ଢେଙ୍କାନାଳ

ବାଇଗିଣିଆରେ ହାତୀ ଉପଦ୍ରବ:ଉଜାଡ଼ିଦେଲେ ଫଳ ବଗିଚା

ପରଜଙ୍ଗ, ୯।୭(ଡି.ଏନ.ଏ.)ଢେଙ୍କାନାଳ ବନଖଣ୍ଡ ମହାବିରୋଡ ରେଞ୍ଜ ଅଧୀନ ବାଇଗିଣିଆ ଗ୍ରାମରେ ରବିବାର ବିଳମ୍ବିତ ରାତିରେ ହାତୀପଲ ପଶି ବ୍ୟାପକ କ୍ଷତି କରିଛନ୍ତି। ହାତୀ ଉପଦ୍ରବରେ ଆଖୁ, କଦଳୀ ବଗିଚା ଉଜୁଡ଼ିଯାଇଛି। ଅନେକ ପଣସ, ନଡ଼ିଆ ଗଛ ମଧ୍ୟ ନଷ୍ଟ ହୋଇଛି। କିଛିଦିନ…

କାନପୁରା ହାଇସ୍କୁଲରେ ‘ଅଟଳ ଟିଙ୍କରିଙ୍ଗ’ ଲ୍ୟାବ୍‌ ଉଦ୍‌ଘାଟିତ:ପିଲାଙ୍କୁ ମିଳିବ ଗୁଣାତ୍ମକ ଶିକ୍ଷା ପ୍ରଶିକ୍ଷଣ

କାମାକ୍ଷାନଗର, ୯।୭(ଡି.ଏନ୍‌.ଏ.) ଛାତ୍ରୀଛାତ୍ରଙ୍କୁ ଗୁଣାତ୍ମକ ଶିକ୍ଷା ସମ୍ପର୍କିତ ପ୍ରଶିକ୍ଷଣ ପ୍ରଦାନ ଲକ୍ଷ୍ୟରେ ଢେଙ୍କାନାଳ ଜିଲା କାମାକ୍ଷାନଗର ବ୍ଲକ କାନପୁରସ୍ଥିତ ପଞ୍ଚାୟତିରାଜ ହାଇସ୍କୁଲରେ ସୋମବାର ଉଦ୍‌ଘାଟିତ ହୋଇଛି ‘ଅଟଳ ଟିଙ୍କ୍‌ରିଙ୍ଗ ଲ୍ୟାବ୍‌’। ଜିଲାପାଳ ଭୂମେଶ ଚନ୍ଦ୍ର ବେହେରା ମୁଖ୍ୟଅତିଥି ଭାବେ ଯୋଗଦେଇ ଏହାକୁ…

ବାଇଗିଣିଆରେ ହାତୀ ଉପଦ୍ରବ: ଉଜାଡ଼ିଦେଲେ ଫଳ ବଗିଚା

ପରଜଙ୍ଗ, ୮।୭(ଡି.ଏନ.ଏ.)-ଢେଙ୍କାନାଳ ବନଖଣ୍ଡ ମହାବିରୋଡ ରେଞ୍ଜ ଅଧୀନ ବାଇଗିଣିଆ ଗ୍ରାମରେ ରବିବାର ବିଳମ୍ବିତ ରାତିରେ ହାତୀପଲ ପଶି ବ୍ୟାପକ କ୍ଷତି କରିଛନ୍ତି। ହାତୀ ଉପଦ୍ରବରେ ଆଖୁ, କଦଳୀ ବଗିଚା ଉଜୁଡ଼ିଯାଇଛି। ଅନେକ ପଣସ, ନଡ଼ିଆ ଗଛ ମଧ୍ୟ ନଷ୍ଟ ହୋଇଛି। କିଛିଦିନ…

ବମ୍ବେ ପୋଲିସ ଦ୍ୱାରା ନାବାଳିକା ଉଦ୍ଧାର ମାମଲା; ସମ୍ପର୍କୀୟଙ୍କ ସମେତ ୩ ଗିରଫ

ଢେଙ୍କାନାଳ ଅଫିସ, ୮ା୭: ଢେଙ୍କାନାଳ ଜିଲା ଗଁଦିଆ ଥାନା ଅଞ୍ଚଳର ଜଣେ ୧୭ବର୍ଷର ନାବାଳିକାଙ୍କୁ ବମ୍ବେ ପୋଲିସ ଉଦ୍ଧାର କରି ଗତ ୨୭ ତାରିଖ ଦିନ ଢେଙ୍କାନାଳ ଆଣି ଜିଲା ଶିଶୁ ମଙ୍ଗଳ କମିଟି ନିକଟରେ ହାଜର କରିଥିଲା ା ନାବାଳିକାଙ୍କୁ…

ରାଜ୍ୟସ୍ତରୀୟ କବିତା ଆବୃତ୍ତି, ଆଦିକ୍‌ ତୃତୀୟ

ଢେଙ୍କାନାଳ ଅଫିସ,୭ା୭- ରାଜ୍ୟ ସରକାରଙ୍କ ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ଅଧୀନ ଓଡ଼ିଶା ସାହିତ୍ୟ ଏକାଡେମୀ ଦ୍ୱାରା ଆୟୋଜିତ ରାଜ୍ୟସ୍ତରୀୟ କବିତା ଆବୃତ୍ତି ପ୍ରତିଯୋଗିତାରେ ରବିବାର କନିଷ୍ଠ ବିଭାଗରେ ଢେଙ୍କାନାଳର ଆଦିକ ନନ୍ଦ ୩ୟ ସ୍ଥାନ ଅଧିକାର କରିଛନ୍ତି।…

ଗଁଦିଆରୁ ଆରମ୍ଭ ହେଲା ଗ୍ରୀନ କରିଡର

ଢେଙ୍କାନାଳ ଅଫିସ, ୭।୭ – ହାତୀ ଉପଦ୍ରୁତ ଢେଙ୍କାନାଳରେ ହସ୍ତୀଙ୍କୁ ସୁରକ୍ଷା ଦେବାକୁ ଆରମ୍ଭ ହୋଇଛି ‘ଗ୍ରୀନ କରିଡ଼ର’। ୭୦ତମ ବନ ମହୋତ୍ସବ ଅବସରରେ ଶନିବାର ଗଁଦିଆ ବ୍ଲକ କରମୂଳରୁ ଏହାର ଶୁଭାରମ୍ଭ କରାଯାଇଛି। ଜିଲା ବନଖଣ୍ଡ ଅଧିକାରୀ ସୁଦର୍ଶନ ପାତ୍ର…

କେଏସ୍‌ଆଇପିଏଲ ଉଦ୍ୟମରେ ଲାଗିଲା ଶତାଧିକ ଚାରା : ‘ଗଛ ଲଗାଅ, ସୁରକ୍ଷା ଦିଅ’

ପରଜଙ୍ଗ, ୬।୭(ଡି.ଏନ.ଏ.): ପରଜଙ୍ଗ ବ୍ଲକ ବାରିହାପୁର ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଶନିବାର ୭୦ତମ ବନ ମହୋତ୍ସବ ପାଳିତ ହୋଇଯାଇଛି। ବନ ବିଭାଗ ଏବଂ ୫୩ନଂ. ଜାତୀୟ ରାଜପଥ ନିର୍ମାଣକାର୍ଯ୍ୟ ନେଇଥିବା କୁନାଲ ଷ୍ଟ୍ରକ୍‌ଚର ଇଣ୍ଡିଆ ପ୍ରାଇଭେଟ ଲିମିଟେଡ୍‌ (କେଏସ୍‌ଆଇପିଏଲ୍‌) କମ୍ପାନୀର ମିଳିତ…

ଢେଙ୍କାନାଳ ଜିଲାରେ ବିପର୍ଯ୍ୟସ୍ତ ଶିକ୍ଷା : ୧୦୮ ହାଇସ୍କୁଲରେ ନାହାନ୍ତି ପ୍ରଧାନ ଶିକ୍ଷକ

ଢେଙ୍କାନାଳ ଅଫିସ, ୬।୭ – ଢେଙ୍କାନାଳ ଜିଲାରେ ଶିକ୍ଷା ବ୍ୟବସ୍ଥା ରସାତଳଗାମୀ ହେବାରେ ଲାଗିଛି। ଭିତ୍ତିଭୂମି ଥିବା ସତ୍ତ୍ୱେ ଶିକ୍ଷକ ଅଭାବ ଏବେ ଶିକ୍ଷା ପ୍ରଗତିରେ ସାଜିଛି ଅନ୍ତରାୟ। ଜିଲାର ୧୩୩ ହାଇସ୍କୁଲ ମଧ୍ୟରୁ ୧୦୮ଟିରେ ପ୍ରଧାନ ଶିକ୍ଷକ ନାହାନ୍ତି। ସେହିପରି…

ଢେଙ୍କାନାଳରେ ହିମାଚଳ ପ୍ରଦେଶ ଅଧିକାରୀ: ଛତୁ ଫାର୍ମ ବୁଲିଲେ, ଚାଷୀଙ୍କୁ ଉତ୍ସାହିତ କଲେ

ଢେଙ୍କାନାଳ ଅଫିସ, ୬ା୭ – ହିମାଚଳ ପ୍ରଦେଶ ସୋଲାନ ଛତୁ ଗବେଷଣା ନିର୍ଦ୍ଦେଶାଳୟର ନିର୍ଦ୍ଦେଶକ ଡ. ବେଦ ପ୍ରକାଶ ଶର୍ମା ଶୁକ୍ରବାର ଢେଙ୍କାନାଳ ଜିଲାରେ ଛତୁ ଚାଷ ଫାର୍ମ ପରିଦର୍ଶନ କରିଛନ୍ତି। ଏହି ଅବସରରେ ସେ ସଦର ବ୍ଲକ ଲମ୍ବୋଦରପୁର ଗ୍ରାମର…

ବଣସିଂହରେ ଗଡ଼ିଲା ପ୍ରଥମ ରଥ

ଢେଙ୍କାନାଳ ଅଫିସ, ୫।୭-ଢେଙ୍କାନାଳ ସଦର ବ୍ଲକ ବଣସିଂହରେ ଚଳିତବର୍ଷ ପ୍ରଥମ ରଥଯାତ୍ରା ଅନୁଷ୍ଠିତ ହୋଇଯାଇଛି। ଗୋଟିଏ ରଥରେ ମହାପ୍ରଭୁ ଜଗନ୍ନାଥ, ଭଉଣୀ ଦେବୀ ସୁଭଦ୍ରା ଏବଂ ବଡ଼ଭାଇ ବଳରାମ ମାଉସୀ ଘରକୁ ଏକାଠି ଯାତ୍ରା କରିଛନ୍ତି। ବଣସିଂହର ଆରାଧ୍ୟ ଦେବତା ପ୍ରଭୁ…

କାର୍ଯ୍ୟରେ ଅବହେଳା କରି ଶିକ୍ଷକ ନିଲମ୍ବିତ

କାମାକ୍ଷାନଗର,୫।୭(ଡି.ଏନ.ଏ.)-କାର୍ଯ୍ୟରେ ଅବହେଳା ଅଭିଯୋଗରେ ଢେଙ୍କାନାଳ ଜିଲା କଙ୍କଡ଼ାହାଡ଼ ବ୍ଲକ ଗୋଡ଼ିସାହି ପ୍ରାଥମିକ ବିଦ୍ୟାଳୟର ଭାରପ୍ରାପ୍ତ ପ୍ରଧାନ ଶିକ୍ଷକ ଦିଲୀପ କୁମାର ଦାସ ଶୁକ୍ରବାର ନିଲମ୍ବିତ ହୋଇଛନ୍ତି। ବିଇଓ ହରିହର ଦେହୁରୀ ସ୍କୁଲ ପରିଦର୍ଶନରେ ଯାଇଥିବାବେଳେ ସମ୍ପୃକ୍ତ ଶିକ୍ଷକ ବିନା ସୂଚନାରେ ଛୁଟିରେ…

ହାତୀ ଶାବକର ମୃତଦେହ ଉଦ୍ଧାର

ସାତମାଇଲ, ୫।୭(ଡି.ଏନ୍‌.ଏ.)-ଢେଙ୍କାନାଳ ଜିଲା ରାସୋଳ ସେକ୍ସନ ଅଧୀନ ବାଲିସାହି ନିକଟ ମୁଣ୍ଡିଆରୁ ଗୁରୁବାର ଏକ ହାତୀ ଶାବକର ମୃତଦେହ ଉଦ୍ଧାର କରାଯାଇଛି। ଏହାର ଆନୁମାନିକ ବୟସ ୨ମାସ ହେବ ବୋଲି ବନ ବିଭାଗ ପକ୍ଷରୁ କୁହାଯାଇଛି। ହେଲେ ହାତୀ ଛୁଆର ମୃତ୍ୟୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?