ଢେଙ୍କାନାଳ

ଭୁବନ ମହିଳା ମହାବିଦ୍ୟାଳୟରେ ଆନ୍ତର୍ଜାତିକ ଯୋଗ ଦିବସ

ଭୁବନ,୨୧ା୬(ଡି.ଏନ୍‌.ଏ.): ଢେଙ୍କାନାଳ ଜିଲା ଭୁବନ ମହିଳା ମହାବିଦ୍ୟାଳୟରେ ଏନ୍‌ସିସି ପକ୍ଷରୁ ଶୁକ୍ରବାର ୫ମ ଆନ୍ତର୍ଜାତିକ ଯୋଗ ଦିବସ ପାଳନ କରାଯାଇଛି। ଏହି ଯୋଗ ଶିବିରରେ ମହାବିଦ୍ୟାଳୟର ଅଧ୍ୟକ୍ଷ ଦିଲୀପ ଦାସ ମୁଖ୍ୟ ଅତିଥି ଭାବେ ଯୋଗଦେଇ ସୁସ୍ଥ ସମାଜ ଗଠନ ପାଇଁ…

୭ ବର୍ଷର ରାକେଶଙ୍କ ଦୁଇ କିଡ୍‌ନୀ ନଷ୍ଟ: ଚିକିତ୍ସା ସହାୟତା ଲୋଡ଼ିଲା ପରିବାର

ଭୁବନ, ୨୧।୬(ଡି.ଏନ.ଏ.)-ଜୀବନ କ’ଣ ଜାଣିବା ଆଗରୁ ଦାରୁଣ ହୋଇଛି ସମୟ। ମାତ୍ର ୭ବର୍ଷ ବୟସରେ ଉଭୟ କିଡ୍‌ନୀ ହରାଇଛନ୍ତି ଅବୋଧ ଶିଶୁ ରାକେଶ। ଦୀର୍ଘ ୫ବର୍ଷ ହେଲା ରୋଗ କଲବଲ କରୁଥିବାବେଳେ ଖର୍ଚ୍ଚ ହେଲାଣି ୫ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କା। ଚିକିତ୍ସାରେ ଆହୁରି…

ପଞ୍ଚଭୂତରେ ବିଲୀନ ଶହୀଦ ଅଜିତ୍‌ଙ୍କ ମରଶରୀର

କାମାକ୍ଷାନଗର,୨୦।୬(ଡି.ଏନ.ଏ.)-ପଞ୍ଚଭୂତରେ ବିଲୀନ ହୋଇଛି ଶହୀଦ ଅଜିତ ସାହୁଙ୍କ ମରଶରୀର। ଶୋକାକୂଳ ପରିବେଶ ମଧ୍ୟରେ କାମାକ୍ଷାନଗର ବଡ଼ସୁଆଁଳ ଗ୍ରାମ ଶଶ୍ମାନରେ ଶେଷକୃତ୍ୟ ସମ୍ପନ୍ନ ହୋଇଛି। ଅଞ୍ଚଳବାସୀ, ପରିବାର ବର୍ଗ, ଆତ୍ମୀୟମାନେ ବୀରପୂତ୍ରଙ୍କୁ ଅଶ୍ରୁଳ ବିଦାୟ ଦେଇଛନ୍ତି।

ଟ୍ରେନ ଧକ୍କାରେ ହାତୀ ମୃତ

ଢେଙ୍କାନାଳ ଅଫିସ,୨୦।୬- ଢେଙ୍କାନାଳ ସଦର ଥାନା ସଦର ରେଞ୍ଜ କାଉଁରିଆପାଳ ରେଳ ଲାଇନରେ ଟ୍ରେନ ଧକ୍କାରେ ଗୁରୁବାର ସକାଳେ ଏକ ମାଈ ହାତୀର ମୃତ୍ୟୁ ଘଟିଛି। ରେଳ ଲାଇନ ପାର ହେଉଥିବାବେଳେ ହାତୀଟି ଦୁର୍ଘଟଣାର ସମ୍ମୁଖୀନ ହୋଇଥିଲା। ଖବରପାଇ ବନବିଭାଗର କର୍ମଚାରୀମାନେ…

ଜନ୍ମମାଟିରେ ଶହୀଦ ଅଜିତ୍‌ଙ୍କ ମରଶରୀର: ଶେଷ ଦର୍ଶନ ପାଇଁ ଗ୍ରାମରେ ଜନସମୁଦ୍ର, ଗ୍ରାମ ଶ୍ମଶାନରେ କରାଯିବ ଶେଷକୃତ୍ୟ

କାମାକ୍ଷାନଗର,୨୦।୬(ଡି.ଏନ୍‌.ଏ.): ଶହୀଦ ଅଜିତ୍‌ ସାହୁଙ୍କ ମରଶରୀର ଜନ୍ମମାଟି ଢେଙ୍କାନାଳ ଜିଲା କାମାକ୍ଷାନଗର ବ୍ଲକ ବଡ଼ସୁଆଁଳ ଗ୍ରାମରେ ପହଞ୍ଚିଛି। ସେଠାରେ ଶୋକାକୁଳ ପରିବେଶ ସୃଷ୍ଟି ହୋଇଛି। ବହୁ ପ୍ରଶାସନିକ ଅଧିକାରୀଙ୍କ ସହ ନିକଟସ୍ଥ ଗ୍ରାମର ହଜାର ହଜାର ସଂଖ୍ୟାରେ ଲୋକ ଅଜିତ୍‌ଙ୍କ ଶେଷ…

ବୀର ପୁଅକୁ ଝୁରୁଛି ବଡ଼ସୁଅଁ।ଳ : ଶହୀଦ ଅଜିତ୍‌ଙ୍କୁ ଚାହିଁ ବସିଛନ୍ତି ସଭିଏଁ

କାମାକ୍ଷାନଗର, ୨୦।୬(ଡି.ଏନ୍‌.ଏ.) – ଆତଙ୍କବାଦୀଙ୍କ ସହ ଲଢ଼ି ଶହୀଦ ହୋଇଛନ୍ତି ଅଜିତ୍‌ ସାହୁ। ହଠାତ୍‌ ଏହି ଘଟଣାକୁ ବିଶ୍ୱାସ କରିପାରି ନ ଥିବା ସାଙ୍ଗସାଥୀ, ବନ୍ଧୁବାନ୍ଧବ, ପରିବାର, ଆତ୍ମୀୟସ୍ବଜନ ଏବେ ସତ୍ୟତା ଜାଣିଲେଣି। ଏବେ ଅଫେରା ଦୁନିଆରେ ଅଜିତ୍‌। ସେ ଆଉ…

ବିଶ୍ରାମାଗାରରୁ ନବଜାତ ଶିଶୁକନ୍ୟା ଉଦ୍ଧାର : ଜିଲା ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଗଲା

ଢେଙ୍କାନାଳ ଅଫିସ,୨୦।୬ – ଢେଙ୍କାନାଳ ଜିଲା ଯୋରନ୍ଦା ନିକଟ ତେରମାଇଲ ଛକସ୍ଥିତ ଯାତ୍ରୀ ବିଶ୍ରାମାଗାରରୁ ବୁଧବାର ସକାଳ ୫ଟା ୨୦ରେ ଅସହାୟ ଅବସ୍ଥାରେ ପଡ଼ିଥିବା ଏକ ନବଜାତ ଶିଶୁକନ୍ୟାକୁ ଅଞ୍ଚଳବାସୀ ଉଦ୍ଧାର କରିଛନ୍ତି। ଢେଙ୍କାନାଳ ଯିବା ପାଇଁ ବସ୍‌କୁ ଅପେକ୍ଷା କରିଥିବା…

ବିମାନରେ ଯାନ୍ତ୍ରିକ ତ୍ରୁଟି: ଆଜି ପହଞ୍ଚିବ ଶହୀଦ ଅଜିତ୍‌ଙ୍କ ମରଶରୀର

କାମାକ୍ଷାନଗର, ୧୯।୬(ଡି.ଏନ୍‌.ଏ.): ବିମାନରେ ଯାନ୍ତ୍ରିକ ତ୍ରୁଟି କାରଣରୁ ଶହୀଦ ଅଜିତ୍‌ ସାହୁଙ୍କ ମରଶରୀର ଓଡ଼ିଶା ଆସିବାରେ ବିଳମ୍ବ ହେଉଛି। ଗୁରୁବାର ତାଙ୍କ ମୃତଦେହ ଭୁବନେଶ୍ୱରେ ପହଞ୍ଚିବ। ଜନ୍ମମାଟି କାମାକ୍ଷାନଗର ବ୍ଲକ ବଡ଼ସୁଅଁ।ଳ ଗ୍ରାମକୁ ଅଣାଯିବା ପରେ ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ସେଠାରେ…

ସୋମ୍‌ ହିରୋ ପକ୍ଷରୁ ନୂତନ ବାଇକ୍‌ ବଜାର ପ୍ରବେଶ

ଢେଙ୍କାନାଳ ଅଫିସ, ୧୯।୬- ଢେଙ୍କାନାଳ କୁଞ୍ଜକାନ୍ତସ୍ଥିତ ସୋମ୍‌ ହିରୋ ଶୋ’ରୁମ ପରିସରରେ ହିରୋ କମ୍ପାନୀ ପକ୍ଷରୁ ନୂତନ ଜ୍ଞାନକୌଶଳରେ ନିର୍ମିତ ୩ ବାଇକ୍‌ ଓ ସ୍କୁଟର ମଙ୍ଗଳବାର ଅପରାହ୍ନରେ ବଜାର ପ୍ରବେଶ ହୋଇଛି। ଏହି ଉପଲକ୍ଷେ ଆୟୋଜିତ ଉତ୍ସବରେ ଶୋ’ରୁମର ସ୍ବତ୍ତ୍ୱାଧିକାରୀ…

କାମାକ୍ଷାନଗର ଏନ୍‌ଏସି ହଟାଇଲା ଜବରଦଖଲ

କାମାକ୍ଷାନଗର, ୧୮।୬(ଡି.ଏନ.ଏ.)-ଢେଙ୍କାନାଳ ଜିଲା କାମାକ୍ଷାନଗର ଏନ୍‌ଏସିରେ ରାସ୍ତା ପାର୍ଶ୍ୱ ଡ୍ରେନ୍‌ ଉପରେ ଥିବା ଅସ୍ଥାୟୀ ଘରଗୁଡ଼ିକୁ ମଙ୍ଗଳବାର ଉଚ୍ଛେଦ କରାଯାଇଛି। ଏନ୍‌ଏସିର ସୌନ୍ଦର୍ଯ୍ୟକରଣ ବଢ଼ାଇବା ଏବଂ ଟ୍ରାଫିକ୍‌ ସମସ୍ୟାର ସମାଧାନ ଲାଗି ପ୍ରଶାସନ ଏବଂ ଏନ୍‌ଏସି କର୍ତ୍ତୃପକ୍ଷଙ୍କ ମିଳିତ ଉଦ୍ୟମରେ ପୂର୍ବରୁ…

ଅନନ୍ତନାଗରେ ଆତଙ୍କବାଦୀ ଆକ୍ରମଣରେ ଓଡ଼ିଆ ଯବାନ ଶହୀଦ

କାମାକ୍ଷାନଗର, ୧୮।୬(ଡି.ଏନ୍‌.ଏ.): ଜମ୍ମୁ କଶ୍ମୀର ଅନନ୍ତନାଗ ଜିଲାରେ ସୋମବାର ଆତଙ୍କବାଦୀ ଏବଂ ସୁରକ୍ଷାକର୍ମୀଙ୍କ ମଧ୍ୟରେ ଗୁଳିବିନିମୟ ହୋଇଥିଲା। ଏଥିରେ ଜଣେ ଓଡ଼ିଆ ଯବାନ ଶହୀଦ ହୋଇଛନ୍ତି। ସେ ହେଲେ ଢେଙ୍କାନାଳ ଜିଲା କାମାକ୍ଷାନଗର ବଡସୁଆଁଳ ଗ୍ରାମର ଅଜିତ୍‌ ସାହୁ। ୨୦୧୫ ମସିହାରେ…

ତୁରନ୍ତ ଆର୍‌ପିଡିଏସି ବୈଠକ ବସିବାକୁ ଦାବି:ଜିଲାପାଳଙ୍କୁ ଭେଟିଲେ ରୁଙ୍ଗ୍‌ଟା କ୍ଷତିଗ୍ରସ୍ତ

ଢେଙ୍କାନାଳ ଅଫିସ,୧୮ା୬ଢେଙ୍କାନାଳ ଜିଲା ଓଡ଼ାପଡ଼ା ବ୍ଲକ ଝାଡବନ୍ଧଠାରେ ରୁଙ୍ଗଟା ମାଇନ୍ସ ଲିମିଟେଡ ପ୍ରକଳ୍ପ ପାଇଁ ପୁନର୍ବାସ ଥଇଥାନ ଓ ପାରିପାର୍ଶ୍ୱିକ ଉନ୍ନୟନ ଉପଦେଷ୍ଟା କମିଟି(ଆରପିଡିଏସି) ବୈଠକ ତୁରନ୍ତ କରିବା ପାଇଁ ସ୍ଥାନୀୟ ଅଞ୍ଚଳର ଜମିହରା ପ୍ରଜା ଦାବି କରିଛନ୍ତି। ସୋମବାର ସେମାନେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?