ଢେଙ୍କାନାଳ

ସିଡିଏମ୍‌ଓ, ଏଡିଏମ୍‌ଓଙ୍କୁ ଘେରାଉ କଲେ ୩ ସଂଘର କର୍ମକର୍ତ୍ତା

ଢେଙ୍କାନାଳ ଅଫିସ,୨୪ା୨: ଢେଙ୍କାନାଳ ହସ୍ପିଟାଲରେ ଅଚାନକ ପହଞ୍ଚି ପରିଦର୍ଶନ କରିଛନ୍ତି ଢେଙ୍କାନାଳ ଜିଲା ଓକିଲ ସଂଘ ବଣିକ ସଂଘ, ଖବରଦାତା ସଂଘ ଓ କିଛି ବୁଦ୍ଧିଜୀବୀ। ସାତ ମହଲା ବିଶିଷ୍ଟ ଜିଲା ମୁଖ୍ୟ ଚିକିତ୍ସାଳୟରେ ବିପର୍ଯ୍ୟସ୍ତ ସ୍ବାସ୍ଥ୍ୟସେବା ନେଇ ବାରମ୍ବାର...

୧୩ରେ ରାଜଭବନ ଘେରିବ କଂଗ୍ରେସ

ଢେଙ୍କାନାଳ ଅଫିସ,୨୩।୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଭାଜପା ସରକାର ନିର୍ଦ୍ଦିଷ୍ଟ ଅଳ୍ପ କିଛି ପୁଞ୍ଜିପତିଙ୍କୁ ଭାରତର ସମସ୍ତ ଜାତୀୟ ସମ୍ପତ୍ତି ଟେକି ଦେଇଛନ୍ତି ବୋଲି ଗୁରୁବାର ଢେଙ୍କାନାଳଠାରେ ଜିଲା କଂଗ୍ରେସ ପକ୍ଷରୁ ଆୟୋଜିତ ଏକ ଖବରଦାତା ସମ୍ମିଳନୀରେ ଦଳର ପର୍ଯ୍ୟବେକ୍ଷକ...

‘ଯାଯାବର’ଙ୍କ ପାଇଁ ସ୍ଥିତି ଜଟିଳ

ଢେଙ୍କାନାଳ ଅଫିସ, ୧୦।୨: ଓଡ଼ିଶାର ଶିମିଳିପାଳ ପରେ ହାତୀସଂଖ୍ୟାରେ ଦ୍ୱିତୀୟ ସ୍ଥାନରେ ରହିଛି ଢେଙ୍କାନାଳ। ଏଠାରେ ହାତୀ-ମଣିଷ ସଂଘର୍ଷ ମଧ୍ୟ କିଛି କମ୍‌ ନୁହେଁ। ଗଜ ଉପଦ୍ରବ ରୋକିବା ଲାଗି ଅଧ ଡଜନରୁ ଊର୍ଦ୍ଧ୍ୱ ଯୋଜନା କାର୍ଯ୍ୟକାରୀ ହେଉଥିଲେ ମଧ୍ୟ...

୪.୫୦ କି.ମି. ପାଇଁ ଖର୍ଚ୍ଚ ହେବ ୯. ୮୧ କୋଟି

ପରଜଙ୍ଗ,୨୦।୨(ଡି.ଏନ୍‌.ଏ.)ଢେଙ୍କାନାଳ ଜିଲା ପରଜଙ୍ଗ ବ୍ଲକ ୫୩ନଂ. ଜାତୀୟ ରାଜପଥର ବାରିହାପୁର ବାଇପାସଠାରୁ ବଜାର ଦେଇ ହାତୀଲୁଚାଣି ବାଇପାସ୍‌କୁ ସଂଯୋଗ କରୁଥିବା ପୂର୍ତ୍ତ ବିଭାଗ ରାସ୍ତାର ନବୀକରଣ ହେବ। ୪ କି.ମି. ୫୦ ମିଟର ଦୀର୍ଘ ଏହି ରାସ୍ତା ନିର୍ମାଣରେ ଖର୍ଚ୍ଚ...

ଅଙ୍ଗୁଳିରେ କରିଛନ୍ତି ଆୟତ୍ତ

ଢେଙ୍କାନାଳ ଅଫିସ,୨୦।୨(ରତନ ନାୟାର): କାହା ପାଇଁ ବଜରଙ୍ଗୀ ତ କାହା ପାଇଁ ବିରାଜ। ପୁଣି କିଏ ଶ୍ରଦ୍ଧାରେ ଡାକନ୍ତି ଗୋବିନ୍ଦ। ନଁା ଅଲଗା, ହେଲେ ପରିଚୟ ଗୋଟିଏ। ଏବେ ସେଥିରେ ଯୋଡ଼ିହୋଇଛି କୁନି ମୃଦଙ୍ଗ ବାଦକର ସୁନାମ। ଖେଳିବୁଲିବା ବୟସରେ...

ହାତୀ ଆକ୍ରମଣରେ ଜଣେ ମୃତ

ଢେଙ୍କାନାଳ ଅଫିସ,୧୯।୨: ଢେଙ୍କାନାଳ ଜିଲା ସଦର ରେଞ୍ଜ କାକୁଡ଼ିଭାଗ ଗାଁରେ ହାତୀ ଆକ୍ରମଣରେ ଜଣଙ୍କ ମୃତ୍ୟୁ ଘଟିଛି। ମୃତ ବ୍ୟକ୍ତି ଜଣକ ଉକ୍ତ ଗାଁର ୫୮ ବର୍ଷୀୟ ଜୟନନ୍ଦ ସୁତାର। ଜୟନନ୍ଦ ସକାଳୁ ଶୌଚ ହେବା ପାଇଁ ଘର ପଛପଟ...

କପିଳାସ ପାହାଚରେ ଟଳିପଡ଼ିଲେ ଶ୍ରଦ୍ଧାଳୁ

ଢେଙ୍କାନାଳ ଅଫିସ,୧୯।୨: ଢେଙ୍କାନାଳ କପିଳାସ ଶୈବପୀଠରେ ଶନିବାର ଜାଗର ଯାତ୍ରା ପାଇଁ ଉତ୍ସବମୁଖର ହୋଇପଡ଼ିଥିବାବେଳେ ଘଟିଛି ଅଭାବନୀୟ ଘଟଣା। ଜଣେ ଶ୍ରଦ୍ଧାଳୁ ପାହାଚ ରାସ୍ତା ଦେଇ ଜାଗରଯାତ୍ରା ଦେଖିବାକୁ ପୀଠକୁ ଯାଉଥିବାବେଳେ ତାଙ୍କର ମୃତ୍ୟୁ ହୋଇଛି। ମୃତକ ହେଲେ ଯାଜପୁର...

ପାରିବାରିକ କଳହରୁ ଠେଙ୍ଗାରେ ପିଟି ସ୍ତ୍ରୀକୁ ହତ୍ୟା

ପରଜଙ୍ଗ,୧୮।୨(ଡି.ଏନ୍‌.ଏ.): ଢେଙ୍କାନାଳ ଜିଲା ପରଜଙ୍ଗ ଥାନା ଆମ୍ବପଳାସ ଗାଁର ସାନମସମସା ସାହିରେ ଏକ ଅଭାବନୀୟ ଘଟଣା ଘଟିଛି। ଠେଙ୍ଗାରେ ପିଟି ସ୍ତ୍ରୀକୁ ହତ୍ୟା କରିଛନ୍ତି ମଦ୍ୟପ ସ୍ବାମୀ । ମୃତକ ହେଲେ ମମତା ଖଟୁଆ। ପୋଲିସ କହିବାନୁଯାୟୀ, ଶୁକ୍ରବାର ବିଳମ୍ବିତ...

ଜାଗରଯାତ୍ରା: କପିଳାସ ପୀଠ ଉତ୍ସବମୁଖର

ଢେଙ୍କାନାଳ ଅଫିସ,୧୮।୨: ରାଜ୍ୟ ତଥା ଢେଙ୍କାନାଳ ଜିଲାର ପ୍ରସିଦ୍ଧ ଶୈବପୀଠ କପିଳାସରେ ଶନିବାର ମହାସମାରୋହରେ ପ୍ରସିଦ୍ଧ ଜାଗରଯାତ୍ରା ପାଳିତ ହେଉଛି । ୨ ବର୍ଷ କରୋନା କଟକଣା ପରେ ଚଳିତବର୍ଷ ଆନନ୍ଦ ଉଲ୍ଲାସର ସହ ଜାଗରଯାତ୍ରା ପାଳିତ ହେଉଥିବାରୁ ଲକ୍ଷାଧିକ...

ଆଜି ପ୍ରସିଦ୍ଧ ଜାଗରଯାତ୍ରା

ଢେଙ୍କାନାଳ ଅଫିସ, ୧୮।୨: କପିଳାସ ଶୈବପୀଠରେ ଶନିବାର ଅନୁଷ୍ଠିତ ହେଉଛି ପ୍ରସିଦ୍ଧ ମହାଜାଗର। କୋଭିଡ୍‌ କାରଣରୁ ଦୁଇବର୍ଷ ହେଲା ମହାଦେବଙ୍କ ଏହି ବାର୍ଷିକ ଯାତ୍ରାରୁ ଶ୍ରଦ୍ଧାଳୁ ବଞ୍ଚତ୍ତ ହୋଇ ରହିଥିଲେ। ତେଣୁ ଚଳିତବର୍ଷ ବହୁଲକ୍ଷ ଶ୍ରଦ୍ଧାଳୁଙ୍କ ସମାଗମ ହେବା ସମ୍ଭାବନା...

ଅନୁଦାନ ମିଳିଲା, ଆଶଙ୍କାରେ ଉନ୍ନତି

ଢେଙ୍କାନାଳ ଅଫିସ,୧୮।୨: କପିଳାସ କ୍ଷେତ୍ରାଧିପତି ଶ୍ରୀ ଚନ୍ଦ୍ରଶେଖରଜୀଉଙ୍କ ଆସ୍ଥାନ ତଥା ପ୍ରସିଦ୍ଧ ଶୈବକ୍ଷେତ୍ର କପିଳାସ ପୀଠର ଗର୍ଭଗୃହ ଦୁର୍ବଳ ହୋଇପଡ଼ିଛି। ସାମାନ୍ୟ ବର୍ଷା ହେଲେ ଭିଜୁଛନ୍ତି ମହାଦେବ। ଭାରତୀୟ ପ୍ରତ୍ନତାତ୍ତ୍ୱିକ ସର୍ବେକ୍ଷଣ ସଂସ୍ଥା (ଏଏସ୍‌ଆଇ)ର ଅବହେଳାରୁ ଏଭଳି ସ୍ଥିତି ସୃଷ୍ଟି...

ନିଆଁ କରିଦେଲା ନିଃସ୍ବ

ପରଜଙ୍ଗ,୧୭।୨(ଡି.ଏନ୍‌.ଏ.): ମାତ୍ର ଘଣ୍ଟାଏ ଭିତରେ ସବୁ କିଛି ଶେଷ ହୋଇଯାଇଛି। ନିଆଁ ଧ୍ୱଂସ କରିଦେଇଛି ସାଇତା ସମ୍ପତ୍ତି। ପିନ୍ଧା ଲୁଗା ଛଡ଼ା ପାଖରେ କିଛି ନାହିଁ। ଜଣେ ନିଶାସକ୍ତ ବ୍ୟକ୍ତ ହିତାହିତ ଜ୍ଞାନ ହରାଇ ନିଜ ଘରେ ନିଆଁ ଲଗାଇଦେବା...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri