ଢେଙ୍କାନାଳ

କପିଳାସ ପୀଠରେ ଶ୍ରାବଣ ଜଳଲାଗି ପ୍ରସ୍ତୁତି: ପ୍ଲାଷ୍ଟିକ, ପଲିଥିନ ସମ୍ପୂର୍ଣ୍ଣ ବାରଣ

ଢେଙ୍କାନାଳ ଅଫିସ, ୧୦।୭-ଢେଙ୍କାନାଳର ପ୍ରସିଦ୍ଧ ଶୈବପୀଠ କପିଳାସ ସମେତ ଜିଲାର ଅନ୍ୟ ୧୨ ପ୍ରମୁଖ ଶିବାଳୟରେ ଶ୍ରାବଣ ଜଳଲାଗି ପାଇଁ ଆରମ୍ଭ ହୋଇଛି ପ୍ରଶାସନିକ ପ୍ରସ୍ତୁତି। କାଉଡ଼ି ଯାତ୍ରାକୁ ଶୃଙ୍ଖଳିତ କରିବାକୁ ମଙ୍ଗଳବାର ଜିଲା କାର୍ଯ୍ୟାଳୟ ସଦ୍‌ଭାବନା ଗୃହରେ ଜିଲା ପ୍ରଶାସନ…

ମାମଲା ସତ୍ତ୍ୱେ ପୋଲିସ ଚୁପ୍‌: ଧାରଣାରେ ବସିଲେ ମହିଳା

ଢେଙ୍କାନାଳ ଅଫିସ, ୧୦।୭-ଢେଙ୍କାନାଳ ଦକ୍ଷିଣକାଳୀ ରୋଡ୍‌ ସରଜଙ୍ଗ ସାହିର ରୀତା ନାଏକଙ୍କୁ ଜାତିଆଣ ଆକ୍ଷେପ କରିବା, ଗାଳିଗୁଲଜ କରିବା ଏବଂ ଧମକଚମକ ଦେବା ଅଭିଯୋଗରେ ଜୁନ୍‌ ୨୯ରେ ଟାଉନ ଥାନାରେ ଅଭିଯୋଗ ହୋଇଛି। ଏତଲା ରୁଜୁ ହେବାର ୧୦ଦିନ ପରେ ବି…

ଢେଙ୍କାନାଳରେ ବିଗୁଡୁଛି ଆଇନଶୃଙ୍ଖଳା: ଓକିଲ ସଂଘର ଉଦ୍‌ବେଗ

ଢେଙ୍କାନାଳ ଅଫିସ, ୧୦।୭-ଢେଙ୍କାନାଳ ସହରରେ ବିପର୍ଯ୍ୟସ୍ତ ହୋଇପଡ଼ିଛି ଆଇନଶୃଙ୍ଖଳା ବ୍ୟବସ୍ଥା। ଚୋରି, ଡକାୟତି, ଛିନ୍‌ତାଇ, ରାହାଜାନି, ଅସାମାଜିକ କାର୍ଯ୍ୟକଳାପ ବଢ଼ିବାରେ ଲାଗିଛି। ଏହାକୁ ନେଇ ଉଦ୍‌ବେଗ ବ୍ୟକ୍ତ କରିଛି ଜିଲା ଓକିଲ ସଂଘ। ଏ ନେଇ ମଙ୍ଗଳବାର ଅପରାହ୍ନରେ ସଂଘ ପକ୍ଷରୁ…

ବାଇଗିଣିଆରେ ହାତୀ ଉପଦ୍ରବ:ଉଜାଡ଼ିଦେଲେ ଫଳ ବଗିଚା

ପରଜଙ୍ଗ, ୯।୭(ଡି.ଏନ.ଏ.)ଢେଙ୍କାନାଳ ବନଖଣ୍ଡ ମହାବିରୋଡ ରେଞ୍ଜ ଅଧୀନ ବାଇଗିଣିଆ ଗ୍ରାମରେ ରବିବାର ବିଳମ୍ବିତ ରାତିରେ ହାତୀପଲ ପଶି ବ୍ୟାପକ କ୍ଷତି କରିଛନ୍ତି। ହାତୀ ଉପଦ୍ରବରେ ଆଖୁ, କଦଳୀ ବଗିଚା ଉଜୁଡ଼ିଯାଇଛି। ଅନେକ ପଣସ, ନଡ଼ିଆ ଗଛ ମଧ୍ୟ ନଷ୍ଟ ହୋଇଛି। କିଛିଦିନ…

କାନପୁରା ହାଇସ୍କୁଲରେ ‘ଅଟଳ ଟିଙ୍କରିଙ୍ଗ’ ଲ୍ୟାବ୍‌ ଉଦ୍‌ଘାଟିତ:ପିଲାଙ୍କୁ ମିଳିବ ଗୁଣାତ୍ମକ ଶିକ୍ଷା ପ୍ରଶିକ୍ଷଣ

କାମାକ୍ଷାନଗର, ୯।୭(ଡି.ଏନ୍‌.ଏ.) ଛାତ୍ରୀଛାତ୍ରଙ୍କୁ ଗୁଣାତ୍ମକ ଶିକ୍ଷା ସମ୍ପର୍କିତ ପ୍ରଶିକ୍ଷଣ ପ୍ରଦାନ ଲକ୍ଷ୍ୟରେ ଢେଙ୍କାନାଳ ଜିଲା କାମାକ୍ଷାନଗର ବ୍ଲକ କାନପୁରସ୍ଥିତ ପଞ୍ଚାୟତିରାଜ ହାଇସ୍କୁଲରେ ସୋମବାର ଉଦ୍‌ଘାଟିତ ହୋଇଛି ‘ଅଟଳ ଟିଙ୍କ୍‌ରିଙ୍ଗ ଲ୍ୟାବ୍‌’। ଜିଲାପାଳ ଭୂମେଶ ଚନ୍ଦ୍ର ବେହେରା ମୁଖ୍ୟଅତିଥି ଭାବେ ଯୋଗଦେଇ ଏହାକୁ…

ବାଇଗିଣିଆରେ ହାତୀ ଉପଦ୍ରବ: ଉଜାଡ଼ିଦେଲେ ଫଳ ବଗିଚା

ପରଜଙ୍ଗ, ୮।୭(ଡି.ଏନ.ଏ.)-ଢେଙ୍କାନାଳ ବନଖଣ୍ଡ ମହାବିରୋଡ ରେଞ୍ଜ ଅଧୀନ ବାଇଗିଣିଆ ଗ୍ରାମରେ ରବିବାର ବିଳମ୍ବିତ ରାତିରେ ହାତୀପଲ ପଶି ବ୍ୟାପକ କ୍ଷତି କରିଛନ୍ତି। ହାତୀ ଉପଦ୍ରବରେ ଆଖୁ, କଦଳୀ ବଗିଚା ଉଜୁଡ଼ିଯାଇଛି। ଅନେକ ପଣସ, ନଡ଼ିଆ ଗଛ ମଧ୍ୟ ନଷ୍ଟ ହୋଇଛି। କିଛିଦିନ…

ବମ୍ବେ ପୋଲିସ ଦ୍ୱାରା ନାବାଳିକା ଉଦ୍ଧାର ମାମଲା; ସମ୍ପର୍କୀୟଙ୍କ ସମେତ ୩ ଗିରଫ

ଢେଙ୍କାନାଳ ଅଫିସ, ୮ା୭: ଢେଙ୍କାନାଳ ଜିଲା ଗଁଦିଆ ଥାନା ଅଞ୍ଚଳର ଜଣେ ୧୭ବର୍ଷର ନାବାଳିକାଙ୍କୁ ବମ୍ବେ ପୋଲିସ ଉଦ୍ଧାର କରି ଗତ ୨୭ ତାରିଖ ଦିନ ଢେଙ୍କାନାଳ ଆଣି ଜିଲା ଶିଶୁ ମଙ୍ଗଳ କମିଟି ନିକଟରେ ହାଜର କରିଥିଲା ା ନାବାଳିକାଙ୍କୁ…

ରାଜ୍ୟସ୍ତରୀୟ କବିତା ଆବୃତ୍ତି, ଆଦିକ୍‌ ତୃତୀୟ

ଢେଙ୍କାନାଳ ଅଫିସ,୭ା୭- ରାଜ୍ୟ ସରକାରଙ୍କ ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ଅଧୀନ ଓଡ଼ିଶା ସାହିତ୍ୟ ଏକାଡେମୀ ଦ୍ୱାରା ଆୟୋଜିତ ରାଜ୍ୟସ୍ତରୀୟ କବିତା ଆବୃତ୍ତି ପ୍ରତିଯୋଗିତାରେ ରବିବାର କନିଷ୍ଠ ବିଭାଗରେ ଢେଙ୍କାନାଳର ଆଦିକ ନନ୍ଦ ୩ୟ ସ୍ଥାନ ଅଧିକାର କରିଛନ୍ତି।…

ଗଁଦିଆରୁ ଆରମ୍ଭ ହେଲା ଗ୍ରୀନ କରିଡର

ଢେଙ୍କାନାଳ ଅଫିସ, ୭।୭ – ହାତୀ ଉପଦ୍ରୁତ ଢେଙ୍କାନାଳରେ ହସ୍ତୀଙ୍କୁ ସୁରକ୍ଷା ଦେବାକୁ ଆରମ୍ଭ ହୋଇଛି ‘ଗ୍ରୀନ କରିଡ଼ର’। ୭୦ତମ ବନ ମହୋତ୍ସବ ଅବସରରେ ଶନିବାର ଗଁଦିଆ ବ୍ଲକ କରମୂଳରୁ ଏହାର ଶୁଭାରମ୍ଭ କରାଯାଇଛି। ଜିଲା ବନଖଣ୍ଡ ଅଧିକାରୀ ସୁଦର୍ଶନ ପାତ୍ର…

କେଏସ୍‌ଆଇପିଏଲ ଉଦ୍ୟମରେ ଲାଗିଲା ଶତାଧିକ ଚାରା : ‘ଗଛ ଲଗାଅ, ସୁରକ୍ଷା ଦିଅ’

ପରଜଙ୍ଗ, ୬।୭(ଡି.ଏନ.ଏ.): ପରଜଙ୍ଗ ବ୍ଲକ ବାରିହାପୁର ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଶନିବାର ୭୦ତମ ବନ ମହୋତ୍ସବ ପାଳିତ ହୋଇଯାଇଛି। ବନ ବିଭାଗ ଏବଂ ୫୩ନଂ. ଜାତୀୟ ରାଜପଥ ନିର୍ମାଣକାର୍ଯ୍ୟ ନେଇଥିବା କୁନାଲ ଷ୍ଟ୍ରକ୍‌ଚର ଇଣ୍ଡିଆ ପ୍ରାଇଭେଟ ଲିମିଟେଡ୍‌ (କେଏସ୍‌ଆଇପିଏଲ୍‌) କମ୍ପାନୀର ମିଳିତ…

ଢେଙ୍କାନାଳ ଜିଲାରେ ବିପର୍ଯ୍ୟସ୍ତ ଶିକ୍ଷା : ୧୦୮ ହାଇସ୍କୁଲରେ ନାହାନ୍ତି ପ୍ରଧାନ ଶିକ୍ଷକ

ଢେଙ୍କାନାଳ ଅଫିସ, ୬।୭ – ଢେଙ୍କାନାଳ ଜିଲାରେ ଶିକ୍ଷା ବ୍ୟବସ୍ଥା ରସାତଳଗାମୀ ହେବାରେ ଲାଗିଛି। ଭିତ୍ତିଭୂମି ଥିବା ସତ୍ତ୍ୱେ ଶିକ୍ଷକ ଅଭାବ ଏବେ ଶିକ୍ଷା ପ୍ରଗତିରେ ସାଜିଛି ଅନ୍ତରାୟ। ଜିଲାର ୧୩୩ ହାଇସ୍କୁଲ ମଧ୍ୟରୁ ୧୦୮ଟିରେ ପ୍ରଧାନ ଶିକ୍ଷକ ନାହାନ୍ତି। ସେହିପରି…

ଢେଙ୍କାନାଳରେ ହିମାଚଳ ପ୍ରଦେଶ ଅଧିକାରୀ: ଛତୁ ଫାର୍ମ ବୁଲିଲେ, ଚାଷୀଙ୍କୁ ଉତ୍ସାହିତ କଲେ

ଢେଙ୍କାନାଳ ଅଫିସ, ୬ା୭ – ହିମାଚଳ ପ୍ରଦେଶ ସୋଲାନ ଛତୁ ଗବେଷଣା ନିର୍ଦ୍ଦେଶାଳୟର ନିର୍ଦ୍ଦେଶକ ଡ. ବେଦ ପ୍ରକାଶ ଶର୍ମା ଶୁକ୍ରବାର ଢେଙ୍କାନାଳ ଜିଲାରେ ଛତୁ ଚାଷ ଫାର୍ମ ପରିଦର୍ଶନ କରିଛନ୍ତି। ଏହି ଅବସରରେ ସେ ସଦର ବ୍ଲକ ଲମ୍ବୋଦରପୁର ଗ୍ରାମର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?