ଢେଙ୍କାନାଳ

ବିବାହ ପରେ କିନ୍ନରଙ୍କୁ ପ୍ରତାରଣା ଅଭିଯୋଗ

କାମାକ୍ଷାନଗର,୨୪।୨(ସୁଧୀର ପରିଡ଼ା): କିନ୍ନରଙ୍କୁ ପ୍ରେମ ବିବାହ ପରେ ଜଣେ ଯୁବକ ପ୍ରତାରଣା କରିଥିବା ଅଭିଯୋଗ ହୋଇଛି। ଏ ନେଇ ସମ୍ପୃକ୍ତ କିନ୍ନର ଶୁକ୍ରବାର ଢେଙ୍କାନାଳ ଜିଲା କାମାକ୍ଷାନଗର ଥାନାରେ ଅଭିଯୋଗ କରିବା ପରେ ପୋଲିସ ଏକ ମାମଲା ରୁଜୁ କରି ଘଟଣାର…

ଶ୍ୱଶୁର ଘର ଜାଳିଦେଲେ ଜ୍ୱାଇଁ

କାମାକ୍ଷାନଗର,୨୩।୨(ସୁଧୀର ପରିଡ଼ା): ଢେଙ୍କାନାଳ ଜିଲା କାମାକ୍ଷାନଗର ଥାନା ନୂଆଁ ଆଳତୁମା ଗାଁରେ ଗୁରୁବାର ରାତିରେ ଏକ ଅଭାବନୀୟ ଘଟଣା ଘଟିଯାଇଛି। ପାରିବାରିକ ସମସ୍ୟାକୁ କେନ୍ଦ୍ରକରି ଶ୍ୱଶୁର ଘରେ ଜ୍ୱାଇଁ ନିଆଁ ଲଗାଇ ଦେଇଛନ୍ତି। ଫଳରେ ୪ ବଖରା ଘର ଜଳିଯାଇଛି। ଶୁକ୍ରବାର…

କିନ୍ନରଙ୍କୁ ପ୍ରେମ କରି କରିଥିଲେ ବିବାହ, ପରେ ପ୍ରତାରଣା କରି…

କାମାକ୍ଷାନଗର,୨୩।୨(ସୁଧୀର ପରିଡ଼ା): କିନ୍ନରଙ୍କୁ ପ୍ରେମ ବିବାହ ପରେ ଜଣେ ଯୁବକ ପ୍ରତାରଣା କରିଥିବା ଅଭିଯୋଗ ହୋଇଛି। ଏ ନେଇ ସମ୍ପୃକ୍ତ କିନ୍ନର ଶୁକ୍ରବାର ଢେଙ୍କାନାଳ ଜିଲା କାମାକ୍ଷାନଗର ଥାନାରେ ଅଭିଯୋଗ କରିବା ପରେ ପୋଲିସ ଏକ ମାମଲା ରୁଜୁ କରି ଘଟଣାର…

ତାତିଗଲେ ଲୋକେ ବୋହି ନେଲେ କୁକୁଡ଼ା

ପରଜଙ୍ଗ,୨୩।୨(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ବ୍ଲକ ଜୟପୁରାକାଟେଣୀ ଗାଁରେ କୁକୁଡ଼ା ଚିଆଁ ବଣ୍ଟନ ବେଳେ ହଟ୍ଟଗୋଳ ହୋଇଛି । ଉତ୍ତ୍ୟକ୍ତ ଲୋକେ କୁକୁଡ଼ା ଚିଆଁ ବୋହି ନେଇଛନ୍ତି। ୨୦୨୨-୨୩ ମସିହାରେ ପରଜଙ୍ଗ ଆଇସିଡିଏସ୍‌ ରିପୋର୍ଟ ଅନୁଯାୟୀ ବ୍ଲକର ବିଭିନ୍ନ ଅଞ୍ଚଳରେ…

