ଢେଙ୍କାନାଳ

୨୦ ଦିନ ହେଲା କଳାକୃତି ଗ୍ରାମରେ ବିଦ୍ୟୁତ୍‌ ଠପ୍‌

ଢେଙ୍କାନାଳ,୨୮ା୪(ରତନ ନାୟାର)ଢେଙ୍କାନାଳ ଜିଲା ସଦର ବ୍ଲକର ସବୁଜିମାମୟ ସପ୍ତଶଯ୍ୟା ରାଜ୍ୟ ଏବଂ ଜିଲାର ଏକ ପ୍ରସିଦ୍ଧ ପର୍ଯ୍ୟଟନ ସ୍ଥଳୀ। ସପ୍ତଶଯ୍ୟା ପଞ୍ଚାୟତର ନବଜୀବନପୁର ସଦେଇବେରେଣୀ ଗ୍ରାମ ପ୍ରସିଦ୍ଧ ଡୋକ୍ରା କାଷ୍ଟିଂ ହସ୍ତଶିଳ୍ପ ଗ୍ରାମ ଭାବେ ପରିଚିତ। ସ୍ଥାନୀୟ ଡୋକ୍ରା କାରିଗରମାନଙ୍କୁ ପ୍ରୋତ୍ସାହନ…

କାଠଫାଳିଆରେ ମା’ଙ୍କୁ ପିଟିପିଟି ମାରିଦେଲେ ଝିଅ

ଭୁବନ,୨୭ା୪(ବିପିନ ବିହାରୀ ସେଠୀ): ଢେଙ୍କାନାଳ ଜିଲା ଭୁବନ ଥାନା ମଝିପାଳ ଗ୍ରାମରେ ଏକ ଅଭାବନୀୟ କାଣ୍ଡ ଘଟିଛି। ଝିଅର କାଠଫାଳିଆ ମାଡ଼ରେ ମାଆଙ୍କ ମୃତ୍ୟୁ ଘଟିଛି। ମଝିପାଳ ଗ୍ରାମର ବିଭୂତି ଭୂଷଣ ଦାଶଙ୍କ ପତ୍ନୀ ଦୁର୍ଗାବତୀ (୮୬) ଓ ବିବାହିତା ମାନସିକ…

୫୫ନଂ. ରାଜପଥ କାର୍ଯ୍ୟ ସମ୍ପୂର୍ଣ୍ଣ ନେଇ ଅନିଶ୍ଚିତତା

ଢେଙ୍କାନାଳ,୨୬ା୪(ରତନ ନାୟାର): କଟକର ମଙ୍ଗୁଳି ଛକରୁ ଢେଙ୍କାନାଳ ଓ ଅନୁଗୋଳ ଜିଲା ଦେଇ ସମ୍ବଲପୁରକୁ ଯାଇଥିବା ୫୫ନଂ. ଜାତୀୟ ରାଜପଥର ଉନ୍ନତୀକରଣ କାର୍ଯ୍ୟ ସମ୍ପୂର୍ଣ୍ଣ ହେବା ନେଇ ଅନିଶ୍ଚିତତା ଦେଖାଦେଇଛି। ୨୦୧୭-୧୮ ମସିହାରୁ ଆରମ୍ଭ ହୋଇଥିବା ଏହି ଉନ୍ନତୀକରଣ କାର୍ଯ୍ୟ ୨ବର୍ଷ…

ବିଜେଡି ଛାଡ଼ିଲେ ସୀମାରାଣୀ: ଭାଜପାରେ ଯୋଗଦେବା ସମ୍ଭାବନା

ଢେଙ୍କାନାଳ,୨୩ା୪(ରତନ ନାୟାର):ହିନ୍ଦୋଳ ବିଧାନସଭା ଆସନ ପାଇଁ ବିଜେଡି ପକ୍ଷରୁ ମହେଶ ସାହୁଙ୍କ ନାମ ଘୋଷଣା କରାଯିବା ପରେ ଟିକେଟ୍‌ ଆଶାୟୀ ଥିବା ୨ ଥରର ବିଧାୟିକା ସୀମାରାଣୀ ନାଏକ ନିରାଶ ହୋଇ ଦଳରୁ ଇସ୍ତଫା ଦେଇଛନ୍ତି। ଉକ୍ତ ଇସ୍ତଫାପତ୍ରରେ ସେ ବ୍ୟକ୍ତିଗତ…

ବିଧାୟକଙ୍କ ଫେସ୍‌ବୁକ୍‌ ପୋଷ୍ଟ ନେଇ ଜୋର୍‌ଦାର ଚର୍ଚ୍ଚା

ଢେଙ୍କାନାଳ,୨୨ା୪(ରତନ ନାୟାର):ଢେଙ୍କାନାଳ ବିଧାନସଭା ନିର୍ବାଚନମଣ୍ଡଳୀର ବିଜେଡି ପ୍ରାର୍ଥୀ ତଥା ବିଧାୟକ ସୁଧୀର କୁମାର ସାମଲଙ୍କ ଏକ ଫେସ୍‌ବୁକ୍‌ ପୋଷ୍ଟକୁ ନେଇ ଜୋର୍‌ଦାର ଚର୍ଚ୍ଚା ଚାଲିଛି। ସଦର ବ୍ଲକ ଅଉଖମାଠାରେ ଶନିବାର ରାତିରେ ଅନୁଷ୍ଠିତ ଏକ କାର୍ଯ୍ୟକ୍ରମରେ ଅତିଥି ଭାବେ ଯୋଗଦେଇ କେତେଜଣ…

ଢେଙ୍କାନାଳ ସଂସଦୀୟ କ୍ଷେତ୍ରରେ ବଢ଼ିଲା ଉଷ୍ମତା, ଲଢ଼େଇରେ ସାମିଲ ୨ ନୂଆ ମୁହଁ

ଢେଙ୍କାନାଳ,୧୫ା୪(ରତନ ନାୟାର): ଢେଙ୍କାନାଳ ଲୋକ ସଭା ଆସନ ପାଇଁ ୩ ପ୍ରମୁଖ ରାଜନୈତିକ ଦଳ ବିଜେଡି, ଭାଜପା ଓ କଂଗ୍ରେସ ପକ୍ଷରୁ ପ୍ରାର୍ଥୀ ଘୋଷଣା ସରିଛି। ବିଜେଡି ପକ୍ଷରୁ ନୂଆ ମୁହଁ ଭାବେ ଯୁବ ସମାଜସେବୀ ଡା. ଅବିନାଶ ସାମଲ ଓ…

ଅବିନାଶ, ରୁଦ୍ର ପାଣିଙ୍କୁ ଟକ୍କର ଦେବେ ସସ୍ମିତା ବେହେରା

ଢେଙ୍କାନାଳ,୧୪ା୪(ରତନ ନାୟାର)ଅଖିଳ ଭାରତ କଂଗ୍ରେସ କମିଟି (ଏଆଇସିସି)ର ସମ୍ପାଦିକା ତଥା ବରିଷ୍ଠ କଂଗ୍ରେସ ନେତ୍ରୀ ସସ୍ମିତା ବେହେରାଙ୍କୁ କଂଗ୍ରେସ ଢେଙ୍କାନାଳ ଲୋକ ସଭା ଆସନରୁ ପ୍ରାର୍ଥୀ କରିଛି। ଏଆଇସିସିର କେନ୍ଦ୍ରୀୟ ନିର୍ବାଚନ କମିଟି ପକ୍ଷରୁ ଶନିବାର ସନ୍ଧ୍ୟାରେ ଢେଙ୍କାନାଳ ଲୋକ ସଭା…

ନିର୍ବାଚନୀ ତାତି ବଢ଼ାଉଛି ୫୫ନଂ. ଜାତୀୟ ରାଜପଥ

ଢେଙ୍କାନାଳ,୧୨ା୪(ରତନ ନାୟାର): କଟକରୁ ଢେଙ୍କାନାଳ ଓ ଅନୁଗୋଳ ଦେଇ ସମ୍ବଲପୁରକୁ ଲମ୍ବିଥିବା ୫୫ନଂ. ଜାତୀୟ ରାଜପଥର ଅଧାପନ୍ତରିଆ ଅବସ୍ଥା ଏବେ ନିର୍ବାଚନୀ ପ୍ରସଙ୍ଗ ପାଲଟିଛି। ଢେଙ୍କାନାଳ, ଅନୁଗୋଳ ଓ ସମ୍ବଲପୁରର ଲାଇଫ ଲାଇନ୍‌ କୁହାଯାଉଥିବା ଏହି ରାଜପଥ ସମ୍ପ୍ରସାରଣ କାର୍ଯ୍ୟ ୬…

ହିନ୍ଦୋଳ ଆସନକୁ ନେଇ ଅଙ୍କ ଛିଡୁନି

ଢେଙ୍କାନାଳ,୧୧ା୪(ରତନ ନାୟାର)ଢେଙ୍କାନାଳ ଏମ୍‌ପି ନିର୍ବାଚନ ପାଇଁ ବିଜେଡି ଓ ଭାଜପା ପକ୍ଷରୁ ପ୍ରାର୍ଥୀ ଘୋଷଣା କରାଯାଇସାରିଛି। ସେହିପରି ଜିଲାର ୪ ବିଧାନସଭା ନିର୍ବାଚନମଣ୍ଡଳୀ ମଧ୍ୟରୁ ଢେଙ୍କାନାଳ, ପରଜଙ୍ଗ ଓ କାମାକ୍ଷାନଗର ପାଇଁ ମଧ୍ୟ ଉଭୟ ଦଳ ପ୍ରାର୍ଥୀ ଦେଇସାରିଛନ୍ତି। ହେଲେ ହିନ୍ଦୋଳ…

ସନ୍ଦିଗ୍ଧ ପାରା ଉଦ୍ଧାର:ଗୋଡ଼ରେ ଲାଗିଛି ଜିପିଏସ୍‌ ଟ୍ରାକର ଭଳି ଚିପ୍‌

ଢେଙ୍କାନାଳ,୯ା୪(ରତନ ନାୟାର):ଢେଙ୍କାନାଳ ଜିଲା ଗଁଦିଆ ବ୍ଲକ ନିହଲପ୍ରସାଦ ଥାନା ଲାଉଲଇ ଗ୍ରାମର ଏକ ମନ୍ଦିର ପରିସରରୁ ସୋମବାର ଏକ ପାରାକୁ ଅଞ୍ଚଳବାସୀ ଉଦ୍ଧାର କରିଛନ୍ତି। ଉକ୍ତ ପାରାର ଦୁଇ ଗୋଡ଼ରେ ବିଦେଶୀ ଭାଷାରେ ଲେଖାଥିବା ଜିପିଏସ୍‌ ଟ୍ରାକର ଭଳି ଚିପ୍‌ ଲାଗିଛି।…

ବୋମାମାଡ଼ କରି ଲୁଟିନେଲେ ୧୪ ଲକ୍ଷ ଟଙ୍କା

କାମାକ୍ଷାନଗର,୫।୪(ସୁଧୀର କୁମାର ପରିଡା): ଢେଙ୍କାନାଳ ଜିଲା କାମାକ୍ଷାନଗର ଥାନା ଜିରାଳ ସାପ୍ତାହିକ ହାଟରୁ ଶୁକ୍ରବାର ସକାଳେ ଏକ ବଡ଼ ଲୁଟ୍‌ ହୋଇଛି। ୫ ଜଣ ଦୁର୍ବୃତ୍ତ ଢିନୋଟି ମୋଟର ସାାଇକେଲରେ ଆସି ମୁହଁରେ କଳା କପଡା ବାନ୍ଧି ଗୋରୁ ବେପାରୀଙ୍କ ଉପରେ…

୨ ନେତ୍ରୀଙ୍କ ସହ ଭାଜପା ଛାଡ଼ିଲେ ନିରୋଜ ନଳିନୀ

ଢେଙ୍କାନାଳ,୪ା୪(ରତନ ନାୟାର): ରାଜ୍ୟ ଭାଜପା କାର୍ଯ୍ୟକାରିଣୀ ସଦସ୍ୟା ନିରୋଜ ନଳିନୀ ମହାଳିକ ବୁଧବାର ଭାଜପାରୁ ଇସ୍ତଫା ଦେଇଛନ୍ତି। ତାଙ୍କ ସହିତ ଢେଙ୍କାନାଳ ଜିଲା ଭାଜପା ସମ୍ପାଦିକା ଅନିତା ଦାସ ଓ ଜିଲା ମହିଳା ମୋର୍ଚ୍ଚା ସାଧାରଣ ସମ୍ପାଦିକା ସସ୍ମିତା ସାମଲ ମଧ୍ୟ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri