ଢେଙ୍କାନାଳ

ଢେଙ୍କାନାଳରେ ଅଭାବନୀୟ ଘଟଣା; ଶ୍ବଶୁରଙ୍କ ଉପରେ ଗରମ ତେଲ ଢାଳିଦେଲେ ବୋହୂ

ପରଜଙ୍ଗ,୧୯।୫(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ଥାନା ମୁଣ୍ଡେଇଲୋ ପଞ୍ଚାୟତ ନାଉପାଳ ଗ୍ରାମରୁ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ଶ୍ବଶୁରଙ୍କ ଉପରେ ଗରମ ତେଲ ଢାଳିଦେଲେ ବୋହୂ । ଫଳରେ ଶ୍ବଶୁର ଗୁରୁତର ଆହତ ହୋଇ ପରଜଙ୍ଗ ଗୋଷ୍ଠୀ…

ଟାଓ୍ବାର ଉପରେ ଚଢି ଆତ୍ମହତ୍ୟା ଉଦ୍ୟମ କଲେ ଯୁବକ: କାରଣ ଜାଣିଲେ ହେବେ ଆଶ୍ଚର୍ଯ୍ୟ

ଢେଙ୍କାନାଳ,୯।୫: ଟେଲିଫୋନ ଟାୱାର ଉପରେ ଚଢି ଯୁବକଙ୍କ ଆତ୍ମହତ୍ୟା ଉଦ୍ୟମ। ଢେଙ୍କାନାଳ ଟାଉନଥାନା ନିକଟରେ ଥିବା ଟାୱାର ଉପରେ ଚଢି ଉପରେ ବସିଛନ୍ତି ଯୁବକ। ଢେଙ୍କାନାଳ କାମାକ୍ଷାନଗର ଥାନା ସୋଗର ଗାଁର ଯୁବକ ରୁଦ୍ର ନାରାୟଣ ଦାସ ୨୦୧୮ ମସିହାରେ ଢେଙ୍କାନାଳ…

ରେଙ୍ଗାଳି ବାମ ବନ୍ଧ କେନାଲ ଡିଭିଜନ ଅଫିସ ସିଲ

କାମାକ୍ଷାନଗର,୨୭।୪(ସୁଧୀର କୁମାର ପରିଡା): ଢେଙ୍କାନାଳ ଜିଲା କାମାକ୍ଷାନଗର ରେଙ୍ଗାଳି ବାମ କେନାଲରେ ୨୦୦୩-୪ ମସିହାରୁ ଠିକା କାମ କରି ପ୍ରାୟ ୩ କୋଟିରୁ ଊର୍ଦ୍ଧ୍ୱ ଟଙ୍କା ବକେୟା ଅର୍ଥ ପ୍ରାପ୍ୟ ପାଇ ନ ଥିବାରୁ ସମ୍ପୃକ୍ତ ଠିକାସଂସ୍ଥା ଅର୍ଥ ପାଇଁ କୋର୍ଟର…

ଜନଗଣନା କର୍ମଚାରୀଙ୍କୁ ମରଣାନ୍ତକ ଆକ୍ରମଣ: ଗାଡି ଭାଙ୍ଗିବା ସହ…

କାମାକ୍ଷାନଗର,୨୨।୪(ସୁଧୀର କୁମାର ପରିଡା): ସାରା ରାଜ୍ୟରେ ଜନଗଣନା କାର୍ଯ୍ୟ ଚାଲୁ ରହିଥିବାବେଳେ ଜନଗଣନା କରିବାକୁ ଯାଇଥିବାବେଳେ ମରଣାନ୍ତକ ଆକ୍ରମଣ ହୋଇଛି। ଆକ୍ରମଣରେ ୪ ଜଣ ଜନଗଣନା କର୍ମଚାରୀ ଆହତ ହୋଇଥିବାବେଳେ ଏଥିରେ ୨ଜଣ ମହିଳା କର୍ମଚାରୀ ଅଛନ୍ତି। ସକାଳେ କାମାକ୍ଷାନଗର ଏନଏସି…

ଡ୍ରାଇଭରଙ୍କ ଉପସ୍ଥିତ ବୁଦ୍ଧି ଯୋଗୁଁ ଟଳିଗଲା ବଡ଼ ଦୁର୍ଘଟଣା, ଟ୍ରକ୍‌କୁ ରକ୍ଷା କରିବାକୁ ଯାଇ ବସକୁ ବାଲି ଗଦା ଉପରକୁ…

ଢେଙ୍କାନାଳ,୨୦।୪(ରତନ ନାୟାର): ପୁରୀରୁ ତୀର୍ଥ ସାରି ମହାରାଷ୍ଟ୍ର ନାସିକ ଫେରୁଥିବା ଏକ ତୀର୍ଥଯାତ୍ରୀ ବସ ଏକ ବଡ଼ ଦୁର୍ଘଟଣା ରୁ ଅଳ୍ପକେ ବର୍ତ୍ତି ଯାଇଛି । ଵସ ଡ୍ରାଇଭରର ଉପସ୍ଥିତ ବୁଦ୍ଧି ଯୋଗୁଁ ଵସରେ ଥିବା ସମସ୍ତ ୪୮ଜଣ ଯାତ୍ରୀ ସୁରକ୍ଷିତ…

୧୧ କେଭି ତାରରେ ଲାଗି ୩ ଦଣ୍ଡୁଆ ମୃତ, ୨ ଗୁରୁତର

ଢେଙ୍କାନାଳ, ଅନୁଗୋଳ, ୧୨ା୪ (ରତନ ନାୟାର/ଜ୍ୟୋତିରଞ୍ଜନ ସାହୁ): ଢେଙ୍କାନାଳ ଜିଲା ହିନ୍ଦୋଳ ବ୍ଲକ ବାଲିମି ଥାନା ଅଧୀନ ପାଟଳା ଗ୍ରାମରେ ରବିବାର ସନ୍ଧ୍ୟାରେ ଏକ ଦୁଃଖଦ ଘଟଣା ଘଟିଛି। ଦଣ୍ଡଯାତ୍ରା ଲାଗି ମଞ୍ଚ ପ୍ରସ୍ତୁତ କରାଯାଉଥିବା ବେଳେ ୧୧ କେଭି ବିଦ୍ୟୁତ୍‌…

ଭୟଙ୍କର ଦୁର୍ଘଟଣା: ଟ୍ରକ୍‌ରେ ପିଟିହେଲା ଆମ୍ବୁଲାନ୍ସ, ଆଉ ତା’ପରେ…

ଢେଙ୍କାନାଳ,୧୧ା୪(ରତନ ନାୟାର): ଢେଙ୍କାନାଳ ଜିଲା ମୋଟଙ୍ଗା ଥାନା ୫୫ ନମ୍ବର ଜାତୀୟ ରାଜପଥ ହଳଦିଆବାହାଳଠାରେ ଶନିବାର ସକାଳେ ରାସ୍ତାରେ ଛିଡ଼ା ହୋଇଥିବା ଏକ ଟ୍ରକ୍‌ ସହ ଧକ୍କା ହୋଇଥିଲା ଏକ ଘରୋଇ ଆମ୍ବୁଲାନ୍ସ। ଏହି ଆମ୍ବୁଲାନ୍ସଟି ଭୁବନେଶ୍ୱରରୁ ରୋଗୀ ଛାଡ଼ି ଅନୁଗୋଳ…

ବନ୍ଧାହେଲେ କୁଖ୍ୟାତ ଗଞ୍ଜେଇ ମାଫିଆ: ବିଦେଶୀ ମଦ ସହ ଗଞ୍ଜେଇ ଜବତ

ପରଜଙ୍ଗ,୯/୪(ନିଗମାନନ୍ଦ ଦଳବେହେରା)ଢେଙ୍କାନାଳ ଜିଲା ପରଜଙ୍ଗ ଥାନା ବାରିହାପୁର ପଇଁନ୍ତିରିଆ ସାହିରେ ଗୁରୁବାର ଭୋର କୁଖ୍ୟାତ ଗଞ୍ଜେଇ ମାଫିଆଙ୍କୁ ଗିରଫ କରିଛି ଅବକାରୀ ଟିମ। ଗିରଫ ଅଭିଯୁକ୍ତ ହେଲେ ବାରିହାପୁର ପଇଁନ୍ତିରିଆ ସାହିର ଦିଲ୍ଲୀପ ଦେହୁରୀ । ସେ ଦୀର୍ଘ ବର୍ଷ ଧରି…

ସ୍କୁଲରେ ରୋଷେଇ ବେଳେ ଅଘଟଣ: ଗରମ ଡାଲି ପଡ଼ି ୨ ରୋଷେୟା ଆହତ

ପରଜଙ୍ଗ, ୮।୪(ନିଗମାନନ୍ଦ ଦଳବେହେରା) : ଢେଙ୍କାନାଳ ଜିଲା ପରଜଙ୍ଗ ବ୍ଲକ କୁମୁସି ହାଇସ୍କୁଲରେ ବୁଧବାର ଛାତ୍ରୀଛାତ୍ରଙ୍କ ପାଇଁ ଭୋଜନ ରୋଷେଇ ହେଉଥିବାବେଳେ ଅଘଟଣ। ଗରମ ଡାଲି ପଡ଼ି ୨ ରୋଷେୟା ଆହତ ହୋଇଛନ୍ତି। ୩ ଦିନ ହେବ ସ୍କୁଲରେ ଗ୍ୟାସ ସରିଯାଇଥିବାରୁ…

ମହୁଲ ଗୋଟାଉଥିବା ବେଳେ କଚାଡି ଦେଲା ଦନ୍ତା, ଆକ୍ରମଣରେ ୩….

ପରଜଙ୍ଗ୫।୪(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ବନଖଣ୍ଡ ମହାବିରୋଡ ରେଞ୍ଜ ଡିହଡୋଳ ଫରେଷ୍ଟ ସେକ୍ସନ ଅଧିନ କନ୍ତୋର ଓ ବାରିହାପୁର ଗାଁରେ ଦନ୍ତା ଆତଙ୍କ ଦେଖିବାକୁ ମିଳିଛି। ରବିବାର ଭୋର୍ ଦନ୍ତା ଆକ୍ରମଣରେ ୩ ଜଣ ମହୁଲ ଗୋଟାଳି ଗୁରୁତର ଆହତ ହୋଇଛନ୍ତି ।…

ସହରରେ ବୁଲୁଛି ଦନ୍ତା, ଲୋକେ ଭୟଭୀତ

ଭୁବନ,୩ା୪(ବିପିନ ବିହାରୀ ସେଠୀ): ଢେଙ୍କାନାଳ ଜିଲା ଭୁବନ ଏନ୍‌ଏସିର ବିଭିନ୍ନ ସ୍ଥାନରେ ଦନ୍ତାହାତୀ ଜନଗହଳିରେ ଯାତାୟାତ କରୁଥିବା ଦେଖିବାକୁ ମିଳିଛି। ଦନ୍ତାହାତୀଟି ସୁକିନ୍ଦା ଅଞ୍ଚଳରୁ ଆସି ଭୁବନ କଲେଜ ସହିତ ଜାତୀୟ ରାଜପଥ ଦେଇ କୋର୍ଟ ଛକରେ ଯାନବାହନ ଜନଗହଳିରେ ଶୁକ୍ରବାର…

ଫିଲ୍ମ ଷ୍ଟାଇଲ୍‌ରେ ଗୋରୁ ଗାଡ଼ିକୁ ୧୨ କିଲୋମିଟର ଗୋଡ଼ାଇ ଗୋଡ଼ାଇ ଶେଷରେ ପୋଲିସ…

ପରଜଙ୍ଗ,୨ା୪(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ଥାନା ସାଆନ୍ଦା ଫାଣ୍ଡି ପୋଲିସ ଫିଲ୍ମ ଷ୍ଟାଇଲରେ ପ୍ରାୟ ୧୨ କିଲୋମିଟର ରାସ୍ତା ଗୋଡ଼ାଇ ଗୋଡ଼ାଇ ଗୋରୁ ଗାଡ଼ି ଧରିବାରେ ସଫଳ ହୋଇଛି। ସାଆନ୍ଦା ଫାଣ୍ଡି ଅଧିକାରୀ ଜଳନ୍ଧର ବାରିକଙ୍କ ନେତୃତ୍ୱରେ ପୋଲିସ ଟିମ୍‌…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?