କଂଗ୍ରେସ ସଭାରେ ରାଜ ପରିବାର ସଦସ୍ୟାଙ୍କୁ ନେଇ ଚର୍ଚ୍ଚା

ଢେଙ୍କାନାଳ,୨୩ା୨(ରତନ ନାୟାର):ଢେଙ୍କାନାଳ ଜିଲା କଂଗ୍ରେସ ପକ୍ଷରୁ ଗତ ୨୦ ତାରିଖରେ ଗାନ୍ଧୀମନ୍ଦିରଠାରେ ନବନିଯୁକ୍ତ ଜିଲା ସଭାପତି ସୁନୀଲ ଦାଶଙ୍କ ସମ୍ବର୍ଦ୍ଧନା ସଭାରେ ଢେଙ୍କାନାଳ ରାଜ ପରିବାରର ସଦସ୍ୟା ସୁସ୍ମିତା ସିଂହଦେଓଙ୍କୁ ଦେଖିବାକୁ ମିଳିଥିଲା। ସୁ୍‌ସ୍ମିତା କଂଗ୍ରେସର ବିଧାୟକ ପ୍ରାର୍ଥୀ ଭାବେ ଆଶାୟୀ…

ଯୋରନ୍ଦା ଷ୍ଟେଶନରେ ଟ୍ରେନ୍‌ ଇଞ୍ଜିନରେ ଲାଗିଲା ନିଆଁ

ଢେଙ୍କାନାଳ,୨୨ା୨(ରତନ ନାୟାର): ଢେଙ୍କାନାଳ ଜିଲା ଗୋବିନ୍ଦପୁରସ୍ଥିତ ଯୋରନ୍ଦା ରୋଡ୍‌ ରେଳଷ୍ଟେଶନ ନିକଟରେ ଇଞ୍ଜିନ ସହ ଏକ ମେଣ୍ଟେନାନ୍ସ ଭ୍ୟାନ ଜଳିଯାଇଛି। ରାଜ ଆଠଗଡ଼ରୁ ଢେଙ୍କାନାଳ ଯାଇଥିବା ବେଳେ ଜେନେରେଟରରେ ସମସ୍ୟା ହୋଇ ନିଆଁ ଲାଗିଥିଲା। ଢେଙ୍କାନାଳରୁ ଅଗ୍ନିଶମ ବିଭାଗ କର୍ମଚାରୀ ଘଟଣାସ୍ଥଳରେ…

ଆଜିଠୁ ଯୋରନ୍ଦା ମେଳା, ୨୦ହଜାର ସାଧୁସନ୍ଥ-ଶ୍ରଦ୍ଧାଳୁଙ୍କ ସମାଗମ

ଢେଙ୍କାନାଳ,୨୨ା୨(ରତନ ନାୟାର) ବିଶ୍ୱ ପ୍ରସିଦ୍ଧ ମହିମାଧର୍ମର ପୀଠ ଢେଙ୍କାନାଳ ଜିଲାର ଯୋରନ୍ଦାଠାରେ ମାଘମେଳା ୨୨ ତାରିଖ ଗୁରୁବାରଠାରୁ ଆରମ୍ଭ ହେବାକୁ ଯାଉଛି। ଏହା ୨୪ ତାରିଖ ଯାଏ ୩ ଦିନ ବ୍ୟାପୀ ଅନୁଷ୍ଠିତ ହେବ। ମହିମା ସାଧୁ ସନ୍ନ୍ୟାସୀ ଓ ଶ୍ରଦ୍ଧାଳୁ୍‌ଙ୍କ…

ସଜେଇ ହେଉଛି ମହିମାପୀଠ

ଢେଙ୍କାନାଳ,୨୦ା୨(ରତନ ନାୟାର): ବିଶ୍ୱପ୍ରସିଦ୍ଧ ମହିମାଧର୍ମର ପୀଠ ଢେଙ୍କାନାଳ ଜିଲାର ଯୋରନ୍ଦାଠାରେ ପ୍ରସିଦ୍ଧ ମାଘମେଳା ଆସନ୍ତା ୨୨ ତାରିଖରୁ ଆରମ୍ଭ ହେବ। ଏଥିପାଇଁ ରାଜ୍ୟ ଓ ରାଜ୍ୟ ବାହାରର ବହୁ ସଂଖ୍ୟକ ମହିମା ସାଧୁ ସନ୍ନ୍ୟାସୀ ଆସି ଯୋରନ୍ଦାରେ ପହଞ୍ଚି ସାରିଲେଣି। ଏହାକୁ…

କଂଗ୍ରେସରୁ ଇସ୍ତଫା ଦେଲେ ପୂର୍ବତନ ମନ୍ତ୍ରୀ ନବୀନ ଚନ୍ଦ୍ର ନାରାୟଣ ଦାସ

ଢେଙ୍କାନାଳ,୧୯।୨(ରତନ ନାୟର): କଂଗ୍ରେସ ଛାଡ଼ିଲେ ପୂର୍ବତନ ମନ୍ତ୍ରୀ ନବୀନ ଚନ୍ଦ୍ର ନାରାୟଣ ଦାସ। ତାଙ୍କ ସହିତ ପୂର୍ବତନ ଜିଲା କଂଗ୍ରେସ ସଭାପତି ସରୋଜ ପଟ୍ଟନାୟକ, ଟାଉନ ସଭାପତି ହାଇଦର ମହମ୍ମଦ, ଓଡ଼ାପଡ଼ା ବ୍ଲକ ସଭାପତି ପ୍ରମୋଦ କୁମାର ନାୟକ, ସଦର ବ୍ଲକ୍…

୫୦ ଯାତ୍ରୀଙ୍କୁ ନେଇ ବ୍ରିଜ୍‌ ଉପରେ ଯାଉଥିଲା ବସ୍‌: ଧକ୍କା ଦେଲା ଡମ୍ଫର

ଢେଙ୍କାନାଳ,୧୮।୨: ଢେଙ୍କାନାଳ ଜିଲା ତୁମୁସିଙ୍ଗା ଥାନା କମଗରା ଗାଁ ବ୍ରାହ୍ମଣୀ ନଦୀ ବ୍ରିଜ ଉପରେ ରବିବାର ସକାଳେ ଦୁର୍ଘଟଣା ଘଟିଛି। ବ୍ରିଜ ଉପରେ ଯାଉଥିବା ଏକ ଯାତ୍ରୀବାହୀ ବସ୍‌କୁ ବିପରୀତ ଦିଗରୁ ଆସୁଥିବା ଏକ ଡମ୍ଫର ଧକ୍କା ଦେଇଥିଲା । ଏଥିରେ…

ପୂର୍ବ ଶତ୍ରୁତାରୁ ବୃଦ୍ଧଙ୍କ ଗଳାକାଟି ହତ୍ୟା ଅଭିଯୋଗ

କାମାକ୍ଷାନଗର,୧୭ା୨(ଅମ୍‌ଜାନ୍‌ ଖାନ୍‌): ଢେଙ୍କାନାଳ ଜିଲା କଙ୍କଡାହାଡ଼ ଥାନା ମରୁଆବିଲି ପଞ୍ଚାୟତ କଣ୍ଡାର ଗ୍ରାମରେ ଧର୍ମାନନ୍ଦ ଦେହୁରୀ ନାମକ ଜଣେ ବ୍ୟକ୍ତିଙ୍କୁ କେହି ଦୁର୍ବୃତ୍ତ ପୂର୍ବ ଶତ୍ରୁତାକୁ ନେଇ ହତ୍ୟା କରିଥିବା ଅଭିଯୋଗ କରିଛନ୍ତି ପରିବାର ଲୋକେ। ଶୁକ୍ରବାରଠାରୁ ଧର୍ମାନନ୍ଦ ଘରୁ ଆସିଥିବା…

୯୭ କେନ୍ଦ୍ରରେ ୧୬,୭୮୦ ପରୀକ୍ଷାର୍ଥୀ

ଢେଙ୍କାନାଳ,୧୬ା୨(ରତନ ନାୟାର): ଆସନ୍ତା ୨୦ ରୁ ମାର୍ଚ୍ଚ ୪ ତାରିଖ ପର୍ଯ୍ୟନ୍ତ ମାଟ୍ରିକ ପରୀକ୍ଷା କରାଯିବ। ଚଳିତବର୍ଷ ଢେଙ୍କାନାଳ ଜିଲାରେ ମୋଟ ୯୭ଟି କେନ୍ଦ୍ରରେ ୧୬,୭୮୦ ପରୀକ୍ଷାର୍ଥୀ ପରୀକ୍ଷା ଦେବେ। ତନ୍ମଧ୍ୟରେ ରେଗୁଲାର ପରୀକ୍ଷାର୍ଥୀ ୧୬,୬୬୮ ଓ ଏକ୍ସ ରେଗୁଲାର ୩୪,…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri