ଢେଙ୍କାନାଳ

ନାକିଚି ଛକରେ ହେଉନି ସର୍ଭିସ ରାସ୍ତା ନିର୍ମାଣ

ବଇଣ୍ଡା,୬।୧୨(ପରିକ୍ଷିତ ସାହୁ): ଅନୁଗୋଳ ଜିଲା କିଶୋରନଗର ବ୍ଲକ ନାକିଚି ଛକ ଠାରେ ସର୍ଭିସ ରୋଡ ନିର୍ମାଣ ହେଉନାହିଁ। ବାରମ୍ବାର ଅଭିଯୋଗ କଲେ ମଧ୍ୟ ଜାତୀୟ ରାଜପଥ ପ୍ରାଧିକରଣ କର୍ତ୍ତୃପକ୍ଷ ଏ ସଂକ୍ରାନ୍ତରେ ଧ୍ୟାନ ଦେଉ ନ ଥିବାରୁ ସୋମବାର ନାକିଚି ଗ୍ରାମବାସୀ…

‘ଓଡ଼ିଶାର ସବୁଜିମା ବିମୋହିତ କରିଛି’

ଢେଙ୍କାନାଳ,୧ା୧୨(ରତନ ନାୟାର):ନେଦରଲାଣ୍ଡ ଆର୍ମଷ୍ଟ୍ରଙ୍ଗ୍‌ର ଦମ୍ପତି ସାଇମନ ଆଣ୍ଡରସନ୍‌(୭୦) ଓ ଏକ୍‌ଜାନିଆ ହେନେରୀ(୬୦) ବାଇକ୍‌ରେ ଭାରତ ଭ୍ରମଣ କରୁଛନ୍ତି। ଏହି ଅବସରରେ ଦୁହେଁ ଗୁରୁବାର ଢେଙ୍କାନାଳ ସହରରେ ପହଞ୍ଚି ବୋରାପଦାସ୍ଥିତ ଗଜଲକ୍ଷ୍ମୀ ପ୍ୟାଲେସରେ ରହିଛନ୍ତି। ବର୍ତ୍ତମାନ ସୁଦ୍ଧା ୧୨ ହଜାର କିଲୋମିଟର ଅତିକ୍ରମ…

ଧର୍ମେନ୍ଦ୍ରଙ୍କ ଲଢ଼ିବା ନେଇ ସୋସିଆଲ ମିଡିଆରେ ଚର୍ଚ୍ଚା

ଢେଙ୍କାନାଳ,୧ା୧୨ (ରତନ ନାୟାର):ଆସନ୍ତା ସାଧାରଣ ନିର୍ବାଚନରେ ଢେଙ୍କାନାଳ ଲୋକ ସଭା ଆସନରୁ ଭାଜପାର ସମ୍ଭାବ୍ୟ ପ୍ରାର୍ଥୀଙ୍କୁ ନେଇ ଦଳୀୟ ନେତୃବୃନ୍ଦଙ୍କ ପକ୍ଷରୁ ସୋସିଆଲ ମିଡିଆରେ ଚର୍ଚ୍ଚା ଜୋର୍‌ ଧରିଛି। ବିଶେଷକରି ଭାଜପାର ବରିଷ୍ଠ ନେତା ତଥା କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ପ୍ରାର୍ଥତ୍ତ୍ୱକୁ…

ରାଜପଥ ସମ୍ପ୍ରସାରଣ ଶେଷ ଅନିଶ୍ଚିତତାରେ

ଢେଙ୍କାନାଳ,୨୯।୧୧(ରତନ ନାୟାର): ଢେଙ୍କାନାଳ ଜିଲା କାର୍ଯ୍ୟାଳୟ ସଦ୍‌ଭାବନା ଗୃହରେ ଜିଲାସ୍ତରୀୟ ସଂସଦୀୟ କ୍ଷେତ୍ର ସଡ଼କ ସୁରକ୍ଷା କମିଟି ବୈଠକ ମଙ୍ଗଳବାର ଅନୁଷ୍ଠିତ ହୋଇଯାଇଛି। ଏଥିରେ ଏମ୍‌ପି ମହେଶ ସାହୁ ଅଧ୍ୟକ୍ଷତା କରିବା ସହ ୫୫ନଂ ଜାତୀୟ ରାଜପଥ ସମ୍ପ୍ରସାରଣ କାର୍ଯ୍ୟ ଧାର୍ଯ୍ୟ…

