ଢେଙ୍କାନାଳ

ବେଆଇନ ବ୍ଲାଷ୍ଟିଂ: ମାଟି ଅତଡ଼ା ତଳୁ ମିଳିଲା ୨ ମୃତଦେହ

ଢେଙ୍କାନାଳ,୪ା୧(ରତନ ନାୟାର): ଢେଙ୍କାନାଳ ଜିଲା ଓଡ଼ାପଡ଼ା ତହସିଲ ବଦାଳୁ ନିକଟସ୍ଥ ଗୋପାଳପୁରଠାରେ ଥିବା ପଥରଖଣିରେ ଶନିବାର ସନ୍ଧ୍ୟାରେ ଏକ ଭୟଙ୍କର ବିସ୍ଫୋରଣ ହୋଇଥିଲା। ରାତିରେ ଉଦ୍ଧାର କାର୍ଯ୍ୟ ହୋଇପାରି ନ ଥିଲା। ରବିବାର ସକାଳେ ମୋଟଙ୍ଗା ଥାନା ପୋଲିସ, ଓଡ଼ାପଡ଼ା ତହସିଲଦାର…

କଳାମୁଗୁନି ଖଣିରେ ବଡ଼ ବିସ୍ଫୋରଣ: ୪ ମୃତ୍ୟୁ ଆଶଙ୍କା

ଢେଙ୍କାନାଳ, ୪ା୧(ରତନ ନାୟାର): ଢେଙ୍କାନାଳ ଜିଲା ଓଡ଼ାପଡ଼ା ତହସିଲ ମୋଟଙ୍ଗା ଥାନା ବଦାଳୋ ନିକଟସ୍ଥ ଗୋପାଳପୁରଠାରେ ଥିବା କଳାମୁଗୁନି ପଥର ଖଣିରେ ଶନିବାର ସନ୍ଧ୍ୟା ପ୍ରାୟ ୬ଟା ସମୟରେ ଏକ ବଡ଼ଧରଣର ବିସ୍ଫୋରଣ ଘଟିଛି। ଏଥିରେ ୪ ଜଣ ଶ୍ରମିକଙ୍କର ମୃତ୍ୟୁ…

ନୂତନ ବର୍ଷ ଠାରୁ ଉଦ୍ୟାନ ବିଭାଗରେ ଝୁଲୁଛି ତାଲା: କାହା କଥାରେ ରହୁନି ତାଳ ମେଳ

ପରଜଙ୍ଗ,୩।୧(ନିଗନନ୍ଦ ଦଳବେହେରା):ଢେଙ୍କାନାଳ ଜିଲା ପରଜଙ୍ଗ ବ୍ଲକ ମୁଖ୍ୟାଳୟ ଠାରୁ ୨ କିମି ଦୂର ୫୩ ନଂ ଜାତୀୟ ରାଜପଥ ପାର୍ଶ୍ୱ ହାତିଲୁଚାଣି ଛକ ନିକଟରେ ଦୀର୍ଘବର୍ଷ ହେବ ଏକ ନୂତନ କୋଠା ନିର୍ମାଣ କରାଯାଇ ସେଠାରେ ସରକାରଙ୍କ ତରଫରୁ ଏକ ଉଦ୍ୟାନ…

ଅସହାୟଙ୍କୁ ସାହା ‘ୟୁସେ ସଂଗଠନ’: ବୁଦ୍ଧିଜୀବୀଙ୍କ ପ୍ରଶଂସା

ପରଜଙ୍ଗ,୨।୨(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ବ୍ଲକର ବିଭିନ୍ନ ବସ୍ତି,ସାହି ମାନଙ୍କରେ ନୂତନ ବର୍ଷର ପ୍ରଥମ ଦିବସରେ ୟୁଥ ୟୁନାଇଟେଡ଼ ଫୋର୍‌ ସଷ୍ଟେନେବ୍ଲ୍ୟୁ ଏନଭର୍ଣ୍ଣମେଣ୍ଟ ଟ୍ରଷ୍ଟ ପକ୍ଷରୁ ଅସହାୟ ଗରିବ ମହିଳା ପୁରୁଷ ମାନଙ୍କୁ ଶୀତବସ୍ତ୍ର ବଣ୍ଟନ ହୋଇଛି। ଚଳିତ ଶୀତ…

ରାଜେଶ ହତ୍ୟାକୁ ଦେଢ଼ମାସ ବିତିଲା, ପୋଲିସ ହାତ ଖାଲି: ୧୧ରେ କଂଗ୍ରେସର ରାଜପଥ ଅବରୋଧ

ପରଜଙ୍ଗ,୨।୧ (ନିଗମାନନ୍ଦ ଦଳବେହେରା):ବହୁ ଚର୍ଚ୍ଚିତ ଫଟୋଗ୍ରାଫର୍‌ ରାଜେଶ ପାଣି ହତ୍ୟାକାଣ୍ଡକୁ ଇତିମଧ୍ୟରେ ଦେଢ଼ମାସ ବିତିଯାଇଥିଲେ ସୁଦ୍ଧା ହତ୍ୟାକାରୀଙ୍କୁ ଧରିବାରେ ପୋଲିସ ବିଫଳ ହୋଇଛି। ଏଣୁ ଗୁରୁବାର କଂଗ୍ରେସର ଏକ ଟିମ୍‌ ରାଜେଶଙ୍କ ପରିବାରକ ୁ ଭେଟିବା ସହିତ ୧୦ ତାରିଖ ସୁଦ୍ଧା…

ପାଉଁଶ ଗାଡ଼ିକୁ ଫେରାଇଲେ ପୂର୍ବତନ ସମିତି ସଭ୍ୟ

ବ୍ରଜରଜନଗର ୨୯ା୧୨(ବିଜୟ ବରାଡ଼): ଝାରସୁଗୁଡ଼ା ଜିଲାରେ ଥିବା ବିଭିନ୍ନ କାରଖାନାରୁ ନିର୍ଗତ ପାଉଁଶକୁ ଗାଡ଼ିରେ ଲୋଡ଼ କରି ଠିକା କମ୍ପାନୀମାନେ ଚାରିଆଡେ ପକାଉଛନ୍ତି। ଏ ନେଇ ବିଭିନ୍ନ ସଂଗଠନ ରାସ୍ତା ଉପରକୁ ଆସି ବିରୋଧ କରୁଛନ୍ତି। ସୋମବାର ଏକ ଟ୍ରେଲରରେ ପାଉଁଶ…

ଅଗ୍ନିକାଣ୍ଡରେ ଜଳିଗଲା ୪ ବଖରା, ସାହାଯ୍ୟ କଲେ କାମାକ୍ଷାନଗର ବିଧାୟକ

ଭୁବନ ୧୯/୧୨( ବିପିନ ବିହାରୀ ସେଠୀ): ଢେଙ୍କାନାଳ ଜିଲା ଭୁବନ ବ୍ଲକ ଭୁଷଳ ପଞ୍ଚାୟତ କିର୍ତ୍ତନ ପୁର ଗ୍ରାମର ଗଙ୍ଗା ମଳିକ ସାହିରେ ଅଗ୍ନିକାଣ୍ଡ ଘଟିଛି । ଗୁରୁବାର ରାତିରେ ଘଟିଥିବା ଭୟଙ୍କର ଅଗ୍ନିକାଣ୍ଡରେ ୪ ବଖରା ଘର ଜଳିଯାଇଛି ।…

ପାଟିତୁଣ୍ଡରୁ ତୁମୁଳକାଣ୍ଡ, ଦାଦାକୁ ଠେଙ୍ଗାରେ ପିଟି ହତ୍ୟା କଲା ପୁତୁରା

ଢେଙ୍କାନାଳ,୧୭ା୧୨ (ରତନ ନାୟାର): ଢେଙ୍କାନାଳ ଜିଲା ସଦର ଥାନା ଗୋବିନ୍ଦପୁର ଫାଣ୍ଡି ହୁଣ୍ଡି ସାହିରୁ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ମଙ୍ଗଳବାର ରାତିରେ ବାନାମ୍ବର ନାୟକ(୨୯) ନାମକ ଜଣେ ଯୁବକ ନିଜର ଦାଦା ମାନସ ନାୟକ(୫୮)ଙ୍କୁ ଠେଙ୍ଗାରେ ପିଟି…

ଭାରସାମ୍ୟ ହରାଇ ରାସ୍ତାରେ ଓଲଟିଲା ଲୁହା ବୋଝେଇ ଟ୍ରକ୍‌, ଭିତରେ ଥିଲେ ଚାଳକ…

ପରଜଙ୍ଗ୧୨।୧୨(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ଥାନା ଦଦରାଘାଟି ଫାଣ୍ଡି ଅଧୀନ ୧୪୯ ନଂ ଜାତୀୟ ରାଜପଥର କୁଲେଇ ବଅଁରପାଳ ଛକ ନିକଟରେରେ ଭାରସାମ୍ୟ ହରାଇ ରାସ୍ତାରେ ଲୁହା ପଥର ବୋଝେଇ ଟ୍ରକ୍‌ ଓଲଟି ପଡିଛି। କେନ୍ଦୁଝର ଅଞ୍ଚଳରୁ ଏକ ୧୮…

ପେଟ୍ରୋଲ ପମ୍ପ ପାଇଁ ଶହଶହ  ଟ୍ରିପ୍‌ ବାଲି ଚେରି: ଉପ ଜିଲାପାଳ କହିଲେ…

ପରଜଙ୍ଗ,୧୧।୧୨(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ଦେଇ ଯାଇଥିବା ରେଙ୍ଗାଳି ବାମପାର୍ଶ୍ୱ କେନାଲର ବଡ଼ଝରା ଗାଁ ନିକଟରୁ ଶହଶହ ଟ୍ରିପ୍‌ ମାଟି ଚୋରି ହୋଇଛି। ୫୩ ନଂ ଜାତୀୟ ରାଜପଥର ବଡ଼ଝରା ଗାଁ ନିକଟରେ ଏକ ପେଟ୍ରୋଲ ପମ୍ପ ନିର୍ମାଣ ପାଇଁ…

ତହସିଲଦାରଙ୍କ ସରକାରୀ ଗାଡ଼ି ଜବତ: ସିଲ୍‌ କରିବାକୁ ଯିବାବେଳେ…

ଢେଙ୍କାନାଳ,୧୧।୧୨ (ରତନ ନାୟାର): ଜମି ଅଧିଗ୍ରହଣ ବାବଦ କ୍ଷତିପୂରଣ ପ୍ରଦାନ ନିମନ୍ତେ ଅଦାଲତଙ୍କ ନିର୍ଦ୍ଦେଶକୁ ଅବମାନନା କରି ଢେଙ୍କାନାଳ ସଦର ତହସିଲଦାର ସ୍ବାଧୀନ କୁମାର ବେହେରା ଅଡ଼ୁଆରେ ପଡ଼ିଛନ୍ତି। ଅଦାଲତଙ୍କ ନିର୍ଦ୍ଦେଶ ଅନୁଯାୟୀ ବୁଧବାର ତହସିଲଦାର ବେହେରା ବ୍ୟବହାର କରୁଥିବା ସରକାରୀ…

ଢାବାରେ ଯୁବକଙ୍କୁ ଖଣ୍ଡାରେ ହାଣି ଲହୁଲୁହାଣ କଲେ ଦୁର୍ବୃତ୍ତ

ପରଜଙ୍ଗ,୯।୧୨(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ବ୍ଲକ କାମାକ୍ଷାନଗର ଥାନା ସିଆରିମାଳିଆ ଗ୍ରାମ ନିକଟ ରେଙ୍ଗାଳି ବାମ ପାର୍ଶ୍ୱ କେନାଲ ପାଖରେ ଥିବା ଏକ ଢାବାରେ ଜଣେ ଯୁବକଙ୍କୁ ଖଣ୍ଡାରେ ହାଣି ଲହୁଲୁହାଣ କରାଯାଇଛି। ଗୁରୁତର ଯୁବକ ଜଣଙ୍କ ଜୟପୁରାକାଟେଣୀ ପଞ୍ଚାୟତ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri