ସୁରକ୍ଷିତ ମଣିବେ ତ, ଏହି ପ୍ରଶ୍ନ କାହା ମୁଣ୍ଡକୁ ଜୁଟିଲାନି। ଏବେ ନିଃଶୁଳ୍କରେ…

ବଢୁଛି ଷଣ୍ଢ ଦୌରାତ୍ମ୍ୟ

ଢେଙ୍କାନାଳ ଅଫିସ, ୧୮।୭ – ଢେଙ୍କାନାଳ ସହରରେ ବୁଲା ଷଣ୍ଢଙ୍କ ଉପଦ୍ରବ ବଢ଼ିବାରେ ଲାଗିଛି। ପ୍ରମୁଖ ବଜାର, ଜନଗହଳିପୂର୍ଣ୍ଣ ରାସ୍ତା ଗୋରୁଙ୍କ କବ୍‌ଜାରେ ରହୁଛି। ବାରମ୍ବାର ଅଭିଯୋଗ ସତ୍ତ୍ୱେ ପୌରସଂସ୍ଥା ଏହାକୁ ଗୁରୁତ୍ୱ ଦେଉନାହିଁ। ଏପରି ସମସ୍ୟା ପାଇଁ ଯେ କୌଣସି…

ଗ୍ରାମରକ୍ଷୀଙ୍କୁ ମିଳିନି ୪ ମାସର ଦରମା

ଢେଙ୍କାନାଳ ଅଫିସ,୧୭।୭: ଢେଙ୍କାନାଳ ଜିଲାର ବିଭିନ୍ନ ଥାନା, ଫାଣ୍ଡିରେ କାର୍ଯ୍ୟରତ ଗ୍ରାମରକ୍ଷୀମାନଙ୍କୁ ୪ ମାସ ହେଲା ଦରମା ମିଳିନାହିଁ। ଆର୍ଥିକ ଅନଟନ ମଧ୍ୟରେ ସେମାନେ ଦୁର୍ଦ୍ଦିନରେ କାଳାତିପାତ କରୁଛନ୍ତି। ବକେୟା ପରିଶ୍ରମିକ ତୁରନ୍ତ ଦେବାକୁ ବୁଧବାର ଗ୍ରାମରକ୍ଷୀ ସଂଘର କର୍ମକର୍ତ୍ତାମାନେ ଏସ୍‌ପିଙ୍କୁ…

ଆଖି ଲାଗିଯିବାରୁ ଗଛରେ ପିଟିହେଲା ପରିବା ବୋଝେଇ ଅଟୋ, ଚାଳକ ଗୁରୁତର

ପରଜଙ୍ଗ,୧୭।୭(ଡି.ଏନ୍‌.ଏ.): ଢେଙ୍କାନାଳ ଜିଲା ପରଜଙ୍ଗ ଥାନା ଅନ୍ତର୍ଗତ ୫୩ ନଂ. ଜାତୀୟ ରାଜପଥର ଖଇରାମୁଣ୍ଡା ଗାଁ ନିକଟରେ ବୁଧବାର ଭୋରରେ ଏକ ପରିବା ବୋଝେଇ ଅଟୋ ଗଛରେ ପିଟି ହୋଇଯିବାରୁ ଚାଳକ ଗୁରୁତର ଆହତ ହୋଇଛନ୍ତି। ସେ ହେଲେ କଟାବାହାଳ ଗ୍ରାମର…

ଷ୍ଟାର୍ସ ପ୍ରକଳ୍ପ ପରିକଳ୍ପନା: ଭିତ୍ତିଭୂମି ଦେଖିଲେ ବିଶ୍ୱବ୍ୟାଙ୍କ ପ୍ରତିନିଧି

ଢେଙ୍କାନାଳ ଅଫିସ,୧୭।୭-ଶିକ୍ଷା ବ୍ୟବସ୍ଥାକୁ ସୁଦୃଢ କରିବା ଏବଂ ପରୀକ୍ଷାରେ ଭଲ ଫଳାଫଳ ହାସଲ କରିବା ଲକ୍ଷ୍ୟରେ ନୀତି ଆୟୋଗ ପକ୍ଷରୁ ଷ୍ଟାର୍ସ (ଷ୍ଟ୍ରେଙ୍ଗଦେନିଂ ଟିଚିଙ୍ଗ୍‌-ଲର୍ନିଂ ଆଣ୍ଡ୍‌ ରେଜଲ୍ଟ ଫର ଷ୍ଟେଟ୍‌) ପ୍ରକଳ୍ପ ପରିକଳ୍ପନା କରାଯାଇଛି। ଏହାକୁ କାର୍ଯ୍ୟକାରୀ କରିବାକୁ ରାଜ୍ୟ ସରକାରଙ୍କ…

ହିନ୍ଦୋଳ ବନାଞ୍ଚଳରେ ପୁଣି ହାତୀ ଛୁଆ ମୃତ: ୨ ମାସରେ ୪ ମଲେଣି

ରାସୋଳ, ୧୭।୭(ଡି.ଏନ୍‌.ଏ.) – ଢେଙ୍କାନାଳ ଜିଲା ହିନ୍ଦୋଳ ବନାଞ୍ଚଳରେ ଅସୁରକ୍ଷିତ ହୋଇପଡ଼ିଛନ୍ତି ହାତୀ। ବିଭିନ୍ନ କାରଣରୁ ସଂରକ୍ଷିତ ଜଙ୍ଗଲରେ ହାତୀ ମୃତ୍ୟୁ ସଂଖ୍ୟା ବଢ଼ିବାରେ ଲାଗିଛି। ମଙ୍ଗଳବାର ବମ୍ପା ସେକ୍ସନ ଅଧୀନ ଭିଙ୍ଗିରା ସଂରକ୍ଷିତ ଜଙ୍ଗଲରେ ଏକ ହାତୀ ଛୁଆର ମୃତଦେହ…

ରଣପଶି ରେଲ୍‌ଓ୍ବେ ଓଭରବ୍ରିଜ୍‌ରେ ଫାଟ: ଦୋଷ ଢାଙ୍କିବାକୁ ପିଚୁ ପ୍ୟାଚ୍‌

ଢେଙ୍କାନାଳ ଅଫିସ,୧୭ା୭-ଢେଙ୍କାନାଳ ସଦର ବ୍ଲକ ରଣପଶି ନିକଟରେ ପୂର୍ତ୍ତ ବିଭାଗ ପକ୍ଷରୁ ନିର୍ମିତ ରେଲୱେ ଓଭରବ୍ରିଜରେ ଫାଟ ସୃଷ୍ଟି ହୋଇଛି। ଏହି ଘଟଣା ପଦାକୁ ଆସିବା ପରେ ଦୋଷ ଢାଙ୍କିବାକୁ ତରବରିଆ ଭାବେ ଫାଟ ସ୍ଥାନରେ ପିଚୁ ପ୍ୟାଚ୍‌ ପକାଯାଇଛି। ଅନ୍ୟପଟେ…

ବନ୍ଧୁକ ମୁନରେ ବ୍ୟାଙ୍କମିତ୍ରଙ୍କଠାରୁ ୧.୭୬ ଲକ୍ଷ ଲୁଟ୍‌

କାମାକ୍ଷାନଗର, ୧୬।୭(ଡି.ଏନ୍‌.ଏ.)-ଢେଙ୍କାନାଳ ଜିଲା କଙ୍କଡ଼ାହାଡ଼ ଥାନା ତଣ୍ଡିମୁଣ୍ଡା ନିକଟରୁ ମଙ୍ଗଳବାର ପୂର୍ବାହ୍ନରେ ଲୁଟ୍‌ ହୋଇଛି। ଦୁର୍ବୃତ୍ତମାନେ ବନ୍ଧୁକ ମୁନରେ ଭୟଭୀତ କରାଇ ବାଟଗାଁ ଏସ୍‌ବିଆଇ ଗ୍ରାହକ ସେବା କେନ୍ଦ୍ରର ବ୍ୟାଙ୍କ ମିତ୍ର ସୁନୀଲ ମିଶ୍ରଙ୍କଠାରୁ ୧ ଲକ୍ଷ ୭୬ ହଜାର ଟଙ୍କା…

ମଧ୍ୟାହ୍ନଭୋଜନରେ ବୁଢିଆଣୀ ପଡିବା ଘଟଣା:ପ୍ରତିବାଦରେ ସ୍କୁଲରେ ତାଲା

ପରଜଙ୍ଗ, ୧୬ା୭(ଡି.ଏନ.ଏ)ଢେଙ୍କାନାଳ ଜିଲା ପରଜଙ୍ଗ ବ୍ଲକ କୁଳେଇ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଗତ ଶନିବାର ମଧ୍ୟାହ୍ନଭୋଜନରେ ବୁଢିଆଣୀ ପଡିବା ଓ ଏହାକୁ ଖାଇ ୩୦ରୁ ଊଦ୍ଧର୍‌ବ ଛାତ୍ରୀଛାତ୍ର ଅସୁସ୍ଥ ହେବା ଘଟଣାରେ ଅଭିଭାବକମାନେ ସୋମବାର ସ୍କୁଲରେ ତାଲା ପକାଇ ପ୍ରତିବାଦ କରିଛନ୍ତି।…

ବର୍ଷା ନାହିଁ, ଜମିରେ ଚରୁଛନ୍ତି ଗୋରୁ

ଢେଙ୍କାନାଳ ଅଫିସ,୧୬ା୭ ଢେଙ୍କାନାଳ ଜିଲା ଓଡ଼ାପଡ଼ା ବ୍ଲକ ମୋଟଙ୍ଗା ଓ କଣ୍ଟାବଣିଆ ଥାନା ଅଞ୍ଚଳରେ ବର୍ଷା ଅଭାବ ନେଇ ଚାଷୀ ହତାଶ ହୋଇପଡିଛନ୍ତି। ଦୁଇ ସପ୍ତାହ ତଳେ ଲଘୁଚାପ ଯୋଗୁ ସାମାନ୍ୟ ବର୍ଷା ହୋଇଥିଲା, ଯାହା କି ଚାଷ ପାଇଁ ପର୍ଯ୍ୟାପ୍ତ…

ପରଜଙ୍ଗ ପୋଲିସକୁ ଦୁର୍ବୃତ୍ତଙ୍କ ଖୋଲା ଚ୍ୟାଲେଞ୍ଜ: ଥାନାଠାରୁ ଅନତି ଦୂରରେ ପୁଣି ଲୁଟ୍‌ ଉଦ୍ୟମ, ଅଳ୍ପକେ ବର୍ତ୍ତିଲେ ଯୁବକ

ପରଜଙ୍ଗ,୧୫।୭(ଡି.ଏନ୍‌.ଏ.)- ଢେଙ୍କାନାଳ ଜିଲା ପରଜଙ୍ଗ ଥାନାଠାରୁ ଅଳ୍ପ ଦୂର ପରଜଙ୍ଗ- ଭାଲୁମୁଣ୍ଡା ପୂର୍ତ୍ତ ବିଭାଗ ରାସ୍ତାର ଗଣ୍ଡତଇଲା ଗାଁ ନିକଟରେ ସୋମବାର ପୁଣି ଜଣେ ଯୁବକଙ୍କଠାରୁ ଲୁଟ ଉଦ୍ୟମ ହୋଇଛି। ସେ ହେଲେ ବିଶ୍ୱଜିତ ସାହୁ। ବିଶ୍ୱଜିତ ପଥରଖମ୍ବ ପଞ୍ଚାୟତର ଆବାସ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?