ଢେଙ୍କାନାଳ

ରଥଯାତ୍ରା ପାଇଁ ପ୍ରସ୍ତୁତି ବୈଠକ: ବ୍ୟୟ ଅଟକଳ ୧୦.୩୨ ଲକ୍ଷ

ଢେଙ୍କାନାଳ ଅଫିସ, ୩୧ା୫- ଢେଙ୍କାନାଳର ପ୍ରସିଦ୍ଧ ରଥଯାତ୍ରାକୁ ଶୃଙ୍ଖଳିତ କରିବାକୁ ଜିଲା ପ୍ରଶାସନ ପକ୍ଷରୁ ତତ୍ପରତା ପ୍ରକାଶ ପାଇଛି। ଏ ନେଇ ଗୁରୁବାର ଜିଲା କାର୍ଯ୍ୟାଳୟ ସଦ୍‌ଭାବନା ଗୃହରେ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି। ଜିଲାପାଳ ନିଖିଲ ପଓ୍ବନ କଲ୍ୟାଣ ଏଥିରେ…

ପୃଥକ୍‌ ଦୁର୍ଘଟଣାରେ ୪ ମୃତ

ଢେଙ୍କାନାଳ ଅଫିସ,୨୮ା୫ଢେଙ୍କାନାଳ ସହରରେ ସୋମବାର ଦୁଇଟି ଦୁର୍ଘଟଣାରେ ୪ ଜଣ ପ୍ରାଣ ହରାଇଛନ୍ତି। ଏକ ଟ୍ରକ୍‌ ଧକ୍କାରେ ୨ ଜଣଙ୍କ ମୃତ୍ୟୁ ଘଟିଥିବାବେଳେ ଏକ ଟିପ୍ପର ମାଡ଼ି ଯିବାରୁ ଆଉ ୨ ଜଣଙ୍କ ଜୀବନ ଯାଇଛି। ମୃତକମାନେ ହେଲେ ମୋଟଙ୍ଗା ଥାନା…

ନୂତନ ଜିଲା ମୁଖ୍ୟ ଚିକିତ୍ସାଳୟକୁ ବର୍ଷେ ପୂରିଲା : ନିର୍ମାଣ ହୋଇପାରୁନି ସମ୍ମୁଖ ରାସ୍ତା

ଢେଙ୍କାନାଳ ଅଫିସ,୨୮ା୫ ଢେଙ୍କାନାଳ ସହରସ୍ଥିତ ଦକ୍ଷିଣକାଳୀ ରୋଡରେ ନିର୍ମିତ ନୂତନ ଜିଲା ମୁଖ୍ୟ ଚିକିତ୍ସାଳୟକୁ ବର୍ଷେ ପୂରିଯାଇଛି। ହେଲେ ଆଜି ପର୍ଯ୍ୟନ୍ତ ଆରମ୍ଭ ହୋଇପାରୁନି ଚିକିତ୍ସାଳୟରୁ ନିକଟରୁ ୫୫ନଂ ଜାତୀୟ ରାଜପଥକୁ ସଂଯୋଗ ପାଇଁ ଥିବା ସମ୍ମୁଖ ରାସ୍ତା। ଏଥି ନିମନ୍ତେ…

କଂଗ୍ରେସ ଧରାଶାୟୀ

ଢେଙ୍କାନାଳ ଅଫିସ/ପରଜଙ୍ଗ(ଡି.ଏନ.ଏ.), ୨୫।୫- ସାଧାରଣ ନିର୍ବାଚନରେ ଭୟଙ୍କର ବିପର୍ଯ୍ୟୟର ସମ୍ମୁଖୀନ ହୋଇଛି କଂଗ୍ରେସ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ହାଓ୍ବା ଆଗରେ ଫେଲ୍‌ ମାରିଛି ବିପକ୍ଷ ଦଳର ସବୁ ରଣନୀତି। ଢେଙ୍କାନାଳ ଲୋକ ସଭା ନିର୍ବାଚନମଣ୍ଡଳୀରେ ଦଳ ଖାତା ଖୋଲିପାରିନାହିଁ। ଅଧିକାଂଶ ସ୍ଥାନରେ…

ଆଜି ଭୋଟଗଣତି, ପ୍ରସ୍ତୁତି ଶେଷ: ୩୯ ପ୍ରାର୍ଥୀଙ୍କ ଭାଗ୍ୟ ପରୀକ୍ଷା

ଢେଙ୍କାନାଳ ଅଫିସ, ୨୩ା୫ ସାଧାରଣ ନିର୍ବାଚନର ଫଳାଫଳକୁ ମାତ୍ର କେଇଘଣ୍ଟା ବାକି। ରାଜ୍ୟରେ ଅନ୍ୟତମ ଚର୍ଚ୍ଚିତ ଢେଙ୍କାନାଳ ଲୋକ ସଭା ଆସନ ଉପରେ ଏବେ ସମସ୍ତଙ୍କ ଦୃଷ୍ଟି କେନ୍ଦ୍ରୀଭୂତ ହୋଇଛି। ଇଭିଏମ୍‌ରେ କଏଦ ୯ ଏମ୍‌ପି ପ୍ରାର୍ଥୀ, ୨ ମନ୍ତ୍ରୀଙ୍କ ସମେତ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri