ଢେଙ୍କାନାଳ

ଜୋର୍‌ ଧରିଲା ଆରୋପ-ପ୍ରତ୍ୟାରୋପ ରାଜନୀତି

ଢେଙ୍କାନାଳ ଅଫିସ,୨୮ା୩: ଢେଙ୍କାନାଳ ଜିଲା ହିନ୍ଦୋଳ ଏନ୍‌ଏସି ନିର୍ବାଚନ ଆସନ୍ତା ଏପ୍ରିଲ ୩ରେ ଅନୁଷ୍ଠିତ ହେବ। ତେବେ ଭୋଟଗ୍ରହଣ ସମୟ ଯେତିକି ପାଖେଇ ଆସୁଛି ରାଜନୈତିକ ବାତାବରଣରେ ଉଷ୍ମତା ସେତିକି ଭରିବାରେ ଲାଗିଛି। ନିର୍ବାଚନ ମୈଦାନରେ ପ୍ରାର୍ଥୀ ଦେଇଥିବା ୩...

ହିନ୍ଦୋଳରେ ବିଜେଡିର ଜୋର୍‌ଦାର ପ୍ରଚାର

ଢେଙ୍କାନାଳ ଅଫିସ୍‌,୨୭ା୩: ଢେଙ୍କାନାଳ ଜିଲା ହିନ୍ଦୋଳ ଏନ୍‌ଏସି ନିର୍ବାଚନରେ ବିଜେଡି ପକ୍ଷରୁ ପ୍ରଚାର ଜୋର୍‌ ଧରିଛି। ପର୍ଯ୍ୟବେକ୍ଷକ ତଥା ଢେଙ୍କାନାଳ ବିଧାୟକ ସୁଧୀର କୁମାର ସାମଲଙ୍କ ନେତୃତ୍ୱରେ ହିନ୍ଦୋଳ ବିଧାୟିକା ସୀମାରାଣୀ ନାୟକ, ପାଲଲହଡ଼ା ବିଧାୟକ ମୁକେଶ ପାଲ୍‌, ଛେଣ୍ଡିପଦା...

ନାଟକ ଖୋଜୁଛି ମଞ୍ଚ

ଢେଙ୍କାନାଳ ଅଫିସ,୨୭ା୩: ମୁହଁରେ ରଙ୍ଗ ମାଖି ମଞ୍ଚ ଉପରକୁ ଚଢ଼ିଯିବା ପରେ କଳାକାର ଭିତରେ ସବାର ହୁଏ ଅଭିନୟର କାଳିଶୀ। ଉଜ୍ଜ୍ୱଳ ଆଲୋକ, ସଂଳାପଦର୍ଶକଙ୍କ କରତାଳିରେ ସେ ଭୁଲିଯାଏ ନିଜକୁ। ତେବେ ରିହର୍ସାଲରୁ ଆରମ୍ଭ ହୋଇ ପେଣ୍ଡାଲରେ ପହଞ୍ଚତ୍ବା ପର୍ଯ୍ୟନ୍ତ...

ବିଜେଡିର ଜୋର୍‌ଦାର ପ୍ରଚାର, ୫ ବିଧାୟକ ସାମିଲ

ଢେଙ୍କାନାଳ ଅଫିସ, ୨୭।୩:ଢେଙ୍କାନାଳ ଜିଲା ହିନ୍ଦୋଳ ଏନ୍‌ଏସି ନିର୍ବାଚନ ପାଇଁ ମତଦାନ ଦିବସ ଯେତିକି ପାଖଉଛି, ପ୍ରଚାର ମଇଦାନରେ ରାଜନୈତିକ ବାତାବରଣ ସେତିକି ଉଷ୍ମ ହେବାରେ ଲାଗିଛି। ଶାସକ ବିଜେଡି ପୁନର୍ବାର କ୍ଷମତା ଦଖଲ କରିବାକୁ ଜୋର୍‌ଦାର ଉଦ୍ୟମ ଜାରି...

ପୋଲିସ କବ୍‌ଜାରେ ମାଷ୍ଟରମାଇଣ୍ଡ୍‌ ଦୀପୁ

ଢେଙ୍କାନାଳ ଅଫିସ, ୨୬।୩: ଢେଙ୍କାନାଳ ସଦର ଥାନା କାନାରା ବ୍ୟାଙ୍କ ବାରଦା ଶାଖାର ଏଟିଏମ୍‌ ଲୁଟ ଘଟଣାର ମାଷ୍ଟରମାଇଣ୍ଡ୍‌ ଦୀପୁ ନାୟକ (୨୮) ପୋଲିସ ହାତରେ ଧରାପଡ଼ିଛନ୍ତି। ଅନୁଗୋଳ ଏବଂ ଢେଙ୍କାନାଳ ଜିଲା ପୋଲିସର ମୁଣ୍ଡବ୍ୟଥା ବଢ଼ାଇଥିବା ଦୀପୁଙ୍କ ନାମରେ ୨୮ଟି...

ଅଢ଼େଇ ବର୍ଷରେ ୪,୧୭୪ ଲାଇସେନ୍ସ ରଦ୍ଦ

ଢେଙ୍କାନାଳ ଅଫିସ,୨୬।୩:  ଗାଡ଼ିଚାଳକ ଫୁ’ କରିଦେଉଛନ୍ତି ଟ୍ରାଫିକ୍‌ ନିୟମ। ଟ୍ରାଫିକ୍‌ ପୋଷ୍ଟରେ ଲାଲ୍‌ ରଙ୍ଗର ବତି ଜଳୁଥିବା ସତ୍ତ୍ୱେ ଏହାକୁ ବେଖାତିର କରୁଛନ୍ତି। ବାଇକ୍‌ ଆରୋହୀମାନେ ବିନା ହେଲ୍‌ମେଟ୍‌ରେ ଦ୍ରୁତଗତିରେ ଗାଡ଼ି ଚଳାଉଛନ୍ତି। ୪ ଚକିଆ ଯାନର ଡ୍ରାଇଭର ଏବଂ...

୯ ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କାର ଅଳଙ୍କାର ଲୁଟ୍‌

ଭୁବନ, ୨୫।୩(ଡି.ଏନ୍‌.ଏ.): କିଛିଦିନର ନୀରବତା ପରେ ଢେଙ୍କାନାଳ ଜିଲା ଭୁବନ ଥାନା ଅଞ୍ଚଳରେ ପୁଣିଥରେ ଲୁଟେରାଙ୍କ ଦୌରାତ୍ମ୍ୟ ଦେଖାଦେଇଛି। ଗୃହକର୍ତ୍ତାଙ୍କ ଅନୁପସ୍ଥିତିର ସୁଯୋଗ ନେଇ ଦୁର୍ବୃତ୍ତମାନେ ଘରେ କଳାକନା ବୁଲାଇଛନ୍ତି। ପ୍ରାୟ ୯ ଲକ୍ଷ ଟଙ୍କାର ସୁନା ଅଳଙ୍କାର ଏବଂ...

ଟ୍ରକ୍‌ ଧକ୍କାରେ ଛାତ୍ରୀଙ୍କ ମୃତ୍ୟୁ

ଭୁବନ, ୨୫ା୩(ଡି.ଏନ୍‌.ଏ.): ସରିଥିଲା ମାଟ୍ରିକ୍‌ ପରୀକ୍ଷା। ସ୍କୁଲ ଛୁଟି ହୋଇଯାଇଥିବାରୁ ଛୁଟି କଟାଇବାକୁ ବାପାଙ୍କ ସହ ଆସୁଥିଲେ ମାମୁଘରକୁ। ହେଲେ ଏହି ଖୁସି ଉଭେଇଗଲା ଅଧାବାଟରେ। ଦ୍ରୁତଗତିରେ ଆସୁଥିବା ଏକ ଟ୍ରକ୍‌ ପଛପଟୁ ବାଇକ୍‌କୁ ଧକ୍କା ଦେବାରୁ ଅକାଳରେ ଲିଭିଗଲା...

ଝଲସିବ ‘ସପ୍ତଶଯ୍ୟା’

ଢେଙ୍କାନାଳ ଅଫିସ,୨୪।୩: ଢେଙ୍କାନାଳର ପ୍ରସିଦ୍ଧ ପର୍ଯ୍ୟଟନସ୍ଥଳୀ ‘ସପ୍ତଶଯ୍ୟା’ ଝଲସିବ। ଏହାର ସାମଗ୍ରିକ ଉନ୍ନତୀକରଣ ଲାଗି ରୋଡ୍‌ମ୍ୟାପ୍‌ ପ୍ରସ୍ତୁତ କରାଯାଇଛି। ଏଥିପାଇଁ ଏକ ପ୍ରତିନିଧି ଦଳ ବୁଧବାର ଅପରାହ୍ନରେ ‘ସପ୍ତଶଯ୍ୟା’ରେ ପହଞ୍ଚତ୍ ଭିତ୍ତିଭୂମି ସମୀକ୍ଷା କରିଛନ୍ତି। ବନପାହାଡ଼ ସବୁଜିମା ଘେରା ‘ସପ୍ତଶଯ୍ୟା’ର...

ଦିଶାହୀନ ‘ଯାଯାବର’

ଢେଙ୍କାନାଳ ଅଫିସ, ୨୩।୩: କଟକ ଜିଲା ମଙ୍ଗୁଳିରୁ ଢେଙ୍କାନାଳକୁ ସଂଯୋଗ କରୁଥିବା ୫୫ନଂ. ଜାତୀୟ ରାଜପଥ ପାର୍ଶ୍ୱରେ ରାଜ୍ୟ ପର୍ଯ୍ୟଟନ ବିଭାଗ ପକ୍ଷରୁ ପର୍ଯ୍ୟଟକଙ୍କୁ ଉତ୍ତମ ସେବା ଯୋଗାଇ ଦେବାକୁ ନିର୍ମିତ ହୋଇଥିବା ‘ଯାଯାବର’ ଏବଂ ‘ପାନ୍ଥିକା’ କାମରେ ଆସୁନାହିଁ।...

ଗରୁଡ଼ବନ୍ଦୀକୁ ଫେରିଲା ଶାନ୍ତି

ଭୁବନ, ୨୨।୩(ଡି.ଏନ.ଏ.): ଢେଙ୍କାନାଳ ଜିଲା ଭୁବନ ଥାନା ବାଲିବୋ ପଞ୍ଚାୟତର ଗରୁଡ଼ବନ୍ଦୀ ଗ୍ରାମରେ ଲାଗି ରହିଥିବା ସବର୍ଣ୍ଣ-ଅସବର୍ଣ୍ଣ ବିବାଦର ସମାଧାନ ହୋଇଛି। ପ୍ରଶାସନିକ ହସ୍ତକ୍ଷେପ ପରେ ଦୁଇ ଗୋଷ୍ଠୀ ଭାଇଚାରା ମଧ୍ୟରେ ଏକାଠି ଚଳିବାକୁ ସହମତି ପ୍ରକାଶ କରିଛନ୍ତି। ସୂଚନାଯୋଗ୍ୟ,...

‘ମୋ ସରକାର’କୁ ମାନୁନାହାନ୍ତି

ଢେଙ୍କାନାଳ ଅଫିସ, ୨୦।୩:‘ଜନସାଧାରଣ ହେଉଛନ୍ତି ଗଣତନ୍ତ୍ରର ଆତ୍ମା। ଗଣତନ୍ତ୍ରରେ ପ୍ରତିଟି ଅନୁଷ୍ଠାନ ଲୋକଙ୍କ କଲ୍ୟାଣ ପାଇଁ, ଲୋକଙ୍କ ପଇସାରେ ଲୋକଙ୍କ ସେବା ଏବଂ ସଶକ୍ତୀକରଣ ପାଇଁ ସୃଷ୍ଟି କରାଯାଇଛି। ଜିଲା ପ୍ରଶାସନ, ଢେଙ୍କାନାଳ କାର୍ଯ୍ୟାଳୟ ଲୋକଙ୍କ ସେବା ପାଇଁ ଅଛି।...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri