ମିଛ ଫଟୋ ଦେଖାଇ ଭୁତେଇଦେଲେ
ଢେଙ୍କାନାଳ,୧୪ା୭(ରତନ ନାୟାର): ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନା (ବିଏସ୍କଓ୍ବୋଇ)ର ଲାଭ ନେଇଥିବା ଦର୍ଶାଇ ବ୍ୟାନରରେ ଛାପିଲେ ଯୁବକଙ୍କ ନାମ। ସ୍ତ୍ରୀଙ୍କ ଫଟୋ ମଧ୍ୟ ବ୍ୟବହାର କଲେ। ହେଲେ ସମ୍ପୃକ୍ତ ଯୁବକ ଯେ ରାଜ୍ୟ ସରକାରଙ୍କ ଏଭଳି ବହୁମୁଖୀ ସ୍ବାସ୍ଥ୍ୟ ଯୋଜନାର ହିତାଧିକାରୀ…
ପ୍ରାର୍ଥନା ସଭାରେ ଛାତିକୁ ମୁଥ
କାମାକ୍ଷାନଗର,୧୩।୭(ସୁଧୀର ପରିଡ଼ା)ପ୍ରାର୍ଥନା ସଭାରେ ଶିକ୍ଷୟିତ୍ରୀଙ୍କ ମୁଥ ମାଡ଼ରେ ଗୁରୁତର ହୋଇଛନ୍ତି ଛାତ୍ର। ଏଭଳି ଅମାନବୀୟ ଘଟଣା ଘଟିଛି ଢେଙ୍କାନାଳ ଜିଲା କଙ୍କଡ଼ାହାଡ଼ ବ୍ଲକ ସଦରସ୍ଥିତ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ। ଅସୁସ୍ଥ ହୋଇପଡ଼ିଥିବା ଷଷ୍ଠ ଶ୍ରେଣୀ ଛାତ୍ର ଗଣପତି ମହାନ୍ତ (୧୨)ଙ୍କୁ କାମାକ୍ଷାନଗର…
ଯୋରନ୍ଦାର ବିକାଶ ପାଇଁ ୯୩ କୋଟି ମଞ୍ଜୁର
ଢେଙ୍କାନାଳ,୧୧ା୭(ରତନ ନାୟାର): ଢେଙ୍କନାଳ ଜିଲା ଯୋରନ୍ଦାସ୍ଥିତ ବିଶ୍ୱ ପ୍ରସିଦ୍ଧ ମହିମାଧର୍ମ ପୀଠ ମହିମାଗାଦିକୁ ଆନ୍ତର୍ଜାତିକସ୍ତରର ପର୍ଯ୍ୟଟନସ୍ଥଳୀ କରିବା ଏବଂ ଇଣ୍ଟିଗ୍ରେଟେଡ୍ ଡେଭେଲପମେଣ୍ଟ ଅଫ୍ ହେରିଟେଜ୍ ଆଣ୍ଡ ମନୁମେଣ୍ଟ ଆଣ୍ଡ ଟୁରିଷ୍ଟ ଡେଷ୍ଟିନେଶନର ୨୦୨୩-୨୪ ବର୍ଷ ପାଇଁ ପ୍ରଥମ ପର୍ଯ୍ୟାୟରେ ରାଜ୍ୟ ସରକାର…
ଜରିପାଲ ତଳେ ଜୀବନ
ପରଜଙ୍ଗ,୧୦।୭(ନିଗମାନନ୍ଦ ଦଳବେହେରା): ଆବାସ ଯୋଜନାରେ ଘର ଖଣ୍ଡିଏ ପାଇବା ପାଇଁ ଅଛି ସମସ୍ତ ଯୋଗ୍ୟତା। ହେଲେ ରାଜନୀତିର ପରପେଞ୍ଚ ଭିତରେ ଛନ୍ଦି ହୋଇଯାଇଛି ଗରିବଙ୍କ ଭାଗ୍ୟ। ଯୋଗ୍ୟ ହିତାଧିକାରୀ ତାଲିକାରେ ସାମିଲ ହେବା ସତ୍ତ୍ୱେ ଚୂଡ଼ାନ୍ତ ପର୍ଯ୍ୟାୟରୁ ଉଦ୍ଦେଶ୍ୟମୂଳକ ଭାବେ ସେମାନଙ୍କୁ…
ଟେନ୍ସନ ଦେଲାଣି ଟମାଟୋ
କାମାକ୍ଷାନଗର, ୧୦।୭(ସୁଧୀର ପରିଡ଼ା) : ପରିବା ଚାଷ ପାଇଁ ସୁନାମ ଅର୍ଜନ କରିଛି ଢେଙ୍କାନାଳ ଜିଲାର କାମାକ୍ଷାନଗର। ବ୍ଲକର ସୋଗର, ସମାଟାଙ୍ଗୀ, ଭଗୀରଥପୁର, ଜଗନ୍ନାଥପୁର, ଅଁଳାବେରେଣି, ତୁମୁସିଙ୍ଗା ଆଦି ଅଞ୍ଚଳରେ ଉତ୍ପାଦିତ ହେଉଥିବା ପରିବା ବର୍ଷର ଅଧିକାଂଶ ସମୟ ଖାଉଟିଙ୍କ ଚାହିଦା…
ଶେଷ ହେଉଛି ‘ସାପୁଆ’ ସମ୍ଭାବନା
ରାସୋଳ,୧୦।୭(ସରୋଜ ମିଶ୍ର): ଢେଙ୍କାନାଳ ଜିଲା ହିନ୍ଦୋଳ ବ୍ଲକ ରାସୋଳ ଅଞ୍ଚଳର ଜଳସେଚନର ପ୍ରମୁଖ ମାଧ୍ୟମ ସାପୁଆ କେନାଲ ପରିଚାଳନା ଅଭାବରୁ ପରିତ୍ୟକ୍ତ ହୋଇପଡ଼ିଛି। ବଡ଼ ବଡ଼ ଘଳିଆ ଦେଇ ବିପୁଳ ପରିମାଣର ପାଣି ନଷ୍ଟ ହେଉଥିବାରୁ ଜମିକୁ ଜଳ ନିଅଣ୍ଟ ପଡୁଛି।…
ପରିଚାଳନା ଅଭାବରୁ ପରିତ୍ୟକ୍ତ
ଢେଙ୍କାନାଳ,୯।୭(ରତନ ନାୟାର)ଢେଙ୍କାନାଳ ସଦର ବ୍ଲକ କାଇମାଟି ପ୍ରାଣୀଧନ ଚିକିତ୍ସାଳୟ ପରିଚାଳନା ଅଭାବରୁ ପରିତ୍ୟକ୍ତ ହୋଇପଡ଼ିଛି। ଏଠାକୁ ନିୟମିତ ଡାକ୍ତର, ଏଲ୍ଆଇ ଆସୁନାହାନ୍ତି। ଫଳରେ ଚାଷୀମାନେ ସେମାନଙ୍କ ରୋଗଗ୍ରସ୍ତ ଗୃହପାଳିତ ପ୍ରାଣୀଙ୍କୁ ଢେଙ୍କାନାଳ ଆଣିବାକୁ ବାଧ୍ୟ ହେଉଛନ୍ତି। ବିଭାଗୀୟ ଉଦାସୀନତାରୁ ଏଭଳି ଅବ୍ୟବସ୍ଥା…
ଅପରେଶନ ‘କ୍ଲିନ୍’ ଆରମ୍ଭ
ଢେଙ୍କାନାଳ,୯।୭(ରତନ ନାୟାର)ଢେଙ୍କାନାଳ ଜିଲାକୁ ଅପରାଧ ମୁକ୍ତ କରିବା ଲାଗି ଆରମ୍ଭ ହୋଇଛି ‘ଅପରେଶନ କ୍ଲିନ୍’। ଅସାମାଜିକ କାର୍ଯ୍ୟକଳାପରେ ଲିପ୍ତ ଥିବା ଅପରାଧୀଙ୍କୁ ମୁଖ୍ୟସ୍ରୋତକୁ ଫେରିବା ଲାଗି ଶେଷ ସୁଯୋଗ ଦିଆଯାଇଛି। ସାମାଜିକ ସ୍ରୋତରେ ସାମିଲ ହେଲେ ଆବଶ୍ୟକତା ଅନୁଯାୟୀ ସେମାନଙ୍କ ଥଇଥାନ…
ନୃସିଂହଙ୍କ ଉପରେ ରାଜ୍ୟ ନେତୃତ୍ୱଙ୍କ ଆସ୍ଥା
ଢେଙ୍କାନାଳ/ପରଜଙ୍ଗ, ୮।୭(ରତନ ନାୟାର/ନିଗମାନନ୍ଦ ଦଳବେହେରା): ସବୁ କଳ୍ପନା ଜଳ୍ପନାର ଅନ୍ତଘଟିଛି। ରାଜ୍ୟ ବିଜେଡି ସଭାପତି ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଢେଙ୍କାନାଳ ଜିଲା ବିଜେଡି ସଭାପତି ଭାବେ ପରଜଙ୍ଗ ବିଧାୟକ ଡା. ନୃସିଂହ ଚରଣ ସାହୁଙ୍କୁ ଶୁକ୍ରବାର ଚୟନ କରିଛନ୍ତି। ଜିଲା…
ଆଖିଧରା କମାଉଛି ଉପସ୍ଥାନ
ଭୁବନ,୭।୭(ବିପିନ ବିହାରୀ ସେଠୀ): ଢେଙ୍କାନାଳ ଜିଲା ଭୁବନ ଅଞ୍ଚଳରେ ଆଖିଧରା ସଂକ୍ରମଣ ଦ୍ରୁତଗତିରେ ବଢ଼ିବାରେ ଲାଗିଛି। ସାମୂହିକ ଶିକ୍ଷାଦାନ ବେଳେ ଜାଣତ ଅଜାଣତରେ ବହୁସଂଖ୍ୟକ ଛାତ୍ରୀଛାତ୍ର ଏହାର ଶିକାର ହୋଇଛନ୍ତି। ସଂକ୍ରମଣ ଆଶଙ୍କାରେ ସୁସ୍ଥ ପିଲାମାନେ ବିଦ୍ୟାଳୟକୁ ଆସିବାକୁ ଭୟ କରୁଛନ୍ତି।…
ସଂଖ୍ୟା କମିଲେ ସମସ୍ୟା
ଢେଙ୍କାନାଳ,୭।୭(ରତନ ନାୟାର): ଶିମିଳିପାଳ ପରେ ହାତୀସଂଖ୍ୟାରେ ଦ୍ୱିତୀୟ ସ୍ଥାନ ହାସଲ କରିଛି ଢେଙ୍କାନାଳ। ଥଣ୍ଡା ଜଳବାୟୁ, ସଂରକ୍ଷିତ ଜଙ୍ଗଲରେ ଅବାଧ ବିଚରଣ ଏହି ଐତିହ୍ୟପ୍ରାଣୀଙ୍କ ପାଇଁ ଉପଯୋଗୀ ସାବ୍ୟସ୍ତ ହୋଇଛି। ହେଲେ ସମାନ୍ତରାଳ ଭାବେ ହାତୀ-ମଣିଷ ସଂଘର୍ଷକୁ ନେଇ କିଛି କମ୍…
୩ ସୋମବାର ଜଳଲାଗି
ଢେଙ୍କାନାଳ, ୫।୭(ରତନ ନାୟାର): ଯୋଡ଼ା ଶ୍ରାବଣରେ ଜଳାଭିଷେକକୁ ନେଇ ଦୂର ହୋଇଛି ଦ୍ୱନ୍ଦ୍ୱ। ବିଶ୍ୱପ୍ରସିଦ୍ଧ ଶୈବପୀଠ କପିଳାସ ସମେତ ଢେଙ୍କାନାଳ ଜିଲାର ୧୨ ଶୈବ କ୍ଷେତ୍ରରେ ଜୁଲାଇ ୧୦, ଅଗଷ୍ଟ ୨୧ ଏବଂ ୨୮ ତାରିଖରେ ପଡୁଥିବା ସୋମବାରରେ ଜଳଲାଗି କରାଯିବ।…
Archives


