ଢେଙ୍କାନାଳ

କାମାକ୍ଷାନଗର କୃଷି ଜିଲାରେ କର୍ମଚାରୀ ମରୁଡ଼ି : ବିନା ମୁରବିରେ ଚାଲିଛି

କାମାକ୍ଷାନଗର, ୯।୬ – ଶୁଭିଲାଣି ମୌସୁମୀର ପଦଧ୍ୱନି। ଅଖିମୁଠି ଅନୁକୂଳ କରି ବର୍ଷାକୁ ଅନାଇ ରହିଛନ୍ତି ଚାଷୀ। ଏଥର ସ୍ବାଭାବିକ ବର୍ଷା ହେବ ବୋଲି ପାଣିପାଗ ବିଭାଗ ସୂତ୍ରରୁ ମିଳିଥିବା ସୂଚନା ଚାଷୀଙ୍କ ମଧ୍ୟରେ ବଢ଼ାଇଛି ଉତ୍ସାହ। ହେଲେ କାମାକ୍ଷାନଗର କୃଷି…

ବସ୍‌ଷ୍ଟାଣ୍ଡ ପରିସ୍ରାଗାର, ଶୌଚାଳୟ ଅବହେଳିତ : ଦୁର୍ଗନ୍ଧରେ ନାକ ଫାଟୁଛି

ଢେଙ୍କାନାଳ ଅଫିସ, ୯।୬ – ଢେଙ୍କାନାଳ ବସ୍‌ଷ୍ଟାଣ୍ଡ ପରିସରରେ ନିର୍ମିତ ଶୌଚାଳୟ ଏବଂ ପରିସ୍ରାଗାର ରକ୍ଷଣାବେକ୍ଷଣ ଅଭାବରୁ ଅବହେଳିତ ହୋଇପଡ଼ିଛି। ବାରମ୍ବାର ଦୃଷ୍ଟି ଆକର୍ଷଣ କରାଯିବା ସତ୍ତ୍ୱେ ପୌରସଂସ୍ଥା ଏହାର ସଫେଇ ଦିଗରେ ପଦକ୍ଷେପ ଗ୍ରହଣ କରୁନାହିଁ। ଆବର୍ଜନାରେ ପରିପୂର୍ଣ୍ଣ ହୋଇରହିଥିବାବେଳେ…

ଶ୍ରୀଚନ୍ଦ୍ରଶେଖରଜୀଉଙ୍କ ବିବାହ ସମ୍ପନ୍ନ : ରୋଶଣିରେ କମ୍ପିଲା ଦେଓଗଁ।

ଢେଙ୍କାନାଳ ଅଫିସ, ୮।୬- ପବିତ୍ର ଶୀତଳ ଷଷ୍ଠୀ ଯାତ୍ରା ପାଇଁ ଉତ୍ସବମୁଖର ହୋଇଉଠିଛି ଢେଙ୍କାନାଳର ଜିଲାର ପ୍ରମୁଖ ଶୈବପୀଠ। ବାଜାବାଣ, ରୋଶଣି ସାଙ୍ଗକୁ ଶିବସ୍ତୋତ୍ରରେ ପରିବେଶ ମୁଖରିତ ହୋଇଉଠିଥିବାବେଳେ ଦବଦମ୍ପତିଙ୍କ ବିବାହରେ ସାମିଲ ହୋଇଥିଲେ ହଜାର ହଜାର ଶ୍ରଦ୍ଧାଳୁ। କପିଳାସ କ୍ଷେତ୍ରାଧିପତି…

ଅନୁମତି ନ ଥାଇ ତିଆରି କରିଥିଲା ଓଏସ୍‌ଆର୍‌ଟିସି : ଭଙ୍ଗାଗଲା ବେଆଇନ ପାଚେରି

ଢେଙ୍କାନାଳ ଅଫିସ, ୮।୬- ଢେଙ୍କାନାଳ ମହିଷାପାଟ ପଡ଼ିଆରେ ପ୍ରସ୍ତାବିତ ନୂତନ ବସଷ୍ଟାଣ୍ଡ ଜମିରେ ରେକର୍ଡ ନ ଥାଇ ଓଏସ୍‌ଆର୍‌ଟିସି ପକ୍ଷରୁ ନିର୍ମିତ ପାଚେରିକୁ ଶୁକ୍ରବାର ଜିଲା ପ୍ରଶାସନ ପକ୍ଷରୁ ଉଚ୍ଛେଦ କରାଯାଇଛି। ଜେସିବି ସହାୟତାରେ ସମ୍ପୂର୍ଣ୍ଣ ପାଚେରିକୁ ଭାଙ୍ଗି ଦିଆଯାଇଛି। ଗମନାଗମନ…

ବର୍ଜ୍ୟବସ୍ତୁ ପରିଚାଳନା ସମ୍ପର୍କିତ ପ୍ରଶିକ୍ଷଣ ଲୋଡ଼ାଗଲା ଏସ୍‌ଏଚ୍‌ଜି ସହାୟତା

ଭୁବନ, ୮।୬(ଡି.ଏନ୍‌.ଏ.) ‘ସ୍ବଚ୍ଛ ଓଡ଼ିଶା, ସୁସ୍ଥ ଓଡ଼ିଶା’ ଗଠନ ଉଦ୍ଦେଶ୍ୟ ନେଇ ଶୁକ୍ରବାର ଭୁବନ ଏନ୍‌ଏସି ପକ୍ଷରୁ ସ୍ଥାନୀୟ ବାଜି ରାଉତ କଲ୍ୟାଣ ମଣ୍ଡପରେ ବର୍ଜ୍ୟବସ୍ତୁ ପରିଚାଳନା ସମ୍ପର୍କିତ ପ୍ରଶିକ୍ଷଣ ଶିବିର ଅନୁଷ୍ଠିତ ହୋଇଯାଇଛି। ଏନ୍‌ଏସି ଅନ୍ତର୍ଗତ ୧୫ଟି ଓ୍ବାର୍ଡର ପରିମଳ…

ବନ ବିଭାଗକୁ ଦନ୍ତା ଚିନ୍ତା : ଅଧିକ ହିଂସ୍ର ହେଉଛି

ଢେଙ୍କାନାଳ ଅଫିସ, ୮ା୬ – ଢେଙ୍କାନାଳ-ଅନୁଗୋଳ ଜିଲା ସୀମାନ୍ତ ଅଞ୍ଚଳରେ ଆତଙ୍କ ସୃଷ୍ଟି କରିଥିବା ନରହନ୍ତା ଦନ୍ତା ଅଧିକ ହିଂସ୍ର ହେବାରେ ଲାଗିଛି। ତାଳଚେରରେ ୫ଜଣଙ୍କୁ ଦଳି ମାରିବା ପରେ ଗତ ଦୁଇ ସପ୍ତାହ ମଧ୍ୟରେ ଓଡ଼ାପଡ଼ା ବ୍ଲକ ଅଞ୍ଚଳର ୩…

କପିଳାସ ଚିଡ଼ିଆଖାନାର ନୂତନ ଅତିଥି ‘ହିରୋ’

ଢେଙ୍କାନାଳ ଅଫିସ, ୭ା୬-ସମ୍ବଲପୁର-ଦେବଗଡ଼ ଜିଲା ମଧ୍ୟବର୍ତ୍ତୀ ବାମରା ବନଖଣ୍ଡରୁ ଉଦ୍ଧାର ହୋଇଥିବା ହାତୀ ଶାବକ କପିଳାସ ଏଲିଫ୍ୟାଣ୍ଟ ରେସକ୍ୟୁ ସେଣ୍ଟରର ନୂତନ ସଦସ୍ୟ ପାଲଟିଛି। ଏକ ସ୍ବତନ୍ତ୍ର ମିନିଟ୍ରକ୍‌ରେ ଶୁକ୍ରବାର ଅପରାହ୍ନରେ ହାତୀ ଛୁଆକୁ ଅଣାଯାଇଛି। ହାତୀର ଆନୁମାନିକ ବୟସ ଦେଢ଼ବର୍ଷ…

ମେଡିକାଲ ପରୀକ୍ଷା: ଇ-ଟେକ୍‌ର ୧୯ ଛାତ୍ରୀଛାତ୍ର ସଫଳ

ଢେଙ୍କାନାଳ ଅଫିସ, ୭।୬- ଢେଙ୍କାନାଳ ଇ-ଟେକ୍‌ ଆବାସିକ ମହାବିଦ୍ୟାଳୟର ୧୯ଜଣ ଛାତ୍ରୀଛାତ୍ର ଜାତୀୟ ମେଡିକାଲ ପ୍ରବେଶିକା ପରୀକ୍ଷା (ନିଟ୍‌)ରେ ସଫଳତା ହାସଲ କରିଛନ୍ତି ା ଶିବନନ୍ଦନ ବୋଷ ୫୮୧, ରୁପାଲି ଭରଦ୍ୱାଜ ୫୮୦, ଅମିତ କୁମାର ସାହୁ ୫୭୯, ଅଭିଲିପ୍ସା ସ୍ବାଇଁ…

ଟାଟା ଷ୍ଟିଲ ବିଏସ୍‌ଏଲ୍‌ର ଅଭିନବ ପ୍ରୟାସ: ଲାଗିଲା ୧୦୦୦ରୁ ଊର୍ଦ୍ଧ୍ୱ ଚାରା

ଢେଙ୍କାନାଳ ଅଫିସ, ୭।୬- ବିଶ୍ୱ ପରିବେଶ ଦିବସରେ ଅଭିନବ ପ୍ରୟାସ ଆରମ୍ଭ କରିଛି ଓଡ଼ାପଡ଼ା ବ୍ଲକ ନରେନ୍ଦ୍ରପୁରସ୍ଥିତ ଟାଟା ଷ୍ଟିଲ ବିଏସ୍‌ଏଲ୍‌ କମ୍ପାନୀ। ଚଳିତ ବର୍ଷ ବିଶ୍ୱ ପରିବେଶ ଦିବସର ଥିମ୍‌ ରହିଛି ‘ପ୍ରଦୂଷଣ କମ୍‌ କରିବା’। ଏହା ଆଧାରରେ କମ୍ପାନୀ…

ଖୋଲୁନି ଧାନମଣ୍ଡି: ତେଜିଲା ଚାଷୀ ଅସନ୍ତୋଷ

କାମାକ୍ଷାନଗର, ୬।୬(ଡି.ଏନ୍‌.ଏ.) ଢେଙ୍କାନାଳ ଜିଲା କଙ୍କଡ଼ାହାଡ଼ ବ୍ଲକର ଦଣ୍ଡାଧର ଡ୍ୟାମ୍‌ ତଳି ଅଞ୍ଚଳରେ ରବିଧାନ ଚାଷ କରିଥିବା ଚାଷୀଙ୍କ ପାଇଁ ମଣ୍ଡି ଖୋଲୁନାହିଁ। ଏ ନେଇ ଚାଷୀଙ୍କ ମଧ୍ୟରେ ଅସନ୍ତୋଷ ତେଜିବାରେ ଲାଗିଛି। ତୁରନ୍ତ ମଣ୍ଡି ନ ଖୋଲିଲେ ସେମାନେ ଆନ୍ଦୋଳନକୁ…

‘ନୃତ୍ୟମ୍‌’ର ୨୨ତମ ବାର୍ଷିକ ଉତ୍ସବ: ‘ଅନୁଷ୍ଠାନ ଆଗକୁ ବଢ଼ିଲେ କଳାକାର ବିକଶିତ ହେବେ’

ଢେଙ୍କାନାଳ ଅଫିସ, ୬।୬: ସାଂସ୍କୃତିକ ଅନୁଷ୍ଠାନ ‘ନୃତ୍ୟମ୍‌’ର ୨୨ତମ ବାର୍ଷିକ ଉତ୍ସବ ବୁଧବାର ସନ୍ଧ୍ୟାରେ ଗୋପବନ୍ଧୁ ଟାଉନ ହଲ୍‌ରେ ଅନୁଷ୍ଠିତ ହୋଇଯାଇଛି। ରାଜ୍ୟ ସମବାୟ ବ୍ୟାଙ୍କ ସଭାପତି ଅକ୍ଷୟ କୁମାର ମହାନ୍ତି ମୁଖ୍ୟଅତିଥି ଭାବେ ଯୋଗଦେଇ କାର୍ଯ୍ୟକ୍ରମକୁ ଉଦ୍‌ଘାଟନ କରି କହିଲେ,…

ପ୍ରଦୂଷଣ ବଳୟରେ ବ୍ରାହ୍ମଣୀ : କମୁଛନ୍ତି ଜଳଚର ଜୀବ

ଭୁବନ, ୬।୬(ଡି.ଏନ.ଏ.)- ଓଡ଼ିଶାର ଦ୍ୱିତୀୟ ବୃହତ୍ତମ ନଦୀ ବ୍ରାହ୍ମଣୀ ପ୍ରଦୂଷଣ ବଳୟରେ। କଳକାରଖାନାର ବର୍ଜ୍ୟବସ୍ତୁ ସିଧାସଳଖ ନଦୀରେ ମିଶୁଥିବାବେଳେ ଏହାର ପାଣି ପ୍ରଦୂଷିତ ହେବାରେ ଲାଗିଛି। ଧୀରେ ଧୀରେ ନଦୀଜଳ ବିଷାକ୍ତ ହୋଇପଡୁଥିବା ବେଳେ ଜଳଚରଜୀବଙ୍କ ସଂଖ୍ୟା କମିବାରେ ଲାଗିଛି। ଏପରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?