ଢେଙ୍କାନାଳ

ଅବହେଳିତ ହେଉଛନ୍ତି ଶିକ୍ଷିତ କରଣ ପିଲା

ଢେଙ୍କାନାଳ,୨୧ା୧୦(ରତନ ନାୟାର): ଢେଙ୍କାନାଳ ସହର ଗୋପୀନାଥ ଗାର୍ଡେନ୍‌ ଠାରେ ଶ୍ରୀକରଣ ସମାଜର ବାର୍ଷିକ ଅଧିବେଶନ ଶୁକ୍ରବାର ଅନୁଷ୍ଠିତ ହୋଇଯାଇଛି। ବୟୋଜ୍ୟେଷ୍ଠ ସଭ୍ୟ ଡା. ଉମେଶ ଚନ୍ଦ୍ର ପଟ୍ଟନାୟକ ଏଥିରେ ଅଧ୍ୟକ୍ଷତା କରିଥିଲେ। ପ୍ରାରମ୍ଭରେ ପ୍ରତିଷ୍ଠାତା ସଭ୍ୟ ସ୍ବର୍ଗତ ଶୁଭ୍ରାଂଶୁ କୁମାର...

ଢେଙ୍କାନାଳକୁ ସରକାର ଦେଲେ ଗଜଦଣ୍ଡ

ଢେଙ୍କାନାଳ,୧୯ା୧୦(ରତନ ନାୟାର)ଢେଙ୍କାନାଳ ଜିଲାରେ ହାତୀ-ମଣିଷ ମଧ୍ୟରେ ବିବାଦ ବଢ଼ିଚାଲିଛି। ଏପରି କି ଏହି ବିବାଦରେ ସାରା ରାଜ୍ୟରେ ଢେଙ୍କାନାଳ ଜିଲା ଆଗରେ ରହିଛି। ଏହାକୁ ନେଇ ଅନେକ ସମୟରେ ଜିଲାର ବିଭିନ୍ନ ସ୍ଥାନରେ ଆଇନଶୃଙ୍ଖଳା ପରିସ୍ଥିତି ସୃଷ୍ଟି ହେଉଛି। ଧୀର...

ଢେଙ୍କାନାଳକୁ ଆସିବ ପୁରୀ ତାଳଧ୍ୱଜ ରଥ ଚକ

ଢେଙ୍କାନାଳ,୧୮।୧୦(ରତନ ନାୟାର): ୨୦୨୦ ମସିହାରେ ପୁରୀ ରଥଯାତ୍ରାର ମହାପ୍ରଭୁ ବଳଭଦ୍ରଙ୍କ ତାଳଧ୍ୱଜ ରଥର ଗୋଟିଏ ଚକ ଢେଙ୍କାନାଳକୁ ଅଣାଯିବ। ଏ ସମ୍ପର୍କରେ ଶ୍ରୀଜଗନ୍ନାଥ ମନ୍ଦିର ମୁଖ୍ୟ ପ୍ରଶାସକ ରଞ୍ଜନ କୁମାର ଦାସ ଢେଙ୍କାନାଳ ସହରସ୍ଥିତ ଶ୍ରୀବଳଦେବ ଜୀଉ ମନ୍ଦିର କର୍ତ୍ତୃପକ୍ଷଙ୍କୁ...

ପୂଜାରେ ନିୟମ ନ ମାନିଲେ କାର୍ଯ୍ୟାନୁଷ୍ଠାନ

ଢେଙ୍କାନାଳ,୧୭ା୧୦(ରତନ ନାୟାର): ଢେଙ୍କାନାଳର ପ୍ରସିଦ୍ଧ ଲକ୍ଷ୍ମୀପୂଜା ଆସନ୍ତା ୨୮ ତାରିଖରୁ ଆରମ୍ଭ ହେବ। ତେଣୁ ସହରରେ ହେବାକୁ ଥିବା ଶ୍ରଦ୍ଧାଳୁଙ୍କ ପ୍ରବଳ ଭିଡ଼କୁ ନଜରରେ ରଖି ଜିଲା ପୋଲିସ ପ୍ରଶାସନ ପକ୍ଷରୁ ଟ୍ରାଫିକ ଓ ଆଇନ ଶୃଙ୍ଖଳାର ସମୀକ୍ଷା କରାଯାଇଛି।...

୨୯ରୁ ମହିଷାପାଟ ପଡ଼ିଆରେ ପଲ୍ଲିଶ୍ରୀ ମେଳା

ଢେଙ୍କାନାଳ,୧୭ା୧୦(ରତନ ନାୟାର): ଲକ୍ଷ୍ମୀପୂଜା ଅବସରରେ ଢେଙ୍କାନାଳ ମହିଷାପାଟ ପଡିଆଠାରେ ପଲ୍ଲିଶ୍ରୀ ମେଳା ଆସନ୍ତା ୨୯ ତାରିଖରୁ ଆରମ୍ଭ ହେବ। ଏହା ନଭେମ୍ବର ୭ ପର୍ଯ୍ୟନ୍ତ ଚାଲିବ। ଏହି ଉପଲକ୍ଷେ ସୋମବାର ଅପରାହ୍ନ ସାଢେ ୩ଟାରେ ଜିଲା କାର୍ଯ୍ୟାଳୟର ସଦ୍‌ଭାବନା ହଲ୍‌ଠାରେ...

ସୁନା ମୁକୁଟରେ ଝଲସିବେ ମା’ ସୌଭାଗ୍ୟଲକ୍ଷ୍ମୀ

ଢେଙ୍କାନାଳ,୧୭ା୧୦(ରତନ ନାୟାର): ଢେଙ୍କାନାଳର ପ୍ରସିଦ୍ଧ ଲକ୍ଷ୍ମୀପୂଜା ଉତ୍ସବ ଆସନ୍ତା ୨୮ ରୁ ନଭେମ୍ବର ୧୧ ତାରିଖ ପର୍ଯ୍ୟନ୍ତ ଅନୁଷ୍ଠିତ ହେବ। ଚଳିତବର୍ଷ ୩୯ଟି ପୂଜା ପ୍ରତିଷ୍ଠାନ ପକ୍ଷରୁ ମା’ଙ୍କ ପୂଜା କରାଯିବବ। ଏଥିପାଇଁ ପ୍ରସ୍ତୁତି ଜୋର୍‌ ଧରିଛି। ଢେଙ୍କାନାଳ ସହର...

ଶତାବ୍ଦୀର ମୂକସାକ୍ଷୀ କୁଞ୍ଜକାନ୍ତ ମନ୍ଦିର

ଢେଙ୍କାନାଳ ,୧୬ା୧୦(ରତନ ନାୟାର): ଢେଙ୍କାନାଳ ଐତିହ୍ୟ ପଦଯାତ୍ରାର ସପ୍ତମ ସଂସ୍କରଣ ରବିବାର ସ୍ଥାନୀୟ କୁଞ୍ଜକାନ୍ତ ମନ୍ଦିରଠାରେ ଅନୁଷ୍ଠିତ ହୋଇଯାଇଛି। ଐତିହ୍ୟକୁ ଜାଣିବା ଓ ତାହା ସମ୍ପର୍କରେ ତଥ୍ୟ ସଂଗ୍ରହ କରି ଭବିଷ୍ୟତ ପିଢ଼ି ପାଇଁ ସଂରକ୍ଷିତ ରଖି ଜନ ସଚେତନତା...

ଡାଇରିଆ, ଆଇସୋଲେଶନ ଓ୍ବାର୍ଡରେ ରୋଗୀ ହନ୍ତସନ୍ତ

ଢେଙ୍କାନାଳ, ୧୫ା୧୦(ରତନ ନାୟାର)ଢେଙ୍କାନାଳ ଜିଲା ମୁଖ୍ୟ ଚିକିତ୍ସାଳୟର ଡାଇରିଆ ଓ ଆଇସୋଲେଶନ ଓ୍ବାର୍ଡରେ ଶନିବାର ବ୍ୟାପକ ବିଦ୍ୟୁତ୍‌ ଅବ୍ୟବସ୍ଥା ଦେଖାଦେଇଛି। ସକାଳ ୯ଟାରୁ ବିଦ୍ୟୁତ୍‌ ନ ଥିବାରୁ ଦିନତମାମ ରୋଗୀ ଓ ସେମାନଙ୍କ ସମ୍ପର୍କୀୟଙ୍କୁ ହନ୍ତସନ୍ତ ହେବାକୁ ପଡ଼ିଛି। ଏପରି...

ଅଧ୍ୟାପକ ହେବାକୁ ଲକ୍ଷ୍ୟ ରଖିଥିବା ଜଗବନ୍ଧୁ ଏବେ ଶଯ୍ୟାଶାୟୀ

ପରଜଙ୍ଗ,୧୧।୧୦: (ନିଗମାନନ୍ଦ ଦଳବେହେରା): ଇଚ୍ଛା ଥିଲା ଅଧ୍ୟାପକ ହେବେ। ରାଜମିସ୍ତ୍ରି କାମ କରୁଥିବା ବାପାଙ୍କ ଅଭାବୀ ସଂସାରର ବୋଝକୁ ସହଜ କରିଦେବେ। ସେଥିପାଇଁ ନାନା ଅଭାବ ଅସୁବିଧା ମଧ୍ୟରେ ବି ଅଧ୍ୟୟନ କ୍ଷେତ୍ରକୁ ସର୍ବଦା ଅଗ୍ରାଧିକାର ଦେଉଥିଲେ। ଏପରି କି...

ପଡ଼ିଆରେ ଶୋଇଥିବା ବେଳେ ଚଢ଼ିଗଲା ଟ୍ରକ୍‌

କାମାକ୍ଷାନଗର, ୧୧।୧୦(ସୁଧୀର ପରିଡ଼ା): ଢେଙ୍କାନାଳ ଜିଲା ମହାବିରୋଡ଼ ଥାନା କୁଟୁରିଆ ଗ୍ରାମରେ ସୋମବାର ରାତିରେ ଏକ ଅଭାବନୀୟ ଘଟଣା ଘଟିଛି। ପଡ଼ିଆରେ ଶୋଇଥିବା ଏକ ଆଦିବାସୀ ମଲ୍ଲାର ପରିବାରର ୨ ସଦସ୍ୟଙ୍କ ଉପରେ ଏକ ଟ୍ରକ୍‌ ଚଢ଼ିଯିବାରୁ ସେମାନଙ୍କ ମୃତ୍ୟୁ...

ବ୍ରିଜ୍‌ ତଳକୁ ଖସିଲା ଟ୍ରଲର

ଢେଙ୍କାନାଳ,୧୦।୧୦: ଢେଙ୍କାନାଳ ସଦରଥାନା ଅନ୍ତର୍ଗତ ୫୫ ନମ୍ବର ଜାତୀୟ ରାଜପଥ ପଞ୍ଚୁପଟି ନିକଟରେ ମଙ୍ଗଳବାର ଦୁର୍ଘଟଣା ଘଟିଛି। ଭାରସାମ୍ୟ ହରାଇ ବ୍ରିଜ ତଳକୁ ୧୬ ଚକିଆ ଟ୍ରଲର ଖସିପଡ଼ିଲା। ଜୀବନ ବଞ୍ଚାଇବାକୁ ଦୁର୍ଘଟଣା ପୂର୍ବରୁ ଡେଇଁ ପଡିଲେ ଡ୍ରାଇଭର ଓ...

ଲୁହରେ ଭିଜିଲା କେନ୍ଦୁଢ଼ିପ

କାମାକ୍ଷାନଗର,୮ା୧୦ (ସୁଧୀର କୁମାର ପରିଡ଼ା) ସିକିମ୍‌ରେ ମଙ୍ଗଳବାର ବାଦଲ ଫଟା ବର୍ଷା ପରେ ବନ୍ୟାରେ ଭାସିଯାଇ ପ୍ରାଣ ହରାଇଥିବା ଓଡ଼ିଆ ଯବାନ ସରୋଜ କୁମାର ଦାସଙ୍କ ଶେଷକୃତ୍ୟ ଶନିବାର ତାଙ୍କ ପୈତୃକ ଗ୍ରାମ ଢେଙ୍କାନାଳ ଜିଲା ଭୁବନ ବ୍ଲକ ତଥା...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri