ଢେଙ୍କାନାଳ

ଆମ ବସ୍‌ଷ୍ଟାଣ୍ଡ, ବସ୍‌ ଟର୍ମିନାଲ କାର୍ଯ୍ୟକ୍ଷମ ନେଇ ସନ୍ଦେହ

ଢେଙ୍କାନାଳ,୧୧ା୯(ରତନ ନାୟାର): ଢେଙ୍କାନାଳ ସହରରେ ନିର୍ମାଣାଧୀନ ଆମ ବସ୍‌ଷ୍ଟାଣ୍ଡ ଓ ମହିଷାପାଟସ୍ଥିତ ଅତ୍ୟାଧୁନିକ ବସ୍‌ ଟର୍ମିନାଲ କାର୍ଯ୍ୟକାରିତାକୁ ନେଇ ସନ୍ଦେହ ଦେଖାଦେଇଛି। ଏହି ୨ଟି ପ୍ରକଳ୍ପ କାର୍ଯ୍ୟକ୍ଷମ ନେଇ ଜିଲା ଆଞ୍ଚଳିକ ପରିବହନ ବିଭାଗ, ଜିଲା ବସ୍‌ ମାଲିକ ସଂଘ...

ଡାକ୍ତର ନାହାନ୍ତି, ରୋଗୀ ଦେଖୁଛନ୍ତି ଫାର୍ମାସିଷ୍ଟ

ଢେଙ୍କାନାଳ,୬।୯(ରତନ ନାୟାର): ଢେଙ୍କାନାଳ ସହର ବାଜିଚୌକସ୍ଥିତ ସହରାଞ୍ଚଳ ସ୍ବାସ୍ଥ୍ୟ ଓ ଆରୋଗ୍ୟ କେନ୍ଦ୍ରରେ ୩ଦିନ ହେଲା ଡାକ୍ତର ନ ଥିବାରୁ ଜଣେ ଫାର୍ମାସିଷ୍ଟ ରୋଗୀ ଦେଖୁଛନ୍ତି। ଏ ସମ୍ପର୍କରେ ସ୍ବାସ୍ଥ୍ୟ ବିଭାଗ ନିକଟରେ ଖବର ଥିଲେ ମଧ୍ୟ ବର୍ତ୍ତମାନ ସୁଦ୍ଧା...

ହାତୀ ଉପଦ୍ରବ: ଘରୁ ଟେକିନେଲା ଭାତ ହାଣ୍ଡି

ଢେଙ୍କାନାଳ,୫।୯: ଢେଙ୍କାନାଳ ଜିଲା ଗନ୍ଦିଆ ବ୍ଲକ ଦଲାର ଓ ହରିପୁର ଗ୍ରାମ ନିକଟ ପାହାଡରୁ ବ୍ରାହ୍ମଣୀ ନଦୀ ପାର ହୋଇ ଏକ ଗୋଠଛଡା ଦନ୍ତା ପଶି ଆସି ଉପଦ୍ରବ କରିଛି। ପ୍ରଥମେ ଦନ୍ତାଟି ନଦୀ ପାର ହୋଇ ଭୁଷଳ ପଞ୍ଚାୟତର...

କଇଁଛଙ୍କ ସୁରକ୍ଷା ନେଇ ବଢ଼ିଲାଣି ଚିନ୍ତା

ଢେଙ୍କାନାଳ,୪ା୯(ରତନ ନାୟାର): ନଦୀରୁ କଇଁଛ ଶିକାର କରିବା ଆଇନଗତ ଅପରାଧ। ଏଥିପାଇଁ ଜେଲ୍‌ ସହ ଜରିମାନା ବ୍ୟବସ୍ଥା ରହିଛି। ହେଲେ ଢେଙ୍କାନାଳ ଜିଲାରେ କଇଁଛଙ୍କ ଚୋରାଚାଲାଣ ବଢ଼ିବାରେ ଲାଗିଛି। ବିଶେଷକରି ୫୫ନଂ. ଜାତୀୟ ରାଜପଥ ପାର୍ଶ୍ୱର କେତେକ ଢାବାରେ କଇଁଛ...

ଜିଆଇ ଟ୍ୟାଗ୍‌ ଅନ୍ତିମ ପର୍ଯ୍ୟାୟରେ ମଗଜି ଲଡୁ

ଢେଙ୍କାନାଳ,୨ା୯(ରତନ ନାୟାର): ଢେଙ୍କାନାଳ ଜିଲାର ପ୍ରସିଦ୍ଧ ମଗଜି ଲଡୁ ଜିଆଇ ଟ୍ୟାଗ୍‌ ମାନ୍ୟତା ପାଇବା ପାଇଁ ଅନ୍ତିମ ପର୍ଯ୍ୟାୟରେ ପହଞ୍ଚିଛି। ଏପରିକି ଜିଓଗ୍ରାଫିକାଲ ଜର୍ନାଲ ମାଗାଜିନର ପୃଷ୍ଟା-୪୫ରେ ମଧ୍ୟ ଏହା ସ୍ଥାନ ପାଇସାରିଛି। ଏହି ଖବର ଜଣାପଡ଼ିବା ପରେ ଢେଙ୍କାନାଳ...

ଜିଏମ୍‌ ଆଇରନ ପ୍ଲାଣ୍ଟରେ ବିସ୍ଫୋରଣ, ୬ ଆହତ

ପରଜଙ୍ଗ, ୩୦ା୮ (ନିଗମାନନ୍ଦ ଦଳବେହେରା)/ ଢେଙ୍କାନାଳ (ରତନ ନାୟାର): ଢେଙ୍କାନାଳ ଜିଲା ପରଜଙ୍ଗ ଥାନା ଦଦରାଘାଟି ଫାଣ୍ଡି ଅଧୀନ ଗେଙ୍ଗୁଟିଆ ପଞ୍ଚାୟତର କୁଲେଇସ୍ଥିତ ଜିଏମ୍‌ ଆଇରନ ଆଣ୍ଡ ଷ୍ଟିଲ୍‌ ପ୍ରାଇଭେଟ୍‌ ଲିମିଟେଡ୍‌ର ୩ ନମ୍ବର ଫର୍ନେସରେ ବୁଧବାର ଅପରାହ୍ନରେ ବିସ୍ଫୋରଣ...

ଝିଅ ମୃତ, ମା’ ଉଦ୍ଧାର

ରାସୋଳ, ୨୭।୮(ସରୋଜ ମିଶ୍ର)ଗାଧୋଇବାକୁ ଯାଉଥିବାବେଳେ ଆକ୍ରମଣ କରିବାକୁ ଗୋଡ଼ାଇଲେ ମାଙ୍କଡ଼ ପଲ। ଜୀବନ ବଞ୍ଚାଇବା ଲାଗି ଆଗପଛ ବିଚାର ନ କରି ପୋଖରୀକୁ ଡେଇଁ ପଡ଼ିଲେ ମା’ ଏବଂ ଝିଅ। ଏଥିରେ ଝିଅଙ୍କ ମୃତ୍ୟୁ ଘଟିଥିବାବେଳେ ମା’ଙ୍କୁ ଉଦ୍ଧାର କରିବାରେ...

ଗୌରବ ବଢ଼ାଇଲେ ଓଡ଼ିଆ ବୈଜ୍ଞାନିକ

ଭୁବନ/ତାଳଚେର/କେନ୍ଦୁଝର/ ପଟ୍ଟାମୁଣ୍ଡାଇ/ବ୍ରହ୍ମପୁର, ୨୫।୮(ବିପିନ ବିହାରୀ ସେଠୀ/ମନୋଜ ନନ୍ଦ/ନରେଶ ଚନ୍ଦ୍ର ପଟ୍ଟନାୟକ/କଳ୍ପତରୁ ନାୟକ/ ସ୍ମୃତିରଞ୍ଜନ ମହାଲିକ): ଭାରତୀୟ ମହାକାଶ ଗବେଷଣା ପ୍ରତିଷ୍ଠାନ (ଇସ୍ରୋ)ର ‘ଚନ୍ଦ୍ରାୟନ-୩’ ମିଶନ ସଫଳ ହେବା ପରେ ଚନ୍ଦ୍ରର ଦକ୍ଷିଣ ମେରୁରେ ୧୪ ଦିନିଆ ଅଭିଯାନ ଆରମ୍ଭ କରିଛି...

ଗୋଟିଏ ଗୋଡ଼ରେ ଭତ୍ତା ପାଇଁ ଦୌଡ଼

ପରଜଙ୍ଗ, ୨୫।୮(ନିଗମାନନ୍ଦ ଦଳବେହେରା): ଜନ୍ମରୁ ଗୋଟିଏ ଗୋଡ଼ ଅଚଳ। ପ୍ରମାଣପତ୍ର କହୁଛି ୫୦% ଦିବ୍ୟାଙ୍ଗ। ନିୟମ ଅନୁଯାୟୀ ଅନେକ ସରକାରୀ ଯୋଜନାର ଲାଭ ପାଇବାକୁ ଯୋଗ୍ୟ। ହେଲେ ଅଦ୍ୟାବଧି ଦୂର ହୋଇପାରିନାହିଁ ଦୁଃଖ। ଏଭଳି ସ୍ଥିତିରେ ଗୋଟିଏ ଗୋଡ଼ରେ ୧୬...

ଢେଙ୍କାନାଳରେ ହେବ ଦେଶର ପ୍ରଥମ ଡୋକ୍ରା ମ୍ୟୁଜିୟମ

ଢେଙ୍କାନାଳ, ୨୪ା୮(ରତନ ନାୟାର)ଢେଙ୍କାନାଳ ଜିଲା ସଦର ବ୍ଲକ ସପ୍ତଶଯ୍ୟା ପଞ୍ଚାୟତର ସଦେଇବେରେଣୀ-ନବଜୀବନପୁର କଳାକୃତି ଗ୍ରାମରେ ପ୍ରତିଷ୍ଠା ହେବ ଦେଶର ପ୍ରଥମ ଡୋକ୍ରା ମ୍ୟୁଜିୟମ। ଡୋକ୍ରା କଳାକୃତି ପାଇଁ ପ୍ରସିଦ୍ଧ ଏହି ସ୍ଥାନରେ ଏଭଳି ଲୁପ୍ତପ୍ରାୟ ହସ୍ତଶିଳ୍ପର ବିକାଶ ଲାଗି ରିସର୍ଚ୍ଚ...

ଚନ୍ଦ୍ରୟାନ-୩ର ସଫ୍ଟ ଲ୍ୟାଣ୍ଡିଂ ନେଇ ଢେଙ୍କାନାଳର ଛାତ୍ରୀଛାତ୍ରଙ୍କ ମଧ୍ୟରେ ଉତ୍ସୁକତା

ଢେଙ୍କାନାଳ,୨୩ା୮(ରତନ ନାୟାର): ଚନ୍ଦ୍ରୟାନ-୩ ର ସଫଳ ସଫ୍ଟ ଲ୍ୟାଣ୍ଡିଂ ପାଇଁ ଇସ୍ରୋର ବୈଜ୍ଞାନିକମାନେ ଉତ୍ସାହିତ ହୋଇରହିଛନ୍ତି। ଏହା ଭାରତ ପାଇଁ ଏକ ଐତିହାସିକ ଦିନ। ସେହିପରି ଢେଙ୍କାନାଳ ଜିଲା ବିଜ୍ଞାନ କେନ୍ଦ୍ର ପରିସରରେ ବୁଧବାର ଚନ୍ଦ୍ରଯାନ-୩ ସଫ୍ଟ ଲ୍ୟାଣ୍ଡିଂକୁ ନେଇ...

ଅମୃତ ସରୋବର ପ୍ରକଳ୍ପରେ ଅନିୟମିତତା

କାମାକ୍ଷାନଗର, ୨୩।୮(ସୁଧୀର ପରିଡ଼ା): ମାତ୍ର ୮ମାସ ତଳେ ଜଳ ନିଷ୍କାସନ ପାଇଁ ତିଆରି କରାଯାଇଥିବା କଂକ୍ରିଟ୍‌ ପ୍ଲାଟ୍‌ଫର୍ମ ଫାଟି ଅଁା କରିଛି। ଅଧିକ ପାଣି ମହଜୁଦ୍‌ ହେଲେ କାଳେ ଭୁଶୁଡ଼ି ପଡ଼ିବ, ସେହି ଭୟରେ ଜଳାଶୟ ଭିତରକୁ ଯାଉଥିବା ପାହାଡ଼...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri