ଢେଙ୍କାନାଳ

ଲୁହରେ ଭିଜିଲା କେନ୍ଦୁଢ଼ିପ

କାମାକ୍ଷାନଗର,୮ା୧୦ (ସୁଧୀର କୁମାର ପରିଡ଼ା) ସିକିମ୍‌ରେ ମଙ୍ଗଳବାର ବାଦଲ ଫଟା ବର୍ଷା ପରେ ବନ୍ୟାରେ ଭାସିଯାଇ ପ୍ରାଣ ହରାଇଥିବା ଓଡ଼ିଆ ଯବାନ ସରୋଜ କୁମାର ଦାସଙ୍କ ଶେଷକୃତ୍ୟ ଶନିବାର ତାଙ୍କ ପୈତୃକ ଗ୍ରାମ ଢେଙ୍କାନାଳ ଜିଲା ଭୁବନ ବ୍ଲକ ତଥା କାମାକ୍ଷାନଗର…

ଗଣତନ୍ତ୍ର ଏବେ ରଣତନ୍ତ୍ର ପାଲଟିଛି

ଢେଙ୍କାନାଳ,୭ା୧୦ (ରତନ ନାୟାର): ଗଣତନ୍ତ୍ର ଏବେ ରଣତନ୍ତ୍ର, ଜଣତନ୍ତ୍ର ଓ ଭୋଗତନ୍ତ୍ରରେ ପରିଣତ ହେଲାଣି। ଧରିତ୍ରୀର ୫୦ ବର୍ଷ ପାଳନ ଅବସରରେ ଢେଙ୍କାନାଳ ସ୍ବୟଂଶାସିତ ମହାବିଦ୍ୟାଳୟଠାରେ ଶୁକ୍ରବାର ଅନୁଷ୍ଠିତ ”ଗଣମାଧ୍ୟମ, ଗଣତନ୍ତ୍ର ଓ ଯୁବପିଢି“ ଶୀର୍ଷକ ବକ୍ତୃତା ପ୍ରତିଯୋଗିତାରେ ମୁଖ୍ୟ ଅତିଥି…

ଓଡ଼ିଆ ଯବାନ ଶହୀଦ

କାମାକ୍ଷାନଗର,୫ା୧୦(ସୁଧୀର କୁମାର ପରିଡ଼ା)- ଉତ୍ତର ସିକିମ୍‌ର ଲୋନାକ ଲେକ୍‌ ଅଞ୍ଚଳରେ ମଙ୍ଗଳବାର ରାତିରେ ହୋଇଥିବା ବାଦଲଫଟା ବର୍ଷା ପରେ ତିସ୍ତା ନଦୀ ଅବବାହିକାରେ ଆସିଥିବା ବନ୍ୟାରେ ଭାସିଯାଇ ନିଖୋଜ ହୋଇଯାଇଥିବା ଓଡ଼ିଆ ଯବାନ ସରୋଜ କୁମାର ଦାସ (୨୯) ଶହୀଦ ହୋଇଯାଇଛନ୍ତି।…

୨୮ରୁ ଢେଙ୍କାନାଳ ପ୍ରସିଦ୍ଧ ଲକ୍ଷ୍ମୀପୂଜା

ଢେଙ୍କାନାଳ,୫ା୧୦(ରତନ ନାୟାର)ଢେଙ୍କାନାଳର ପ୍ରସିଦ୍ଧ ଲକ୍ଷ୍ମୀପୂଜା ଉତ୍ସବ ଆସନ୍ତା ୨୮ ତାରିଖରୁ ଆରମ୍ଭ ହେବ। ନଭେମ୍ବର ୮ ରେ ଏହି ପୂଜା ଉତ୍ସବର ଭସାଣି ପର୍ବ ଅନୁଷ୍ଠିତ ହେବ। ଏ ନେଇ ଜିଲା ପ୍ରଶାସନର ଆବାହକତ୍ୱରେ ମିଳିତବଜାର ପୂଜା କମିଟି ଏବଂ ସମସ୍ତ…

ସାଇତା ହୋଇପାରୁନି ସ୍ମୃତି

ବାଳୁତ ଅବସ୍ଥା, ତଥାପି ଦେଶ ପ୍ରେମରେ ସେ ଥିଲେ ବୟସ୍କ। ସ୍ବାଧୀନତା ସଂଗ୍ରାମର ଜଣେ ଅଗ୍ରଣୀ ସାରଥି। ବନ୍ଧୁକଧାରୀ ବ୍ରିଟିଶ ଫୌଜଙ୍କୁ ବ୍ରାହ୍ମଣୀ ପାର କରାଇ ନ ଦେବାର ପଣ କରି ଶହୀଦ ହୋଇଥିଲେ ସେ। ହେଲେ ସ୍ବାଧୀନତାର ୭୫ ବର୍ଷ…

ପୌର ଦୁର୍ନୀତି ପ୍ରମୁଖ ଅଭିଯୁକ୍ତ ଗିରଫ

ଢେଙ୍କାନାଳ,୪ା୧୦(ରତନ ନାୟାର)ଢେଙ୍କାନାଳ ପୌର ସଂସ୍ଥାରେ ୭୭ ଲକ୍ଷ ୯୪ ହଜାର ୭୦୯ ଟଙ୍କା ଦୁର୍ନୀତିର ପ୍ରମୁଖ ଅଭିଯୁକ୍ତ ସହକାରୀ ଟ୍ୟାକ୍ସ କଲେକ୍ଟର ସନ୍ତୋଷ କୁମାର ରାଉଳ ଗିରଫ ହୋଇଛନ୍ତି। ଗତ ୧ ତାରିଖରେ କଟକ ଭିଜିଲାନ୍ସ ବିଭାଗ ତାଙ୍କୁ ହାଇଦ୍ରାବାଦସ୍ଥିତ ଜଣେ…

ଗଡ଼ିଲା ସାଇବର ସୁରକ୍ଷା ସଚେତନତା ରଥ

ଢେଙ୍କାନାଳ,୨ା୧୦(ରତନ ନାୟାର): ଢେଙ୍କାନାଳ ଜିଲା ପୋଲିସ ପକ୍ଷରୁ ସୋମବାର ଗାନ୍ଧୀ ଜୟନ୍ତୀ ଅବସରରେ ସାଇବର ଅପରାଧ ସଚେତନ ଅଭିଯାନ ଆରମ୍ଭ ହୋଇଛି। ଏହି ଉପଲକ୍ଷେ ସ୍ଥାନୀୟ ମିନି ଷ୍ଟାଡିୟମରେ ଆୟୋଜିତ ଉତ୍ସବରେ ସାଇବର ସୁରକ୍ଷା ସଚେତନତା ରଥ ପରିକ୍ରମା ଶୁଭାରମ୍ଭ ହୋଇଛି।…

ବ୍ୟାଡ୍‌ମିଣ୍ଟନ ପ୍ରତିଯୋଗିତାରେ ଅନିୟମିତତା ଅଭିଯୋଗ

ଢେଙ୍କାନାଳ,୩୦।୯(ରତନ ନାୟାର): ବଲାଙ୍ଗୀର ଠାରେ ଗତ ୨୫ ତାରିଖରେ ଅନୁଷ୍ଠିତ ହୋଇଥିବା ରାଜ୍ୟ ବିଦ୍ୟାଳୟ ବ୍ୟାଡମିଣ୍ଟନ ପ୍ରତିଯୋଗିତାର ଢେଙ୍କାନାଳ ଦଳରେ ୧୭ବର୍ଷରୁ କମ୍‌ ବିଭାଗରେ ଚୟନ ହୋଇଥିବା ହିନ୍ଦୋଳ ଉଚ୍ଚ ବିଦ୍ୟାଳୟର ବିଶ୍ୱରଞ୍ଜନ ପାଳଙ୍କୁ ସୁଯୋଗ ଦିଆଯାଇ ନ ଥିବା ସେ…

ଢେଙ୍କାନାଳ ସହରରେ ହେଟା ଆତଙ୍କ

ଢେଙ୍କାନାଳ,୨୯ା୯ (ରତନ ନାୟାର):ଢେଙ୍କାନାଳ ସହର ଜଗନ୍ନାଥ ରୋଡ୍‌ରେ ଗୁରୁବାର ହେଟାବାଘ ଆତଙ୍କ ଦେଖାଦେଇଛି। ବାଘଟି ଜଣଙ୍କ ଘରକୁ ପଶୁଥିବାବେଳେ ଅଞ୍ଚଳବାସୀ ପାଟି କରିବାରୁ ଦୌଡି ପଳାଇଥିଲା। ଅନୁରୂପ ଭାବେ ୨ ସପ୍ତାହ ତଳେ ବିଳମ୍ବିତ ରାତିରେ ଲକ୍ଷ୍ମୀ ବଜାର ଅଞ୍ଚଳରେ ହେଟାବାଘଟି…

ଗୁଳିମାଡ଼ରେ ଯୁବକ ମୃତ

କାମାକ୍ଷାନଗର,୨୮ା୯(ସୁଧୀର ପରିଡ଼ା): ଢେଙ୍କାନାଳ ଜିଲା କାମାକ୍ଷାନଗର ଥାନା ଆଳତୁମା ଗ୍ରାମ ମାଳବନ୍ଧ ରେଲଓ୍ବେ ବ୍ରିଜ୍‌ ସଉରିଆ ଆମ୍ବତୋଟା ନିକଟରେ ଗୁରୁବାର ସକାଳୁ ନିରାକାର ସାହୁ(ନିର) ନାମକ ଜଣେ ଯୁବକଙ୍କ ମୃତଦେହ ଠାବ ହୋଇଛି। ତାଙ୍କ ଘର ତୁମୁସିଙ୍ଗା ଥାନା କନ୍ତିଓପୁଟସାହିରେ ବୋଲି…

ମହାବିରୋଡ ପ୍ରାଣୀ ଚିକିତ୍ସାଳୟରେ ତାଲା

କାମାକ୍ଷାନଗର,୨୪।୯(ଅମଜାଦ ଖାନ୍‌): ଢେଙ୍କାନାଳ ଜିଲା କଙ୍କଡ଼ାହାଡ଼ ବ୍ଲକ ମହାବିରୋଡରେ ଥିବା ପ୍ରାଣୀ ଚିକିତ୍ସାଳୟ ଦୀର୍ଘଦିନ ହେବ ଜରାଜୀର୍ଣ୍ଣ ହୋଇପଡ଼ିଛି। ଫଳରେ ସ୍ଥାନୀୟ ଅଞ୍ଚଳବାସୀଙ୍କ ମଧ୍ୟରେ ଅସନ୍ତୋଷ ଦେଖାଦେଇଛି। ଚିକିତ୍ସାଳୟ କାନ୍ଥର ପ୍ଲାଷ୍ଟର ଅନେକ ସ୍ଥାନରେ ଫାଟି ଆଁ କରିଥିବାବେଳେ ଚତୁଃପାର୍ଶ୍ୱ ଅନାବନା…

 ଭସାଣୀ ବେଳେ ପୋଲିସକୁ ଆକ୍ରମଣ: ୪ ପୋଲିସ ଗୁରୁତର 

ଢେଙ୍କାନାଳ ଅଫିସ, ୨୩।୯ ରତନ ନାୟାର: ଢେଙ୍କାନାଳ ସହର କୋରିଆଁ ଅଞ୍ଚଳରେ ଶୁକ୍ରବାର ରାତିରେ ଗଣେଶ ପୂଜା ଭସାଣୀକୁ କେନ୍ଦ୍ର କରି ଗଣ୍ଡଗୋଳ ଘଟିଛି । ଏଥିରେ ପୋଲିସକୁ  ମରଣାନ୍ତକ ଆକ୍ରମଣ କରାଯାଇଛି। ୪ ପୋଲିସ  ଗୁରୁତର ଅଛନ୍ତି। ସୌଭାଗ୍ୟ ସ୍ବାଇଁ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri