ଶହୀଦଙ୍କ ପରିବାରକୁ ଭେଟିଲେ ଏମ୍ପି : ଅଜିତଙ୍କ ନାମରେ ହେବ ଖେଳପଡ଼ିଆ
କାମାକ୍ଷାନଗର, ୨୩।୬ (ଡି.ଏନ୍.ଏ.) – ଅନନ୍ତନାଗ ଆତଙ୍କବାଦୀ ଆକ୍ରମଣରେ ପ୍ରାଣ ହରାଇଥିବା ଶହୀଦ ଅଜିତ ସାହୁଙ୍କ ପରିବାରକୁ ଶନିବାର ଅପରାହ୍ନରେ ଭେଟିଛନ୍ତି ଏମ୍ପି ମହେଶ ସାହୁ। ଏପରି କଷ୍ଟକର ସମୟରେ ସମସ୍ତେ ପରିବାର ସହ ଅଛନ୍ତି ବୋଲି ସେ ଶୋକସନ୍ତପ୍ତ ମା’…
ଗଜ ସୁରକ୍ଷା ପାଇଁ ଆକ୍ସନ ପ୍ଲାନ୍ : ହାତୀ ଗତିବିଧି ଜଗିବ ଡ୍ରୋନ୍
ଢେଙ୍କାନାଳ ଅଫିସ, ୨୩।୬ – ହାତୀ ପାଇଁ ସାରା ଦେଶରେ ନଁା କରିଛି ଢେଙ୍କାନାଳ। ରାଜ୍ୟରେ ସାତକୋଶିଆ ପରେ ହାତୀସଂଖ୍ୟାରେ ଜିଲାକୁ ମିଳିଛି ଦ୍ୱିତୀୟ ସ୍ଥାନ। ଅନ୍ୟପଟେ ଜିଲାର ସଂରକ୍ଷିତ ଜଙ୍ଗଲ ତଳି ଅଞ୍ଚଳରେ ହାତୀ-ମଣିଷ ମଧ୍ୟରେ ଚାଲିଥିବା ଅହରହ ସଂଘର୍ଷ…
୨ କାର ମୁହାଁମୁହିଁ ଧକ୍କା : ସ୍ବାମୀ, ସ୍ତ୍ରୀଙ୍କ ଜୀବନ ଗଲା, ୪ ଗୁରୁତର
ଭାପୁର,୨୨।୬(ଡି.ଏନ.ଏ.)-ଢେଙ୍କାନାଳ ଜିଲା ସଦର ଥାନା ପୁରୁଣା କଟକ-ସମ୍ବଲପୁର ରାସ୍ତାର ଜରିପାଳ ନିକଟରେ ଶନିବାର ଅପରାହ୍ନରେ ୨ଟି କାର ମୁହାଁମୁହିଁ ଧକ୍କା ହୋଇଛି। ଏଥିରେ ଅବସରପ୍ରାପ୍ତ ବାୟୁସେନା ଅଧିକାରୀ ପ୍ରତାପ ଚନ୍ଦ୍ର ପଟ୍ଟନାୟକ(୭୩) ଓ ତାଙ୍କ ସ୍ତ୍ରୀଙ୍କ ମୃତ୍ୟୁ ଘଟିଛି। ମୃତ ଦମ୍ପତ୍ତିଙ୍କ…
ଶୌଚାଳୟ ଟାଙ୍କିରେ ଖସିପଡ଼ିଲେ ମା’, ଛୁଆହାତୀ: ବନ ବିଭାଗ କଲା ଉଦ୍ଧାର
ପରଜଙ୍ଗ,୨୨ା୬ (ଡି.ଏନ୍.ଏ)- ଢେଙ୍କାନାଳ ବନଖଣ୍ଡ ମହାବିରୋଡ଼ ରେଞ୍ଜ ଡିହଡୋଳ ଫରେଷ୍ଟ ସେକ୍ସନ ଅଧୀନ ସାଆନ୍ଦା ତଳବେରଣା ଗ୍ରାମରେ ଶନିବାର ଭୋର ସମୟରେ ଗ୍ରାମର ପ୍ରମୋଦ ପାଳଙ୍କ ଶୌଚାଳୟ ଟାଙ୍କିରେ ଖସି ପଡିଥିଲେ ମା’ ଓ ଛୁଆହାତୀ। ଏହାକୁ ପରିବାର ଲୋକ ଦେଖି…
ଜୁନିୟର କଲେଜ ଯୁକ୍ତ ୨ ପରୀକ୍ଷା ଫଳ; ବାଣିଜ୍ୟରେ ୯୨.୩୯%, କଳାରେ ୭୭.୭୭% ପାସ୍
ଢେଙ୍କାନାଳ ଅଫିସ, ୨୧।୬-ଢେଙ୍କାନାଳ ଜୁନିୟର କଲେଜରେ ଯୁକ୍ତ୨ ବାଣିଜ୍ୟ ଏବଂ କଳା ବିଭାଗ ପରୀକ୍ଷା ଫଳ ଶୁକ୍ରବାର ଅପରାହ୍ନ ୪ଟାରେ ପ୍ରକାଶିତ ହୋଇଛି। ବାଣିଜ୍ୟରେ ଐଶ୍ୱର୍ଯ୍ୟା ସାହୁ ଏବଂ କଳାରେ ରାଜଲକ୍ଷ୍ମୀ ପଣ୍ଡା କଲେଜ ଟପ୍ପର ହୋଇଛନ୍ତି। ବାଣିଜ୍ୟରେ ପରୀକ୍ଷା ଦେଇଥିବା…
ଭୁବନ ମହିଳା ମହାବିଦ୍ୟାଳୟରେ ଆନ୍ତର୍ଜାତିକ ଯୋଗ ଦିବସ
ଭୁବନ,୨୧ା୬(ଡି.ଏନ୍.ଏ.): ଢେଙ୍କାନାଳ ଜିଲା ଭୁବନ ମହିଳା ମହାବିଦ୍ୟାଳୟରେ ଏନ୍ସିସି ପକ୍ଷରୁ ଶୁକ୍ରବାର ୫ମ ଆନ୍ତର୍ଜାତିକ ଯୋଗ ଦିବସ ପାଳନ କରାଯାଇଛି। ଏହି ଯୋଗ ଶିବିରରେ ମହାବିଦ୍ୟାଳୟର ଅଧ୍ୟକ୍ଷ ଦିଲୀପ ଦାସ ମୁଖ୍ୟ ଅତିଥି ଭାବେ ଯୋଗଦେଇ ସୁସ୍ଥ ସମାଜ ଗଠନ ପାଇଁ…
୭ ବର୍ଷର ରାକେଶଙ୍କ ଦୁଇ କିଡ୍ନୀ ନଷ୍ଟ: ଚିକିତ୍ସା ସହାୟତା ଲୋଡ଼ିଲା ପରିବାର
ଭୁବନ, ୨୧।୬(ଡି.ଏନ.ଏ.)-ଜୀବନ କ’ଣ ଜାଣିବା ଆଗରୁ ଦାରୁଣ ହୋଇଛି ସମୟ। ମାତ୍ର ୭ବର୍ଷ ବୟସରେ ଉଭୟ କିଡ୍ନୀ ହରାଇଛନ୍ତି ଅବୋଧ ଶିଶୁ ରାକେଶ। ଦୀର୍ଘ ୫ବର୍ଷ ହେଲା ରୋଗ କଲବଲ କରୁଥିବାବେଳେ ଖର୍ଚ୍ଚ ହେଲାଣି ୫ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କା। ଚିକିତ୍ସାରେ ଆହୁରି…
ପଞ୍ଚଭୂତରେ ବିଲୀନ ଶହୀଦ ଅଜିତ୍ଙ୍କ ମରଶରୀର
କାମାକ୍ଷାନଗର,୨୦।୬(ଡି.ଏନ.ଏ.)-ପଞ୍ଚଭୂତରେ ବିଲୀନ ହୋଇଛି ଶହୀଦ ଅଜିତ ସାହୁଙ୍କ ମରଶରୀର। ଶୋକାକୂଳ ପରିବେଶ ମଧ୍ୟରେ କାମାକ୍ଷାନଗର ବଡ଼ସୁଆଁଳ ଗ୍ରାମ ଶଶ୍ମାନରେ ଶେଷକୃତ୍ୟ ସମ୍ପନ୍ନ ହୋଇଛି। ଅଞ୍ଚଳବାସୀ, ପରିବାର ବର୍ଗ, ଆତ୍ମୀୟମାନେ ବୀରପୂତ୍ରଙ୍କୁ ଅଶ୍ରୁଳ ବିଦାୟ ଦେଇଛନ୍ତି।
ଟ୍ରେନ ଧକ୍କାରେ ହାତୀ ମୃତ
ଢେଙ୍କାନାଳ ଅଫିସ,୨୦।୬- ଢେଙ୍କାନାଳ ସଦର ଥାନା ସଦର ରେଞ୍ଜ କାଉଁରିଆପାଳ ରେଳ ଲାଇନରେ ଟ୍ରେନ ଧକ୍କାରେ ଗୁରୁବାର ସକାଳେ ଏକ ମାଈ ହାତୀର ମୃତ୍ୟୁ ଘଟିଛି। ରେଳ ଲାଇନ ପାର ହେଉଥିବାବେଳେ ହାତୀଟି ଦୁର୍ଘଟଣାର ସମ୍ମୁଖୀନ ହୋଇଥିଲା। ଖବରପାଇ ବନବିଭାଗର କର୍ମଚାରୀମାନେ…
ଜନ୍ମମାଟିରେ ଶହୀଦ ଅଜିତ୍ଙ୍କ ମରଶରୀର: ଶେଷ ଦର୍ଶନ ପାଇଁ ଗ୍ରାମରେ ଜନସମୁଦ୍ର, ଗ୍ରାମ ଶ୍ମଶାନରେ କରାଯିବ ଶେଷକୃତ୍ୟ
କାମାକ୍ଷାନଗର,୨୦।୬(ଡି.ଏନ୍.ଏ.): ଶହୀଦ ଅଜିତ୍ ସାହୁଙ୍କ ମରଶରୀର ଜନ୍ମମାଟି ଢେଙ୍କାନାଳ ଜିଲା କାମାକ୍ଷାନଗର ବ୍ଲକ ବଡ଼ସୁଆଁଳ ଗ୍ରାମରେ ପହଞ୍ଚିଛି। ସେଠାରେ ଶୋକାକୁଳ ପରିବେଶ ସୃଷ୍ଟି ହୋଇଛି। ବହୁ ପ୍ରଶାସନିକ ଅଧିକାରୀଙ୍କ ସହ ନିକଟସ୍ଥ ଗ୍ରାମର ହଜାର ହଜାର ସଂଖ୍ୟାରେ ଲୋକ ଅଜିତ୍ଙ୍କ ଶେଷ…
ବୀର ପୁଅକୁ ଝୁରୁଛି ବଡ଼ସୁଅଁ।ଳ : ଶହୀଦ ଅଜିତ୍ଙ୍କୁ ଚାହିଁ ବସିଛନ୍ତି ସଭିଏଁ
କାମାକ୍ଷାନଗର, ୨୦।୬(ଡି.ଏନ୍.ଏ.) – ଆତଙ୍କବାଦୀଙ୍କ ସହ ଲଢ଼ି ଶହୀଦ ହୋଇଛନ୍ତି ଅଜିତ୍ ସାହୁ। ହଠାତ୍ ଏହି ଘଟଣାକୁ ବିଶ୍ୱାସ କରିପାରି ନ ଥିବା ସାଙ୍ଗସାଥୀ, ବନ୍ଧୁବାନ୍ଧବ, ପରିବାର, ଆତ୍ମୀୟସ୍ବଜନ ଏବେ ସତ୍ୟତା ଜାଣିଲେଣି। ଏବେ ଅଫେରା ଦୁନିଆରେ ଅଜିତ୍। ସେ ଆଉ…
ବିଶ୍ରାମାଗାରରୁ ନବଜାତ ଶିଶୁକନ୍ୟା ଉଦ୍ଧାର : ଜିଲା ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଗଲା
ଢେଙ୍କାନାଳ ଅଫିସ,୨୦।୬ – ଢେଙ୍କାନାଳ ଜିଲା ଯୋରନ୍ଦା ନିକଟ ତେରମାଇଲ ଛକସ୍ଥିତ ଯାତ୍ରୀ ବିଶ୍ରାମାଗାରରୁ ବୁଧବାର ସକାଳ ୫ଟା ୨୦ରେ ଅସହାୟ ଅବସ୍ଥାରେ ପଡ଼ିଥିବା ଏକ ନବଜାତ ଶିଶୁକନ୍ୟାକୁ ଅଞ୍ଚଳବାସୀ ଉଦ୍ଧାର କରିଛନ୍ତି। ଢେଙ୍କାନାଳ ଯିବା ପାଇଁ ବସ୍କୁ ଅପେକ୍ଷା କରିଥିବା…
Archives