ବ୍ରାହ୍ମଣୀ ଆଁରେ ୫ଶହ ହେକ୍ଟର ଜମି

ଢେଙ୍କାନାଳ,୨୨।୧୧(ରତନ ନାୟାର): ଢେଙ୍କାନାଳ ଜିଲା ସଦର ବ୍ଲକ ଗେଙ୍ଗୁଟିଆ, ଗୁରୁଜାଙ୍ଗଠାରୁ ଆରମ୍ଭ କରି ସାଙ୍କୁଲେଇ ଗ୍ରାମ ପର୍ଯ୍ୟନ୍ତ ପ୍ରାୟ ୫୦୦ ହେକ୍ଟର ଚାଷଜମି ବ୍ରାହ୍ମଣୀ ନଦୀର ବନ୍ୟା ଜଳ ଖାଇଯାଇଛି। ଏ ସମ୍ପର୍କରେ ଚାଷୀମାନେ ରାଜ୍ୟ ସରକାରଙ୍କ ଦୃଷ୍ଟି ଆକର୍ଷଣ କରିବା…

୧୦ ମାସରେ ୩୩୭ ଦୁର୍ଘଟଣା, ୧୫୦ ଜୀବନହାନି

ଢେଙ୍କାନାଳ,୧୭ା୧୧(ରତନ ନାୟାର): ଢେଙ୍କାନାଳ ଜିଲା ସଡ଼କ ସୁରକ୍ଷା କମିଟି ବୈଠକ ଜିଲା କାର୍ଯ୍ୟାଳୟର ସଦ୍‌ଭାବନା ଗୃହରେ ଗୁରୁବାର ଅନୁଷ୍ଠିତ ହୋଇଯାଇଛି। ଅତିରିକ୍ତ ଜିଲାପାଳ(ରାଜସ୍ବ) ଲଳିତ ମୋହନ ବେହେରା ବୈଠକରେ ଅଧ୍ୟକ୍ଷତା କରି ପୂର୍ବ ଏବଂ ଚଳିତ ବୈଠକର ନିଷ୍ପତ୍ତିକୁ କଡାକଡି ଭାବେ…

ଜେଲ୍‌ ଫାର୍ମାସିଷ୍ଟ ଗିରଫ

କାମାକ୍ଷାନଗର,୧୫।୧୧(ସୁଧୀର କୁମାର ପରିଡ଼ା): ଢେଙ୍କାନାଳ ଜିଲା ତୁମୁସିଙ୍ଗା ଥାନା ବାରୁଆ (କା) ପଞ୍ଚାୟତ ସମିତି ସଭ୍ୟ ଦୀପକ ମାହୁନ୍ତଙ୍କ ହତ୍ୟା ଘଟଣାର ମୁଖ୍ୟ ଅଭିଯୁକ୍ତ କନ୍ତିଓପୁଟସାହି ଗ୍ରାମର ନୀର ଓରଫ ନିରାକାର ସାହୁଙ୍କ ହତ୍ୟା ଘଟଣାରେ ଗିରଫଦାରି ସଂଖ୍ୟା ବଢ଼ିବାରେ ଲାଗିଛି।…

ମୃତଦେହ ରଖି ରାସ୍ତା ଅବରୋଧ କଲେ ପରିବାର ଲୋକେ

କାମାକ୍ଷାନଗର,୧୨ା୧୧(ସୁଧୀର କୁମାର ପରିଡ଼ା): ଢେଙ୍କାନାଳ ଜିଲା କାମାକ୍ଷାନଗର ୫୩ ନମ୍ବର ଜାତୀୟ ରାଜପଥକୁ ରବିବାର ଅବରୋଧ କରାଯାଇଛି। ଶନିବାର ସଡ଼କ ଦୁର୍ଘଟଣାରେ ରେଳ ସଫେଇ କର୍ମଚାରୀ ଶତ୍ରୁଘ୍ନ ନାଏକଙ୍କ ମୃତ୍ୟୁ ହୋଇଥିବା ବେଳେ ଆଜି ମୃତଦେହ ବ୍ୟବଚ୍ଛେଦ ପରେ ପରିବାର ପକ୍ଷରୁ…

ଢେଙ୍କାନାଳରୁ ମେଲାଣି ନେଲେ ମା’

ଢେଙ୍କାନାଳ,୯ା୧୧(ରତନ ନାୟାର)ଢେଙ୍କାନାଳରୁ ବୁଧବାର ମେଲାଣି ନେଇଛନ୍ତି ମା’ ଲକ୍ଷ୍ମୀ। ସକାଳୁ ଆରମ୍ଭ ହୋଇଥିବା ମା’ଙ୍କ ଏହି ବିଦାୟ ପର୍ବ ବିଳମ୍ବିତ ରାତି ଯାଏ ଚାଲିଥିଲା। ପ୍ରସିଦ୍ଧ ଲକ୍ଷ୍ମୀପୂଜାର ଏହି ଅନ୍ତିମ ଉତ୍ସବ ଭସାଣି ଶୋଭାଯାତ୍ରା ବେଶ୍‌ ଆନନ୍ଦ ଉଲ୍ଲାସ ଓ ଆଡ଼ମ୍ବର…

ଧରାପଡ଼ିଲେ ନକଲି ଡାକ୍ତର

କାମାକ୍ଷାନଗର,୭।୧୧(ସୁଧୀର କୁମାର ପରିଡା): ବିନା ଡାକ୍ତରୀ ପାଠ ପଢାରେ କରୁଥିଲେ ଚିକିତ୍ସା। ଦୀର୍ଘବର୍ଷ ଧରି ସ୍ବାସ୍ଥ୍ୟସେବା ନାଁରେ ନିରୀହ ଲୋକଙ୍କୁ କରୁଥିଲେ ଶୋଷଣ। ଏପରି ଅଭିଯୋଗ ଆସିବା ପରେ କଙ୍କଡାହାଡ଼ ପୋଲିସ ସମ୍ପୃକ୍ତ ନକଲି ଡାକ୍ତରଙ୍କୁ ସୋମବାର ଗିରଫ କରି କୋର୍ଟଚାଲାଣ…

ଡାକ୍ତର ଅଭାବ, ରୋଗୀସେବା ବିପର୍ଯ୍ୟସ୍ତ

ଛେଣ୍ଡିପଦା,୨୯।୧୦(ଅଜିତ ଧଳ)ଜନସାଧାରଣଙ୍କୁ ଉତ୍ତମ ସ୍ବାସ୍ଥ୍ୟସେବା ଯୋଗାଇ ଦେବା ଉପରେ ସରକାର ଗୁରୁତ୍ୱ ଦେଉଛନ୍ତି। ହେଲେ ବିଭାଗୀୟ କର୍ତ୍ତୃପକ୍ଷଙ୍କ ଉଦାସୀନତା ଯୋଗୁ ଦୀର୍ଘଦିନ ହେବ ଛେଣ୍ଡିପଦା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ରୋଗୀସେବା ବିପର୍ଯ୍ୟସ୍ତ ହୋଇପଡିଥିବା ଅଭିଯୋଗ ହେଉଛି। ଏହାର ପ୍ରତିବାଦରେ ଶନିବାର ରାତିରେ ଜିଲା…

ନନ୍ଦିନୀ ଦେବୀଙ୍କୁ ମରଣୋତ୍ତର ଢେଙ୍କାନାଳ ଗୌରବ ସମ୍ମାନ

ଢେଙ୍କାନାଳ,୨୯ା୧୦(ରତନ ନାୟାର)ଢେଙ୍କାନାଳର ସାଂସ୍କୃତିକ ଅନୁଷ୍ଠାନ ନଟରାଜ ସଙ୍ଗୀତ ମହାବିଦ୍ୟାଳୟ ପକ୍ଷରୁ ଆୟୋଜିତ ୩୮ତମ ନଟରାଜ କୁମାରୋତ୍ସବ ଶନିିବାର ଉଦ୍‌ଘାଟିତ ହୋଇଯାଇଛି। ଢେଙ୍କାନାଳ ସାମ୍ବାଦିକ ସଂଘ, ଜିଲା ସଂସ୍କୃତି ପରିଷଦ, ରାଜ୍ୟ ସଂସ୍କୃତି ବିଭାଗ, କେନ୍ଦ୍ର ସଂସ୍କୃତି ମନ୍ତ୍ରାଳୟ ଓ ସଙ୍ଗୀତ ନାଟକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?