ଢେଙ୍କାନାଳ

ଭାଜପାର ସଦସ୍ୟତା ଅଭିଯାନ ପ୍ରସ୍ତୁତି: ଜିଲାରେ ଅଧିକ ୨୦% ସଭ୍ୟ ସଂଗ୍ରହ ଲକ୍ଷ୍ୟ

ଢେଙ୍କାନାଳ ଅଫିସ, ୧ା୭: ସାଙ୍ଗଠନିକ ନିର୍ବାଚନ ଅବ୍ୟବହିତ ପୂର୍ବରୁ ଢେଙ୍କାନାଳରେ ଭାଜପା ଆରମ୍ଭ କରିବ ନୂତନ ସଦସ୍ୟତା ଅଭିଯାନ। ଜିଲାରେ ଅଧିକ ୨୦% ସଭ୍ୟଙ୍କୁ ସଙ୍ଗଠନରେ ସାମିଲ କରାଯିବ। ଜୁଲାଇ ୬ରୁ ଆରମ୍ଭ ହେବାକୁ ଥିବା ଏହି କାର୍ଯ୍ୟକ୍ରମ ଅଗଷ୍ଟ ୧୧ଯାଏ…

କୂଅରୁ ୫ ଫୁଟର ରଣାସାପ ଉଦ୍ଧାର: ବନ ବିଭାଗକୁ ହସ୍ତାନ୍ତର

ପରଜଙ୍ଗ,୩୦।୬(ଡି.ଏନ.ଏ.): ଢେଙ୍କାନାଳ ଜିଲା ପରଜଙ୍ଗ ବ୍ଲକ ପାଟରପଦା ପଞ୍ଚାୟତ କଟାବାହାଳ ଗ୍ରାମର ରାମ ପ୍ରଧାନଙ୍କ ବାରିରେ ଥିବା କୂଅରୁ ରବିବାର ଏକ ୫ଫୁଟ ଲମ୍ବର ରଣାସାପ ଉଦ୍ଧାର କରାଯାଇଛି। ଖବର ପାଇ ସ୍ନେକ ହେଲ୍ପଲାଇନ୍‌ ସଦସ୍ୟ ସେଠାରେ ପହଞ୍ଚି କୂଅରୁ ସାପଟିକୁ…

ଖଟି ଖାଇବାରେ ମଜା ଅଲଗା

ଦହି ନେବ…ଦହି। ସ୍ନେହ ବୋଳା ଏହି ଦି ପଦ ଡାକ ଶୁଣିଲେ ଘରୁ ବାହାରି ଆସନ୍ତି ପିଲାଠାରୁ ବୟସ୍କ। ସକାଳୁ ସକାଳୁ ଲୋକଙ୍କ ଦୁଆର ମୁହଁକୁ ଯାଇ ଦହି ପରଷି ଦେଉଥିବା ସେହି ଚିହ୍ନା ପରିଚିତ ମଣିଷ ହେଉଛନ୍ତି ଭଗବାନ ବେହେରା।…

ବିବାହର ୬ବର୍ଷ ପରେ ନିର୍ଯାତନା : ନ୍ୟାୟ ପାଇଁ ଢେଙ୍କାନାଳରେ ପଶ୍ଚିମବଙ୍ଗ ମହିଳା

ଢେଙ୍କାନାଳ ଅଫିସ, ୩୦।୬ – ବିବାହର ୫ବର୍ଷ ପରେ ପଶ୍ଚିମବଙ୍ଗର ଜଣେ ମହିଳା ସ୍ବାମୀଙ୍କ ଦ୍ୱାରା ଅକଥନୀୟ ନିର୍ଯାତନାର ଶିକାର ହୋଇଥିବା ଅଭିଯୋଗ ହୋଇଛି। ସମ୍ପୃକ୍ତ ମହିଳା ନ୍ୟାୟ ପାଇଁ ସାମାଜିକ ସଙ୍ଗଠନର କର୍ମକର୍ତ୍ତାଙ୍କ ସହାୟତାରେ ଶନିବାର ଢେଙ୍କାନାଳ ଏସ୍‌ପି ଅନୁପମା…

ବିଳମ୍ବିତ ରାତିରେ ଏନ୍‌ଏଚ୍‌ରୁ ଚାନ୍ଦା ଆଦାୟ: ବ୍ଲକ କଂଗ୍ରେସ ସଭାପତି କୋର୍ଟଚାଲାଣ, ଆମ୍ବୁଲାନ୍ସ ଜବତ

ପରଜଙ୍ଗ,୨୯।୬(ଡି.ଏନ୍‌.ଏ.): ଢେଙ୍କାନାଳ ଜିଲା ପରଜଙ୍ଗ ଥାନା ମହାବିରୋଡ଼ ଫାଣ୍ଡି ଅଧୀନ ୧୪୯ ନଂ. ଜାତୀୟ ରାଜପଥ (ଏନ୍‌ଏଚ୍‌)ର ଭେଜିଆ ଛକ ନିକଟରେ ଦୀର୍ଘ ଦୁଇମାସ ହେବ ସନ୍ଧ୍ୟା ହେବା ମାତ୍ରେ ଚାନ୍ଦା ଆଦାୟ ହେଉଛି। ପରଜଙ୍ଗ ବ୍ଲକ କଂଗ୍ରେସ ସଭାପତି ନଗେନ୍‌…

ଢାବାରୁ ବିଦେଶୀ ମଦ ଜବତ, ୨ କୋର୍ଟ ଚାଲାଣ

ପରଜଙ୍ଗ,୨୯।୬(ଡି.ଏନ୍‌.ଏ.): ଢେଙ୍କାନାଳ ଜିଲା ପରଜଙ୍ଗ ଥାନା ଅଧୀନ ୧୪୯ନଂ. ଜାତୀୟ ରାଜପଥ ପାର୍ଶ୍ୱ ପରମହଂସପୁର ଛକ ନିକଟରେ ଥିବା ଉମାଶଙ୍କର ଢାବାରେ ଶୁକ୍ରବାର ରାତିରେ ପୋଲିସ ଚଢ଼ାଉ କରି ୪୨ ବୋତଲ ବିଦେଶୀ ଚୋରାମଦ ଜବତ କରିବା ସହ ୨ଜଣଙ୍କୁ ଗିରଫ…

ଖେଳୁଥିବା ବେଳେ ଖାଲରେ ବୁଡ଼ି ଯାଇ ଶିଶୁପୁତ୍ର ମୃତ

ଭୁବନ,୨୯।୬(ଡି.ଏନ୍‌.ଏ.): ଢେଙ୍କାନାଳ ଜିଲା ଏନ୍‌ଏସି କାର୍ଯ୍ୟାଳୟ ପଛପଟେ ଥିବା ଏକ ଖତ ଖାଲରେ ଭର୍ତ୍ତି ହୋଇଥିବା ପାଣିରେ ବୁଡ଼ିଯାଇ ଜଣେ ଶିଶୁପୁତ୍ରଙ୍କ ମୃତ୍ୟୁ ଘଟିଛି। ମୃତଶିଶୁ ହେଲେ ଭବାନୀ ଶଙ୍କର ଗୋଚ୍ଛାୟତଙ୍କ ପୁଅ ଗୁଲସନ(୫)। ସୂଚନାନୁଯାୟୀ, ଗୁଲସନ ବାହାରେ ଖେଳୁଥିବା ସମୟରେ…

ବାଇକ୍‌କୁ ଧକ୍କାଦେଲା ଯାତ୍ରୀବାହୀ ବସ୍‌: ସ୍ବାମୀ ମୃତ, ସ୍ତ୍ରୀ ଗୁରୁତର; ପ୍ରତିବାଦରେ ଜିରାଳ-ପଣ୍ଡୁଆ ରାସ୍ତା ଅବରୋଧ

କାମାକ୍ଷାନଗର,୨୯।୬(ଡି.ଏନ୍‌.ଏ.): ଢେଙ୍କାନାଳ ଜିଲା କାମାକ୍ଷାନଗର ଥାନା ରାଙ୍କିଆ ନିକଟରେ ଶନିବାର ସକାଳେ ଦୁର୍ଘଟଣା ଘଟିଛି। ଏକ ବାଇକ୍‌କୁ ଯାତ୍ରୀବାହୀ ବସ୍‌ ଧକ୍କା ଦେବା ଫଳରେ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ଜଣେ ଗୁରୁତର ହୋଇଛନ୍ତି। ମୃତକ ହେଲେ ମଠକରଗୋଳା ଅଞ୍ଚଳର ଗତିକୃଷ୍ଣ…

ହାତୀ ପାଇଁ ହାତ ଟେକିଦେଲେ

ଢେଙ୍କାନାଳ ଜିଲାରେ ହାତୀ-ମଣିଷ ସଂଘର୍ଷ ଚରମ ସୀମାରେ ପହଞ୍ଚତ୍ଛି। ସଂରକ୍ଷିତ ଜଙ୍ଗଲରେ ଖାଦ୍ୟାଭାବ, ଶିକାରୀ ଭୟ ଏବେ ହାତୀ ଭଳି ବିଶାଳକାୟ ଜନ୍ତୁକୁ ଜନବସତିମୁହଁା କରାଉଛି। ଫଳସ୍ବରୂପ ଏବେ ସ୍ଥିତି ଦିନକୁ ଦିନ ଅସମ୍ଭାଳ ହେଲାଣି। ପ୍ରତିଦିନ ଜିଲାର କେଉଁଠି ନା…

ଗୋଠଛଡ଼ା ହାତୀ ଶାବକ ଚିନ୍ତାରେ ବନ ବିଭାଗ:ପାଟିରେ ଘା’, ବିଗୁଡୁଛି ସ୍ବାସ୍ଥ୍ୟ

ଢେଙ୍କାନାଳ ଅଫିସ, ୨୯।୬ ଢେଙ୍କାନାଳ ଜିଲା ହିନ୍ଦୋଳ ରେଞ୍ଜ୍‌ ରାସୋଳ ଥାନା ଅଧୀନ କନ୍ଧରା ସଂରକ୍ଷିତ ଜଙ୍ଗଲରେ ଗୋଠରୁ ଅଲଗା ହୋଇଯାଇଥିବା ହାତୀ ଶାବକର ସ୍ବାସ୍ଥ୍ୟାବସ୍ଥାକୁ ନେଇ ଚିନ୍ତାରେ ପଡ଼ିଛି ବନ ବିଭାଗ। ବାରମ୍ବାର ଉଦ୍ୟମ ସତ୍ତ୍ୱେ ହାତୀ ଛୁଆ ଜଙ୍ଗଲକୁ…

ଜଗନ୍ନାଥଙ୍କ ଦର୍ଶନ ଲାଗି ଶ୍ରଦ୍ଧାଳୁଙ୍କ ପୁରୀ ଯାତ୍ରା, ପାଦରେ ଚାଲି ଚାଲି ପହଞ୍ଚିବେ

ଭୁବନ,୨୮।୦୬(ଡି.ଏନ୍‌.ଏ.): ଢେଙ୍କାନାଳ ଜିଲା ଭୁବନ ଏନ୍‌ଏସିର ୬୦ ଜଣରୁ ଊର୍ଦ୍ଧ୍ୱ ଶ୍ରଦ୍ଧାଳୁ ଶୁକ୍ରବାର ପାଦରେ ଚାଲି ଜଗନ୍ନାଥଙ୍କ ଦର୍ଶନ କରିବା ନିମନ୍ତେ ପୁରୀ ଯାତ୍ରା କରିଛନ୍ତି। ପ୍ରତ୍ୟେକ ବର୍ଷ ପରି ଚଳିତ ବର୍ଷ ମଧ୍ୟ ଶ୍ରଦ୍ଧାଳୁମାନେ ଭୁବନ ଜଗନ୍ନାଥ ମନ୍ଦିରରେ ପୂଜାର୍ଚ୍ଚନା…

ଢେଙ୍କାନାଳ କଲେଜ ପିଜି ପରୀକ୍ଷା ଫଳ ପ୍ରକାଶିତ: ବାଜି ମାରିଲେ ଝିଅ

ଢେଙ୍କାନାଳ ଅଫିସ, ୨୮।୬-ଢେଙ୍କାନାଳ ସ୍ବୟଂଶାସିତ ମହାବିଦ୍ୟାଳୟର ଉଦ୍ଭିଦ ବିଜ୍ଞାନ, ବାଣିଜ୍ୟ ଏବଂ ଇତିହାସ ସ୍ନାତକୋତ୍ତର (ପିଜି) ବିଭାଗ ପରୀକ୍ଷା ଫଳ ଗୁରୁବାର ମଧ୍ୟାହ୍ନରେ ପ୍ରକାଶିତ ହୋଇଛି। ଚଳିତ ବର୍ଷ ୩ ବିଭାଗରେ ମୋଟ ୬୦ଜଣ ପରୀକ୍ଷା ଦେଇଥିଲେ। ସେମାନଙ୍କ ମଧ୍ୟରୁ ୪୮ଜଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?