ଢେଙ୍କାନାଳ

ଢେଙ୍କାନାଳରେ ମା’ ଲକ୍ଷ୍ମୀଙ୍କ ଧରାବତରଣ

ଢେଙ୍କାନାଳ,୨୮ା୧୦(ରତନ ନାୟାର): ଢେଙ୍କାନାଳରେ ଧରାବତରଣ କରିବେ ମା’ ଲକ୍ଷ୍ମୀ। ଶନିବାରଠାରୁ ସହରରେ ଆରମ୍ଭ ହେବ ମା’ଙ୍କ ଆରାଧନା। ଏଥିପାଇଁ ଉତ୍ସବମୁଖର ହୋଇପଡ଼ିଛି ସମଗ୍ର ଢେଙ୍କାନାଳ। ସହରରେ ଶେଷ ହୋଇଛି ସମସ୍ତ ସାଜସଜ୍ଜା। ଚଳିତବର୍ଷ ପ୍ରସିଦ୍ଧ ଲକ୍ଷ୍ମୀପୂଜା ଉତ୍ସବ ୮୦ ବର୍ଷରେ ପଦାର୍ପଣ…

ସ୍ବାମୀଙ୍କୁ ମାଡ, ସ୍ତ୍ରୀଙ୍କୁ ବଳାତ୍କାର

ଢେଙ୍କାନାଳ,୨୪।୧୦: ଢେଙ୍କାନାଳ ଜିଲା ଭୁବନ ଥାନା ଅଞ୍ଚଳରେ ଏକ ଅଭାବୀୟ ଘଟଣା ଘଟିଯାଇଛି। ସ୍ବାମୀ ସ୍ତ୍ରୀ ଫେରିବା ବାଟରେ ଦୁହିଁଙ୍କୁ ଅଟକାଇ କିଛି ଯୁବକ ମାଡ ମାରିବା ସହ ସ୍ତ୍ରୀଙ୍କୁ ଟେକି ନେଇ ବଳାତ୍କାର କରିଛନ୍ତି। ଘଟଣା ଅନୁଯାୟୀ, ଦମ୍ପତି ଯାଜପୁରର…

ଉଜ୍ଜୀବିତ ରହିଛି ପରମ୍ପରା

ଭୁବନ,୨୩ା୧୦(ବିପିନ ବିହାରୀ ସେଠୀ): ଢେଙ୍କାନାଳ ଜିଲା ଭୁବନର ଏକ ଅନନ୍ୟ ପର୍ବ ହେଉଛି ବଳଦଯାତ୍ରା। ପ୍ରତିବର୍ଷ ଦୁର୍ଗାପୂଜା ସମୟରେ ଏହା ପାଳନ କରାଯାଏ। ଇତିହାସ ଅନୁଯାୟୀ, ଏଠାକାର ଥୋରିଆ, ବଣିଆ ଓ କାଚରା ସମ୍ପ୍ରଦାୟର ଲୋକମାନେ ଦେଶ ବାହାରକୁ ବ୍ୟବସାୟ କରିବାକୁ…

ଅବହେଳିତ ହେଉଛନ୍ତି ଶିକ୍ଷିତ କରଣ ପିଲା

ଢେଙ୍କାନାଳ,୨୧ା୧୦(ରତନ ନାୟାର): ଢେଙ୍କାନାଳ ସହର ଗୋପୀନାଥ ଗାର୍ଡେନ୍‌ ଠାରେ ଶ୍ରୀକରଣ ସମାଜର ବାର୍ଷିକ ଅଧିବେଶନ ଶୁକ୍ରବାର ଅନୁଷ୍ଠିତ ହୋଇଯାଇଛି। ବୟୋଜ୍ୟେଷ୍ଠ ସଭ୍ୟ ଡା. ଉମେଶ ଚନ୍ଦ୍ର ପଟ୍ଟନାୟକ ଏଥିରେ ଅଧ୍ୟକ୍ଷତା କରିଥିଲେ। ପ୍ରାରମ୍ଭରେ ପ୍ରତିଷ୍ଠାତା ସଭ୍ୟ ସ୍ବର୍ଗତ ଶୁଭ୍ରାଂଶୁ କୁମାର ପଟ୍ଟନାୟକଙ୍କ…

ଢେଙ୍କାନାଳକୁ ସରକାର ଦେଲେ ଗଜଦଣ୍ଡ

ଢେଙ୍କାନାଳ,୧୯ା୧୦(ରତନ ନାୟାର)ଢେଙ୍କାନାଳ ଜିଲାରେ ହାତୀ-ମଣିଷ ମଧ୍ୟରେ ବିବାଦ ବଢ଼ିଚାଲିଛି। ଏପରି କି ଏହି ବିବାଦରେ ସାରା ରାଜ୍ୟରେ ଢେଙ୍କାନାଳ ଜିଲା ଆଗରେ ରହିଛି। ଏହାକୁ ନେଇ ଅନେକ ସମୟରେ ଜିଲାର ବିଭିନ୍ନ ସ୍ଥାନରେ ଆଇନଶୃଙ୍ଖଳା ପରିସ୍ଥିତି ସୃଷ୍ଟି ହେଉଛି। ଧୀର ଧୀରେ…

ଢେଙ୍କାନାଳକୁ ଆସିବ ପୁରୀ ତାଳଧ୍ୱଜ ରଥ ଚକ

ଢେଙ୍କାନାଳ,୧୮।୧୦(ରତନ ନାୟାର): ୨୦୨୦ ମସିହାରେ ପୁରୀ ରଥଯାତ୍ରାର ମହାପ୍ରଭୁ ବଳଭଦ୍ରଙ୍କ ତାଳଧ୍ୱଜ ରଥର ଗୋଟିଏ ଚକ ଢେଙ୍କାନାଳକୁ ଅଣାଯିବ। ଏ ସମ୍ପର୍କରେ ଶ୍ରୀଜଗନ୍ନାଥ ମନ୍ଦିର ମୁଖ୍ୟ ପ୍ରଶାସକ ରଞ୍ଜନ କୁମାର ଦାସ ଢେଙ୍କାନାଳ ସହରସ୍ଥିତ ଶ୍ରୀବଳଦେବ ଜୀଉ ମନ୍ଦିର କର୍ତ୍ତୃପକ୍ଷଙ୍କୁ ପତ୍ର…

ପୂଜାରେ ନିୟମ ନ ମାନିଲେ କାର୍ଯ୍ୟାନୁଷ୍ଠାନ

ଢେଙ୍କାନାଳ,୧୭ା୧୦(ରତନ ନାୟାର): ଢେଙ୍କାନାଳର ପ୍ରସିଦ୍ଧ ଲକ୍ଷ୍ମୀପୂଜା ଆସନ୍ତା ୨୮ ତାରିଖରୁ ଆରମ୍ଭ ହେବ। ତେଣୁ ସହରରେ ହେବାକୁ ଥିବା ଶ୍ରଦ୍ଧାଳୁଙ୍କ ପ୍ରବଳ ଭିଡ଼କୁ ନଜରରେ ରଖି ଜିଲା ପୋଲିସ ପ୍ରଶାସନ ପକ୍ଷରୁ ଟ୍ରାଫିକ ଓ ଆଇନ ଶୃଙ୍ଖଳାର ସମୀକ୍ଷା କରାଯାଇଛି। ସହରସ୍ଥିତ…

୨୯ରୁ ମହିଷାପାଟ ପଡ଼ିଆରେ ପଲ୍ଲିଶ୍ରୀ ମେଳା

ଢେଙ୍କାନାଳ,୧୭ା୧୦(ରତନ ନାୟାର): ଲକ୍ଷ୍ମୀପୂଜା ଅବସରରେ ଢେଙ୍କାନାଳ ମହିଷାପାଟ ପଡିଆଠାରେ ପଲ୍ଲିଶ୍ରୀ ମେଳା ଆସନ୍ତା ୨୯ ତାରିଖରୁ ଆରମ୍ଭ ହେବ। ଏହା ନଭେମ୍ବର ୭ ପର୍ଯ୍ୟନ୍ତ ଚାଲିବ। ଏହି ଉପଲକ୍ଷେ ସୋମବାର ଅପରାହ୍ନ ସାଢେ ୩ଟାରେ ଜିଲା କାର୍ଯ୍ୟାଳୟର ସଦ୍‌ଭାବନା ହଲ୍‌ଠାରେ ଜିଲାପାଳ…

ସୁନା ମୁକୁଟରେ ଝଲସିବେ ମା’ ସୌଭାଗ୍ୟଲକ୍ଷ୍ମୀ

ଢେଙ୍କାନାଳ,୧୭ା୧୦(ରତନ ନାୟାର): ଢେଙ୍କାନାଳର ପ୍ରସିଦ୍ଧ ଲକ୍ଷ୍ମୀପୂଜା ଉତ୍ସବ ଆସନ୍ତା ୨୮ ରୁ ନଭେମ୍ବର ୧୧ ତାରିଖ ପର୍ଯ୍ୟନ୍ତ ଅନୁଷ୍ଠିତ ହେବ। ଚଳିତବର୍ଷ ୩୯ଟି ପୂଜା ପ୍ରତିଷ୍ଠାନ ପକ୍ଷରୁ ମା’ଙ୍କ ପୂଜା କରାଯିବବ। ଏଥିପାଇଁ ପ୍ରସ୍ତୁତି ଜୋର୍‌ ଧରିଛି। ଢେଙ୍କାନାଳ ସହର ଏବେଠାରୁ…

ଶତାବ୍ଦୀର ମୂକସାକ୍ଷୀ କୁଞ୍ଜକାନ୍ତ ମନ୍ଦିର

ଢେଙ୍କାନାଳ ,୧୬ା୧୦(ରତନ ନାୟାର): ଢେଙ୍କାନାଳ ଐତିହ୍ୟ ପଦଯାତ୍ରାର ସପ୍ତମ ସଂସ୍କରଣ ରବିବାର ସ୍ଥାନୀୟ କୁଞ୍ଜକାନ୍ତ ମନ୍ଦିରଠାରେ ଅନୁଷ୍ଠିତ ହୋଇଯାଇଛି। ଐତିହ୍ୟକୁ ଜାଣିବା ଓ ତାହା ସମ୍ପର୍କରେ ତଥ୍ୟ ସଂଗ୍ରହ କରି ଭବିଷ୍ୟତ ପିଢ଼ି ପାଇଁ ସଂରକ୍ଷିତ ରଖି ଜନ ସଚେତନତା ସୃଷ୍ଟି…

ଡାଇରିଆ, ଆଇସୋଲେଶନ ଓ୍ବାର୍ଡରେ ରୋଗୀ ହନ୍ତସନ୍ତ

ଢେଙ୍କାନାଳ, ୧୫ା୧୦(ରତନ ନାୟାର)ଢେଙ୍କାନାଳ ଜିଲା ମୁଖ୍ୟ ଚିକିତ୍ସାଳୟର ଡାଇରିଆ ଓ ଆଇସୋଲେଶନ ଓ୍ବାର୍ଡରେ ଶନିବାର ବ୍ୟାପକ ବିଦ୍ୟୁତ୍‌ ଅବ୍ୟବସ୍ଥା ଦେଖାଦେଇଛି। ସକାଳ ୯ଟାରୁ ବିଦ୍ୟୁତ୍‌ ନ ଥିବାରୁ ଦିନତମାମ ରୋଗୀ ଓ ସେମାନଙ୍କ ସମ୍ପର୍କୀୟଙ୍କୁ ହନ୍ତସନ୍ତ ହେବାକୁ ପଡ଼ିଛି। ଏପରି କି…

ଅଧ୍ୟାପକ ହେବାକୁ ଲକ୍ଷ୍ୟ ରଖିଥିବା ଜଗବନ୍ଧୁ ଏବେ ଶଯ୍ୟାଶାୟୀ

ପରଜଙ୍ଗ,୧୧।୧୦: (ନିଗମାନନ୍ଦ ଦଳବେହେରା): ଇଚ୍ଛା ଥିଲା ଅଧ୍ୟାପକ ହେବେ। ରାଜମିସ୍ତ୍ରି କାମ କରୁଥିବା ବାପାଙ୍କ ଅଭାବୀ ସଂସାରର ବୋଝକୁ ସହଜ କରିଦେବେ। ସେଥିପାଇଁ ନାନା ଅଭାବ ଅସୁବିଧା ମଧ୍ୟରେ ବି ଅଧ୍ୟୟନ କ୍ଷେତ୍ରକୁ ସର୍ବଦା ଅଗ୍ରାଧିକାର ଦେଉଥିଲେ। ଏପରି କି ତାଳଚେର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?