ଢେଙ୍କାନାଳ

ଆସନ୍ତା ବର୍ଷ ବାଘଗଣନା

ଢେଙ୍କାନାଳ ଅଫିସ, ୯।୧୨: ଆସନ୍ତା ବର୍ଷ ଢେଙ୍କାନାଳ ଜିଲାର ସଂରକ୍ଷିତ ଜଙ୍ଗଲରେ ହେବ ବାଘଗଣନା। ଏଥିଲାଗି ପ୍ରସ୍ତୁତି ଆରମ୍ଭ କରିଛି ବନ ବିଭାଗ। ବାଘଗଣନା ଲାଗି ପ୍ରାଥମିକ ପର୍ଯ୍ୟାୟରେ ୮ ରେଞ୍ଜ୍‌ର ୨ ଜଣ ଲେଖାଏ ଦକ୍ଷ କର୍ମଚାରୀଙ୍କୁ ଅନୁଗୋଳରେ ପ୍ରଶିକ୍ଷଣ...

ସାଂସ୍କୃତିକ କାର୍ଯ୍ୟକ୍ରମ, ଶୋଭାଯାତ୍ରା ବାରଣ

ଢେଙ୍କାନାଳ ଅଫିସ, ୭।୧୨-ଢେଙ୍କାନାଳ ଜିଲାରେ କରୋନା ସଂକ୍ରମଣ ଏବଂ ଓମିକ୍ରନ୍‌ ପ୍ରତିହତ କରିବା ଲାଗି ଜିଲା ପ୍ରଶାସନ ପକ୍ଷରୁ ନୂତନ ଗାଇଡ୍‌ଲାଇନ୍‌ ଜାରି କରାଯାଇଛି। ବିଦେଶାଗତଙ୍କୁ ଚିହ୍ନଟ କରିବା, ଆର୍‌ଟି-ପିସିଆର ଟେଷ୍ଟ କରାଇବା, ହୋମ୍‌ କ୍ୱାରାଣ୍ଟାଇନ୍‌ରେ ରଖି ସେମାନଙ୍କ ଉପରେ...

‘ଗୃହରକ୍ଷୀ ବାହିନୀ ସେବା ଅତୁଳନୀୟ’

ଢେଙ୍କାନାଳ ଅଫିସ, ୭।୧୨-ଢେଙ୍କାନାଳ ରିଜର୍ଭ ପୋଲିସ ପଡ଼ିଆରେ ସୋମବାର ପୂର୍ବାହ୍ନ ସାଢ଼େ ୮ଟାରେ ୫୯ତମ ଗୃହରକ୍ଷୀ ଓ ବେସାମରିକ ପ୍ରତିରକ୍ଷା ପ୍ରତିଷ୍ଠା ଦିବସ ପାଳିତ ହୋଇଯାଇଛି। ଆୟୋଜିତ କାର୍ଯ୍ୟକ୍ରମରେ ମୁଖ୍ୟଅତିଥି ଭାବେ ଏସ୍‌ପି ଏଲ୍‌. ଦିବ୍ୟା ଭି ଯୋଗଦେଇ କହିଲେ,...

କଟକଣା ଭଙ୍ଗକାରୀଙ୍କ ପ୍ରତି କଠୋର

ଢେଙ୍କାନାଳ ଅଫିସ, ୭।୧୨-କଟକଣା ଉଲ୍ଲଂଘନକାରୀଙ୍କ ପ୍ରତି ଶୂନ୍ୟ ସହନଶୀଳ ନୀତି ଆରମ୍ଭ କରିଛି ଢେଙ୍କାନାଳ ଜିଲା ପ୍ରଶାସନ। କରୋନା ସଂକ୍ରମଣ ନିୟନ୍ତ୍ରଣକୁ ନ ଆସିବା ଯାଏ କୌଣସି ପରିସ୍ଥିତିରେ କୋହଳ ମନୋଭାବ ପ୍ରଦର୍ଶନ କରାଯିବ ନାହିଁ ବୋଲି ଜିଲାପାଳ ସ୍ପଷ୍ଟ...

କଟକଣାକୁ ଖାତିର ନାହିଁ

ଢେଙ୍କାନାଳ ଅଫିସ, ୬।୧୨: ରାଜ୍ୟରେ ସଂକ୍ରମଣ ନିୟନ୍ତ୍ରଣକୁ ଆସୁଥିବାବେଳେ ଢେଙ୍କାନାଳରେ ଏହାର ବ୍ୟତିକ୍ରମ ଦେଖାଦେଇଛି। ଘରୋଇ ସାଇକୃପା ଆବାସିକ ବିଦ୍ୟାଳୟରେ କରୋନା ବିସ୍ଫୋରଣ ସହିତ ୫୬ ଛାତ୍ରୀଛାତ୍ର ଆକ୍ରାନ୍ତ ହେବା ନୂଆ ସମସ୍ୟା ସୃଷ୍ଟି କରିଛି। ପିଲାମାନଙ୍କୁ ସେମାନଙ୍କ ଅଭିଭାବକ ସାଙ୍ଗରେ...

ପାଣିରେ ବୁଡ଼ିଛି ପାଚିଲା ଧାନ

ଢେଙ୍କାନାଳ ଅଫିସ, ୬।୧୨:  ଗଭୀର ଅବପାତରେ ପରିଣତ ହେବାପରେ ଦୁର୍ବଳ ହୋଇଛି ସାମୁଦ୍ରିକ ଝଡ଼ ‘ଜଓ୍ବାଦ’। ଓଡ଼ିଶା ଉପରୁ ଯଦିଓ ବାତ୍ୟା ଭୟ ଟଳିଛି, ହେଲେ ସାମୁଦ୍ରିକ ଝଡ଼ ପ୍ରଭାବରେ ହୋଇଥିବା ଲଗାଣବର୍ଷା ଚାଷୀଙ୍କ ପାଇଁ ଆଣିଛି ଦାରୁଣ ଦୁଃଖ। ପାଚିଲା...

ତପୋବନରେ ଯୋଗନିଦ୍ରା ଉତ୍ସବ

ଢେଙ୍କାନାଳ ଅଫିସ, ୬।୧୨:  ମହିମା ଧର୍ମର ଆଦିପୀଠ ତପୋବନରେ ରବିବାରଠାରୁ ଆରମ୍ଭ ହୋଇଛି ମହିମା ଗୋସାଇଁଙ୍କ ୨୧ ଦିନାତ୍ମକ ଯୋଗନିଦ୍ରା ଉତ୍ସବ। ଏହି ଉପଲକ୍ଷେ ବ୍ରାହ୍ମ ମୁହୂର୍ତ୍ତରୁ ଅଖଣ୍ଡଧ୍ୱନି ସଂସ୍ଥାପିତ ହୋଇ ଅଖଣ୍ଡବତି ପ୍ରଜ୍ୱଳନ କରାଯାଇଥିଲା। କୌପିନଧାରୀ ମହିମା ସମାଜ...

ହଷ୍ଟେଲରେ ଆଇସୋଲେଶନ ପ୍ରକୋଷ୍ଠ ବାଧ୍ୟ

ଢେଙ୍କାନାଳ ଅଫିସ, ୫।୧୨ – ଢେଙ୍କାନାଳ କୁଞ୍ଜକାନ୍ତ ଅଞ୍ଚଳରେ ଥିବା ସାଇକୃପା ଆବାସିକ ମହାବିଦ୍ୟାଳୟର ୫୬ ଛାତ୍ରୀଛାତ୍ର କରୋନା ପଜିଟିଭ୍‌ ଚିହ୍ନଟ ହେବା ଜିଲା ପ୍ରଶାସନର ମୁଣ୍ଡବ୍ୟଥା ବଢ଼ାଇଛି। ଆବାସିକ ବେସରକାରୀ କଲେଜରେ ପାଠପଢ଼ା ସାଙ୍ଗକୁ ସଂକ୍ରମଣ ପ୍ରତିହତ କରିବା...

ଦିବ୍ୟାଙ୍ଗଙ୍କୁ ୨ କି.ମି. ଚଲାଇଲେ

ଭୁବନ, ୪।୧୨(ଡି.ଏନ୍‌.ଏ.)-ଦିବ୍ୟାଙ୍ଗଙ୍କୁ ମୁଖ୍ୟସ୍ରୋତରେ ସାମିଲ କରାଇବା, ସେମାନେ କୌଣସି ଗୁଣରେ କମ୍‌ ନୁହନ୍ତି ବୋଲି ଅନୁଭବ କରାଇବା ଏବଂ ସେମାନଙ୍କ ମଧ୍ୟରେ ଥିବା ଦକ୍ଷତାର ବିକଶିତ କରାଇବା ଭଳି ମହତ୍‌ ଉଦ୍ଦେଶ୍ୟ ନେଇ ମଙ୍ଗଳବାର ପାଳିତ ହୋଇଛି ବିଶ୍ୱ ଭିନ୍ନକ୍ଷମ...

୭୯ଜଣଙ୍କୁ ଉପକରଣ ପ୍ରଦାନ

ଢେଙ୍କାନାଳ ଅଫିସ, ୪।୧୨-ଢେଙ୍କାନାଳ ଜିଲା ଗଁଦିଆ ବ୍ଲକ ଲାଉଲଇଠାରେ ସ୍ବେଚ୍ଛାସେବୀ ଅନୁଷ୍ଠାନ ‘ପ୍ରିୟ’ ପକ୍ଷରୁ ଦିବ୍ୟାଙ୍ଗ ଦିବସ ପାଳନ ଅବସରରେ ୭୯ଜଣଙ୍କୁ ଉପକରଣ ପ୍ରଦାନ କରାଯାଇଛି। ୪ଜଣଙ୍କୁ ବ୍ୟାଟେରି ଚାଳିତ ଗାଡ଼ି, ୬ଜଣଙ୍କୁ ଟ୍ରାଇ ସାଇକେଲ, ୧୩ଜଣଙ୍କୁ ହୁଇଲ୍‌ ଚେୟାର,...

ଏନ୍‌ଏସି ଅଫିସରେ ତାଲା ପକାଇଲେ ଠିକାଦାର ମିଳୁନି ବକେୟା ପାଉଣା

ହିନ୍ଦୋଳ, ୪।୧୨(ଡି.ଏନ୍‌.ଏ.)-ଢେଙ୍କାନାଳ ଜିଲା ହିନ୍ଦୋଳ ଅଞ୍ଚଳର ୨୫ ଠିକାଦାର ବକେୟା ବିଲ୍‌ ଦାବି କରି ମଙ୍ଗଳବାର ଏନ୍‌ଏସି କାର୍ଯ୍ୟାଳୟ ଫାଟକରେ ତାଲା ପକାଇ ପ୍ରତିବାଦ କରିଛନ୍ତି। ପୋଲିସ ହସ୍ତକ୍ଷେପ ପରେ ତାଲା ଫିଟିଥିବାବେଳେ ତୁରନ୍ତ ଅର୍ଥ ନ ମିଳିଲେ ଆନ୍ଦୋଳନକୁ...

ସଂକ୍ରମଣ ବଢ଼ିବା ପରେ ପ୍ରଶାସନ ସଜାଗ

ଢେଙ୍କାନାଳ ଅଫିସ, ୪।୧୨-ଢେଙ୍କାନାଳ ସହର ସାଇକୃପା ଆବାସିକ ମହାବିଦ୍ୟାଳୟରେ କରୋନା ବିସ୍ଫୋରଣ ପ୍ରଶାସନର ଚିନ୍ତା ବଢ଼ାଇଛି। ସଂକ୍ରମିତ ଛାତ୍ରୀଛାତ୍ରମାନେ ଘରକୁ ପଳାଇଥିବାବେଳେ ସ୍ଥାନୀୟ ଅଞ୍ଚଳରେ ସଂକ୍ରମଣ ବଢ଼ିବା ଆଶଙ୍କା ରହିଛି। ସ୍ଥିତି ବିଗିଡ଼ିବା ଆଗରୁ ସଂକ୍ରମଣ ନିୟନ୍ତ୍ରଣ କରିବା ଲାଗି...

Advertisement
Archives

Model This Week

Why Dharitri