ଖୋଲୁନି ଧାନମଣ୍ଡି: ତେଜିଲା ଚାଷୀ ଅସନ୍ତୋଷ
କାମାକ୍ଷାନଗର, ୬।୬(ଡି.ଏନ୍.ଏ.) ଢେଙ୍କାନାଳ ଜିଲା କଙ୍କଡ଼ାହାଡ଼ ବ୍ଲକର ଦଣ୍ଡାଧର ଡ୍ୟାମ୍ ତଳି ଅଞ୍ଚଳରେ ରବିଧାନ ଚାଷ କରିଥିବା ଚାଷୀଙ୍କ ପାଇଁ ମଣ୍ଡି ଖୋଲୁନାହିଁ। ଏ ନେଇ ଚାଷୀଙ୍କ ମଧ୍ୟରେ ଅସନ୍ତୋଷ ତେଜିବାରେ ଲାଗିଛି। ତୁରନ୍ତ ମଣ୍ଡି ନ ଖୋଲିଲେ ସେମାନେ ଆନ୍ଦୋଳନକୁ ଓହ୍ଲାଇବେ…
‘ନୃତ୍ୟମ୍’ର ୨୨ତମ ବାର୍ଷିକ ଉତ୍ସବ: ‘ଅନୁଷ୍ଠାନ ଆଗକୁ ବଢ଼ିଲେ କଳାକାର ବିକଶିତ ହେବେ’
ଢେଙ୍କାନାଳ ଅଫିସ, ୬।୬: ସାଂସ୍କୃତିକ ଅନୁଷ୍ଠାନ ‘ନୃତ୍ୟମ୍’ର ୨୨ତମ ବାର୍ଷିକ ଉତ୍ସବ ବୁଧବାର ସନ୍ଧ୍ୟାରେ ଗୋପବନ୍ଧୁ ଟାଉନ ହଲ୍ରେ ଅନୁଷ୍ଠିତ ହୋଇଯାଇଛି। ରାଜ୍ୟ ସମବାୟ ବ୍ୟାଙ୍କ ସଭାପତି ଅକ୍ଷୟ କୁମାର ମହାନ୍ତି ମୁଖ୍ୟଅତିଥି ଭାବେ ଯୋଗଦେଇ କାର୍ଯ୍ୟକ୍ରମକୁ ଉଦ୍ଘାଟନ କରି କହିଲେ, ଦୀର୍ଘ…
ଜିଲା ବିଜ୍ଞାନ କେନ୍ଦ୍ରକୁ ପୂରିଲା ୨୫ ବର୍ଷ: ‘ବିଜ୍ଞାନ ପ୍ରତି ଅନୁସନ୍ଧିତ୍ସୁ ହୁଅ’
ଢେଙ୍କାନାଳ ଅଫିସ, ୬ା୬: ବିଜ୍ଞାନ ଏକ କଷ୍ଟକର ବିଷୟ ବୋଲି ଅଧିକାଂଶ ଛାତ୍ରୀଛାତ୍ରଙ୍କ ଧାରଣା ରହିଛି, ଯାହା ଅମୂଳକ। ବିଜ୍ଞାନ ପ୍ରତି ଅନିସନ୍ଧୁତ୍ସୁ ମନୋଭାବ ରହିଲେ ଏହା ସହଜ ହୋଇଯାଏ। ବିଭିନ୍ନ ବିଷୟରେ ଜ୍ଞାନ ଆହରଣ କରିବାକୁ ପର୍ଯ୍ୟାପ୍ତ ସୁଯୋଗ ମିଳେ ବୋଲି…
ପ୍ରଦୂଷଣ ବଳୟରେ ବ୍ରାହ୍ମଣୀ : କମୁଛନ୍ତି ଜଳଚର ଜୀବ
ଭୁବନ, ୬।୬(ଡି.ଏନ.ଏ.)- ଓଡ଼ିଶାର ଦ୍ୱିତୀୟ ବୃହତ୍ତମ ନଦୀ ବ୍ରାହ୍ମଣୀ ପ୍ରଦୂଷଣ ବଳୟରେ। କଳକାରଖାନାର ବର୍ଜ୍ୟବସ୍ତୁ ସିଧାସଳଖ ନଦୀରେ ମିଶୁଥିବାବେଳେ ଏହାର ପାଣି ପ୍ରଦୂଷିତ ହେବାରେ ଲାଗିଛି। ଧୀରେ ଧୀରେ ନଦୀଜଳ ବିଷାକ୍ତ ହୋଇପଡୁଥିବା ବେଳେ ଜଳଚରଜୀବଙ୍କ ସଂଖ୍ୟା କମିବାରେ ଲାଗିଛି। ଏପରି…
ତହସିଲ ପକ୍ଷରୁ ଚଢାଉ, ୨୩ଟି ଗାଡି ଜବତ
ଧର୍ମଶାଳା/ଚଢେଇଧରା/ଜେନାପୁର,୫।୬(ଡି.ଏନ୍.ଏ.)- ଢେଙ୍କାନାଳ ପୋଲିସ ପ୍ରଶାସନ ପକ୍ଷରୁ ଯାଜପୁର ଜିଲା ସୀମାନ୍ତ ଚଡ଼କମରା ଡଙ୍କାରୀ ପାହାଡରେ ଥିବା ବେଆଇନ କଳାପଥର ଖାଦାନରେ ଗତ ଏକ ତାରିଖରେ ବ୍ୟାପକ ଚଢାଉ କରାଯାଇଥିଲା। ଉକ୍ତ ଚଢାଉରେ ୨୯ରୁ ଊର୍ଦ୍ଧ୍ୱ ଗାଡି ଜବତ ହୋଇଥିଲା। ଢେଙ୍କାନଳ ପୋଲିସ…
କୃଷି ନିର୍ଦ୍ଧାରଣ ସମୀକ୍ଷା ବୈଠକ: ୧,୮୫,୧୦୦ ହେକ୍ଟରରେ ଚାଷ ଲକ୍ଷ୍ୟ
ଢେଙ୍କାନାଳ ଅଫିସ, ୫।୬- ଢେଙ୍କାନାଳ ଜିଲା ସଦ୍ଭାବନା ଗୃହ ପରିସରରେ ମଙ୍ଗଳବାର କୃଷି ନିର୍ଦ୍ଧାରଣ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି। ଏଥିରେ ଜିଲାପାଳ ନିଖିଲ ପଓ୍ବନ କଲ୍ୟାଣ ଅଧ୍ୟକ୍ଷତା କରିଥିଲେ। ଏହି ଅବସରରେ ଖରିଫ୍ ଚାଷ-୨୦୧୯ ଲାଗି ବିଭିନ୍ନ ବିଷୟରେ ଆଲୋଚନା…
ମନ୍ତ୍ରୀଙ୍କ ଭୁବନ ବ୍ଲକ ଗସ୍ତ: ପାନୀୟ ଜଳ ପ୍ରକଳ୍ପ ଲୋକାର୍ପିତ
ଭୁବନ, ୫।୬(ଡି.ଏନ୍.ଏ.)- ରାଜ୍ୟ ମନ୍ତ୍ରିମଣ୍ଡଳରେ କ୍ୟାବିନେଟ ପାହ୍ୟା ମିଳିବା ପରେ ମଙ୍ଗଳବାର ପ୍ରଥମ ଥର ଭୁବନ ବ୍ଲକ ଗସ୍ତ କରିଛନ୍ତି ଖଣି, ଇସ୍ପାତ ଏବଂ ପୂର୍ତ୍ତ ବିଭାଗ ମନ୍ତ୍ରୀ ପ୍ରଫୁଲ୍ଲ କୁମାର ମଲ୍ଲିକ। ସେ ମଠକରଗୋଳା, ଅରଖପାଳ, ମାର୍ଥାପୁର, ଜମୁନାକୋଟ, ଦୟଣାବିଲ,…
ବ୍ୟକ୍ତିଗତ ସ୍ବାର୍ଥ ପାଇଁ ପୋତିଦେଲେ ଡ୍ରେନ୍:ଘରେ ପଶୁଛି ନର୍ଦ୍ଦମା ପାଣି
ଭୁବନ, ୪।୬(ଡି.ଏନ.ଏ.) ଢେଙ୍କାନାଳ ଜିଲା ଭୁବନ ଏନ୍ଏସିର ପରିମଳ ବ୍ୟବସ୍ଥା ଭୁଶୁଡ଼ି ପଡ଼ିଛି। ଡ୍ରେନ୍ଗୁଡ଼ିକ ଆବର୍ଜନାରେ ଭର୍ତ୍ତି ହୋଇ ରହିଥିବାରୁ ନର୍ଦ୍ଦମା ପାଣି ନିଷ୍କାସନରେ ବାଧା ସୃଷ୍ଟି ହୋଇଛି। କେତେକ ସ୍ଥାନରେ ବ୍ୟକ୍ତିଗତ ସ୍ବାର୍ଥସାଧନ ଲାଗି ନାଳ ପୋତି ଦିଆଯାଇଛି। ସାମାନ୍ୟ…
ଯୁକ୍ତ୨ ବିଜ୍ଞାନ ପରୀକ୍ଷା ଫଳ ପ୍ରକାଶିତ:ଜୁନିୟର କଲେଜରେ ୯୦.୨୩%
ଢେଙ୍କାନାଳ ଅଫିସ/ଭାପୁର(ଡି.ଏନ୍.ଏ.), ୪।୬ପ୍ରକାଶ ପାଇଛି ଯୁକ୍ତ୨ ବିଜ୍ଞାନ ପରୀକ୍ଷା ଫଳ। ଢେଙ୍କାନାଳ ଜୁନିୟର କଲେଜର ପାସ୍ ହାର ରହିଛି ୯୦.୨୩%। ପରୀକ୍ଷା ଦେଇଥିବା ୨୫୨ ଛାତ୍ରୀଛାତ୍ରଙ୍କ ମଧ୍ୟରୁ ୨୩୯ଜଣ ଉତ୍ତୀର୍ଣ୍ଣ ହୋଇଛନ୍ତି। ତନ୍ମଧ୍ୟରେ ୧୩୧ ପ୍ରଥମ, ୮୩ ଦ୍ୱିତୀୟ ଏବଂ ୨୫…
ଜିଲା ଚିକିତ୍ସାଳୟ ଦୁର୍ନୀତି ମାମଲା:ଦୃଢ଼ କାର୍ଯ୍ୟାନୁଷ୍ଠାନ ଦାବି କଲେ କର୍ମଚାରୀ
ଢେଙ୍କାନାଳ ଅଫିସ, ୪।୬ଢେଙ୍କାନାଳ ଜିଲା ମୁଖ୍ୟ ଚିକିତ୍ସାଳୟ ଦୁର୍ନୀତି ମାମଲାର ନିରପେକ୍ଷ ତଦନ୍ତ କରି ଦୋଷୀ ବିରୋଧରେ କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ଦାବି କରିଛନ୍ତି ଡାକ୍ତର ଏବଂ କର୍ମଚାରୀ। ଏ ନେଇ ସେମାନେ ଜିଲାପାଳଙ୍କୁ ଲିଖିତ ଭାବେ ଜଣାଇଛନ୍ତି। ଏଥିରେ…
ଢେଙ୍କାନାଳ ଡାକପାଳଙ୍କୁ ଦାବିପତ୍ର
ବଇଣ୍ଡା,୪।୬(ଡି.ଏନ.ଏ.)ଅନୁଗୋଳ ଜିଲା କିଶୋରନଗର ବ୍ଲକ ନୁନୁକାପଶି ପଞ୍ଚାୟତ ଅଧୀନରେ ଥିବା କିଶୋରଗଞ୍ଜ ଉପ ଡାକଘର ବର୍ତ୍ତମାନ ଅବ୍ୟବସ୍ଥା ମଧ୍ୟରେ ଗତି କରୁଛି। ଫଳରେ ଲୋକେ ଠିକ୍ ଭାବେ ସେବା ପାଇ ପାରୁ ନାହାନ୍ତି। ସେହିପରି ବିଭାଗ ପକ୍ଷରୁ ଏହାର ସମାଧାନ କରାଯାଉ…
କାମରେ ଆସୁନି ଆଇନ : ଖୋଲାଖୋଲି ଚାଲିଛି ଗୁଟ୍ଖା ବ୍ୟବସାୟ
କାମାକ୍ଷାନଗର, ୨।୬- ଢେଙ୍କାନାଳ ଜିଲା କାମାକ୍ଷାନଗର ଉପଖଣ୍ଡ ଅଞ୍ଚଳରେ ବେଆଇନ ଗୁଟ୍ଖା ଏବଂ ତମାଖୁ ବ୍ୟବସାୟ ବଢ଼ିବାରେ ଲାଗିଛି। ଆଇନଗତ କଟକଣା ସତ୍ତ୍ୱେ ଏହାକୁ ଦେଖିବାକୁ କେହିନାହିଁ। ସଚେତନତା ଅଭାବ ଏବଂ ଆଇନରେ ରହିଥିବା ଗଳାବାଟ ଯୋଗୁ ବେଧଡ଼କ ବଢ଼ିଚାଲିଛି ଏପରି…
Archives


